-+91-9937148622 |

prerana_bgr@rediffmail.com |

  Tuesday 13th October 2026 |

| | | |

R.N.I. Regd No. ODIODI/2010/46693

Breaking News

ମା କୁଶଙ୍ଗାଇ ପୀଠ ନବରାତ୍ରିରେ ଚଳଚଞ୍ଚଳ   (13-Oct-2026)       ||      ଅଲ୍ ଓଡିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କରର୍ସ ଆସୋସିଏସନ୍ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (13-Oct-2026)       ||      ଭାରତ ବିକାଶ ପରିଷଦ ଦ୍ଵାରା (ଶିକ୍ଷା ବର୍ଷ ୨୦୨୬) ପାଇଁ ଶ୍ରେଷ୍ଠ ଛାତ୍ର ଓ ଶ୍ରେଷ୍ଠ ଶିକ୍ଷୟିତ୍ରୀ ପୁରସ୍କାରରେ ସମ୍ମାନିତ ହେଲେ ଓମ ଭ୍ୟାଲି ସ୍କୁଲର ଶିକ୍ଷୟତ୍ରୀ ଓ ଛାତ୍ର    (13-Oct-2026)       ||      ଆଗଲପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର୍ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଧୁମ ଧାମରେ ପାଳିତ   (13-Oct-2026)       ||      ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ    (12-Oct-2026)       ||      *ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   (12-Oct-2026)       ||      ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   (12-Oct-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   (12-Oct-2026)       ||      *ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   (12-Oct-2026)       ||      ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ    (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   (12-Oct-2026)       ||      *ଜଳ ଯୋଗାଣ ଅଧିକାରୀଙ୍କ ବିରୁଦ୍ଧରେ ଅଭିଯୋଗ ଆଣିଲେ ସରପଞ୍ଚ*   (12-Oct-2026)       ||      *ଦୁଷ୍କର୍ମ ଅଭିଯୁକ୍ତ କୁ 20 ବର୍ଷ ସଶ୍ରମ କାରାଦଣ୍ଡ*   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   (12-Oct-2026)       ||      ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ    (12-Oct-2026)       ||      *ନବରଙ୍ଗପୁର ଜିଲ୍ଲାରେ ଦଶହରା ପୂର୍ବରୁ ଚାନ୍ଦା ଆଦାୟ କରି ବୁଲୁଛନ୍ତି ମାଳମାଳ ନକଲି ସାମ୍ବାଦିକ*   (12-Oct-2026)       ||      *ବୈଦିକ ବିଦ୍ୱାନ ବ୍ରଜ ବିହାରୀ ଙ୍କ ୧୦୬ ତମ ଜୟନ୍ତୀ ସମାରୋହ ଅନୁଷ୍ଟିତ*-   (12-Oct-2026)       ||      କୁରସୁଡରେ ମାଁ ଦୁର୍ଗା ପୂଜା ଆରମ୍ଭ   (12-Oct-2026)       ||      ବରପାଲି କାଳୀ ପୂଜା କମିଟି ର ନୂତନ କର୍ମକର୍ତ୍ତା ଚୟନ   (12-Oct-2026)       ||     

HOME   ଜିଲ୍ଲା

ତତଲା ସହର ଟିଟିଲାଗଡରେ ପାଣିଚିନ୍ତା

26-Feb-2021



ଟିଟିଲାଗଡ଼ (ପ୍ରେରଣା ଖବର):ବଲାଙ୍ଗୀର ଜିଲ୍ଲା ତତଲାଗଡ଼ ରୂପେ ପରିଚିତ ଟିଟିଲାଗଡ ବ୍ୟାପକ ତାପମାତ୍ରା ନେଇ ଚର୍ଚ୍ଚା ରେ ରହୁଥିବା ବେଳେ ଆଗାମୀ ଦିନରେ ଗ୍ରୀଷ୍ମପ୍ରବାହ ସହ ପାନୀୟଜଳ ବଣ୍ଟନ ର ସୁବ୍ୟବସ୍ଥା କରିବା ନେଇ ପ୍ରଶାସନିକ ଉଦାସୀନତା ଦେଖା ଦେଇଛି । ଏପରି କି ସହର ଓ ସମଗ୍ର ଉପଖଣ୍ଡରେ ଏବେ ଠାରୁ ପାଣି ପାଇଁ ଲୋକେ ସବୁବେଳେ ଡହଳ ବିକଳ ହେବା ସାରହୋଇଛି । ପ୍ରକାଶ ଯେ, ଟିଟିଲାଗଡ ଉପଖଣ୍ଡ ଜଳ ଯୋଗାଣ ବିଭାଗ ପକ୍ଷରୁ ସରକାରୀ ଭାବେ ୨୬ସହ ଗୃହକୁ ଜଳ ଯୋଗାଣ ବ୍ୟବସ୍ଥା କରାଯାଇଛି ଓ ନିୟମିତ ଟିକସ ଆଦାୟ ହୋଇ ଚାଲିଛି । ହେଲେ ସମୁଦାୟ ୧୪ ହଜାର ଗୃହକୁ ଜଳ ଯୋଗାଣ କରାଯାଇଛି । ଏଣୁ ଏହି ବିଭାଗୀୟ ଅଧିକାରୀ ଏତେ ମାତ୍ରାରେ ଜଳଯୋଗାଣ ବ୍ୟବସ୍ଥା କରିଦେଇ ଓ ଜଳ ଯୋଗାଣ ବ୍ୟବସ୍ଥା କରି ଉକ୍ତ ହିତାଧିକାରୀ ଙ୍କୁ ଜଳ ଯୋଗାଣ କେବେ କେମିତି କରି ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ କରାଯାଇ ନ ଥିବା ଦର୍ଶାଇଛନ୍ତି । ଏଥି ପାଇଁ ଏହି ସମସ୍ତ ହିତାଧିକାରୀଙ୍କୁ  ପୁନଃ ଅନ୍ତର୍ଭୁକ୍ତ କରାଯିବ ବୋଲି କହିଛନ୍ତି । ତେବେ ବର୍ତ୍ତମାନ ୮/୧୦ ଦିନରେ ଥରେ ଜଳ ଯୋଗାଣ ଯୋଗୁଁ ସାଧାରଣ ଅକଥନୀୟ ଦୁର୍ଦ୍ଦଶାର ଶିକାର ହେଉଛନ୍ତି । ସରକାରୀ ନିୟମ ଅନୁଯାୟୀ ପ୍ରତିଦିନ ସମସ୍ତ ଜଳ ଯୋଗାଣ କରିଥିବା ଉପଭୋକ୍ତାଙ୍କୁ ଦୁଇ ସମୟରେ ଜଳଯୋଗାଣ କରିବା ନିୟମ ଥିବା ବେଳେ କାର୍ଯ୍ୟକାରୀ ହୋଇପାରୁ ନାହିଁ । ପ୍ରକାଶ ଯେ କେତେ ପରିମାଣର ଜଳଯୋଗାଣ ବ୍ୟବସ୍ଥା ନିଜ କାର୍ଯ୍ୟ ପରିସର ଭୁକ୍ତ କରିବା ଉଚିତ ତାହା ର ଖିଲାପ କରି ନିଜ ମନଇଚ୍ଛା ସଂଯୋଗ କରୁଥିବା ଯୋଗୁଁ ଏପରି ସମସ୍ୟ ସୃଷ୍ଟି ହୋଇଛି ।  ଜନସାଧାରଣଙ୍କ ସର୍ବନିମ୍ନ ସୁବିଧାକୁ ସରକାରୀ ଓ ବେସରକାରୀ ଭାବେ ଜଳ ସଂଯୋଗ କରିବା ଓ ପରେ କାର୍ଯ୍ୟକ୍ଷମ କରାଯିବା ପରି ବିବୃତି ପ୍ରଦାନ କରିବା ବାସ୍ତବିକ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି । ସେହିପରି କିଛି ଲୋକଙ୍କୁ ଜଳଯୋଗାଣ କରିବା ନେଇ ବ୍ୟାପକ ଅର୍ଥ ଆଦାୟ କରାଯାଉଥିବା ପରି ଅଭିଯୋଗ ହୋଇଆସୁଛି । ଆଗକୁ ଗ୍ରୀଷ୍ମ ଋତୁକୁ ଆଗରେ ରଖି ନୁତନ ଟ୍ୟାଙ୍କର ନିର୍ମାଣ ଓ ଆବଶ୍ୟକୀୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ଦାବି ହେଉଛି  । ନିଜ ମନଇଚ୍ଛା ସଂଯୋଗ କରାଯାଇଥିବା ସ୍ଥାନ ଚିହ୍ନଟ ସହ ବିଭାଗୀୟ ଅଧିକାରୀ ତୁରନ୍ତ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ନିମନ୍ତେ ଦୃଢ଼ ଦାବି ହେଉଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମା କୁଶଙ୍ଗାଇ ପୀଠ ନବରାତ୍ରିରେ ଚଳଚଞ୍ଚଳ   13-Oct-2026
  ଜିଲ୍ଲା  
ଅଲ୍ ଓଡିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କରର୍ସ ଆସୋସିଏସନ୍ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   13-Oct-2026
  ଜିଲ୍ଲା  
ଭାରତ ବିକାଶ ପରିଷଦ ଦ୍ଵାରା (ଶିକ୍ଷା ବର୍ଷ ୨୦୨୬) ପାଇଁ ଶ୍ରେଷ୍ଠ ଛାତ୍ର ଓ ଶ୍ରେଷ୍ଠ ଶିକ୍ଷୟିତ୍ରୀ ପୁରସ୍କାରରେ ସମ୍ମାନିତ ହେଲେ ଓମ ଭ୍ୟାଲି ସ୍କୁଲର ଶିକ୍ଷୟତ୍ରୀ ଓ ଛାତ୍ର   13-Oct-2026
  ଜିଲ୍ଲା  
ଆଗଲପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର୍ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଧୁମ ଧାମରେ ପାଳିତ   13-Oct-2026
  ଜିଲ୍ଲା  
ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   12-Oct-2026
  ଜିଲ୍ଲା  
*ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   12-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   12-Oct-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   12-Oct-2026
  ଜିଲ୍ଲା  
*ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   12-Oct-2026
  ଜିଲ୍ଲା  
ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   12-Oct-2026
  ଜିଲ୍ଲା  
ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   12-Oct-2026
  ଜିଲ୍ଲା  
ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   12-Oct-2026

You Might Also Like