-+91-9937148622 |

prerana_bgr@rediffmail.com |

  Tuesday 13th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଚୋରି ଓ ଅପରାଧର ଖିଅ ଖୋଜିବ ସିସିଟିଭି! ଦାରିଙ୍ଗବାଡ଼ିର ସବୁ ହୋଟେଲ, ରିସର୍ଟ ଓ ରେଷ୍ଟୁରାଣ୍ଟରେ କ୍ୟାମେରା ଲାଗିବା ବାଧ୍ୟତାମୂଳକ   (13-Oct-2026)       ||      ପଡାଗଡ଼ ଅଞ୍ଚଳରେ ରାତିରେ ଚାଲିଛି ବେଆଇନ କ୍ରସର, ଖଣି ମାଫିଆ ମାଲାମାଲ   (13-Oct-2026)       ||      ତୁଷୁରାରେ ମହାରାଜା ଅଗ୍ରସେନଜୀଙ୍କ ଜୟନ୍ତୀ ପାଳିତ   (13-Oct-2026)       ||      ମା କୁଶଙ୍ଗାଇ ପୀଠ ନବରାତ୍ରିରେ ଚଳଚଞ୍ଚଳ   (13-Oct-2026)       ||      ଅଲ୍ ଓଡିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କରର୍ସ ଆସୋସିଏସନ୍ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (13-Oct-2026)       ||      ଭାରତ ବିକାଶ ପରିଷଦ ଦ୍ଵାରା (ଶିକ୍ଷା ବର୍ଷ ୨୦୨୬) ପାଇଁ ଶ୍ରେଷ୍ଠ ଛାତ୍ର ଓ ଶ୍ରେଷ୍ଠ ଶିକ୍ଷୟିତ୍ରୀ ପୁରସ୍କାରରେ ସମ୍ମାନିତ ହେଲେ ଓମ ଭ୍ୟାଲି ସ୍କୁଲର ଶିକ୍ଷୟତ୍ରୀ ଓ ଛାତ୍ର    (13-Oct-2026)       ||      ଆଗଲପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର୍ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଧୁମ ଧାମରେ ପାଳିତ   (13-Oct-2026)       ||      ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ    (12-Oct-2026)       ||      *ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   (12-Oct-2026)       ||      ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   (12-Oct-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   (12-Oct-2026)       ||      *ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   (12-Oct-2026)       ||      ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ    (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   (12-Oct-2026)       ||      *ଜଳ ଯୋଗାଣ ଅଧିକାରୀଙ୍କ ବିରୁଦ୍ଧରେ ଅଭିଯୋଗ ଆଣିଲେ ସରପଞ୍ଚ*   (12-Oct-2026)       ||      *ଦୁଷ୍କର୍ମ ଅଭିଯୁକ୍ତ କୁ 20 ବର୍ଷ ସଶ୍ରମ କାରାଦଣ୍ଡ*   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   (12-Oct-2026)       ||      ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ    (12-Oct-2026)       ||      *ନବରଙ୍ଗପୁର ଜିଲ୍ଲାରେ ଦଶହରା ପୂର୍ବରୁ ଚାନ୍ଦା ଆଦାୟ କରି ବୁଲୁଛନ୍ତି ମାଳମାଳ ନକଲି ସାମ୍ବାଦିକ*   (12-Oct-2026)       ||     

