-+91-9937148622 |

prerana_bgr@rediffmail.com |

  Wednesday 14th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   (14-Oct-2026)       ||      ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   (14-Oct-2026)       ||      ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   (14-Oct-2026)       ||      ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   (13-Oct-2026)       ||      ୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ    (13-Oct-2026)       ||      *ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   (13-Oct-2026)       ||      ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି    (13-Oct-2026)       ||      ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   (13-Oct-2026)       ||      ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   (13-Oct-2026)       ||      ବଲାଙ୍ଗୀରରେ ରାଜ୍ୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା   (13-Oct-2026)       ||      ଓମ୍‌ ଭ୍ୟାଲି ଶିକ୍ଷାନୁଷ୍ଠାନରେ ୧୧ତମ ବାଟାଲିୟନ ଦ୍ଵାରା ଏନ୍‌.ସି.ସି.ପ୍ରଶିକ୍ଷଣ ଶିବିରର ଉଦ୍‌ଯାପିତ    (13-Oct-2026)       ||      ପାଟଣେଶ୍ୱରୀ ଦେବୀପୀଠରେ ନବରାତ୍ରପୂଜା   (13-Oct-2026)       ||      ମା’ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ଚନ୍ଦ୍ରଘଣ୍ଟା ବେଶ   (13-Oct-2026)       ||      ଚୋରି ଓ ଅପରାଧର ଖିଅ ଖୋଜିବ ସିସିଟିଭି! ଦାରିଙ୍ଗବାଡ଼ିର ସବୁ ହୋଟେଲ, ରିସର୍ଟ ଓ ରେଷ୍ଟୁରାଣ୍ଟରେ କ୍ୟାମେରା ଲାଗିବା ବାଧ୍ୟତାମୂଳକ   (13-Oct-2026)       ||      ପଡାଗଡ଼ ଅଞ୍ଚଳରେ ରାତିରେ ଚାଲିଛି ବେଆଇନ କ୍ରସର, ଖଣି ମାଫିଆ ମାଲାମାଲ   (13-Oct-2026)       ||      ତୁଷୁରାରେ ମହାରାଜା ଅଗ୍ରସେନଜୀଙ୍କ ଜୟନ୍ତୀ ପାଳିତ   (13-Oct-2026)       ||      ମା କୁଶଙ୍ଗାଇ ପୀଠ ନବରାତ୍ରିରେ ଚଳଚଞ୍ଚଳ   (13-Oct-2026)       ||      ଅଲ୍ ଓଡିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କରର୍ସ ଆସୋସିଏସନ୍ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (13-Oct-2026)       ||      ଭାରତ ବିକାଶ ପରିଷଦ ଦ୍ଵାରା (ଶିକ୍ଷା ବର୍ଷ ୨୦୨୬) ପାଇଁ ଶ୍ରେଷ୍ଠ ଛାତ୍ର ଓ ଶ୍ରେଷ୍ଠ ଶିକ୍ଷୟିତ୍ରୀ ପୁରସ୍କାରରେ ସମ୍ମାନିତ ହେଲେ ଓମ ଭ୍ୟାଲି ସ୍କୁଲର ଶିକ୍ଷୟତ୍ରୀ ଓ ଛାତ୍ର    (13-Oct-2026)       ||      ଆଗଲପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର୍ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଧୁମ ଧାମରେ ପାଳିତ   (13-Oct-2026)       ||     

HOME   ଜିଲ୍ଲା

ବ୍ଲକସ୍ତରୀୟ ମୋ ଚାଟଶାଳୀ ଯୋଜୋନାର ଶୁଭାରମ୍ଭ l

24-Feb-2021



କଳାହାଣ୍ଡି,କୋକସରା (ତ୍ରିନାଥ ଵେଶ୍ରା)
କଳାହାଣ୍ଡି ଜ଼ିଲ୍ଲା କୋକସରା ବ୍ଳକ ଅଧିନସ୍ତ ରେଙ୍ଗାଳପାଳି ପଞ୍ଚାୟତର ଝରିଆଗୁଡା  ଗାଁ ଠାରେ ଆଜି ନାଗରିକ ବିକାଶ ସଂଗଠନ , କଳାହାଣ୍ଡି ତଥା ମହିଳା ଶ୍ରମଜୀବୀ ମଞ୍ଚ ଓ ଓଡ଼ିଶା ଶ୍ରମଜୀବୀ ମଞ୍ଚ ତରଫରୁ ବ୍ଳକ ସ୍ତରୀୟ ଉଦଘାଟନୀ କାର୍ଯ୍ୟ କ୍ରମ ମିଶନ୍ ୧ଲକ୍ଷ ଅଭିଜାନର ଶୁଭାରମ୍ଭ ହୋଇଯାଇଛି। ଏହି ଅବସରରେ ରେଙ୍ଗାଲପାଳି  ସରପଞ୍ଚ ଶ୍ରୀଯୁକ୍ତ ବିନୋଦ ପାଣିଗ୍ରାହୀ  ଉଦଘାଟନୀ କାର୍ଯ୍ୟ କ୍ରମ ରେ ଯୋଗଦାନ କରି ଉଦଘାଟନ କରିଥିଲେ ଓ ଏହି ଅଭିଜାନ ର ଲକ୍ଷ୍ୟ ଉଦ୍ଦେଶ୍ୟ କୁ ଲୋକମାନେ ବହୁ ପ୍ରଶଂସା କରିଥିଲେ। ନିମନ୍ତ୍ରିତ ଅତୀଥି ମାନଙ୍କ ମଧ୍ୟରେ ଅରବିନ୍ଦ ପଟ୍ଟନାୟକ, ଧର୍ମେନ୍ଦ୍ର ସାହୁ  ଯୋଗ ଦେଇଥିଲେ ।ମିଶନ ୧ଲକ୍ଷ ଅଭିଯାନ ନାମରେ ନାମିତ ଏହି କାର୍ଯ୍ୟକ୍ରମ ମାଧ୍ୟମରେ ସାରା ଓଡ଼ିଶାର ୧୭ଗୋଟି ଜିଲ୍ଲାରେ ୧ଲକ୍ଷ ଛାତ୍ରଛାତ୍ରୀ ଙ୍କୁ ଶିକ୍ଷା ପ୍ରଦାନ କରାଯିବ ।ଯେଉଁ ମାନେ ଅଧିକାଂଶ ସମୟରେ ସେମାନଙ୍କ ଶିକ୍ଷା ପାଇଁ ସରକାରୀ ବିଦ୍ୟାଳୟ ଉପରେ ନିର୍ଭର କରିଥାନ୍ତି । ସେମାନେ ଏହି ଯୋଜନାରେ ଲାଭାନିତ୍ବ ହେବେ । ଏହି କାର୍ଯ୍ୟକ୍ରମ ୩ଟି ପର୍ଯ୍ୟାୟରେ୧୦୦ଦିନ ପର୍ଯ୍ୟନ୍ତ ଚାଲିବ ।ଏହି କାର୍ଯ୍ୟକ୍ରମ ଅନୁଯାୟୀ ପ୍ରଥମ ପର୍ଯ୍ୟାୟରେ ୧୦୦ ରୁ ଊର୍ଦ୍ଧ୍ବ ମୋ ଚାଟଶାଳୀ କେନ୍ଦ୍ର ପରିଚାଳିତ ହେବ।

