-+91-9937148622 |

prerana_bgr@rediffmail.com |

  Tuesday 13th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଓମ୍‌ ଭ୍ୟାଲି ଶିକ୍ଷାନୁଷ୍ଠାନରେ ୧୧ତମ ବାଟାଲିୟନ ଦ୍ଵାରା ଏନ୍‌.ସି.ସି.ପ୍ରଶିକ୍ଷଣ ଶିବିରର ଉଦ୍‌ଯାପିତ    (13-Oct-2026)       ||      ପାଟଣେଶ୍ୱରୀ ଦେବୀପୀଠରେ ନବରାତ୍ରପୂଜା   (13-Oct-2026)       ||      ମା’ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ଚନ୍ଦ୍ରଘଣ୍ଟା ବେଶ   (13-Oct-2026)       ||      ଚୋରି ଓ ଅପରାଧର ଖିଅ ଖୋଜିବ ସିସିଟିଭି! ଦାରିଙ୍ଗବାଡ଼ିର ସବୁ ହୋଟେଲ, ରିସର୍ଟ ଓ ରେଷ୍ଟୁରାଣ୍ଟରେ କ୍ୟାମେରା ଲାଗିବା ବାଧ୍ୟତାମୂଳକ   (13-Oct-2026)       ||      ପଡାଗଡ଼ ଅଞ୍ଚଳରେ ରାତିରେ ଚାଲିଛି ବେଆଇନ କ୍ରସର, ଖଣି ମାଫିଆ ମାଲାମାଲ   (13-Oct-2026)       ||      ତୁଷୁରାରେ ମହାରାଜା ଅଗ୍ରସେନଜୀଙ୍କ ଜୟନ୍ତୀ ପାଳିତ   (13-Oct-2026)       ||      ମା କୁଶଙ୍ଗାଇ ପୀଠ ନବରାତ୍ରିରେ ଚଳଚଞ୍ଚଳ   (13-Oct-2026)       ||      ଅଲ୍ ଓଡିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କରର୍ସ ଆସୋସିଏସନ୍ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (13-Oct-2026)       ||      ଭାରତ ବିକାଶ ପରିଷଦ ଦ୍ଵାରା (ଶିକ୍ଷା ବର୍ଷ ୨୦୨୬) ପାଇଁ ଶ୍ରେଷ୍ଠ ଛାତ୍ର ଓ ଶ୍ରେଷ୍ଠ ଶିକ୍ଷୟିତ୍ରୀ ପୁରସ୍କାରରେ ସମ୍ମାନିତ ହେଲେ ଓମ ଭ୍ୟାଲି ସ୍କୁଲର ଶିକ୍ଷୟତ୍ରୀ ଓ ଛାତ୍ର    (13-Oct-2026)       ||      ଆଗଲପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର୍ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଧୁମ ଧାମରେ ପାଳିତ   (13-Oct-2026)       ||      ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ    (12-Oct-2026)       ||      *ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   (12-Oct-2026)       ||      ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   (12-Oct-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   (12-Oct-2026)       ||      *ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   (12-Oct-2026)       ||      ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ    (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   (12-Oct-2026)       ||      *ଜଳ ଯୋଗାଣ ଅଧିକାରୀଙ୍କ ବିରୁଦ୍ଧରେ ଅଭିଯୋଗ ଆଣିଲେ ସରପଞ୍ଚ*   (12-Oct-2026)       ||      *ଦୁଷ୍କର୍ମ ଅଭିଯୁକ୍ତ କୁ 20 ବର୍ଷ ସଶ୍ରମ କାରାଦଣ୍ଡ*   (12-Oct-2026)       ||     

