-+91-9937148622 |

prerana_bgr@rediffmail.com |

  Tuesday 13th October 2026 |

| | | |

R.N.I. Regd No. ODIODI/2010/46693

Breaking News

ମା କୁଶଙ୍ଗାଇ ପୀଠ ନବରାତ୍ରିରେ ଚଳଚଞ୍ଚଳ   (13-Oct-2026)       ||      ଅଲ୍ ଓଡିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କରର୍ସ ଆସୋସିଏସନ୍ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (13-Oct-2026)       ||      ଭାରତ ବିକାଶ ପରିଷଦ ଦ୍ଵାରା (ଶିକ୍ଷା ବର୍ଷ ୨୦୨୬) ପାଇଁ ଶ୍ରେଷ୍ଠ ଛାତ୍ର ଓ ଶ୍ରେଷ୍ଠ ଶିକ୍ଷୟିତ୍ରୀ ପୁରସ୍କାରରେ ସମ୍ମାନିତ ହେଲେ ଓମ ଭ୍ୟାଲି ସ୍କୁଲର ଶିକ୍ଷୟତ୍ରୀ ଓ ଛାତ୍ର    (13-Oct-2026)       ||      ଆଗଲପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର୍ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଧୁମ ଧାମରେ ପାଳିତ   (13-Oct-2026)       ||      ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ    (12-Oct-2026)       ||      *ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   (12-Oct-2026)       ||      ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   (12-Oct-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   (12-Oct-2026)       ||      *ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   (12-Oct-2026)       ||      ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ    (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   (12-Oct-2026)       ||      *ଜଳ ଯୋଗାଣ ଅଧିକାରୀଙ୍କ ବିରୁଦ୍ଧରେ ଅଭିଯୋଗ ଆଣିଲେ ସରପଞ୍ଚ*   (12-Oct-2026)       ||      *ଦୁଷ୍କର୍ମ ଅଭିଯୁକ୍ତ କୁ 20 ବର୍ଷ ସଶ୍ରମ କାରାଦଣ୍ଡ*   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   (12-Oct-2026)       ||      ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ    (12-Oct-2026)       ||      *ନବରଙ୍ଗପୁର ଜିଲ୍ଲାରେ ଦଶହରା ପୂର୍ବରୁ ଚାନ୍ଦା ଆଦାୟ କରି ବୁଲୁଛନ୍ତି ମାଳମାଳ ନକଲି ସାମ୍ବାଦିକ*   (12-Oct-2026)       ||      *ବୈଦିକ ବିଦ୍ୱାନ ବ୍ରଜ ବିହାରୀ ଙ୍କ ୧୦୬ ତମ ଜୟନ୍ତୀ ସମାରୋହ ଅନୁଷ୍ଟିତ*-   (12-Oct-2026)       ||      କୁରସୁଡରେ ମାଁ ଦୁର୍ଗା ପୂଜା ଆରମ୍ଭ   (12-Oct-2026)       ||      ବରପାଲି କାଳୀ ପୂଜା କମିଟି ର ନୂତନ କର୍ମକର୍ତ୍ତା ଚୟନ   (12-Oct-2026)       ||     

HOME   ଜିଲ୍ଲା

ସ୍ଥାୟୀ ନିଯୁକ୍ତି ଦାବୀ ନେଇ ଆସନ୍ତା ଫେବୃଆରୀ 26 ରୁ କାର୍ଯ୍ୟ ବନ୍ଦ ଆନ୍ଦୋଳନ କରିବେ ଏନ୍ ଏଚ୍ ଏମ୍ ଅଧୀନରେ କାମ କରୁଥିବା ସ୍ଵlସ୍ଥ୍ଯ କର୍ମଚାରୀ

