-+91-9937148622 |

prerana_bgr@rediffmail.com |

  Wednesday 14th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   (13-Oct-2026)       ||      ୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ    (13-Oct-2026)       ||      *ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   (13-Oct-2026)       ||      ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି    (13-Oct-2026)       ||      ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   (13-Oct-2026)       ||      ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   (13-Oct-2026)       ||      ବଲାଙ୍ଗୀରରେ ରାଜ୍ୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା   (13-Oct-2026)       ||      ଓମ୍‌ ଭ୍ୟାଲି ଶିକ୍ଷାନୁଷ୍ଠାନରେ ୧୧ତମ ବାଟାଲିୟନ ଦ୍ଵାରା ଏନ୍‌.ସି.ସି.ପ୍ରଶିକ୍ଷଣ ଶିବିରର ଉଦ୍‌ଯାପିତ    (13-Oct-2026)       ||      ପାଟଣେଶ୍ୱରୀ ଦେବୀପୀଠରେ ନବରାତ୍ରପୂଜା   (13-Oct-2026)       ||      ମା’ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ଚନ୍ଦ୍ରଘଣ୍ଟା ବେଶ   (13-Oct-2026)       ||      ଚୋରି ଓ ଅପରାଧର ଖିଅ ଖୋଜିବ ସିସିଟିଭି! ଦାରିଙ୍ଗବାଡ଼ିର ସବୁ ହୋଟେଲ, ରିସର୍ଟ ଓ ରେଷ୍ଟୁରାଣ୍ଟରେ କ୍ୟାମେରା ଲାଗିବା ବାଧ୍ୟତାମୂଳକ   (13-Oct-2026)       ||      ପଡାଗଡ଼ ଅଞ୍ଚଳରେ ରାତିରେ ଚାଲିଛି ବେଆଇନ କ୍ରସର, ଖଣି ମାଫିଆ ମାଲାମାଲ   (13-Oct-2026)       ||      ତୁଷୁରାରେ ମହାରାଜା ଅଗ୍ରସେନଜୀଙ୍କ ଜୟନ୍ତୀ ପାଳିତ   (13-Oct-2026)       ||      ମା କୁଶଙ୍ଗାଇ ପୀଠ ନବରାତ୍ରିରେ ଚଳଚଞ୍ଚଳ   (13-Oct-2026)       ||      ଅଲ୍ ଓଡିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କରର୍ସ ଆସୋସିଏସନ୍ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (13-Oct-2026)       ||      ଭାରତ ବିକାଶ ପରିଷଦ ଦ୍ଵାରା (ଶିକ୍ଷା ବର୍ଷ ୨୦୨୬) ପାଇଁ ଶ୍ରେଷ୍ଠ ଛାତ୍ର ଓ ଶ୍ରେଷ୍ଠ ଶିକ୍ଷୟିତ୍ରୀ ପୁରସ୍କାରରେ ସମ୍ମାନିତ ହେଲେ ଓମ ଭ୍ୟାଲି ସ୍କୁଲର ଶିକ୍ଷୟତ୍ରୀ ଓ ଛାତ୍ର    (13-Oct-2026)       ||      ଆଗଲପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର୍ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଧୁମ ଧାମରେ ପାଳିତ   (13-Oct-2026)       ||      ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ    (12-Oct-2026)       ||      *ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   (12-Oct-2026)       ||      ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   (12-Oct-2026)       ||     

HOME   ଜିଲ୍ଲା

ସାପ୍ତାହିକ ‘ପ୍ରେରଣା’ର ସ୍ୱନକ୍ଷତ୍ର ଦିବସ ପରିଚାଳନା ପାଇଁ ପ୍ରସ୍ତୁତି ବୈଠକ, ସ୍ମରଣିକା ପାଇଁ ଲେଖା ଆହ୍ୱାନ, ବିଭିନ୍ନ କମିଟି ଗଠିତ 

