-+91-9937148622 |

prerana_bgr@rediffmail.com |

  Thursday 15th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||      ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||      *ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||      ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ    (14-Oct-2026)       ||      ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   (14-Oct-2026)       ||      ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    (14-Oct-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   (14-Oct-2026)       ||      *ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   (14-Oct-2026)       ||      ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   (14-Oct-2026)       ||      ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   (14-Oct-2026)       ||      ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   (14-Oct-2026)       ||      ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   (14-Oct-2026)       ||      ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   (13-Oct-2026)       ||      ୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ    (13-Oct-2026)       ||      *ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   (13-Oct-2026)       ||      ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି    (13-Oct-2026)       ||      ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   (13-Oct-2026)       ||     

HOME   ମହାନଗର

କାହିଁକି ବଢୁଛି ପେଟ୍ରୋଲ୍ ଦର ?

24-Feb-2021



ନୂଆଦିଲ୍ଲୀ/ଭୁବନେଶ୍ୱର: ଦେଶରେ ଦିନକୁ ଦିନ ତୈଳଦର ବଢ଼ିବାରେ ଲାଗିଛି। ଏନେଇ କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରତିକ୍ରିୟା ରଖି କହିଛନ୍ତି, ତୈଳ ଦରବୃଦ୍ଧି ସାମୟିକ, ଏହି ଦର ବୃଦ୍ଧି ଶୀଘ୍ର ଠିକ୍‌ ହୋଇଯିବ। ବିଶ୍ୱବଜାରରେ ତୈଳ ଉତ୍ପାଦନ ହ୍ରାସ ପାଇଛି।କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଆହୁରି କହିଛନ୍ତି, ଆମେରିକାରେ ତୈଳ ଉତ୍ପାଦନ ହ୍ରାସ ପାଇଥିବାରୁ ଏହାର ପ୍ରଭାବ ପଡ଼ିଛି। ଏହି ପରିସ୍ଥିତି ସୁଧୁରିବ ବୋଲି ଆଶା କରାଯାଉଛି। ପେଟ୍ରୋଲ, ଡିଜେଲକୁ GST ଅନ୍ତର୍ଭୁକ୍ତ କଲେ ଗ୍ରାହକ ଲାଭ ପାଇବେ। ତୈଳକୁ GST ଅନ୍ତର୍ଭୁକ୍ତ କରିବାକୁ କେନ୍ଦ୍ର ସରକାର ନିରନ୍ତର ଉଦ୍ୟମ କରୁଛନ୍ତି। ଏନେଇ GST କାଉନସିଲ ନିଷ୍ପତ୍ତି ନେବ!!ଜାଣନ୍ତୁ, ପେଟ୍ରୋଲ ଓ ଡିଜେଲ‌ର ପ୍ରକୃତ ଦର କେତେ ଓ ତା’ ଉପରେ କେନ୍ଦ୍ର ଓ ରାଜ୍ୟ ସରକାର କେତେ ଟିକସ ନେଉଛନ୍ତି....

