-+91-9937148622 |

prerana_bgr@rediffmail.com |

  Thursday 15th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   (14-Oct-2026)       ||      ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   (14-Oct-2026)       ||      *ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   (14-Oct-2026)       ||      ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ    (14-Oct-2026)       ||      ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   (14-Oct-2026)       ||      ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    (14-Oct-2026)       ||      ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   (14-Oct-2026)       ||      *ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   (14-Oct-2026)       ||      ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   (14-Oct-2026)       ||      ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   (14-Oct-2026)       ||      ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   (14-Oct-2026)       ||      ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   (14-Oct-2026)       ||      ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   (13-Oct-2026)       ||      ୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ    (13-Oct-2026)       ||      *ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   (13-Oct-2026)       ||      ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି    (13-Oct-2026)       ||      ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   (13-Oct-2026)       ||      ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   (13-Oct-2026)       ||      ବଲାଙ୍ଗୀରରେ ରାଜ୍ୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା   (13-Oct-2026)       ||      ଓମ୍‌ ଭ୍ୟାଲି ଶିକ୍ଷାନୁଷ୍ଠାନରେ ୧୧ତମ ବାଟାଲିୟନ ଦ୍ଵାରା ଏନ୍‌.ସି.ସି.ପ୍ରଶିକ୍ଷଣ ଶିବିରର ଉଦ୍‌ଯାପିତ    (13-Oct-2026)       ||     

HOME   ଜିଲ୍ଲା

ପ୍ରତିଶୃତି ପୂରଣ କଲାନି ପ୍ରଶାସନ, ୨ଦିନ ହେଲା ରାଜରାସ୍ତାରେ ଅନ୍ନଦାତା

24-Feb-2021



ଝାରସୁଗୁଡ଼ା (ପ୍ରେରଣା ଖବର) ଧାନ କିଣାକୁ ନେଇ ଲାଗି ରହିଛି ଅନିଶ୍ଚିତତାକୁ ।  ମାସେ ପରେ ଛତିଶଗଡ଼ ସୀମା କନକତୋରାରେ ପୁଣି ଚାଷୀଙ୍କ ପକ୍ଷରୁ ରାସ୍ତା ଅବରୋଧ କରାଯାଇଛି । ଦ୍ଵିତୀୟ ଦିନରେ ଆଜି ଅବରୋଧ ହୋଇଛି । ଅଟକ ରହିଛି ଅନେକ ଗାଡ଼ି ।

ଧାନ ସମସ୍ୟା ନେଇ ଗତକାଲିଠାରୁ ଚାଷୀମାନେ ରାସ୍ତା ଅବରୋଧ କରିଛନ୍ତି । ଛତିଶଗଡ-ଓଡିଶା ମଧ୍ୟରେ ଗାଡି ଚଳାଚଳ ଠପ୍‌ ରହିଛି । ୩ ଟି ପର୍ଯ୍ୟାୟରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଚାଷୀଙ୍କ ସହ ଆଲୋଚନା ବିଫଳ ହେବାରୁ ଆନ୍ଦୋଳନ ଜାରୀ ରହିଛି। ମଙ୍ଗଳବାର ବିଳମ୍ବିତ ରାତିରେ ଉପଜିଲ୍ଲାପାଳ ଶିବ ଟପ୍ପୋ, ବ୍ରଜରାଜନଗର ଏସ୍ଡିପିଓ ଦିଲୀପ ଦାସଙ୍କ ସହ ସମବାୟ ନିବନ୍ଧକ, ଜିଲ୍ଲା ଯୋଗାଣ ଅଧିକାରୀ ଚାଷୀଙ୍କ ସହ ଆଲୋଚନା କରି ଧାନ କିଣା ପ୍ରକ୍ରିୟା ବନ୍ଦ ହୋଇ ନଥିବାରୁ ଧୈର୍ଯ୍ୟ ଧରିବାକୁ ପରାମର୍ଶ ଦେଇ ଆନ୍ଦୋଳନ ପ୍ରତ୍ୟାହାର କରିବାକୁ କହିଥିଲେ। କିନ୍ତୁ ଚାଷୀ ଧାନ ନ ଉଠିବା ପର୍ଯ୍ୟନ୍ତ ରାସ୍ତା ଅବରୋଧରୁ ହଟିବୁ ନାହିଁ ବୋଲି ରୋକଠୋକ ଶୁଣାଇଥିଲେ ।

