-+91-9937148622 |

prerana_bgr@rediffmail.com |

  Thursday 15th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   (15-Oct-2026)       ||      ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   (15-Oct-2026)       ||      ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   (15-Oct-2026)       ||      ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||      *ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||      ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ    (14-Oct-2026)       ||      ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   (14-Oct-2026)       ||      ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    (14-Oct-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   (14-Oct-2026)       ||      *ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   (14-Oct-2026)       ||      ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   (14-Oct-2026)       ||      ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   (14-Oct-2026)       ||      ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   (14-Oct-2026)       ||      ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   (14-Oct-2026)       ||      ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   (13-Oct-2026)       ||      ୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ    (13-Oct-2026)       ||      *ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   (13-Oct-2026)       ||      ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି    (13-Oct-2026)       ||      ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   (13-Oct-2026)       ||     

HOME   ଦେଶ ବିଦେଶ

୪୨% ସମ୍ମୁଖ ଯୋଦ୍ଧା ନେଲେଣି କରୋନା ଟିକାର ପ୍ରଥମ ଡୋଜ୍‌, ଓଡ଼ିଶାରେ କେତେ ?

24-Feb-2021



(ପ୍ରେରଣା ଖବର, ବ୍ୟୁରୋ): ଫେବୃଆରୀ ୨ରୁ ଦେଶରେ କରୋନା ସମ୍ମୁଖ ଯୋଦ୍ଧାଙ୍କ ଟିକାକରଣ ଆରମ୍ଭ ହୋଇଥିଲା। ଇତି ମଧ୍ୟରେ ପଞ୍ଜିକୃତ ୪୨% ସମ୍ମୁଖ ଯୋଦ୍ଧାଙ୍କୁ ଟିକାର ପ୍ରଥମ ଡୋଜ୍‌ ଦିଆ ସରିଲାଣି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଲା ୯ଟି ରାଜ୍ୟରେ ୬୦%ରୁ ଅଧିକ ସମ୍ମୁଖ ଯୋଦ୍ଧାକୁ ଟିକାର ପ୍ରଥମ ଡୋଜ୍‌ ଦିଆ ସରିଛି। ଏହା ମଧ୍ୟରେ ଓଡ଼ିଶା ମଧ୍ୟ ରହିଛି।ସେହିପରି ଦେଶରେ ୬୨% ସ୍ୱାସ୍ଥ୍ୟକର୍ମୀଙ୍କୁ କରୋନା ଟିକାର ଦ୍ୱିତୀୟ ଡୋଜ୍‌ ମଧ୍ୟ ଦିଆସରିଛି। ଜାନୁଆରୀ ୧୬ରୁ ଦେଶରେ ପ୍ରଥମେ ସ୍ୱାସ୍ଥ୍ୟକର୍ମୀଙ୍କୁ ଟିକା ଦେବା କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା। ଭାରତରେ ମୋଟ ୨.୫ ଲକ୍ଷ ସେସନ୍ସରେ ୧.୨ କୋଟି ଲୋକଙ୍କୁ ଟିକା ଦିଆଯାଇ ସାରିଲାଣି। ଏହା ମଧ୍ୟରେ ୬୪.୭ ଲକ୍ଷ ସ୍ୱାସ୍ଥ୍ୟକର୍ମୀ ଓ ୪୧.୧ ଲକ୍ଷରୁ ଅଧିକ ସମ୍ମୁଖ ଯୋଦ୍ଧା ରହିଛନ୍ତି।ପ୍ରଥମ ଡୋଜ୍ ଦିଆଯାଇଛି ଜାଣନ୍ତୁ...