ଯେଉଁଥିରେ ୧ମ ଶ୍ରେଣୀ ରୁ ୫ମ ଶ୍ରେଣୀ ର ୧୫୦୦୦ରୁ ଊର୍ଦ୍ଧ୍ବ ଛାତ୍ରଛାତ୍ରୀ ଙ୍କୁ ସ୍ଵେଚ୍ଛାସେବୀ ଶିକ୍ଷକ/ଶିକ୍ଷୟତ୍ରୀ ଙ୍କ ମାଧ୍ୟମରେ ଶିକ୍ଷା ପ୍ରଦାନ କରାଯିବ ।ଏହି ସ୍ଵେଚ୍ଛାସେବୀ ଶିକ୍ଷକ/ଶିକ୍ଷୟତ୍ରୀ ମାନଙ୍କୁ  ଛାତ୍ରଛାତ୍ରୀମାନ ଙ୍କୁ ପ୍ରତିକାର ମୂଳକ ପାଠ ପଢାଇବା ପାଇଁ ତାଲିମ ଦିଆଯିବା ଦ୍ୱାରା ସେମାନେ ଆବଶ୍ୟକୀୟ ଦକ୍ଷତା ହାସଲ କରିପାରିବେ । ସମସ୍ତ ମୋ ଚାଟଶାଳୀ ରେ ରାଜ୍ୟ ସରକାର ଙ୍କ ଉଜ୍ବଳ ୧ମ  ଶ୍ରେଣୀ ରୁ ୫ମ ଶ୍ରେଣୀ ପାଇଁ ଉଦ୍ଧିଷ୍ଟ ଶିକ୍ଷଣ ବୃଦ୍ଧି ପୁସ୍ତିକାର  ବିଷୟବସ୍ତୁ ଗୁଡିକୁ ଅନୁସରଣ କରି ଶିକ୍ଷା ଦିଆଯିବ । ପ୍ରାରମ୍ଭରୁ କେବଳ ଓଡ଼ିଆ ଓ ଗଣିତ ବିଷୟରେ ଦକ୍ଷତା ବୃଦ୍ଧି କରାଯିବ ।ଛାତ୍ରଛାତ୍ରୀ ମାନଙ୍କ ଶିକ୍ଷଣ ଫଳାଫଳକୁ ତ୍ବରାନ୍ବିତ କରିବା ସକାଶେ ସ୍ଵେଚ୍ଛାସେବୀ ଶିକ୍ଷକ/ଶିକ୍ଷୟତ୍ରୀ ମାନେ ନିୟମିତ ଭାବରେ ମୂଲ୍ୟାଙ୍କନ କରିବେ । ଏହି କାର୍ଯ୍ୟକ୍ରମକୁ ସଂଗଠନ କର୍ମୀବୃନ୍ଦ ଉପେନ୍ଦ୍ର ସୁନାନୀ, ବିନୋଦ ଦିଗାଳ,ତ୍ରିନାଥ ଵେଶ୍ରା, ମୁକତା ଠାକୁର, ହେମାମାଳିନୀ ନାୟକ ତଥା  ଗାଁ କମିଟିରୁ ସ୍ଵେଚ୍ଛାସେବୀ ଶିକ୍ଷକ/ଶିକ୍ଷୟତ୍ରୀ ମାନେ ଯଥା, ଲକ୍ଷ୍ମଣ ନିଆଲ, ଧବଳେଶ୍ଵର ଗହିର, ମମତା ଗହିର, ମନୋଜ କୁମାର ରାଉତ, ବିଷ୍ଣୁପ୍ରିୟା ପ୍ରମୁଖ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ପୂର୍ଣ୍ଣ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସିନ୍ଦୁରପଙ୍କରେ ବିଜୟା ଦଶମୀରେ ରାବଣ ଦରବାର ମହାରାଜ ରାବଣ ଭୂମିକାରେ ଅଭିନୟ କରିବେ ବିଶିଷ୍ଟ କଳାକାର କମଳ ଲୋଚନ ପଣ୍ଡା   14-Oct-2026
ସମ୍ବଲପୁର ଜିଲ୍ଲାର ୧୪ଟି ସ୍ୱାସ୍ଥ୍ୟକେନ୍ଦ୍ରରେ ନିଯୁକ୍ତ ହେଲେ ନୂତନ ଡାକ୍ତର ସାଂସଦ ଧର୍ମେନ୍ଦ୍ର ପ୍ରଧାନଙ୍କ ହସ୍ତକ୍ଷେପକୁ ଶ୍ରେୟ; ଜିଲ୍ଲାପାଳଙ୍କୁ ମଧ୍ୟ କୃତଜ୍ଞତା ଜଣାଇଲେ ମିତ୍ରଭାନୁ ଓ ଡା. ରାଜାରାମ   14-Oct-2026
  ଜିଲ୍ଲା  
ନଅଗାଁ-କ କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ   14-Oct-2026
  ଜିଲ୍ଲା  
ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   13-Oct-2026
  ଜିଲ୍ଲା  
୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ   13-Oct-2026
  ଜିଲ୍ଲା  
*ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   13-Oct-2026
  ଜିଲ୍ଲା  
ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି   13-Oct-2026
  ଜିଲ୍ଲା  
ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   13-Oct-2026
  ଜିଲ୍ଲା  
ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   13-Oct-2026
  ଜିଲ୍ଲା  
ବଲାଙ୍ଗୀରରେ ରାଜ୍ୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା   13-Oct-2026
  ଜିଲ୍ଲା  
ଓମ୍‌ ଭ୍ୟାଲି ଶିକ୍ଷାନୁଷ୍ଠାନରେ ୧୧ତମ ବାଟାଲିୟନ ଦ୍ଵାରା ଏନ୍‌.ସି.ସି.ପ୍ରଶିକ୍ଷଣ ଶିବିରର ଉଦ୍‌ଯାପିତ   13-Oct-2026
  ଜିଲ୍ଲା  
ପାଟଣେଶ୍ୱରୀ ଦେବୀପୀଠରେ ନବରାତ୍ରପୂଜା   13-Oct-2026

You Might Also Like