୪୯ ନମ୍ବର ଜାତୀୟ ରାଜପଥ ଉପରେ ଧାନବସ୍ତା ରଖି ରାସ୍ତା ଅବରୋଧ କରିଛନ୍ତି ଚାଷୀ । ପୋଲିସ ଆନ୍ଦୋଳନରତ ଚାଷୀଙ୍କୁ ରାସ୍ତାର ଗୋଟିଏ ପାର୍ଶ୍ବରେ ବସାଇ ଗମନାଗମନକୁ ସ୍ୱାଭାବିକ କରାଇଛି । ଅତାବିରା ସମବାୟ ସମିତି ,ରେମତା ସମବାୟ ସମିତି ଓ କନକତୋରା ସମବାୟ ସମିତି ଅଧିନସ୍ଥ ୬ଟି ପଞ୍ଚାୟତର ପ୍ରାୟ ଶତାଧିକ ଚାଷୀଙ୍କ ଧାନ କିଣାକୁ ନେଇ ଅଚଳାବସ୍ଥା ସୃଷ୍ଟି ହୋଇଛି।

ଜିଲ୍ଲାର ଚାଷୀଙ୍କୁ ଆବଶ୍ୟକ ଟୋକାନ ମିଳି ନଥିବା ଓ ଜିଲ୍ଲାରେ ଟାର୍ଗେଟର ଅଭାବ କାରଣରୁ ଧାନ ବିକ୍ରି କରି ପାରୁନାହାନ୍ତି ଚାଷୀ। ଗତମାସ ୨୫ ତାରିଖରେ ଅତାବିରା ସମବାୟ ସମିତିର ଚାଷୀ ପ୍ରାୟ ୩୬ ଘଣ୍ଟା ରାସ୍ତା ଅବରୋଧ କରିଥିଲେ । ଜିଲ୍ଲା ପ୍ରଶାସନର ହସ୍ତକ୍ଷେପ ପରେ ରାସ୍ତାରୋକରୁ ହଟିଥିଲେ ଚାଷୀ । କିନ୍ତୁ କୌଣସି ସୁଫଳ ନମିଳିବାରୁ ୪ଦିନ ତଳେ ଜିଲ୍ଲା ପ୍ରଶାସନକୁ ଭେଟି ଆନ୍ଦୋଳନ ପାଇଁ ଧମକ ଦେଇଥିଲେ ଚାଷୀ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗବାଡି ଆୟୋଜିତ ହେଲା ଆଞ୍ଚଳିକ ସାଧନକେନ୍ଦ୍ର ସ୍ତରିୟ ଶିଶୁ ମହୋତ୍ସବ ସୁରଭି -୨୦୨୬   14-Oct-2026
  ଜିଲ୍ଲା  
ବରପାଲି ଜଗନ୍ନାଥ ନଗର ୫୧ ତମ ସାର୍ବଜନିନ ଦୁର୍ଗା ପୂଜାର ସାମ୍ବାଦିକ ସମ୍ମିଳନୀ   14-Oct-2026
  ଜିଲ୍ଲା  
*ଅବୈଧ ମଦ ବିକ୍ରି ଉପରେ ଡାବୁଗାଁ ପୋଲିସର ଚଢ଼ାଉ, ବିପୁଳ ମଦ ଜବତ, ୨ ଅଟକ*   14-Oct-2026
  ଜିଲ୍ଲା  
୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ଫେନ୍ସିଂ ଏବଂ ଥାଙ୍ଗ-ଟା ଚାମ୍ପିୟାନସିପ୍ ଉଦଯାପିତ   14-Oct-2026
  ଜିଲ୍ଲା  
ଜିଲ୍ଲାର ପଞ୍ଜିକୃତଗାଡିକୁ ଟୋଲଟେକ୍ସ ଫ୍ରି କରିବାକୁ ବଲାଙ୍ଗୀର ଟୋଲପ୍ଲାଜା ଏକ୍ସନକମିଟିର ଦାବି   14-Oct-2026
  ଜିଲ୍ଲା  
ନବ ନିର୍ମିତ ପୂଜା ମଣ୍ଡପ (ଗାନ୍ଧି ପାଠାଗାର) ଟିକ୍ରାପଡା ର ଉଦ୍‌ଘାଟନୀ ଉତ୍ସବ ୧୬ରେ    14-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   14-Oct-2026
  ଜିଲ୍ଲା  
*ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   14-Oct-2026
  ଜିଲ୍ଲା  
ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   14-Oct-2026
  ଜିଲ୍ଲା  
ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   14-Oct-2026
ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   14-Oct-2026
  ଜିଲ୍ଲା  
ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   14-Oct-2026

You Might Also Like