 ରାଜସ୍ଥାନରେ ୮୫.୬% ସମ୍ମୁଖ ଯୋଦ୍ଧା ଟିକା ନେଇଛନ୍ତି। ଏହା ପଛକୁ ଗୁଜରାଟରେ ୮୦.୯%, ମଧ୍ୟପ୍ରଦେଶରେ ୭୭.୫, ଓଡ଼ିଶାରେ ୬୮.୬%, ହିମାଚଳ ପ୍ରଦେଶରେ ୬୧.୮% ଓ ଉତ୍ତରାଖଣ୍ଡରେ ୬୦.୨% ସମ୍ମୁଖ ଯୋଦ୍ଧା ଟିକା ନେଇଛନ୍ତି। ଦାଦ୍ରା ନଗର ହାବେଳୀରେ ୯୨.୩%, ଲାକ୍ଷାଦ୍ୱୀପରେ ୮୪.୨% ଓ ତ୍ରିପୁରାରେ ୬୮.୫% ସମ୍ମୁଖ ଯୋଦ୍ଧାଙ୍କୁ ମଧ୍ୟ କରୋନା ଟିକାର ପ୍ରଥମ ଡୋଜ୍‌ ଦିଆଯାଇଛି। "୨୫%ରୁ କମ୍‌ ସମ୍ମୁଖ ଯୋଦ୍ଧା ଟିକା ନେଇଥିବା ତାଲିକାରେ ଆସାମ ୧୩.୪%, ମଣିପୁରରେ ୧୫%, ମେଘାଳୟରେ ୧୫.୨%, ମିଜୋରାମରେ ୧୫.୮%, ତାମିଲନାଡୁରେ ୨୧.୪%, ଗୋଆରେ ୨୪.୨%, ପୁଡୁଚେରୀରେ ୬.୪%, ଛତିଶଗଡ଼ରେ ୨୩.୬% ଓ ଅରୁଣାଚଳ ପ୍ରଦେଶରେ ୧୯.୪% ରହିଛନ୍ତି। ଏହା ବ୍ୟତୀତ ୧୩.୨ ଲକ୍ଷ ସ୍ୱାସ୍ଥ୍ୟକର୍ମୀଙ୍କୁ ଦେଶରେ କରୋନା ଟିକାର ଦ୍ୱିତୀୟ ଡୋଜ୍ ଦିଆସରିଲାଣି। ୭୫%ରୁ ଅଧିକ ସ୍ୱାସ୍ଥ୍ୟକର୍ମୀଙ୍କୁ ଟିକାର ଦ୍ୱିତୀୟ ଡୋଜ୍‌ ଦିଆଯାଇଥିବା ତାଲିକାରେ ହିମାଚଳ ପ୍ରଦେଶ, ଲଦାଖ, ତେଲେଙ୍ଗାନା, ଗୁଜରାଟ ଓ ତ୍ରିପୁରା ଭଳି ୧୦ଟି ରାଜ୍ୟ ଏବଂ କେନ୍ଦ୍ର ଶାସିତ ଅଞ୍ଚଳ ରହିଛନ୍ତି!!


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ମୃତ, ଅନ୍ୟ ଜଣେ ଗୁରୁତର   15-Oct-2026
  ଜିଲ୍ଲା  
ଡେପୁଟି ସେକ୍ରେଟାରୀ ଓଡ଼ିଶା ସରକାର ଙ୍କ କ୍ଷେତ୍ର ପରିଦର୍ଶନ   15-Oct-2026
  ଜିଲ୍ଲା  
ମାନବିକତା ଦେଖାଇଲେ ଡୁଙ୍ଗୁରିପାଲି ଥାନାଧିକାରୀ ରୋଜାଲିନ ପଟେଲ୍   15-Oct-2026
  ଜିଲ୍ଲା  
ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   14-Oct-2026
  ଜିଲ୍ଲା  
ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   14-Oct-2026
  ଜିଲ୍ଲା  
*ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   14-Oct-2026
  ଜିଲ୍ଲା  
୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ   14-Oct-2026
  ଜିଲ୍ଲା  
ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   14-Oct-2026
  ଜିଲ୍ଲା  
ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    14-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   14-Oct-2026
  ଜିଲ୍ଲା  
*ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   14-Oct-2026
  ଜିଲ୍ଲା  
ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   14-Oct-2026

You Might Also Like