-+91-9937148622 |

prerana_bgr@rediffmail.com |

  Tuesday 13th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   (13-Oct-2026)       ||      ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   (13-Oct-2026)       ||      ବଲାଙ୍ଗୀରରେ ରାଜ୍ୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା   (13-Oct-2026)       ||      ଓମ୍‌ ଭ୍ୟାଲି ଶିକ୍ଷାନୁଷ୍ଠାନରେ ୧୧ତମ ବାଟାଲିୟନ ଦ୍ଵାରା ଏନ୍‌.ସି.ସି.ପ୍ରଶିକ୍ଷଣ ଶିବିରର ଉଦ୍‌ଯାପିତ    (13-Oct-2026)       ||      ପାଟଣେଶ୍ୱରୀ ଦେବୀପୀଠରେ ନବରାତ୍ରପୂଜା   (13-Oct-2026)       ||      ମା’ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ଚନ୍ଦ୍ରଘଣ୍ଟା ବେଶ   (13-Oct-2026)       ||      ଚୋରି ଓ ଅପରାଧର ଖିଅ ଖୋଜିବ ସିସିଟିଭି! ଦାରିଙ୍ଗବାଡ଼ିର ସବୁ ହୋଟେଲ, ରିସର୍ଟ ଓ ରେଷ୍ଟୁରାଣ୍ଟରେ କ୍ୟାମେରା ଲାଗିବା ବାଧ୍ୟତାମୂଳକ   (13-Oct-2026)       ||      ପଡାଗଡ଼ ଅଞ୍ଚଳରେ ରାତିରେ ଚାଲିଛି ବେଆଇନ କ୍ରସର, ଖଣି ମାଫିଆ ମାଲାମାଲ   (13-Oct-2026)       ||      ତୁଷୁରାରେ ମହାରାଜା ଅଗ୍ରସେନଜୀଙ୍କ ଜୟନ୍ତୀ ପାଳିତ   (13-Oct-2026)       ||      ମା କୁଶଙ୍ଗାଇ ପୀଠ ନବରାତ୍ରିରେ ଚଳଚଞ୍ଚଳ   (13-Oct-2026)       ||      ଅଲ୍ ଓଡିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କରର୍ସ ଆସୋସିଏସନ୍ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (13-Oct-2026)       ||      ଭାରତ ବିକାଶ ପରିଷଦ ଦ୍ଵାରା (ଶିକ୍ଷା ବର୍ଷ ୨୦୨୬) ପାଇଁ ଶ୍ରେଷ୍ଠ ଛାତ୍ର ଓ ଶ୍ରେଷ୍ଠ ଶିକ୍ଷୟିତ୍ରୀ ପୁରସ୍କାରରେ ସମ୍ମାନିତ ହେଲେ ଓମ ଭ୍ୟାଲି ସ୍କୁଲର ଶିକ୍ଷୟତ୍ରୀ ଓ ଛାତ୍ର    (13-Oct-2026)       ||      ଆଗଲପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର୍ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଧୁମ ଧାମରେ ପାଳିତ   (13-Oct-2026)       ||      ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ    (12-Oct-2026)       ||      *ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   (12-Oct-2026)       ||      ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   (12-Oct-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   (12-Oct-2026)       ||      *ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   (12-Oct-2026)       ||      ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ    (12-Oct-2026)       ||     

HOME   ଜିଲ୍ଲା

ତୁମୁଡିବନ୍ଧ ବନାଞ୍ଚଳରେ ବଣୁଆ ହାତୀ ଉପଦ୍ରଵ : ହାତୀ ଦଳିଦେବାରୁ ଜଣଙ୍କ ମୃତ୍ୟୁ :ତଦନ୍ତ ଅବ୍ୟାହତ