HOME   ଜିଲ୍ଲା

 ମରଣଯନ୍ତା ସାଜିଛି ଲସ୍ତଲା ଠାରୁ ନାକଡେଇଁ 

25-Feb-2021



ଉଲୁଣ୍ଡା(ଗୌରଚନ୍ଦ୍ର ପରିଛା)- ଉଲୁଣ୍ଡା ବ୍ଲକର ପୋଢଟିକିରା ଠାରୁ ପାତାଳୀ ଶ୍ରୀକ୍ଷେତ୍ରକୁ ସଂଯୋଗ କରିଥିବା ରାସ୍ତାଟି  ଏବେ ଲସ୍ତଲା ଠାରୁ ନାକଡେଇଁ ପର୍ଯ୍ୟନ୍ତ ମରଣଯନ୍ତା ସାଜିଛି । ଫଳରେ ଲୋକେ ବହୁ ଅସୁବିଧାର ସମ୍ମୁଖିନ ହେଉଛନ୍ତି । ପ୍ରକାଶ ଯେ ଏହି ରାସ୍ତାକୁ କିଛି ବର୍ଷ ପୁର୍ବରୁ ଆରଡି ବିଭାଗ ତରଫରୁ ନିର୍ମାଣ କରାଯାଇଥିଲା । ମାତ୍ର ରାସ୍ତାର ମରାମତି କରାଯାଉନଥିବାରୁ ମେଟାଲ ସବୁ ବାହାରି ଆସିବା ସହ ବଡ ବଡ ଖାଲ ହୋଇ ମରଣଯନ୍ତା ସାଜିଛି । ଏହି ରାସ୍ତା ଦେଇ ପ୍ରତ୍ୟହ ନାକଡେଇଁ ସମେତ ପାତାଲି ଶ୍ରୀକ୍ଷେତ୍ର, ଠେଙ୍ଗୋଡେମ, ରେଢାଖୋଲ, ବଡମାଲ ଆଦି ଅଂଚଲକୁ ଜିବା ଅସିବା କରିଥାନ୍ତି । ମାତ୍ର ବିଭାଗର ଖାମଖିଆଲି ମନୋଭାବ ଯୋଗୁଁ ଲୋକେ ଜିବା ଆସିବାରେ ବହୁ ଅସୁବିଧାର ସମ୍ମୁଖିନ ହେଉଛନ୍ତି । ବିଶେଷକରି ଏହି ରାସ୍ତାଦେଇ ସୋନପୁର, କଂଟାମାଲ, ବଲାଙ୍ଗିର ଆଦି ଅଂଚଲରୁ ଲୋକମାନେ ଅନ୍ୟତମ ପର୍ଯ୍ୟଟନ ସ୍ଥଳି ପାତାଲି ଶ୍ରୀକ୍ଷେତ୍ର ଏବଂ ଠେଙ୍ଗୋଡେମକୁ ଆସିଥାନ୍ତି । ମାତ୍ର ରାସ୍ତାଟି ବ୍ୟବହାର ଉପଯୋଗୀ ହୋଇପାରୁନଥିବାରୁ ପର୍ଯ୍ୟଟକଙ୍କ ମନରେ ଅଶନ୍ତୋଷ ଦେଖାଦେଇଛି । ରାସ୍ତାଘାଟର ବିକାଶ ପାଇଁ  କୋଟି କୋଟି ଟଙ୍କା ଖର୍ଚ କରାଯାଉଥିବା ବେଲେ ଏହି ଗୁରୁତ୍ୱପୁର୍ଣ୍ଣ ରାସ୍ତାକୁ ଦୃଷ୍ଟି ଦିଆଯାଉନଥିବା ଯୋଗୁଁ ଅଂଚଲରେ ଗଭୀର ଅସନ୍ତୋଷ ଦେଖାଦେଇଛି । 
 


News Comment




Photo in News

Advertisment
Lastest News
  ଜିଲ୍ଲା  
ଚୋରି ଓ ଅପରାଧର ଖିଅ ଖୋଜିବ ସିସିଟିଭି! ଦାରିଙ୍ଗବାଡ଼ିର ସବୁ ହୋଟେଲ, ରିସର୍ଟ ଓ ରେଷ୍ଟୁରାଣ୍ଟରେ କ୍ୟାମେରା ଲାଗିବା ବାଧ୍ୟତାମୂଳକ   13-Oct-2026
  ଜିଲ୍ଲା  
ପଡାଗଡ଼ ଅଞ୍ଚଳରେ ରାତିରେ ଚାଲିଛି ବେଆଇନ କ୍ରସର, ଖଣି ମାଫିଆ ମାଲାମାଲ   13-Oct-2026
  ଜିଲ୍ଲା  
ତୁଷୁରାରେ ମହାରାଜା ଅଗ୍ରସେନଜୀଙ୍କ ଜୟନ୍ତୀ ପାଳିତ   13-Oct-2026
  ଜିଲ୍ଲା  
ମା କୁଶଙ୍ଗାଇ ପୀଠ ନବରାତ୍ରିରେ ଚଳଚଞ୍ଚଳ   13-Oct-2026
  ଜିଲ୍ଲା  
ଅଲ୍ ଓଡିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କରର୍ସ ଆସୋସିଏସନ୍ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   13-Oct-2026
  ଜିଲ୍ଲା  
ଭାରତ ବିକାଶ ପରିଷଦ ଦ୍ଵାରା (ଶିକ୍ଷା ବର୍ଷ ୨୦୨୬) ପାଇଁ ଶ୍ରେଷ୍ଠ ଛାତ୍ର ଓ ଶ୍ରେଷ୍ଠ ଶିକ୍ଷୟିତ୍ରୀ ପୁରସ୍କାରରେ ସମ୍ମାନିତ ହେଲେ ଓମ ଭ୍ୟାଲି ସ୍କୁଲର ଶିକ୍ଷୟତ୍ରୀ ଓ ଛାତ୍ର   13-Oct-2026
  ଜିଲ୍ଲା  
ଆଗଲପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର୍ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଧୁମ ଧାମରେ ପାଳିତ   13-Oct-2026
  ଜିଲ୍ଲା  
ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   12-Oct-2026
  ଜିଲ୍ଲା  
*ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   12-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   12-Oct-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   12-Oct-2026
  ଜିଲ୍ଲା  
*ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   12-Oct-2026

You Might Also Like