-+91-9937148622 |

prerana_bgr@rediffmail.com |

  Wednesday 14th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   (13-Oct-2026)       ||      ୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ    (13-Oct-2026)       ||      *ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   (13-Oct-2026)       ||      ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି    (13-Oct-2026)       ||      ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   (13-Oct-2026)       ||      ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   (13-Oct-2026)       ||      ବଲାଙ୍ଗୀରରେ ରାଜ୍ୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା   (13-Oct-2026)       ||      ଓମ୍‌ ଭ୍ୟାଲି ଶିକ୍ଷାନୁଷ୍ଠାନରେ ୧୧ତମ ବାଟାଲିୟନ ଦ୍ଵାରା ଏନ୍‌.ସି.ସି.ପ୍ରଶିକ୍ଷଣ ଶିବିରର ଉଦ୍‌ଯାପିତ    (13-Oct-2026)       ||      ପାଟଣେଶ୍ୱରୀ ଦେବୀପୀଠରେ ନବରାତ୍ରପୂଜା   (13-Oct-2026)       ||      ମା’ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ଚନ୍ଦ୍ରଘଣ୍ଟା ବେଶ   (13-Oct-2026)       ||      ଚୋରି ଓ ଅପରାଧର ଖିଅ ଖୋଜିବ ସିସିଟିଭି! ଦାରିଙ୍ଗବାଡ଼ିର ସବୁ ହୋଟେଲ, ରିସର୍ଟ ଓ ରେଷ୍ଟୁରାଣ୍ଟରେ କ୍ୟାମେରା ଲାଗିବା ବାଧ୍ୟତାମୂଳକ   (13-Oct-2026)       ||      ପଡାଗଡ଼ ଅଞ୍ଚଳରେ ରାତିରେ ଚାଲିଛି ବେଆଇନ କ୍ରସର, ଖଣି ମାଫିଆ ମାଲାମାଲ   (13-Oct-2026)       ||      ତୁଷୁରାରେ ମହାରାଜା ଅଗ୍ରସେନଜୀଙ୍କ ଜୟନ୍ତୀ ପାଳିତ   (13-Oct-2026)       ||      ମା କୁଶଙ୍ଗାଇ ପୀଠ ନବରାତ୍ରିରେ ଚଳଚଞ୍ଚଳ   (13-Oct-2026)       ||      ଅଲ୍ ଓଡିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କରର୍ସ ଆସୋସିଏସନ୍ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (13-Oct-2026)       ||      ଭାରତ ବିକାଶ ପରିଷଦ ଦ୍ଵାରା (ଶିକ୍ଷା ବର୍ଷ ୨୦୨୬) ପାଇଁ ଶ୍ରେଷ୍ଠ ଛାତ୍ର ଓ ଶ୍ରେଷ୍ଠ ଶିକ୍ଷୟିତ୍ରୀ ପୁରସ୍କାରରେ ସମ୍ମାନିତ ହେଲେ ଓମ ଭ୍ୟାଲି ସ୍କୁଲର ଶିକ୍ଷୟତ୍ରୀ ଓ ଛାତ୍ର    (13-Oct-2026)       ||      ଆଗଲପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର୍ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଧୁମ ଧାମରେ ପାଳିତ   (13-Oct-2026)       ||      ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ    (12-Oct-2026)       ||      *ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   (12-Oct-2026)       ||      ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   (12-Oct-2026)       ||     