26-Feb-2021



ବଲାଙ୍ଗୀର (ପ୍ରେରଣା ଖବର): ଗତକାଲି ବଲାଙ୍ଗୀର  ସିଡ଼ିଏମଓ କାର୍ଯ୍ୟଳୟ ପରିସରରେ  ଶତାଧିକ ମହିଳା ସ୍ବାସ୍ଥ୍ୟ କର୍ମୀ ସ୍ଥାୟୀ ନିଯୁକ୍ତି ଦାବିରେ ସିଡ଼ିଏମଓ ଡ଼. ଭୀମ ସାହୁଙ୍କୁ ଦାବିପତ୍ର ପ୍ରଦାନ ସହ ଧାରଣା ଦେଇଛନ୍ତି। ତେବେ ସୂଚନା ଅନୁସାରେ ବଲାଙ୍ଗୀର ଜିଲ୍ଲାରେ ଏକ ହଜାର ତିନିସହ ଏକ ଜଣ ଏନଏଚଏମ ସ୍ବାସ୍ଥ୍ୟ କର୍ମୀ ନିଷ୍ଠା ର ସହ କାମ କରି ଆସୁଛନ୍ତି l ଏମାନେ ଦୀର୍ଘ ବର୍ଷରୁ ନିୟମିତ ଭାବେ ନିଜ କାର୍ଯ୍ୟ ସୁଚାରୁରୂପେ ତୁଲାଇ ଆସୁଥିବା ସତ୍ୱେ ଏଯାବତ୍ ଏହି ସ୍ଵସ୍ଥ୍ଯ କର୍ମୀ ମାନେ ସ୍ଥାୟୀ କର୍ମଚାରୀ ଭାବେ ନିଯୁକ୍ତି ପାଇପାରି ନାହାନ୍ତି l  ଗତ ବର୍ଷ ୧୯. ୧୧,୨୦୨୦ ରେ  ଅର୍ଡର ନ ୨୬୭୨୪ ରେ ଏମାନଙ୍କ ସ୍ଥାୟୀ ନିଯୁକ୍ତି ହେବା ପାଇଁ ଚିଠି ଆସିଥିବା ବେଳେ ଏହାର ଠିକ ଗୋଟେ ମାସ ତଥା ୨୧,୧୨,୨୦୨୦ରେ ଏକ ହଜାର ୩୦୧ ଜଣ ସ୍ବାସ୍ଥ୍ୟ କର୍ମୀ ଙ୍କ ସମସ୍ତ ପ୍ରକାର ଭେରୀଫିକେସନ ସରି ଥିବା ବେଳେ ଏମାନଙ୍କ ମଧ୍ୟରୁ ୧୨୦ଜଣ ସ୍ଥାୟୀ ନିଯୁକ୍ତି ତଥା ରେଗୁଲାର ହେବା ପାଇଁ ମନୋନୀତ ହୋଇଥିଲେ । ସରକାରୀ ନିର୍ଦେଶନାମାନୁସାରେ ସରକାରୀ ଅର୍ଡର ର ସାତ ଦିନ ମଧ୍ୟରେ ଏମାନଙ୍କ ପୋଷ୍ଟିଙ୍ଗ ହେବା କଥା ଯାହା ଏମାନଙ୍କ କ୍ଷେତ୍ରରେ ଲାଗୁ ହୋଇନାହିଁ ବୋଲି ସ୍ୱାସ୍ଥ୍ୟ କର୍ମୀ ମାନେ ଅଭିଯୋଗ କରିଛନ୍ତି l ତେବେ ଦୀର୍ଘ ଦିନ ପରେ ମଧ୍ୟ କୌଣସି ପ୍ରକାର ଏମାନଙ୍କ ସ୍ଥାୟୀ ନିଯୁକ୍ତି ପାଇଁ ପଦକ୍ଷେପ ନେବାରୁ ଅସନ୍ତୁଷ୍ଟ  ସ୍ୱାସ୍ଥ୍ୟ କର୍ମୀ ମହିଳା ମାନେ ଗତକାଲି ବଲାଙ୍ଗୀର ସିଡିଏମଓ ଙ୍କୁ ସ୍ଥାୟୀ ନିଯୁକ୍ତି ସମ୍ବନ୍ଧୀୟ ବିଷୟରେ ଆଲୋଚନା କରିଥିଲେ। ସିଡ଼ିଏମଓ ଶ୍ରୀ ସାହୁ ଏମାନଙ୍କ ସ୍ଥାୟୀ ନିଯୁକ୍ତି ଏବେ ହୋଇପାରିବ ନାହିଁ ଏବଂ ଦୁଇ ମାସ ପରେ ସମସ୍ତ ପୋଷ୍ଟିଙ୍ଗ କରାଯିବ ବୋଲି ପ୍ରତିଶ୍ରୁତି ଦେଇଥିବା ଏନଏଚଏମ ସ୍ବାସ୍ଥ୍ୟ କର୍ମୀ ମାନେ ଆମ ପ୍ରେରଣା ପ୍ରତିନିଧିଙ୍କୁ କହିଛନ୍ତି l ତେବେ ନିଜ ଦାୟିତ୍ୱ ସହ ନିଜ କାର୍ଯ୍ୟକୁ ସୁଚାରୁ ରୁପେ ତୁଲାଉଥିବା ସତ୍ୱେ ଉଚ୍ଚପଦସ୍ଥ ଅଧିକାରୀଙ୍କ  ଏଭଳି ବୈମାତୃକ ମନୋଭାବକୁ ସ୍ଵlସ୍ଥ୍ଯ କର୍ମୀ ମାନେ ଦୃଢ ନିନ୍ଦା କରିଛନ୍ତି l ଜିଲ୍ଲା ପ୍ରଶାସନର ବୈମାତୃକ ମନୋଭାବ ପ୍ରତିବାଦରେ ଆସନ୍ତା  ଫେବୃଆରୀ  26 ତାରିଖରୁ ଏନ୍ ଏଚ୍ ଏମ୍.  