-+91-9937148622 |

prerana_bgr@rediffmail.com |

  Thursday 15th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||      ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||      *ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||      ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ    (14-Oct-2026)       ||      ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   (14-Oct-2026)       ||      ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    (14-Oct-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   (14-Oct-2026)       ||      *ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   (14-Oct-2026)       ||      ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   (14-Oct-2026)       ||      ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   (14-Oct-2026)       ||      ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   (14-Oct-2026)       ||      ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   (14-Oct-2026)       ||      ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   (13-Oct-2026)       ||      ୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ    (13-Oct-2026)       ||      *ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   (13-Oct-2026)       ||      ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି    (13-Oct-2026)       ||      ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   (13-Oct-2026)       ||     

HOME   ଖେଳ

ଆଜି ମୋଟେରାରେ ପିଙ୍କ ବଲ୍ ଟେଷ୍ଟ, ଦିବାରାତ୍ର ମ୍ୟାଚରେ ମୁହାଁମୁହିଁ ହେବେ ଇଂଲଣ୍ଡ ଓ ଭାରତ

24-Feb-2021



ଅହମ୍ମଦାବାଦ (ପ୍ରେରଣା ଖବର ବ୍ୟୁରୋ) : ଆଜି ଭାରତ ଇଂଲଣ୍ଡ ତୃତୀୟ ଟେଷ୍ଟ । ଅହମ୍ମଦାବାଦରେ ତିଆରି ହୋଇଥିବା ବିଶ୍ୱର ସବୁଠାରୁ ବଡ଼ ଷ୍ଟାଡିୟମ ଅହମ୍ମଦାବାଦ ମୋଟେରାର ସର୍ଦ୍ଦାର ପଟେଲ୍ ଷ୍ଟାଡିୟମରେ ଖେଳାଯିବ ଏହି ଡେ ନାଇଟ୍ ପିଙ୍ଗ ବଲ୍ ଟେଷ୍ଟ ମ୍ୟାଚ୍ । ନୂଆ କରି ପ୍ରସ୍ତୁତ ହୋଇଥିବା ଏହି ଷ୍ଟାଡିଅମରେ କୌଣସି ଅନ୍ତର୍ଜାତୀୟ ମ୍ୟାଚ୍ ଖେଳାଯାଇ ନାହିଁ। ଭାରତୀୟ ସମୟ ଦିନ ୨ଟା ୩୦ରୁ ଏହି ମ୍ୟାଚ୍ ଆରମ୍ଭ ହେବ।

ପ୍ରଥମ ଟେଷ୍ଟକୁ ଇଂଲଣ୍ଡ ଜିତିବା ପରେ ଦ୍ୱିତୀୟ ଟେଷ୍ଟକୁ ଟିମ୍ ଇଣ୍ଡିଆ ଜିତିନେଇଥିଲା । ସିରିଜ୍ ଏବେ ୧-୧ରେ ବରାବର ଥିବା ବେଳେ ପ୍ରଥମଥର ପାଇଁ ଉଭୟ ଦେଶ ପରସ୍ପରକୁ ପିଙ୍କ ବଲ୍ ଟେଷ୍ଟରେ ଭେଟିବେ। ଭାରତ କିମ୍ବା ଇଂଲଣ୍ଡର ଖେଳାଳି ଏହି ପିଚ୍ ରେ ପୂର୍ବରୁ ଖେଳି ନାହାନ୍ତି। ପିଚ୍ ପ୍ରଥମ ଦୁଇ ଦିନ ଦ୍ରୁତ ବୋଲରଙ୍କୁ ସହାୟକ ହେବ ବୋଲି କୁହାଯାଉଛି । ଏହାପରେ ସ୍ପିନରମାନେ ପିଙ୍କ ବଲରେ ନିଜର କର୍ତ୍ତୃତ୍ବ ଜାହିର କରିବେ ବୋଲି ଆଶା କରାଯାଉଛି । ଅନ୍ୟପଟେ ସିରିଜ୍ ବରାବର ଥିବାରୁ ଭାରତ ଚୂଡ଼ାନ୍ତ ଏକାଦଶରେ ଗୋଟିଏ ପରିବର୍ତ୍ତନ କରିପାରେ।

 

ମ୍ୟାଚ୍ ରେ ଯଶପ୍ରୀତ ବୁମ୍ରାଙ୍କୁ ଚୂଡ଼ାନ୍ତ ଏକାଦଶରେ ସାମିଲ କରାଯାଇପାରେ। ଏହାହେଲେ କୁଲଦୀପ ଯାଦବଙ୍କୁ ବେଞ୍ଚରେ ବସିବାକୁ ପଡ଼ିବ। ନଚେତ୍ ମହମ୍ମଦ ସିରାଜଙ୍କୁ ଚୂଡ଼ାନ୍ତ ଏକାଦଶରୁ ବାଦ୍ ଦିଆଯାଇପାରେ। ତେବେ ତୃତୀୟ ଟେଷ୍ଟ ଈଶାନ୍ତ ଶର୍ମା ତାଙ୍କ ଟେଷ୍ଟ କ୍ୟାରିୟରର ୧୦୦ତମ ମ୍ୟାଚ୍ ଖେଳିବାକୁ ଯାଉଛନ୍ତି। ଶେଷଥର ପାଇଁ ଆଡିଲେଡ୍ ରେ ପିଙ୍କ ବଲ ଟଷ୍ଟ ଖେଳିଥିଲା  ଭାରତ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   15-Oct-2026
  ଜିଲ୍ଲା  
ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   15-Oct-2026
  ଜିଲ୍ଲା  
ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   15-Oct-2026
  ଜିଲ୍ଲା  
ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   14-Oct-2026
  ଜିଲ୍ଲା  
ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   14-Oct-2026
  ଜିଲ୍ଲା  
*ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   14-Oct-2026
  ଜିଲ୍ଲା  
୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ   14-Oct-2026
  ଜିଲ୍ଲା  
ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   14-Oct-2026
  ଜିଲ୍ଲା  
ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    14-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   14-Oct-2026
  ଜିଲ୍ଲା  
*ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   14-Oct-2026
  ଜିଲ୍ଲା  
ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   14-Oct-2026

You Might Also Like