HOME   ରାଜ୍ୟ

ବେଗୁନିଆପଡା ବ୍ଲକରେ ବାଲ୍ୟ ବିବାହ ରୋକିବାରେ ପ୍ରଶାସନ ବିଫଳ         

25-Feb-2021



କୋଦଳା(ଭଗବାନ ପାଢୀ): ସରକାରୀ ସ୍ତରରେ ବାଲ୍ୟ ବିବାହ ବନ୍ଦ କରିବା ଦିଗରେ ବ୍ୟାପକ ପ୍ରଚାର ଓ ସଚେତନତା କରାଯାଇଛି l ଗଞ୍ଜାମ ଜିଲ୍ଲାପାଳ ଏହି ବାଲ୍ୟ ବିବାହ ରୋକିବା ଦିଗରେ ବିଭିନ୍ନ ପ୍ରଚାର ପ୍ରସାର କରି ସଚେତନତା କରିଛନ୍ତି l ହେଲେ ଗଞ୍ଜାମ ଜିଲ୍ଲା ବେଗୁନିଆପଡା ବ୍ଲକରେ ବାଲ୍ୟ ବିବାହ ଥମିବାର ନାଁ ନେଉନି l ଯାହାଦ୍ୱାରା ଝିଅକୁ ୧୮ ବର୍ଷ ନ ଛୁଉଁଣୁ ବିବାହ କରି କର୍ତ୍ତବ୍ୟ ସାରି ଦେବାକୁ ଚାହୁଁଛନ୍ତି ପରିବାର ଲୋକେ l ୧୮ ବର୍ଷରୁ କମ ବାଳିକାକୁ ବିବାହ ଆଇନଗତ ଅପରାଧ ଜାଣିବା ସତ୍ୱେ କୌଣସି ନିୟମ କି କଟକଣା କାଟୁ କରୁନି l ନିତି ଶହ ଶହ ବାହାଘର ହେଉଥିବା ବେଳେ ସେଥିମଧ୍ୟରୁ ଅନେକ ହେଉଛି ନାବାଳିକା ବିବାହ l ଏବଂ ପ୍ରଶାସନର ନଜର ଆଢୁଆଳରେ ବ୍ଲକରେ ଶହ ଶହ ନାବାଳିକା ବିବାହ କରୁଛନ୍ତି l ବାଲ୍ୟ ବିବାହ ରୋକିବାକୁ ଗଠିତ ଗ୍ରାମ୍ୟସ୍ତରୀୟ କମିଟି ଓ ପଞ୍ଚାୟତ ସ୍ତରୀୟ କମିଟିର ନିଷ୍କ୍ରିୟତା ଯୋଗୁଁ ଏହି କଳୁଷିତ ପ୍ରଥା କମିବା ବଦଳରେ ବଢ଼ିବାରେ ଲାଗିଛି l ପରବର୍ତ୍ତୀ କରୋନା କାଳରେ ଲୁଚାଛପାରେ ଅନେକ ନାବାଳିକା ବିବାହ ହୋଇଛି l କରୋନା ପାଇଁ ବିବାହ କଟକଣାରେ ହୋଇଥିବା ବେଳେ କମ୍ ଖର୍ଚ୍ଚରେ ବିବାହ କାମ ସାରିଦେବାକୁ ଅନେକ ନାବାଳିକା ବିବାହ କରାଯାଇଛି l 
           ବେଗୁନିଆପଡା ବ୍ଲକର କୋଣ ଅନୁକୋଣରେ ଏହି ବାଲ୍ୟ ବିବାହର ସଂଖ୍ୟା ଢ଼େର ଅଧିକ l କିନ୍ତୁ ବ୍ଲକ ପ୍ରଶାସନ ପାଖରେ କୌଣସି ଖବର ନଥିବାରୁ ଏହାକୁ ରୋକିବାରେ ସଫଳ ହୋଇପାରୁନି l ବ୍ଲକ ସରକାରୀ ବାବୁମାନେ ଖବର ପାଇଲେ ବାଲ୍ୟ ବିବାହକୁ କାଁ ଭାଁ ରୋକାଯାଇପାରୁଛି l ବାଲ୍ୟ ବିବାହ ରୋକିବାରେ ସଠିକ ରୂପେ ବ୍ଲକ ପ୍ରଶାସନ ପକ୍ଷରୁ କୌଣସି ଆଇନ ଅନୁଯାୟୀ ପଦକ୍ଷେପ ନିଆଯାଉନାହିଁ l ଗଞ୍ଜାମ ଜିଲ୍ଲାପାଳ ବାଲ୍ୟ ବିବାହ ରୋକିବାକୁ ନିକଟରେ କିଛି କଡ଼ା ନିୟମ ଆଣିଛନ୍ତି l ଏଣିକି ବର-କନ୍ୟାଙ୍କ ଆଧାର କାର୍ଡ ସହ ବୟସ ନିରୂପଣ, ବାହାଘରରେ ଅଂଶ ଗ୍ରହଣ ପୂର୍ବରୁ ପୁରେହିତ ଠାରୁ ଆରମ୍ବ କରି ଟେଣ୍ଟ, ସାଉଣ୍ଡ, କଲ୍ୟାଣ ମଣ୍ଡପ ଏହି ସବୁକୁ ଭାଗ ନେବାକୁ ପଡିବ ବୋଲି କୁହାଯାଇଛି l ସେହିପରି ପ୍ରତିମାସରେ ହେଉଥିବା ପଞ୍ଚାୟତ ସ୍ତରୀୟ ସଭାରେ ବାଲ୍ୟବିବାହ ଓ ଶିଶୁ ସୁରକ୍ଷା ଉପରେ l