ସ୍ଵlସ୍ଥ୍ଯ କର୍ମୀ ମାନେ  ସମ୍ପୁର୍ଣ୍ଣ କାର୍ଯ୍ୟ ବନ୍ଦ ଡାକରା ଦେବା ପାଇଁ ନିଷ୍ପତ୍ତି ନେଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମା କୁଶଙ୍ଗାଇ ପୀଠ ନବରାତ୍ରିରେ ଚଳଚଞ୍ଚଳ   13-Oct-2026
  ଜିଲ୍ଲା  
ଅଲ୍ ଓଡିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କରର୍ସ ଆସୋସିଏସନ୍ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   13-Oct-2026
  ଜିଲ୍ଲା  
ଭାରତ ବିକାଶ ପରିଷଦ ଦ୍ଵାରା (ଶିକ୍ଷା ବର୍ଷ ୨୦୨୬) ପାଇଁ ଶ୍ରେଷ୍ଠ ଛାତ୍ର ଓ ଶ୍ରେଷ୍ଠ ଶିକ୍ଷୟିତ୍ରୀ ପୁରସ୍କାରରେ ସମ୍ମାନିତ ହେଲେ ଓମ ଭ୍ୟାଲି ସ୍କୁଲର ଶିକ୍ଷୟତ୍ରୀ ଓ ଛାତ୍ର   13-Oct-2026
  ଜିଲ୍ଲା  
ଆଗଲପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ କ୍ଲଷ୍ଟର୍ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଧୁମ ଧାମରେ ପାଳିତ   13-Oct-2026
  ଜିଲ୍ଲା  
ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   12-Oct-2026
  ଜିଲ୍ଲା  
*ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   12-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   12-Oct-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   12-Oct-2026
  ଜିଲ୍ଲା  
*ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   12-Oct-2026
  ଜିଲ୍ଲା  
ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   12-Oct-2026
  ଜିଲ୍ଲା  
ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   12-Oct-2026
  ଜିଲ୍ଲା  
ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   12-Oct-2026

You Might Also Like