-+91-9937148622 |

prerana_bgr@rediffmail.com |

  Tuesday 13th October 2026 |

| | | |

R.N.I. Regd No. ODIODI/2010/46693

Breaking News

*ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   (13-Oct-2026)       ||      ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି    (13-Oct-2026)       ||      ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   (13-Oct-2026)       ||      ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   (13-Oct-2026)       ||      ବଲାଙ୍ଗୀରରେ ରାଜ୍ୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା   (13-Oct-2026)       ||      ଓମ୍‌ ଭ୍ୟାଲି ଶିକ୍ଷାନୁଷ୍ଠାନରେ ୧୧ତମ ବାଟାଲିୟନ ଦ୍ଵାରା ଏନ୍‌.ସି.ସି.ପ୍ରଶିକ୍ଷଣ ଶିବିରର ଉଦ୍‌ଯାପିତ    (13-Oct-2026)       ||      ପାଟଣେଶ୍ୱରୀ ଦେବୀପୀଠରେ ନବରାତ୍ରପୂଜା   (13-Oct-2026)       ||      ମା’ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ଚନ୍ଦ୍ରଘଣ୍ଟା ବେଶ   (13-Oct-2026)       ||      ଚୋରି ଓ ଅପରାଧର ଖିଅ ଖୋଜିବ ସିସିଟିଭି! ଦାରିଙ୍ଗବାଡ଼ିର ସବୁ ହୋଟେଲ, ରିସର୍ଟ ଓ ରେଷ୍ଟୁରାଣ୍ଟରେ କ୍ୟାମେରା ଲାଗିବା ବାଧ୍ୟତାମୂଳକ   (13-Oct-2026)       ||      ପଡାଗଡ଼ ଅଞ୍ଚଳରେ ରାତିରେ ଚାଲିଛି ବେଆଇନ କ୍ରସର, ଖଣି ମାଫିଆ ମାଲାମାଲ   (13-Oct-2026)       ||      ତୁଷୁରାରେ ମହାରାଜା ଅଗ୍ରସେନଜୀଙ୍କ ଜୟନ୍ତୀ ପାଳିତ   (13-Oct-2026)       ||      ମା କୁଶଙ୍ଗାଇ ପୀଠ ନବରାତ୍ରିରେ ଚଳଚଞ୍ଚଳ   (13-Oct-2026)       ||      ଅଲ୍ ଓଡିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କରର୍ସ ଆସୋସିଏସନ୍ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (13-Oct-2026)       ||      ଭାରତ ବିକାଶ ପରିଷଦ ଦ୍ଵାରା (ଶିକ୍ଷା ବର୍ଷ ୨୦୨୬) ପାଇଁ ଶ୍ରେଷ୍ଠ ଛାତ୍ର ଓ ଶ୍ରେଷ୍ଠ ଶିକ୍ଷୟିତ୍ରୀ ପୁରସ୍କାରରେ ସମ୍ମାନିତ ହେଲେ ଓମ ଭ୍ୟାଲି ସ୍କୁଲର ଶିକ୍ଷୟତ୍ରୀ ଓ ଛାତ୍ର    (13-Oct-2026)       ||      ଆଗଲପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର୍ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଧୁମ ଧାମରେ ପାଳିତ   (13-Oct-2026)       ||      ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ    (12-Oct-2026)       ||      *ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   (12-Oct-2026)       ||      ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   (12-Oct-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   (12-Oct-2026)       ||      *ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   (12-Oct-2026)       ||     

HOME   ଜିଲ୍ଲା

ବଲାଙ୍ଗୀରରେ କ୍ୟାନ୍‌ସର ହସ୍ପିଟାଲ ପାଇଁ ଦାବି କଲା ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ 