ଟିକସ ଓ ଶୁଳ୍କ ବିନା ଭୁବନେଶ୍ୱରରେ ପେଟ୍ରୋଲ୍ ଦର ହେବା କଥା ୩୩ ଟଙ୍କା ୬୮ ପଇସା। ତା’ଉପରେ କେନ୍ଦ୍ରୀୟ ଟିକସ ପଡୁଛି ୩୨ ଟଙ୍କା ୯୦ ପଇସା। ସେହିପରି ଭାଟ୍ ବାବଦକୁ ରାଜ୍ୟ ସରକାର ନେଉଛନ୍ତି ୨୧ ଟଙ୍କା ୪୦ ପଇସା। ଏପରି ଭାବେ ପେଟ୍ରୋଲ୍ ଦର ପହଞ୍ଚୁଛି ୯୧ ଟଙ୍କା ୬୬ ପଇସାରେ!! ସେହିପରି ଡିଜେଲର ମୂଳ ଦର ୩୫ ଟଙ୍କା ୪୩ ପଇସା ଥିବା ବେଳେ କେନ୍ଦ୍ରୀୟ ଟିକସ ୩୧ ଟଙ୍କା ୮୦ ପଇସା ଏବଂ ରାଜ୍ୟ ସରକାର ଭାଟ୍ ବାବଦକୁ ୧୮ ଟଙ୍କା ୯୦ ପଇସା ପଡ଼ୁଛି। ଏପରି ଭାବେ ଡିଜେଲ୍ ଲିଟର ପିଛା ୮୮ ଟଙ୍କା ୬୩ ପଇସାରେ ପହଞ୍ଚୁଛି!! ଜାଣନ୍ତୁ, ପଡ଼ୋଶୀ ରାଜ୍ୟ ଓ ଓଡ଼ିଶାରେ ପେଟ୍ରୋଲ୍, ଡିଜେଲ୍ ଉପରେ ଆଦାୟ ହେଉଥିବା ଭାଟ୍ ପରିମାଣ କେତେ  ? 
କେବଳ ଆନ୍ଧ୍ରପ୍ରଦେଶକୁ ଛାଡ଼ିଦେଲେ ଅନ୍ୟ ପଡ଼ୋଶୀ ରାଜ୍ୟଗୁଡ଼ିକ ତୁଳନାରେ ଓଡ଼ିଶାରେ ଭାଟ୍ ହାର ଅଧିକ ରହିଛି। ଓଡ଼ିଶା ସରକାର ଏବେ ପେଟ୍ରୋଲ୍ ଉପରେ ୩୦.୪ ପ୍ରତିଶତ ଓ ଡିଜେଲ୍ ଉପରେ ୨୭.୧ ପ୍ରତିଶତ ଭାଟ୍ ଆଦାୟ କରୁଛନ୍ତି। ଝାଡ଼ଖଣ୍ଡ ପେଟ୍ରୋଲ୍ ଉପରେ ୨୫.୭ ପ୍ରତିଶତ ଭାଟ୍ ନେଉଥିବା ବେଳେ ଡିଜେଲ୍ ଉପରେ ନେଉଛନ୍ତି ୨୩.୧ ପ୍ରତିଶତ। ଛତିଶଗଡ଼ରେ ପେଟ୍ରୋଲ୍ ଉପରେ ୨୬.୬ ପ୍ରତିଶତ ଏବଂ ଡିଜେଲ୍ ଉପରେ ୨୫.୬ ପ୍ରତିଶତ ଭାଟ୍ ରହିଛି। ପଶ୍ଚିମବଙ୍ଗରେ ପେଟ୍ରୋଲ ଉପରେ ଭାଟ୍ ଓଡ଼ିଶାଠାରୁ ସାମାନ୍ୟ ଅଧିକ ୩୦.୮ ପ୍ରତିଶତ ଥିବା ବେଳେ ଡିଜେଲ୍ ଉପରେ ଓଡ଼ିଶାଠାରୁ ବହୁତ୍ କମ୍ ୨୧.୫ ପ୍ରତିଶତ ଭାଟ୍ ଆଦାୟ କରାଯାଉଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   15-Oct-2026
  ଜିଲ୍ଲା  
ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   15-Oct-2026
  ଜିଲ୍ଲା  
ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   15-Oct-2026
  ଜିଲ୍ଲା  
ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   14-Oct-2026
  ଜିଲ୍ଲା  
ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   14-Oct-2026
  ଜିଲ୍ଲା  
*ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   14-Oct-2026
  ଜିଲ୍ଲା  
୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ   14-Oct-2026
  ଜିଲ୍ଲା  
ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   14-Oct-2026
  ଜିଲ୍ଲା  
ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    14-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   14-Oct-2026
  ଜିଲ୍ଲା  
*ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   14-Oct-2026
  ଜିଲ୍ଲା  
ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   14-Oct-2026

You Might Also Like