-+91-9937148622 |
prerana_bgr@rediffmail.com |
Wednesday 14th October 2026 |
R.N.I. Regd No. ODIODI/2010/46693
Breaking News
25-Feb-2021
ଭଞ୍ଜନଗର(ପ୍ରେରଣା ଖବର) :ଟ୍ରାକ୍ଟର ଚଢିଯାଇ ଡ୍ରାଇଭରଙ୍କ ମୃତ୍ୟୁ । ଏଭଳି ଅଭାବନୀୟ ଘଟଣା ଘଟିଛି ଗଞ୍ଜାମ ଜିଲ୍ଲା ବଡଗଡ ଥାନା ଅନ୍ତର୍ଗତ ପାଟପୁରରେ ।
ସୂଚନାଯୋଗ୍ୟ ଯେ, ଗଞ୍ଜାମ ଜିଲ୍ଲା ବଡଗଡ ଥାନା ଅନ୍ତର୍ଗତ ନୂଆଗାଁରୁ ଧାନ ଲୋଡ୍ କରି ପାଟପୁର ମିଲକୁ ଆସୁଥିବା ଘଟିଛି ଏଭଳି ଅଘଟଣ । ଟ୍ରାକ୍ଟର ମାଡିଯିବା ଯୋଗୁଁ ଡ୍ରାଇଭରଙ୍କର ମୃତ୍ୟୁ ହୋଇଛି । ମୃତକ ହେଲେ ନୂଆଗାଁର ଭଜରାମ ଗୌଡ । ପ୍ରଥମେ ତାଙ୍କୁ ଗୁରୁତର ଅବସ୍ଥାରେ ବଡଗଡ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି ।