-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

ଥୂଆମୁଳ ରାମପୁର ବ୍ଲକରେ ସୌଚାଳୟ ନିର୍ମାଣରେ ମହା ଦୁର୍ନୀତି

15-Oct-2020



କଳାହାଣ୍ଡି (ତ୍ରିନାଥ ବେଶ୍ରା) :କେନ୍ଦ୍ର ସରକାର ଗରିବ ଲୋକଙ୍କ ତା ପାଇଁ ସ୍ବଚ୍ଛ ଭାରତ ମିଶନ ନାମରେ ପ୍ରଧାନମନ୍ତ୍ରୀ ସୌଚାଳୟ ନିର୍ମାଣ କରିବା ପାଇଁ ଟ,12000 ଙ୍କା ପ୍ରଦାନ କରୁଛନ୍ତି, କିନ୍ତୁ ହିତାଧିକାରୀଙ୍କ ପାଖକୁ ପହଞ୍ଚିବା ପୂର୍ବରୁ ତାହା ଅପହରଣ ହେଉଛି, ଯେମିତି ମୋ ପିଠିରେ ଛୁରୀ ଓ ମାଁ ପେଟରୁ ଚୋରି , ଏମିତି ଏକ ଘଟଣା ଦେଖିବାକୁ ମିଳିଛି, କଳାହାଣ୍ଡି ଜିଲ୍ଲା ଥୂଆମୁଳ ରାମପୁର ବ୍ଲକର ମାଳି ଗାଁ ପଞ୍ଚାୟତରେ , ଏହି ଅଞ୍ଚଳରେ ବସବାସ କରୁଥିବା ଗରିବ ଲୋକମାନଙ୍କୁ ସୌଚାଳୟ ନିର୍ମାଣ କରିବା ପାଇଁ ଅର୍ଥ ଯୋଗାଇ ଦିଆଯିବାର ବ୍ୟବସ୍ଥା ଥିଲେ ମଧ୍ୟ, ଜଳ ପରିମଳର କନିଷ୍ଠ ଯନ୍ତ୍ରୀ ହିତାଧିକାରୀଙ୍କୁ ନ ଜଣାଇ ସୌଚାଳୟ ନିର୍ମାଣରେ ଠିକାଦାର ଲଗାଇ କାମ କରୁଥିବା ବେଳେ,ତାହା ଅତି ନିମ୍ନ ମାନର ବୋଲି ଅଭିଯୋଗ ଆଣୁଛନ୍ତି ଗ୍ରାମବାସୀ, ଖାଲି ସେତିକି ନୁହେଁ ଗୋଟିଏ ସୌଚାଳୟ ନିର୍ମାଣ କରିବା ପାଇଁ କେନ୍ଦ୍ର ସରକାର ଟ,12000/ଟଙ୍କା ଦେଉଥିବା ବେଳେ,ଠିକାଦାର ତାହା ପାଞ୍ଚ ହଜାର ଟଙ୍କାରେ ସମାପ୍ତ କରୁଛନ୍ତି, ସୌଚାଳୟ ର ଗାତ ରେ କାଠ ପକେଇ ମାଟି ଢାଙ୍କୁଛନ୍ତି, ଗୋଟିଏ ଗୋଟିଏ ସ୍ଥାନରେ ପେନ ସେଟ୍ ମଧ୍ୟ ଲଗାଉ ନାହାନ୍ତି, ଆଉ ଅଧାପନ୍ତରିଆ କାମ କରି ସଂପୂର୍ଣ୍ଣ ବିଲ୍ କରିଛନ୍ତି, ଆଉ ସୌଚାଳୟ ନିର୍ମାଣ ନ କରି ମଧ୍ୟ ଠିକାଦାର ଟଙ୍କା ନେଇଥିବା ଜଣାପଡିଛି ।

ଆଉ କେତୋଟି ଗ୍ରାମରେ ଗ୍ରାମ ବିକାଶ ସଂସ୍ଥା ବହୁ ଆଗରୁ ସୌଚାଳୟ ନିର୍ମାଣ କରିଛି, କିନ୍ତୁ ତାକୁ କଲର କରି ମଧ୍ୟ ଠିକାଦାର ମୁଁ ନିର୍ମାଣ କରିଛି ବୋଲି ଟଙ୍କା ଉଠାଇ ନେଇଛନ୍ତି, ଏହି ପଞ୍ଚାୟତ ବ୍ଲକ କାର୍ଯ୍ୟାଳୟରୁ 45 କିଲୋମିଟର ଦୂରରେ ଥିବା ଯୋଗୁଁ କୌଣସି RWSS ର ସରକାରୀ କର୍ମଚାରୀ ଆସନ୍ତି ନାହିଁ, ଏହି ପଞ୍ଚାୟତରେ ସୌଚାଳୟ ନିର୍ମାଣ କରୁଥିବା ଠିକାଦାର ଙ୍କ ସହିତ ସଲା ସୁତୁରା ହୋଇ ଜଳ ପରିମଳ ବିଭାଗର କନିଷ୍ଠ ଯନ୍ତ୍ରୀ ସୌଚାଳୟ ଗୁଡିକ କୁ ନ ଦେଖି ବିଲ୍ କରିଛନ୍ତି, ବୋଲି ପଞ୍ଚାୟତ ବାସୀ ଅଭିଯୋଗ ଆଣୁଛନ୍ତି ।

ଅଞ୍ଚଳ ବାସୀଙ୍କର ଅଭିଯୋଗ ପରେ ସାଂସଦ ବସନ୍ତ କୁମାର ପଣ୍ଡା ତାଙ୍କ, ରି, ପ୍ରେଜେନଟିଭ୍ ବ୍ଲକ ପ୍ରତି ନିଧି ଲକ୍ଷ୍ମୀଧର ନାଏକ ଙ୍କୁ ଅନୁଧ୍ୟାନ କରିବା ପାଇଁ ପଠେଇଥିବା ବେଳେ, ସେ ତଦାରଖ କରି ଫେରିଛନ୍ତି । ସେ ଆମ ଗଣମାଧ୍ୟମରେ ପ୍ରକାଶ କରିଛନ୍ତି ଯେଉଁ କର୍ମଚାରୀ ମାନେ ଠିକାଦାର ମାନଙ୍କ ଙ୍କ ସହିତ ମିଶି ନିରୀହ ଗୋରିବ ଲୋକଙ୍କ ଟଙ୍କା କୁ ହଡପ କରିବାରେ ସଂପୃକ୍ତ ଅଛନ୍ତି ତାଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି କରିଛନ୍ତି ।

 

ବର୍ତ୍ତମାନ ଥୂଆମୁଳ ରାମପୁର ବ୍ଲକର ଦୁର୍ନୀତି ଗ୍ରସ୍ତ ସରକାରୀ କର୍ମଚାରୀ ବାବୁ ମାନଙ୍କ ଉପରେ ଉଛ ସ୍ତରୀୟ ତଦନ୍ତ କରିବାକୁ ସାଧାରଣରେ ଦାବି ହେଉଛି ।

 


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like