-+91-9937148622 |

prerana_bgr@rediffmail.com |

  Wednesday 14th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   (14-Oct-2026)       ||      *ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   (14-Oct-2026)       ||      ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   (14-Oct-2026)       ||      ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   (14-Oct-2026)       ||      ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   (14-Oct-2026)       ||      ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   (14-Oct-2026)       ||      ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   (13-Oct-2026)       ||      ୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ    (13-Oct-2026)       ||      *ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   (13-Oct-2026)       ||      ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି    (13-Oct-2026)       ||      ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   (13-Oct-2026)       ||      ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   (13-Oct-2026)       ||      ବଲାଙ୍ଗୀରରେ ରାଜ୍ୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା   (13-Oct-2026)       ||      ଓମ୍‌ ଭ୍ୟାଲି ଶିକ୍ଷାନୁଷ୍ଠାନରେ ୧୧ତମ ବାଟାଲିୟନ ଦ୍ଵାରା ଏନ୍‌.ସି.ସି.ପ୍ରଶିକ୍ଷଣ ଶିବିରର ଉଦ୍‌ଯାପିତ    (13-Oct-2026)       ||      ପାଟଣେଶ୍ୱରୀ ଦେବୀପୀଠରେ ନବରାତ୍ରପୂଜା   (13-Oct-2026)       ||      ମା’ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ଚନ୍ଦ୍ରଘଣ୍ଟା ବେଶ   (13-Oct-2026)       ||      ଚୋରି ଓ ଅପରାଧର ଖିଅ ଖୋଜିବ ସିସିଟିଭି! ଦାରିଙ୍ଗବାଡ଼ିର ସବୁ ହୋଟେଲ, ରିସର୍ଟ ଓ ରେଷ୍ଟୁରାଣ୍ଟରେ କ୍ୟାମେରା ଲାଗିବା ବାଧ୍ୟତାମୂଳକ   (13-Oct-2026)       ||      ପଡାଗଡ଼ ଅଞ୍ଚଳରେ ରାତିରେ ଚାଲିଛି ବେଆଇନ କ୍ରସର, ଖଣି ମାଫିଆ ମାଲାମାଲ   (13-Oct-2026)       ||      ତୁଷୁରାରେ ମହାରାଜା ଅଗ୍ରସେନଜୀଙ୍କ ଜୟନ୍ତୀ ପାଳିତ   (13-Oct-2026)       ||      ମା କୁଶଙ୍ଗାଇ ପୀଠ ନବରାତ୍ରିରେ ଚଳଚଞ୍ଚଳ   (13-Oct-2026)       ||     

HOME   ରାଜ୍ୟ

ସର୍ଦ୍ଦାର ପଟେଲ ମୋଟେରା ଷ୍ଟାଡିୟମ ନୁହେଁ ଏବେ ନରେନ୍ଦ୍ର ମୋଦୀ ଷ୍ଟାଡିୟମ, ଅମିତ୍ ଶାହା କହିଲେ- କଣ ପାଇଁ ହେଲା ନୂତନ ନାମକରଣ

24-Feb-2021



ଅହମ୍ମଦାବାଦ(ପ୍ରେରଣା ଖବର ବ୍ୟୁରୋ): ଗୁଜରାଟର ଅହମ୍ମଦାବାଦ ସ୍ଥିତ ମୋଟେରା ଷ୍ଟାଡିୟମ ଏବେ ବିଶ୍ଵର ସବୁଠୁ ବଡ କ୍ରିକେଟ୍ ଷ୍ଟାଡିୟମରେ ପରିଣତ ହୋଇଛି। କେବଳ ଏତିକି ନୁହେଁ ଷ୍ଟାଡିୟମର ପୁନଃନିର୍ମାଣ ସହିତ ଏବେ ଏହାର ନାମରେ ମଧ୍ୟ ପରିବର୍ତ୍ତନ ହୋଇଛି। ସର୍ଦ୍ଦାର ପଟେଲ ମୋଟେରା ଷ୍ଟାଡିୟମ ନୁହେଁ ଏହା ବର୍ତ୍ତମାନ ନରେନ୍ଦ୍ର ମୋଦୀ ଷ୍ଟାଡିୟମ ନାମରେ ନାମିତ ହୋଇଛି। ଏ ପର୍ଯ୍ୟନ୍ତ କୋଲକାତାର ଇଡେନ ଗାର୍ଡେନ ଦେଶର ସବୁଠୁ ବଡ ଷ୍ଟାଡିୟମ ଥିଲା। ଷ୍ଟାଡିୟମର ନାଁ ନରେନ୍ଦ୍ର ମୋଦୀ ରଖାଯିବା ନେଇ ରାଜନୈତିକ ବିବାଦ ମଧ୍ୟ ହୋଇପାରେ। ରାଷ୍ଟ୍ରପତି ରାମନାଥ କୋବିନ୍ଦ ଷ୍ଟାଡିୟମକୁ ଜନତା ପ୍ରତି ସମର୍ପିତ କରି କହିଛନ୍ତି, ଏହି ଷ୍ଟାଡିୟମ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ କଳ୍ପନା। ଗୁଜରାଟର ମୁଖ୍ୟମନ୍ତ୍ରୀ ଥିବା ସମୟରେ ସେ ଏହି ଷ୍ଟାଡିୟମ ବିଷୟରେ ଚିନ୍ତା କରିଥିଲେ। ସେହି ସମୟରେ ସେ ଗୁଜରାଟ କ୍ରିକେଟ୍ ଆସୋସିଏସନର ସଭାପତି ମଧ୍ୟ ଥିଲେ।

