-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||     

HOME   ଦେଶ ବିଦେଶ

ସମାଜବାଜୀ ପାର୍ଟି (ସପା) ସଂସ୍ଥାପକ ମୁଲାୟମ ସିଂ ଯାଦବ କୋଭିଡ ଆକ୍ରାନ୍ତ

15-Oct-2020



ସମାଜବାଜୀ ପାର୍ଟି (ସପା) ସଂସ୍ଥାପକ ମୁଲାୟମ ସିଂ ଯାଦବ କୋଭିଡ ଆକ୍ରାନ୍ତ ହୋଇଥିବା ଜଣାପଡିଛି। ମୁଲାୟମଙ୍କ ସହ ତାଙ୍କ ପତ୍ନୀ ସାଧନାଙ୍କ ରିପୋର୍ଟ ମଧ୍ୟ ପଜିଟିଭ ମିଳିଛି। ଏ ନେଇ ସପା ଅଫିସିଆଲ ଟ୍ୱିଟର ହ୍ୟାଣ୍ଡଲରେ ସୂଚିତ କରାଯାଇଥିବା ବେଳେ ସେମାନଙ୍କୁ ମେଡାଣ୍ଟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି! ମୁଲାୟମଙ୍କ ଠାରେ କରୋନାର କୌଣସି ଲକ୍ଷଣ ନାହିଁ। ତେବେ ତାଙ୍କ ରିପୋର୍ଟ ପଜିଟିଭ ମିଳିଥିବାରୁ ତାଙ୍କୁ ହସ୍ପିଟାଲକୁ ନିଆଯାଇଛି। ମୁଲାୟମଙ୍କୁ ଏବେ ହସ୍ପିଟାଲରେ ଡାକ୍ତରଙ୍କ ନଜରରେ ରଖା ଯାଇଛି। ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଏବେ ସ୍ଥିର ଥିବା ଡାକ୍ତର କହିଛନ୍ତି। ମୁଲାୟମ ଗତ ଅଗଷ୍ଟ ମାସରେ ଅସୁସ୍ଥ ହୋଇପଡ଼ିଥିଲେ। ସେତେବେଳେ ମଧ୍ୟ ତାଙ୍କୁ ମେଡାଣ୍ଟରେ ଭର୍ତ୍ତି କରାଯାଇଥିଲା। ତାଙ୍କ ପରିଶ୍ରାନଳି ସଂକ୍ରମଣ ଯୋଗୁ ସେ ଅସୁସ୍ଥ ହୋଇପଡିଥିଲେ। ତେବେ ଚିକିତ୍ସା ପରେ ସେ ସୁସ୍ଥ ହୋଇ ଘରକୁ ଫେରିଥିଲେ। ମୁଲାୟମଙ୍କ ବୟସ ଏବେ ୮୦ ବର୍ଷ। ଏଣୁ ବୟସଗତ କାରଣରୁ ସତର୍କତା ସ୍ୱରୂପ ତାଙ୍କୁ ହସ୍ପିଟାଲର ଆଇସୋଲେସନ ୱାର୍ଡରେ ରଖି ଚିକିତ୍ସା କରାଯାଉଛି। ସାଙ୍ଗରେ ତାଙ୍କ ପତ୍ନୀ ମଧ୍ୟ ଡାକ୍ତରଙ୍କ ନଜରରେ ଅଛନ୍ତି!!*


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026

You Might Also Like