-+91-9937148622 |
prerana_bgr@rediffmail.com |
Thursday 5th March 2026 |
R.N.I. Regd No. ODIODI/2010/46693
Breaking News
15-Oct-2020
କୋଭିଡ଼ ସକ୍ରମଣ କୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆସନ୍ତା କାଲି ତାଙ୍କ ଜନ୍ମ ଦିନ ପାଳନ କରିବେ ନାହିଁ। ।
ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଓଡିଶା ବାସୀ କ ଭଲ ପାଇବା ଓ ଶୁଭେଚ୍ଛା ନିମନ୍ତେ ସେ ସବୁବେଳେ ଋଣୀ ।
ଗତ ଆଠ ମାସ ହେଲା କୋଭିଡ଼ ଯୋଗୁଁ ସମସ୍ତେ କଠିନ ସମୟ ଦେଇ ଗତି କରୁଛନ୍ତି
ତେଣୁ ଆଗାମୀ କାଲି ନବୀନ ନିବାସ ନ ଆସି ଗରିବ ଲୋକଙ୍କୁ ସାହାଯ୍ୟ କରିବା ,ରକ୍ତ ଦାନ କରିବା ଏବଂ plasma ଦାନ କରିବା ପାଇଁ ମୁଖ୍ୟମନ୍ତ୍ରୀ ଜନସାଧାରଣ କୁ ନିବେଦନ କରିଛନ୍ତି