-+91-9937148622 |

prerana_bgr@rediffmail.com |

  Tuesday 13th October 2026 |

| | | |

R.N.I. Regd No. ODIODI/2010/46693

Breaking News

ମା କୁଶଙ୍ଗାଇ ପୀଠ ନବରାତ୍ରିରେ ଚଳଚଞ୍ଚଳ   (13-Oct-2026)       ||      ଅଲ୍ ଓଡିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କରର୍ସ ଆସୋସିଏସନ୍ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (13-Oct-2026)       ||      ଭାରତ ବିକାଶ ପରିଷଦ ଦ୍ଵାରା (ଶିକ୍ଷା ବର୍ଷ ୨୦୨୬) ପାଇଁ ଶ୍ରେଷ୍ଠ ଛାତ୍ର ଓ ଶ୍ରେଷ୍ଠ ଶିକ୍ଷୟିତ୍ରୀ ପୁରସ୍କାରରେ ସମ୍ମାନିତ ହେଲେ ଓମ ଭ୍ୟାଲି ସ୍କୁଲର ଶିକ୍ଷୟତ୍ରୀ ଓ ଛାତ୍ର    (13-Oct-2026)       ||      ଆଗଲପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର୍ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଧୁମ ଧାମରେ ପାଳିତ   (13-Oct-2026)       ||      ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ    (12-Oct-2026)       ||      *ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   (12-Oct-2026)       ||      ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   (12-Oct-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   (12-Oct-2026)       ||      *ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   (12-Oct-2026)       ||      ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ    (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   (12-Oct-2026)       ||      *ଜଳ ଯୋଗାଣ ଅଧିକାରୀଙ୍କ ବିରୁଦ୍ଧରେ ଅଭିଯୋଗ ଆଣିଲେ ସରପଞ୍ଚ*   (12-Oct-2026)       ||      *ଦୁଷ୍କର୍ମ ଅଭିଯୁକ୍ତ କୁ 20 ବର୍ଷ ସଶ୍ରମ କାରାଦଣ୍ଡ*   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   (12-Oct-2026)       ||      ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ    (12-Oct-2026)       ||      *ନବରଙ୍ଗପୁର ଜିଲ୍ଲାରେ ଦଶହରା ପୂର୍ବରୁ ଚାନ୍ଦା ଆଦାୟ କରି ବୁଲୁଛନ୍ତି ମାଳମାଳ ନକଲି ସାମ୍ବାଦିକ*   (12-Oct-2026)       ||      *ବୈଦିକ ବିଦ୍ୱାନ ବ୍ରଜ ବିହାରୀ ଙ୍କ ୧୦୬ ତମ ଜୟନ୍ତୀ ସମାରୋହ ଅନୁଷ୍ଟିତ*-   (12-Oct-2026)       ||      କୁରସୁଡରେ ମାଁ ଦୁର୍ଗା ପୂଜା ଆରମ୍ଭ   (12-Oct-2026)       ||      ବରପାଲି କାଳୀ ପୂଜା କମିଟି ର ନୂତନ କର୍ମକର୍ତ୍ତା ଚୟନ   (12-Oct-2026)       ||     

HOME   ଦେଶ ବିଦେଶ

ଆଜି ଭାରତ ବନ୍ଦ : ଜିଏସଟିର ନୂଆ ନିୟମକୁ ବିରୋଧ କରି ଆନ୍ଦୋଳନ କରୁଛନ୍ତି ୪୦ ହଜାର ବ୍ୟବସାୟୀ ସଂଘ

26-Feb-2021



ନୂଆଦିଲ୍ଲୀ,(ପ୍ରେରଣା ଖବର ବ୍ୟୁରୋ) : ଶୁକ୍ରବାର ସର୍ବଭାରତୀୟ ବ୍ୟବସାୟୀ ମହାସଂଘ (ସିଏଆଇଟି) ପକ୍ଷରୁ ୧୨ ଘଣ୍ଟିଆ ଭାରତ ବନ୍ଦ ଡାକରା ଦିଆଯାଇଛି । ଜିଏସ୍‌ଟିର ବିଭିନ୍ନ ସଂଶୋଧିତ ନିୟମକୁ ବିରୋଧ କରି ବ୍ୟବସାୟୀମାନେ ବନ୍ଦ ଡାକରା ଦେଇଛନ୍ତି । ଏହି ବନ୍ଦ ପାଳନକୁ ୪୦,୦୦୦ ବ୍ୟବସାୟୀ ସଂଘ ସମର୍ଥନ କରୁଛନ୍ତି । ଏହାସହ ୮ କୋଟିରୁ ଅଧିକ ବ୍ୟବସାୟୀ ବନ୍ଦକୁ ସମର୍ଥନ କରିବେ ବୋଲି ସିଏଆଇଟି ପକ୍ଷରୁ କୁହାଯାଇଛି ।