25-Feb-2021



ବଲାଙ୍ଗୀର,(ସନ୍ତୋଷ କୁମାର ଠାକୁର) ସ୍ୱାସ୍ଥ୍ୟ କ୍ଷେତ୍ରରେ ଅବହେଳିତ ବଲାଙ୍ଗୀର ଜିଲ୍ଲାରେ କ୍ୟାନ୍‌ସର ରୋଗୀଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ଏଠାରେ ଏକ କ୍ୟାନସ୍‌ର ହସ୍ପିଟାଲର ନିତାନ୍ତ ଅବଶ୍ୟକ ରହିଛି । କ୍ୟାନସର ଚିକିତ୍ସାର ଉପଯୁକ୍ତ ସୁବିଧା ନଥିବାରୁ  ରୋଗୀ ମାନେ କଟକ ଓ ଦୁରଦୁରାନ୍ତକୁ ଯାଇ ଅଯଥା ଖର୍ଚ୍ଚାନ୍ତା ହେବା ସହ ଅକାଳରେ ମୃତ୍ୟୁବରଣ ମଧ୍ୟ କରୁଛନ୍ତି । ତେଣୁ ଏଠାରେ ତୁରନ୍ତ ଏକ କ୍ୟାନସର ହସ୍ପିଟାଲ ନିର୍ମାଣ ପାଇଁ ଜିଲ୍ଲା ଓକିଲ ସଂଘ ଦାବି କରୁଛି । ଆଜି ଏହି ଦାବିକୁ ନେଇ ସ୍ଥାନୀୟ ସିଭିଲ କୋର୍ଟ ବାର ହଲ୍ ଠାରେ ଅନୁଷ୍ଠିତ ଏକ ପ୍ରେସ୍ ମିଟ୍ ମାଧ୍ୟମରେ ସଂଘର ସଂପାଦକ ବାସୁଦେବ ରଥ ବଲାଙ୍ଗୀରରେ କ୍ୟାନସର ହସ୍ପିଟାଲ ନିର୍ମାଣ ପାଇଁ ସରକାର ପଦକ୍ଷେପ ଗ୍ରହଣ କରନ୍ତୁ ବୋଲି ନିବେଦନ କରିଛନ୍ତି । ଏହା ପୂର୍ବରୁ ମଧ୍ୟ ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କୁ ଏ ସଂପର୍କରେ ଦାବି କରାଯାଇଛି । ତେବେ କ୍ୟାନସର ହସ୍ପିଟାଲ ନିର୍ମାଣ ହେବା ପୂର୍ବରୁ ଜରୁରୀକାଳୀନ ସୁବିଧା ପାଇଁ ପ୍ରଥମେ ଏଠାରେ ଏକ କେମୋ ୟୁନିଟ ସ୍ଥାପନ କରାଯାଉ ବୋଲି ସଂଘର ସଂପାଦକ ଶ୍ରୀ ରଥ ଦାବି କରିଛନ୍ତି । ଆଗାମୀ ଦିନରେ ବଲାଙ୍ଗୀରବାସୀଙ୍କ ଏହି ନ୍ୟାର୍ଯ୍ୟ ଦାବି ପୁରଣ ନହେଲେ  ଜିଲ୍ଲା ଓକିଲ ସଂଘ ପକ୍ଷରୁ ଏକ ବିରାଟ ଆନ୍ଦୋଳନ ହେବ ବୋଲି ଚେତାବନୀ ଦିଆଯାଇଛି । ଆଜିର ଏହି ପ୍ରେସ ମିଟ୍ ରେ ଅନ୍ୟ ମାନଙ୍କ ମଧ୍ୟରେ ଯୁଗ୍ମ ସଂପାଦକ ରଶ୍ମିରଂଜନ ପଣ୍ଡା ଓ କାର୍ଯ୍ୟକାରୀ କମିଟି ସଭ୍ୟ  ରବି ନାରାୟଣ ବହିଦାର ଓ ଦୀନେଶ ନାଗ ମଂଚାସୀନ ଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ଏ୍‌ଡଭୋକେଟ ରତନ ମହାରଣା, ସୁରେନ୍ଦ୍ର ମିଶ୍ର ଓ  ପ୍ରଶାନ୍ତ ସେନାପତି କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
*ନବରଙ୍ଗପୁରରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ*   13-Oct-2026
ବଲାଙ୍ଗୀର ତହସିଲର ଅବ୍ୟବସ୍ଥା ନେଇ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ସଭାପତି ଙ୍କ ପ୍ରତିକ୍ରିୟା: କପି ଟିଏ ପାଇବା ପାଇଁ ଲୋକଙ୍କୁ ମାସ ମାସ ଧରି ଅପେକ୍ଷା କରିବାକୁ ପଡୁଛି   13-Oct-2026
  ଜିଲ୍ଲା  
ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   13-Oct-2026
  ଜିଲ୍ଲା  
ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   13-Oct-2026
  ଜିଲ୍ଲା  
ବଲାଙ୍ଗୀରରେ ରାଜ୍ୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା   13-Oct-2026
  ଜିଲ୍ଲା  
ଓମ୍‌ ଭ୍ୟାଲି ଶିକ୍ଷାନୁଷ୍ଠାନରେ ୧୧ତମ ବାଟାଲିୟନ ଦ୍ଵାରା ଏନ୍‌.ସି.ସି.ପ୍ରଶିକ୍ଷଣ ଶିବିରର ଉଦ୍‌ଯାପିତ   13-Oct-2026
  ଜିଲ୍ଲା  
ପାଟଣେଶ୍ୱରୀ ଦେବୀପୀଠରେ ନବରାତ୍ରପୂଜା   13-Oct-2026
  ଜିଲ୍ଲା  
ମା’ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ଚନ୍ଦ୍ରଘଣ୍ଟା ବେଶ   13-Oct-2026
  ଜିଲ୍ଲା  
ଚୋରି ଓ ଅପରାଧର ଖିଅ ଖୋଜିବ ସିସିଟିଭି! ଦାରିଙ୍ଗବାଡ଼ିର ସବୁ ହୋଟେଲ, ରିସର୍ଟ ଓ ରେଷ୍ଟୁରାଣ୍ଟରେ କ୍ୟାମେରା ଲାଗିବା ବାଧ୍ୟତାମୂଳକ   13-Oct-2026
  ଜିଲ୍ଲା  
ପଡାଗଡ଼ ଅଞ୍ଚଳରେ ରାତିରେ ଚାଲିଛି ବେଆଇନ କ୍ରସର, ଖଣି ମାଫିଆ ମାଲାମାଲ   13-Oct-2026
  ଜିଲ୍ଲା  
ତୁଷୁରାରେ ମହାରାଜା ଅଗ୍ରସେନଜୀଙ୍କ ଜୟନ୍ତୀ ପାଳିତ   13-Oct-2026
  ଜିଲ୍ଲା  
ମା କୁଶଙ୍ଗାଇ ପୀଠ ନବରାତ୍ରିରେ ଚଳଚଞ୍ଚଳ   13-Oct-2026

You Might Also Like