25-Feb-2021



ବଲାଙ୍ଗୀର,(ସନ୍ତୋଷ କୁମାର ଠାକୁର): ଆସନ୍ତା ଏପ୍ରିଲ ୨୧ ତାରିଖ ପବିତ୍ର ରାମ ନବମୀ ଦିନ ବଲାଙ୍ଗୀରରୁ ପ୍ରକାଶିତ ସାପ୍ତାହିକ ପ୍ରେରଣାର ୧୭ତମ ସ୍ୱନକ୍ଷତ୍ର ଦିବସ ପାଳନ ଅବସରରେ ପ୍ରେରଣା ପକ୍ଷରୁ ଏକ ପ୍ରସ୍ତୁତି ବୈକ ସ୍ଥାନୀୟ ପୂର୍ତ୍ତ ବିଭାଗ ଡାକବଙ୍ଗଳା ଠାରେ ଅନୁଷ୍ଠିତ ହୋଇଯାଇଛି । ‘ପ୍ରେରଣା’ର ସଂପାଦକ ରଘୁ ନନ୍ଦନ ସିଂହଙ୍କ ଆବାହକତ୍ୱରେ ଅନୁଷ୍ଠିତ ଏହି ବୈଠକରେ ପ୍ରେରଣାର ସ୍ୱନକ୍ଷତ୍ର ଦିବସକୁ କିପରି ସୁଚାରୁ ରୂପେ ପାଳନ କରାଯାଇପାରିବ ସେ ନେଇ ବିଭିନ୍ନ ଆଲୋଚନା କରାଯାଇଥିଲା । ସ୍ୱନକ୍ଷତ୍ର ଦିବସରରେ ପ୍ରକାଶନ ଅପେକ୍ଷାରେ ଥିବା ସ୍ମରଣିକା ପାଇଁ ଏକ କମିଟି ଗଠନ କରାଯାଇ ଆଗ୍ରହୀ ଲେଖକ, ଲେଖିକା ମାନଙ୍କ ଠାରୁ ଲେଖା ଆହ୍ୱାନ କରାଯାଇଥିଲା । ସ୍ମରଣିକା କମିଟିରେ ନାଟ୍ୟଭୂଷଣ ଜଗଦାନନ୍ଦ ଛୁରିଆ, ମଳୟ ମିଶ୍ର, ପୂର୍ଣ୍ଣ ଚନ୍ଦ୍ର ପଣ୍ଡା, ବୀରେନ୍ଦ୍ର ଝାଙ୍କର, ସନ୍ଦୀପ କୁଅଁର, ରତ୍ନମୟ ତ୍ରିପାଠୀ ଓ ମନୋରଂଜନ ସାହୁ ରହିଥିଲେ । ଠିକ ସେହିପରି ଉକ୍ତ ଦିନ ଏକ କବିତା ପାଠୋତ୍ସବ ଆୟୋଜନ ହେବାକୁ ଥିବା ବେଳେ ଏହାକୁ ପରିଚାଳନା କରିବା ପାଇଁ ଲକ୍ଷ୍ମୀନାରାୟଣ ପଟ୍ଟନାୟକ,ରତ୍ନମୟ ତ୍ରିପାଠୀ, ଅର୍ଜୁନ ସାହୁଙ୍କୁ ଦାୟିତ୍ୱ ପ୍ରଦାନ କରାଯାଇଥିଲା । ପ୍ରଚାର ପ୍ରସାର କମିଟିରେ ସାମ୍ବାଦିକ ମୁକେଶ ବହିଦାର,ସନ୍ତୋଷ ଠାକୁର, ଦେବାଶିଷ ମିଶ୍ର, କୁନା ବାଗ ଓ ବିଭୁକଲ୍ୟାଣ ଗଡତ୍ୟାଙ୍କ ସମେତ ଶିକ୍ଷକ ରଂଜିତ ମିଶ୍ର ଓ ଏଡଭୋକେଟ ସୁଭାସ ନନ୍ଦ ପ୍ରମୁଖ  ରହିଛନ୍ତି । ଖାଦ୍ୟ କମିଟର ପରିଚାଳନା ପାଇଁ  ବାବୁ ପୂଜାରୀଙ୍କୁ ଦାୟିତ୍ୱ ନ୍ୟସ୍ତ କରାଯାଇଛି । ଉପଦେଷ୍ଟା ମଣ୍ଡଳୀରେ ବରିଷ୍ଠ ସାମ୍ବାଦିକ ଗୋପବନ୍ଧୁ ଶତପଥୀ, ମନୋଜ କୁମାର ମିଶ୍ର, ହିମାଂଶୁ ଖମାରୀ, ଗୋବର୍ଦ୍ଧନ ଭୋଇ ଏବଂ ଗାଳ୍ପିକ ମଳୟ ମିଶ୍ର ରହିଛନ୍ତି । 


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   13-Oct-2026
  ଜିଲ୍ଲା  
୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ   13-Oct-2026
  ଜିଲ୍ଲା  
*ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   13-Oct-2026
  ଜିଲ୍ଲା  
ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି   13-Oct-2026
  ଜିଲ୍ଲା  
ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   13-Oct-2026
  ଜିଲ୍ଲା  
ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   13-Oct-2026
  ଜିଲ୍ଲା  
ବଲାଙ୍ଗୀରରେ ରାଜ୍ୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା   13-Oct-2026
  ଜିଲ୍ଲା  
ଓମ୍‌ ଭ୍ୟାଲି ଶିକ୍ଷାନୁଷ୍ଠାନରେ ୧୧ତମ ବାଟାଲିୟନ ଦ୍ଵାରା ଏନ୍‌.ସି.ସି.ପ୍ରଶିକ୍ଷଣ ଶିବିରର ଉଦ୍‌ଯାପିତ   13-Oct-2026
  ଜିଲ୍ଲା  
ପାଟଣେଶ୍ୱରୀ ଦେବୀପୀଠରେ ନବରାତ୍ରପୂଜା   13-Oct-2026
  ଜିଲ୍ଲା  
ମା’ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ଚନ୍ଦ୍ରଘଣ୍ଟା ବେଶ   13-Oct-2026
  ଜିଲ୍ଲା  
ଚୋରି ଓ ଅପରାଧର ଖିଅ ଖୋଜିବ ସିସିଟିଭି! ଦାରିଙ୍ଗବାଡ଼ିର ସବୁ ହୋଟେଲ, ରିସର୍ଟ ଓ ରେଷ୍ଟୁରାଣ୍ଟରେ କ୍ୟାମେରା ଲାଗିବା ବାଧ୍ୟତାମୂଳକ   13-Oct-2026
  ଜିଲ୍ଲା  
ପଡାଗଡ଼ ଅଞ୍ଚଳରେ ରାତିରେ ଚାଲିଛି ବେଆଇନ କ୍ରସର, ଖଣି ମାଫିଆ ମାଲାମାଲ   13-Oct-2026

You Might Also Like