ଓଡ଼ିଶା ବ୍ୟବସାୟୀ ମହାସଂଘ ମଧ୍ୟ ବନ୍ଦକୁ ସମର୍ଥନ ଜଣାଇଛି । ଏହାର ସାଧାରଣ ସମ୍ପାଦକ ସୁଧାକର ପଣ୍ଡାଙ୍କ କହିବାନୁଯାୟୀ, ଶାନ୍ତିର ସହ ରାଜ୍ୟରେ ବନ୍ଦ ପାଳନ କରାଯିବ । କୌଣସି ପ୍ରକାର ପିକେଟିଂ ହେବନାହିଁ । ଦାବିଗୁଡ଼ିକ ଯୁକ୍ତିଯୁକ୍ତ । ଭାରତୀୟ ସମ୍ବିଧାନକୁ ସମ୍ମାନ ଦେଇ ଆମେ ଏସବୁ ଦାବି ରଖିଛୁ । ରାଜ୍ୟର ୨୦ ଲକ୍ଷ ବ୍ୟବସାୟିକ ପ୍ରତିଷ୍ଠାନ ବନ୍ଦରେ ସାମିଲ ହେବେ । ତେବେ ୨୪ ଘଣ୍ଟିଆ ବନ୍ଦ ଯୋଗୁ ରାଜ୍ୟରେ ୩,୦୦୦ରୁ ୪,୦୦୦ କୋଟି ଟଙ୍କାର ବ୍ୟବସାୟ ବାଧାପ୍ରାପ୍ତ ହୋଇପାରେ । ସରକାର ୫୦୦ କୋଟି ଟଙ୍କାର ରାଜସ୍ୱ ହରାଇପାରନ୍ତି । ଯେଉଁସବୁ ଦାବି ରଖାଯାଇଛି ତାହା ଆମର ମୌଳିକ ଅଧିକାର ବୋଲି ସଙ୍ଘ କହିଛି ।

ସେହିପରି ସର୍ବଭାରତୀୟ ମୋଟର ପରିବହନ କଲ୍ୟାଣ ସଂଘ ମଧ୍ୟ ବନ୍ଦକୁ ସମର୍ଥନ କରୁଛନ୍ତି । ଏହା ଅଧୀନରେ ଥିବା ଟ୍ରକଗୁଡ଼ିକ ରାସ୍ତାକୁ ଓହ୍ଲାଇବେ ନାହିଁ । ଅତ୍ୟାବଶ୍ୟକ ସେବା ଯେପରି କି ଔଷଧ ଏବଂ ପେଟ୍ରୋଲ ପମ୍ପ ଆଦି ଖୋଲା ରହିବ । କାହାକୁ ବନ୍ଦରେ ସାମିଲ ହେବା ପାଇଁ ବାଧ୍ୟ କରାଯାଉ ନାହିଁ । ଏହା ସତ୍ତ୍ୱେ ନିଜ ଆଡ଼ୁ ଏଥିରେ ଯୋଗଦେବା ପାଇଁ ସମସ୍ତେ ନିଷ୍ପତ୍ତି ନେଇଛନ୍ତି । ରାଜ୍ୟରେ ଗାଡ଼ିମୋଟର ଚଳାଚଳ ସ୍ୱାଭାବିକ ରହିବ। କୌଣସି ସ୍ଥାନରେ ଗାଡ଼ି ରୋକାଯିବ ନାହିଁ ବୋଲି ସୁଧାକର କହିଛନ୍ତି ।

ସକାଳ ୬ଟାରୁ ରାତି ୮ଟା ଯାଏଁ ସମସ୍ତ ପରିବହନ ସେବା ବନ୍ଦ ରହିବ । ପେଟ୍ରୋଲ ଓ ଡିଜେଲ ଦାମ୍ ବୃଦ୍ଧିକୁ ମଧ୍ୟ କିଛି ସଙ୍ଗଠନ ବିରୋଧ କରି ବନ୍ଦ ପାଳନରେ ସାମିଲ ହୋଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମା କୁଶଙ୍ଗାଇ ପୀଠ ନବରାତ୍ରିରେ ଚଳଚଞ୍ଚଳ   13-Oct-2026
  ଜିଲ୍ଲା  
ଅଲ୍ ଓଡିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କରର୍ସ ଆସୋସିଏସନ୍ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   13-Oct-2026
  ଜିଲ୍ଲା  
ଭାରତ ବିକାଶ ପରିଷଦ ଦ୍ଵାରା (ଶିକ୍ଷା ବର୍ଷ ୨୦୨୬) ପାଇଁ ଶ୍ରେଷ୍ଠ ଛାତ୍ର ଓ ଶ୍ରେଷ୍ଠ ଶିକ୍ଷୟିତ୍ରୀ ପୁରସ୍କାରରେ ସମ୍ମାନିତ ହେଲେ ଓମ ଭ୍ୟାଲି ସ୍କୁଲର ଶିକ୍ଷୟତ୍ରୀ ଓ ଛାତ୍ର   13-Oct-2026
  ଜିଲ୍ଲା  
ଆଗଲପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର୍ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଧୁମ ଧାମରେ ପାଳିତ   13-Oct-2026
  ଜିଲ୍ଲା  
ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   12-Oct-2026
  ଜିଲ୍ଲା  
*ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   12-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   12-Oct-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   12-Oct-2026
  ଜିଲ୍ଲା  
*ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   12-Oct-2026
  ଜିଲ୍ଲା  
ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   12-Oct-2026
  ଜିଲ୍ଲା  
ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   12-Oct-2026
  ଜିଲ୍ଲା  
ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   12-Oct-2026

You Might Also Like