HOME   ଜିଲ୍ଲା

ଓସିଏ ଭିଜନ ୨୦୨୪- ଜୁନିୟର ଇନ୍‌ଟ୍ରାକ୍ଲବ କ୍ରିକେଟ ପ୍ରତିଯୋଗିତା 

25-Feb-2021



ବଲାଙ୍ଗିର: ସ୍ଥାନୀୟ ଗାନ୍ଧୀ ଷ୍ଟାଡିୟାମ ଠାରେ ଓସିଏ ଭିଜନ ୨୦୨୪ ଜୁନିୟର ଇନ୍‌ଟ୍ରାକ୍ଲବ କ୍ରିକେଟ ପ୍ରତିଯୋଗିତାର ଦ୍ୱିତୀୟ ଦିବସରେ ନାଏକ କ୍ରିକେଟ ଏକାଡେମୀ ଓ ଟିଟିଲାଗଡ କ୍ରିକେଟ ଦଳ ମଧ୍ୟରେ ଅନୁଷ୍ଠିତ ହୋଇଥିଲା । ନାଏକ ଦଳ ଟସ୍ ଜିଣି ପ୍ରଥମେ ବ୍ୟାଟିଂ କରିବାର ନିଷ୍ପତ୍ତି ନେଇ ୩୮.୫ ଓଭରରେ ସମସ୍ତ ୱିକେଟ ହରାଇ ୨୫୭ ରନ ସଂଗ୍ରହ କରିଥିଲା । ନାଏକ କ୍ରିକେଟ ଏକାଡେମୀ ତରଫରୁ ସୁଜଲ ମହାନ୍ତି ସର୍ବାଧିକ ୮୭ ରନ ସଂଗ୍ରହ କରିଥିଲେ । ଓମ୍‌କାର ମହାନ୍ତି ୫୧ ରନ, ଆର‌୍ୟନ ଦାନୀ ୨୭ ରନ୍ ସଂଗ୍ରହ କରିଥିôଲେ । ଟିଟିଲାଗଡ ଦଳ ତରଫରୁ ସଫଳ ବଳ ଭାବରେ ଆଦର୍ଶ ପଶାୟତ ୨ ଗୋଟି ୱିକେଟ ଓ ଦିବ୍ୟମ୍ ଛପାଡିଆ ୧ ୱିକେଟ ଅକ୍ତିଆର କରିଥିôଲେ । ଏହାର ଜବାବରେ ଟିଟିଲାଗଡଣ୍ଟଦଳ ୧୩.୩ ଓଭରରେ ସମସ୍ତ ୱିକେଟ ହରାଇ ୬୦ ରନ ସଂଗ୍ରହ କରି ୧୯୭ ରନ୍  ବ୍ୟବଧାନରେ ପରାଜିତ ହୋଇଥିଲେ । ନାୟକ ଏକାଡେମୀଣ୍ଟଦଳ ତରଫରୁ ଓମ୍ ମହାନ୍ତି ସର୍ବାଧିକ ୫ ଟି ୱିକେଟ, ଆୟୁଷ ରଥ ୩ ଗୋଟି ୱିକେଟ, ଓମ୍ ସାହୁ ଓ ରାଘବ ଅଗ୍ରୱାଲ ଗୋଟିଏ ଲେଖାଏଁ ୱିକେଟ ଅକ୍ତିଆର କରିଥିଲେ । ଆଜିର ଏହି ମ୍ୟାଚକୁ ଓସିଏ ମାନ୍ୟତା ପ୍ରାପ୍ତ ଅମ୍ପିୟାର ପୃଥ୍ୱୀରାଜ ମିଶ୍ର ଓ ଶ୍ୟାମ ସୁନ୍ଦର ପଣ୍ଡା ପରିଚାଳନା କରିଥିବା ବେଳେ ସ୍ୱାଗତ ତ୍ରିପାଠି, ଜଗପତି ନାୟକ ସ୍କୋରର ଦାୟିତ୍ୱ ତୁଳାଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଓମ୍‌ ଭ୍ୟାଲି ଶିକ୍ଷାନୁଷ୍ଠାନରେ ୧୧ତମ ବାଟାଲିୟନ ଦ୍ଵାରା ଏନ୍‌.ସି.ସି.ପ୍ରଶିକ୍ଷଣ ଶିବିରର ଉଦ୍‌ଯାପିତ   13-Oct-2026
  ଜିଲ୍ଲା  
ପାଟଣେଶ୍ୱରୀ ଦେବୀପୀଠରେ ନବରାତ୍ରପୂଜା   13-Oct-2026
  ଜିଲ୍ଲା  
ମା’ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ଚନ୍ଦ୍ରଘଣ୍ଟା ବେଶ   13-Oct-2026
  ଜିଲ୍ଲା  
ଚୋରି ଓ ଅପରାଧର ଖିଅ ଖୋଜିବ ସିସିଟିଭି! ଦାରିଙ୍ଗବାଡ଼ିର ସବୁ ହୋଟେଲ, ରିସର୍ଟ ଓ ରେଷ୍ଟୁରାଣ୍ଟରେ କ୍ୟାମେରା ଲାଗିବା ବାଧ୍ୟତାମୂଳକ   13-Oct-2026
  ଜିଲ୍ଲା  
ପଡାଗଡ଼ ଅଞ୍ଚଳରେ ରାତିରେ ଚାଲିଛି ବେଆଇନ କ୍ରସର, ଖଣି ମାଫିଆ ମାଲାମାଲ   13-Oct-2026
  ଜିଲ୍ଲା  
ତୁଷୁରାରେ ମହାରାଜା ଅଗ୍ରସେନଜୀଙ୍କ ଜୟନ୍ତୀ ପାଳିତ   13-Oct-2026
  ଜିଲ୍ଲା  
ମା କୁଶଙ୍ଗାଇ ପୀଠ ନବରାତ୍ରିରେ ଚଳଚଞ୍ଚଳ   13-Oct-2026
  ଜିଲ୍ଲା  
ଅଲ୍ ଓଡିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କରର୍ସ ଆସୋସିଏସନ୍ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   13-Oct-2026
  ଜିଲ୍ଲା  
ଭାରତ ବିକାଶ ପରିଷଦ ଦ୍ଵାରା (ଶିକ୍ଷା ବର୍ଷ ୨୦୨୬) ପାଇଁ ଶ୍ରେଷ୍ଠ ଛାତ୍ର ଓ ଶ୍ରେଷ୍ଠ ଶିକ୍ଷୟିତ୍ରୀ ପୁରସ୍କାରରେ ସମ୍ମାନିତ ହେଲେ ଓମ ଭ୍ୟାଲି ସ୍କୁଲର ଶିକ୍ଷୟତ୍ରୀ ଓ ଛାତ୍ର   13-Oct-2026
  ଜିଲ୍ଲା  
ଆଗଲପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର୍ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଧୁମ ଧାମରେ ପାଳିତ   13-Oct-2026
  ଜିଲ୍ଲା  
ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   12-Oct-2026
  ଜିଲ୍ଲା  
*ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   12-Oct-2026

You Might Also Like