ଆଲୋଚନା କରିବାକୁ କୁହାଯାଇଛି l ଏବଂ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ପକ୍ଷରୁ ବ୍ଲକ ମାଧ୍ୟମରେ କିଛି କମିଟି ରହିଛି l ସେହି କମିଟି ସଠିକ ଭାବେ କାର୍ଯ୍ୟ କରିବାକୁ ପ୍ରଶାସନ ପକ୍ଷରୁ ନିକଟରେ ନିର୍ଦେଶ ଦିଆଯାଇଛି l ତେଣୁ ବେଗୁନିଆପଡା ବ୍ଲକରେ ଯେଉଁଭଳି ଭାବେ ବାଲ୍ୟ ବିବାହ ରୋକଯାଇପାରିବ ତାହା ଉପରେ ଗଞ୍ଜାମ ଜିଲ୍ଲା ସମାଜ ମଙ୍ଗଳ ଓ ଜିଲ୍ଲାପାଳ ଦୃଷ୍ଟି ଦେବାକୁ ବ୍ରୁଦ୍ଧିଜୀବି ମହଲରେ ଦାବି ହୋଇଛି 


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀରଠାରେ ଅନୁଷ୍ଠିତ ହେଲା ଅଖିଳ ଓଡ଼ିଶା ନ୍ୟାୟିକ କର୍ମଚାରୀ ସଂଘର ରାଜ୍ୟସ୍ତରୀୟ ସାଧାରଣ ପରିଷଦ ବୈଠକ   13-Oct-2026
  ଜିଲ୍ଲା  
୩ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ସଇଁତଲା ଆର ଆଇ ଙ୍କୁ ଧରିଲା ଭିଜିଲାନ୍ସ ବିଭାଗ   13-Oct-2026
  ଜିଲ୍ଲା  
*ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   13-Oct-2026
  ଜିଲ୍ଲା  
ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି   13-Oct-2026
  ଜିଲ୍ଲା  
ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   13-Oct-2026
  ଜିଲ୍ଲା  
ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   13-Oct-2026
  ଜିଲ୍ଲା  
ବଲାଙ୍ଗୀରରେ ରାଜ୍ୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା   13-Oct-2026
  ଜିଲ୍ଲା  
ଓମ୍‌ ଭ୍ୟାଲି ଶିକ୍ଷାନୁଷ୍ଠାନରେ ୧୧ତମ ବାଟାଲିୟନ ଦ୍ଵାରା ଏନ୍‌.ସି.ସି.ପ୍ରଶିକ୍ଷଣ ଶିବିରର ଉଦ୍‌ଯାପିତ   13-Oct-2026
  ଜିଲ୍ଲା  
ପାଟଣେଶ୍ୱରୀ ଦେବୀପୀଠରେ ନବରାତ୍ରପୂଜା   13-Oct-2026
  ଜିଲ୍ଲା  
ମା’ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ଚନ୍ଦ୍ରଘଣ୍ଟା ବେଶ   13-Oct-2026
  ଜିଲ୍ଲା  
ଚୋରି ଓ ଅପରାଧର ଖିଅ ଖୋଜିବ ସିସିଟିଭି! ଦାରିଙ୍ଗବାଡ଼ିର ସବୁ ହୋଟେଲ, ରିସର୍ଟ ଓ ରେଷ୍ଟୁରାଣ୍ଟରେ କ୍ୟାମେରା ଲାଗିବା ବାଧ୍ୟତାମୂଳକ   13-Oct-2026
  ଜିଲ୍ଲା  
ପଡାଗଡ଼ ଅଞ୍ଚଳରେ ରାତିରେ ଚାଲିଛି ବେଆଇନ କ୍ରସର, ଖଣି ମାଫିଆ ମାଲାମାଲ   13-Oct-2026

You Might Also Like