-+91-9937148622 |

prerana_bgr@rediffmail.com |

  Thursday 15th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||      *ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||      ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ    (14-Oct-2026)       ||      ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   (14-Oct-2026)       ||      ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    (14-Oct-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   (14-Oct-2026)       ||      *ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   (14-Oct-2026)       ||      ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   (14-Oct-2026)       ||      ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   (14-Oct-2026)       ||      ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   (14-Oct-2026)       ||      ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   (14-Oct-2026)       ||      ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   (13-Oct-2026)       ||      ୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ    (13-Oct-2026)       ||      *ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   (13-Oct-2026)       ||      ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି    (13-Oct-2026)       ||      ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   (13-Oct-2026)       ||      ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   (13-Oct-2026)       ||      ବଲାଙ୍ଗୀରରେ ରାଜ୍ୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା   (13-Oct-2026)       ||      ଓମ୍‌ ଭ୍ୟାଲି ଶିକ୍ଷାନୁଷ୍ଠାନରେ ୧୧ତମ ବାଟାଲିୟନ ଦ୍ଵାରା ଏନ୍‌.ସି.ସି.ପ୍ରଶିକ୍ଷଣ ଶିବିରର ଉଦ୍‌ଯାପିତ    (13-Oct-2026)       ||     

HOME   ଦେଶ ବିଦେଶ

KYC ଅପଡେଟ୍ ନାଁରେ ହେଉଥିବା ଫ୍ରଡ୍ ରୋକିବାକୁ ପ୍ରୟାସ: ପରାମର୍ଶ ଜାରି କଲା ଓଡ଼ିଶା ପୋଲିସ

24-Feb-2021



ଭୁବନେଶ୍ୱର(ପ୍ରେରଣା ଖବର) :  KYC ଅପଡେଟ୍ ନେଇ ସଚେତନତା। ରାଜ୍ୟରେ ସାଇବର ଠକଙ୍କ ଦୌରାତ୍ମ୍ୟ ବଢ଼ୁଥିବା ବେଳେ KYC ଅପଡେଟ୍ ନାଁରେ ହେଉଥିବା ଠକେଇ ରୋକିବାକୁ ଓଡ଼ିଶା ପୋଲିସର ପ୍ରୟାସ କରିଛି। ଟ୍ୱିଟ କରି ଏନେଇ ପରାମର୍ଶ ଜାରି କରିଛି ଓଡ଼ିଶା ପୋଲିସ।  KYC ଅପଡେଟ୍ ନେଇ ଆସୁଥିବା SMSକୁ ଅଣଦେଖା କରିବାକୁ ପରାମର୍ଶ ଦିଆଯାଇଛି। ସେହିପରି KYC ଅପଡେଟ୍ ନେଇ କୌଣସି ଅଜ୍ଞାତ ନମ୍ବରକୁ ଫୋନ କରନ୍ତୁ ନାହିଁ। ସେବା ପ୍ରଦାନକାରୀ ସଂସ୍ଥା କୌଣସି ନମ୍ବରକୁ ଫୋନ ପାଇଁ କୁହନ୍ତି ନାହିଁ ବୋଲି ଓଡିଶା ପୋଲିସ ପକ୍ଷରୁ ଟ୍ୱିଟ  କରି ସୂଚନା ଦିଆଯାଇଛି।

ତେବେ କିପରି ସାଇବର ଜାଲ ବୁଣନ୍ତି ସାଇବର ଠକ?

ପ୍ରଥମେ ଗ୍ରାହକଙ୍କ ମୋ‍ବାଇଲକୁ ଏକ ଏସଏମସ୍ ଆସେ। ଶୀଘ୍ର କେୱାଇସି ଅପଡେଟ କରିବା ପାଇଁ ଏସଏମସରେ କୁଯାଇଥିବ। ଆଉ ଗ୍ରାହକଙ୍କ କେୱାଇସି ଡକୁମେଣ୍ଟର ଅବଧି ସରିଯାଇଛି ବୋଲି ମନରେ ଭୟ ସଂଚାର କରାଯାଏ । ତେବେ ଚାରି ଲାଇନର ଏହି ଏସଏମଏସରେ ୪୦ ଟି ଭୁଲ ଥିବ ବୋଲି କହିଛନ୍ତି ସାଇ‍ବର ଏକ୍ସପର୍ଟ । ଏବଂ ୨୪ ଘଣ୍ଟା ଭିତରେ କଲ୍ ନ କଲେ‌ ସେବା ବନ୍ଦ ହୋଇଯିବ କହି ଲୋକଙ୍କୁ ଡରେଇବାକୁ ଚେଷ୍ଟା କରନ୍ତି।