25-Feb-2021



କନ୍ଧମାଳ,(ପ୍ରେରଣା ଖବର ବ୍ୟୁରୋ): କନ୍ଧମାଳ ଜିଲ୍ଲା ବାଲିଗୁଡା ବନଖଣ୍ଡ ଅନ୍ତର୍ଗତ ତୁମୁଡିବନ୍ଧ ବନାଞ୍ଚଳର ଶିର୍ଲା ନିକଟସ୍ଥ ଟାହିପଡା ନିକଟ ଜଙ୍ଗଲରେ ହାତୀ ଦଳି ଦେବାରୁ ଜଣଙ୍କର ମୃତ୍ୟୁ ହେବା ଯୋଗୁଁ ସମଗ୍ର ଅଞ୍ଚଳରେ ଭୟର ବାତାବରଣ ସୃଷ୍ଟି ହୋଇଛି l ଗତ ଦୁଇ ଦିନ ହେଲା ଟାହି ପଡା ଗ୍ରାମର ସୁକାଲା ପାଟମାଝୀ(୬୨) ନିଖୋଜ ଥିବା ବେଳେ ଆଜି ନିକଟସ୍ଥ ଜଙ୍ଗଲ ରୁ ମୃତ ଦେହ ଉଦ୍ଧାର କରାଯାଇଛି l ଖବର ପାଇ ଘଟଣା ସ୍ଥଳରେ ତୁମୁଡିବନ୍ଧ ଥାନା ଅଧିକାରୀ ବାବା ଶଙ୍କର ସରାଫ ଓ ସଦଳବଳ ପହଂଚି ଶବକୁ ଜବତ କରି ବ୍ୟବଛେଦ କରିବା ପରେ ପରିବାରକୁ ହସ୍ତାନ୍ତର କରିଥିବା ବେଳେ ତୁମୁଡିବନ୍ଧ ବନାଞ୍ଚଳ ରେଞ୍ଜର ଲଳିତ ମୋହନ ନାୟକ, ଫରେଷ୍ଟର ମାନସ ରଞ୍ଜନ ସାହୁ, ପିୟୁଷ ପ୍ରତୀକ ପଟ୍ଟନାୟକ, ଓ ଶିବ ଶଙ୍କର ସାହୁ ପ୍ରମୁଖ ଘଟଣା ସ୍ଥଳ ଓ ହାତୀ ଦଳି ମାରିଥିବା ସୁକାଲାଙ୍କ ପରିବାର ନିକଟରେ ପହଂଚି ରେଞ୍ଜର ଶ୍ରୀ ନାୟକ 10ହଜାର ଟଙ୍କା ପ୍ରଦାନ କରିଥିବା ବେଳେ ବନ ବିଭାଗ ଏବଂ ରାଜ୍ୟ ସରକାରଙ୍କ ତରଫରୁ ଯାହା କିଛି ସହାୟତା ରାଶି ମିଳି ପାରିବ ସେ ନେଇ ସହଯୋଗ କରିବେ ବୋଲି ପ୍ରତିଶୃତି ଦେବା ସହ ତଦନ୍ତ ଅବ୍ୟାହତ ଥିବା ପ୍ରକାଶ କରିଛନ୍ତି  l ସୂଚନା ଯୋଗ୍ୟ ଯେ,  ଦୁଇ ଦିନ ପୂର୍ବେ ଚନ୍ଦ୍ରଗିରୀ ଜଙ୍ଗଲରୁ ଗୋଟାଏ ମାଈ ହାତୀ ଓ ଏକ ଛୁଆ ହାତୀ  ତୁମୁଡିବନ୍ଧ ସହର ଉପରକୁ ଆସିବା ସହ ୫୯ଜାତୀୟ ରାଜପଥ ଉପରେ ବୁଲିବା ସହ ପୁଣି ଆସିଥିବା ରାସ୍ତା ଦେଇ ଚାଲିଯାଇଥିଲେ। କୌଣସି କ୍ଷତି କରିନଥିବା କୁହାଯାଉଥିବା ବେଳେ ଆଜି ଏହି ବ୍ୟକ୍ତି ର ଶବ ମିଳିବା ପରେ ଅଞ୍ଚଳ ବାସୀ ଙ୍କ ମଧ୍ୟରେ  ଆତଙ୍କ ସୃଷ୍ଟି କରୁଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଲେ ମାଁ ଚରଦେଇ   13-Oct-2026
  ଜିଲ୍ଲା  
ଜିଲ୍ଲା ସମବାୟ ବିଭାଗ, ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ରାଷ୍ଟ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ   13-Oct-2026
  ଜିଲ୍ଲା  
ବଲାଙ୍ଗୀରରେ ରାଜ୍ୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତା   13-Oct-2026
  ଜିଲ୍ଲା  
ଓମ୍‌ ଭ୍ୟାଲି ଶିକ୍ଷାନୁଷ୍ଠାନରେ ୧୧ତମ ବାଟାଲିୟନ ଦ୍ଵାରା ଏନ୍‌.ସି.ସି.ପ୍ରଶିକ୍ଷଣ ଶିବିରର ଉଦ୍‌ଯାପିତ   13-Oct-2026
  ଜିଲ୍ଲା  
ପାଟଣେଶ୍ୱରୀ ଦେବୀପୀଠରେ ନବରାତ୍ରପୂଜା   13-Oct-2026
  ଜିଲ୍ଲା  
ମା’ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ଚନ୍ଦ୍ରଘଣ୍ଟା ବେଶ   13-Oct-2026
  ଜିଲ୍ଲା  
ଚୋରି ଓ ଅପରାଧର ଖିଅ ଖୋଜିବ ସିସିଟିଭି! ଦାରିଙ୍ଗବାଡ଼ିର ସବୁ ହୋଟେଲ, ରିସର୍ଟ ଓ ରେଷ୍ଟୁରାଣ୍ଟରେ କ୍ୟାମେରା ଲାଗିବା ବାଧ୍ୟତାମୂଳକ   13-Oct-2026
  ଜିଲ୍ଲା  
ପଡାଗଡ଼ ଅଞ୍ଚଳରେ ରାତିରେ ଚାଲିଛି ବେଆଇନ କ୍ରସର, ଖଣି ମାଫିଆ ମାଲାମାଲ   13-Oct-2026
  ଜିଲ୍ଲା  
ତୁଷୁରାରେ ମହାରାଜା ଅଗ୍ରସେନଜୀଙ୍କ ଜୟନ୍ତୀ ପାଳିତ   13-Oct-2026
  ଜିଲ୍ଲା  
ମା କୁଶଙ୍ଗାଇ ପୀଠ ନବରାତ୍ରିରେ ଚଳଚଞ୍ଚଳ   13-Oct-2026
  ଜିଲ୍ଲା  
ଅଲ୍ ଓଡିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କରର୍ସ ଆସୋସିଏସନ୍ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   13-Oct-2026
  ଜିଲ୍ଲା  
ଭାରତ ବିକାଶ ପରିଷଦ ଦ୍ଵାରା (ଶିକ୍ଷା ବର୍ଷ ୨୦୨୬) ପାଇଁ ଶ୍ରେଷ୍ଠ ଛାତ୍ର ଓ ଶ୍ରେଷ୍ଠ ଶିକ୍ଷୟିତ୍ରୀ ପୁରସ୍କାରରେ ସମ୍ମାନିତ ହେଲେ ଓମ ଭ୍ୟାଲି ସ୍କୁଲର ଶିକ୍ଷୟତ୍ରୀ ଓ ଛାତ୍ର   13-Oct-2026

You Might Also Like