ସେ କହିଛନ୍ତି, ଏହି ଷ୍ଟାଡିୟମ ଇକୋ ଫ୍ରେଣ୍ଡଲୀ ବିକାଶର ମଧ୍ୟ ଏକ ଉଦାହରଣ ପାଲଟିବ। ରାଷ୍ଟ୍ରପତି ଗୃହ ମନ୍ତ୍ରୀ ଅମିତ୍ ଶାହା, ଗୁଜରାଟର ଉପ ମୁଖ୍ୟମନ୍ତ୍ରୀ ନୀତିନ ପଟେଲ ଓ କ୍ରୀଡା ମନ୍ତ୍ରୀ କିରେନ ରିଜିଜୁଙ୍କ ଉପସ୍ଥିତିରେ ଷ୍ଟାଡିୟମର ଉଦ୍‌ଘାଟନ କରିଛନ୍ତି। ଅମିତ୍ ଶାହା ଉଦ୍‌ଘାଟନ ସମୟରେ ଷ୍ଟାଡିୟମର ନାମ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନାମରେ କଣ ପାଇଁ ରଖାଗଲା ଏହାର କାରଣ ମଧ୍ୟ କହିଛନ୍ତି।

ସେ କହିଛନ୍ତି, ଆମେ ଏହାର ନାମ ପ୍ରଧାନମନ୍ତ୍ରୀଙ୍କ ନାମରେ ରଖିବାକୁ ନିଷ୍ପତ୍ତି ନେଇଛୁ। କାରଣ ଏହା ନରେନ୍ଦ୍ର ମୋଦୀଙ୍କ ଡ୍ରିମ୍ ପ୍ରୋଜେକ୍ଟ ଥିଲା। କେବଳ ଏତିକି ନୁହେଁ ଏହି ଅବସରରେ ସ୍ପୋର୍ଟ୍ସ ଏନକ୍ଲେଭ୍‌ର ମଧ୍ୟ ଶିଳାନ୍ୟାସ୍ କରିଛନ୍ତି। ଏହା ଦେଶର ପ୍ରଥମ ଗୃହ ମନ୍ତ୍ରୀ ସର୍ଦ୍ଦାର ପଟେଲଙ୍କ ନାମରେ ନାମିତ ରହିବ। ଏହି ସ୍ପୋର୍ଟ୍ସ ଏନକ୍ଲେଭ୍‌ରେ ଫୁଟବଲ୍, ହକି, ବାସ୍କେଟବଲ୍, କବାଡି, ବକ୍ସିଂ ଓ ଲନ୍ ଟେନିସ ସମେତ ଅନେକ କ୍ରୀଡା ଆୟୋଜନ ହେବ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସିଦ୍ଧାର୍ଥ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ହତ୍ୟା ଧମକ(ପୋଲିସ ଛାଉଣୀରେ କଲେଜ ପରିସର)   14-Oct-2026
  ଜିଲ୍ଲା  
*ଡାବୁଗାଁରେ ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ ଅନୁଷ୍ଠିତ*   14-Oct-2026
  ଜିଲ୍ଲା  
ନଭେମ୍ବର ୧ରେ ପିତାମ୍ବର ସ୍ଵରାକି ଫୁଟବଲ ଟୁର୍ଣ୍ଣାମେଣ୍ଟ   14-Oct-2026
  ଜିଲ୍ଲା  
ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   14-Oct-2026
ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   14-Oct-2026
  ଜିଲ୍ଲା  
ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   14-Oct-2026
  ଜିଲ୍ଲା  
ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   13-Oct-2026
  ଜିଲ୍ଲା  
୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ   13-Oct-2026
  ଜିଲ୍ଲା  
*ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   13-Oct-2026
  ଜିଲ୍ଲା  
ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି   13-Oct-2026
  ଜିଲ୍ଲା  
ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   13-Oct-2026
  ଜିଲ୍ଲା  
ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   13-Oct-2026

You Might Also Like