ତେବେ କିଛି ଲୋକେ ଏହି ମେସେଜ ଦେଖି ଭୟରେ ସାଇବର ଠକକୁ କଲ କରନ୍ତି। ଆଉ ତା’ପରେ ଜାଲ ବୁଣନ୍ତି ସାଇବର ଠକ। ଏକ ମେଥଡ଼୍ ଅନୁସାରେ କାମ କରିବା ପାଇଁ ଗ୍ରାହକଙ୍କୁ ପ୍ରବର୍ତ୍ତାଇଥାଆନ୍ତି। ପ୍ଲେଷ୍ଟୋରକୁ ଯାଇ କ୍ୱିକ ସପୋର୍ଟ ଓ ଏନି ଡେସ୍କ ନାମକ ଆପ୍ ଡାଉନଲୋଡ଼ କରିବାକୁ କୁହନ୍ତି । ଆଉ ଏହିଠାରୁ ହିଁ ଠକେଇ ଆରମ୍ଭ ହୁଏ। ଏହି ଆପ ଗ୍ରାହକଙ୍କୁ ୯ ଡିଜିଟର ଏକ ୟୁନିକ ନମ୍ବର ପ୍ରଦାନ କରିଥାଏ।  ଆଉ ସେହି ନମ୍ବରକୁ କୌଶଳକ୍ରମେ ନେଇଯାଆନ୍ତି ସାଇବର ଅପରାଧୀ। ନିଜ ଅଜାଣରତେ ତଥା ଭୟରେ ନମ୍ବରଟି ଦେଇଦେଲା ପରେ ମୋବାଇଲର ସମସ୍ତ ନିୟନ୍ତ୍ରଣ ତାଙ୍କ ହାତକୁ ଚାଲିଯାଏ।

ଏସବୁ ପରେ ବଡ଼ ରକମର ନୁହେଁ ଫୋନରେ ମାତ୍ର ୨ ଟଙ୍କା କିମ୍ବା ୫ ଟଙ୍କାର ରିଚାର୍ଜ କରନ୍ତୁ ‍ବୋଲି କୁହନ୍ତି। ତେବେ ଏସବୁରେ ବିଶ୍ୱାସ କରି କିଛି ଲୋକ ରିଚାର୍ଜ କରିବା ପାଇଁ କ୍ରେଡ଼ିଟ କାର୍ଡ଼ , ଡେବିଟ କାର୍ଡ ନମ୍ବର, ପାସଓର୍ଡ଼, ଓଟିପି ଆଦି କ୍ଲିକ୍ କରନ୍ତି। ଆଉ ସେହି ସମୟରେ ଫୋନର ସମସ୍ତ ଆକ୍ସେସ୍ ସେମାନଙ୍କ ପାଖକୁ ଚାଲିଯାଏ । ଆଉ ତା’ପରେ ଯେଉଁ କ୍ରେଡ଼ିଟ କାର୍ଡ଼, ଡେବିଟ କାର୍ଡ ବ୍ୟବହାର ହୋଇଥାଏ, ସେଥିରୁ ଦେଖୁ ଦେଖୁ  ଆକାଉଣ୍ଟ ଖାଲି ହୋଇଯାଏ। ବିନା କୌଣସି କସରତରେ ସବୁ ଟଙ୍କା ସେମାନଙ୍କ ଆକାଉଣ୍ଟକୁ ଚାଲିଯାଏ


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   14-Oct-2026
  ଜିଲ୍ଲା  
ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   14-Oct-2026
  ଜିଲ୍ଲା  
*ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   14-Oct-2026
  ଜିଲ୍ଲା  
୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ   14-Oct-2026
  ଜିଲ୍ଲା  
ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   14-Oct-2026
  ଜିଲ୍ଲା  
ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    14-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   14-Oct-2026
  ଜିଲ୍ଲା  
*ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   14-Oct-2026
  ଜିଲ୍ଲା  
ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   14-Oct-2026
  ଜିଲ୍ଲା  
ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   14-Oct-2026
ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   14-Oct-2026
  ଜିଲ୍ଲା  
ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   14-Oct-2026

You Might Also Like