-+91-9937148622 |

prerana_bgr@rediffmail.com |

  Tuesday 13th October 2026 |

| | | |

R.N.I. Regd No. ODIODI/2010/46693

Breaking News

ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ    (12-Oct-2026)       ||      *ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   (12-Oct-2026)       ||      ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   (12-Oct-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   (12-Oct-2026)       ||      *ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   (12-Oct-2026)       ||      ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ    (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   (12-Oct-2026)       ||      *ଜଳ ଯୋଗାଣ ଅଧିକାରୀଙ୍କ ବିରୁଦ୍ଧରେ ଅଭିଯୋଗ ଆଣିଲେ ସରପଞ୍ଚ*   (12-Oct-2026)       ||      *ଦୁଷ୍କର୍ମ ଅଭିଯୁକ୍ତ କୁ 20 ବର୍ଷ ସଶ୍ରମ କାରାଦଣ୍ଡ*   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   (12-Oct-2026)       ||      ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ    (12-Oct-2026)       ||      *ନବରଙ୍ଗପୁର ଜିଲ୍ଲାରେ ଦଶହରା ପୂର୍ବରୁ ଚାନ୍ଦା ଆଦାୟ କରି ବୁଲୁଛନ୍ତି ମାଳମାଳ ନକଲି ସାମ୍ବାଦିକ*   (12-Oct-2026)       ||      *ବୈଦିକ ବିଦ୍ୱାନ ବ୍ରଜ ବିହାରୀ ଙ୍କ ୧୦୬ ତମ ଜୟନ୍ତୀ ସମାରୋହ ଅନୁଷ୍ଟିତ*-   (12-Oct-2026)       ||      କୁରସୁଡରେ ମାଁ ଦୁର୍ଗା ପୂଜା ଆରମ୍ଭ   (12-Oct-2026)       ||      ବରପାଲି କାଳୀ ପୂଜା କମିଟି ର ନୂତନ କର୍ମକର୍ତ୍ତା ଚୟନ   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା ଆଗଲପୁର ହାଇସ୍କୁଲ ପାଇଲା ଉଚ୍ଚ ମାଧ୍ୟମିକ ମାନ୍ୟତା   (12-Oct-2026)       ||      ମାହେଶ୍ୱରୀ ସଂଗଠନ ଆଗଲପୁର ତରଫରୁ ରକ୍ତଦାନ ଶିବିର କାର୍ଯ୍ୟକ୍ରମ   (12-Oct-2026)       ||      ଡୁଙ୍ଗୁରିପାଲି ମଣ୍ଡଳ ବିଜେପି ତରଫରୁ ମଣ୍ଡଳ କାର୍ଯ୍ୟକାରିଣୀ ବୈଠକ    (12-Oct-2026)       ||      ବଲାଙ୍ଗୀରରେ ତିନିଦିନିଆ ‘ଏକତା କଳା ଉତ୍ସବ-୨୦୨୬’ ଉଦ୍‌ଯାପିତ   (12-Oct-2026)       ||     

HOME   ଦେଶ ବିଦେଶ

ମୁକେଶ ଅମ୍ବାନୀଙ୍କୁ ଟାର୍ଗେଟ୍ : ଆଣ୍ଟିଲିଆ ଆଗରେ ଥିବା କାରରେ ଭର୍ତ୍ତି ହୋଇଥିଲା ଜିଲୋଟିନ୍, ମୁମ୍ବାଇ ଇଣ୍ଡିଆନ୍ସ ବ୍ୟାଗରେ ଥିଲା ଧମକ ଚିଠି, ନାଗପୁର କନେକ୍ସନ ନେଇ ପୋଲିସର ଖୋଳତାଡ

26-Feb-2021



ମୁମ୍ବାଇ :ମୁମ୍ବାଇରେ ରିଲାଏନ୍ସ ଇଣ୍ଡଷ୍ଟ୍ରିର ମୁଖ୍ୟ ତଥା ଭାରତର ସବୁଠାରୁ ଧନି ବ୍ୟକ୍ତି ମୁକେଶ ଅମ୍ବାନୀଙ୍କ ଘର ସାମ୍ନାରୁ ଗୁରୁବାର ବିସ୍ଫୋରକ ଭର୍ତ୍ତି ଗାଡି ଜବତ ହୋଇଥିଲା । ପୋଲିସ  ଓ କ୍ରାଇମ ବ୍ରାଞ୍ଚ୍ ମାମଲାର ତଦନ୍ତ ଜାରି ରଖିଛନ୍ତି । କାରରୁ ଯେଉଁ ଚିଠି ମିଳିଚି ସେଥିରୁ ଏକ ବଡ ରହସ୍ୟ ଉପରୁ ପରଦା ହଟିଛି । ଜବତ ଗାଡିରୁ ମଧ୍ୟ ମୁମ୍ବାଇ ଇଣ୍ଡିଆନ୍ସର ଏକ ବ୍ୟାଗ୍ ମିଳିଛି । ମୁମ୍ବାଇ ଇଣ୍ଡିଆନ୍ସ ହେଉଛି ଆଇପିଏଲର ଏକ କ୍ରିକେଟ ଟିମ୍ । ଯାହାର ମାଲିକ ମୁକେଶ ଅମ୍ବାନୀ ଅଟନ୍ତି ।

ଗାଡିରୁ ମିଳିଥିବା ଧମକପୂର୍ଣ୍ଣ ଚିଠିରେ କୁହାଯାଇଛି ଯେ, ଏହା କେବଳ ଏକ ଟ୍ରେଲର ଥିଲା । ନୀତା ଭାବି, ମୁକେଶ ଭାଇ ଏହା କେବଳ ଝଲକ ଅଟେ । ଆଗାମୀ ଥର ଜିନିଷ ଭର୍ତ୍ତି ହୋଇ ତୁମ ପାଖକୁ ଯିବ । ଏହାର ପୁରା ପ୍ରସ୍ତୁତି ସରିଛି । ସୂତ୍ରାନୁସାରେ, ଏହି ଗତିବିଧିକୁ ଚୂଡାନ୍ତ କରିବା ପାଇଁ ଦୀର୍ଘ ଦିନ ହେବ ୟୋଜନା ଚାଲିଥିଲା । ଅଭିଯୁକ୍ତ ବିସ୍ଫୋରକ ଭର୍ତ୍ତି ଗାଡିକୁ ଘର ଆଗରେ ରଖିବାକୁ ଚାହୁଁଥିଲା । କିନ୍ତୁ ସୁରକ୍ଷା କାରଣରୁ ଏହା ହୋଇପାରି ନଥିଲା । ଏହି ଗାଡି ଦ୍ୱାରା ଅମ୍ବାନୀ ପରିବାର ଉପରେ ନଜର ରଖାଯାଉଥିଲା । ପୋଲିସ ଏନେଇ ଛାନଭୀନ କରୁଛି ।

ପୋଲିସ କହିଛି ଯେ, ଯେଉଁ ବ୍ୟକ୍ତି ଗାଡି ଏଠାରେ ପାର୍କ କରିଥିଲେ ସେ ଏକ ଇନୋଭାରେ କେଉଁ ଆଡେ ଚାଲିଯାଇଥିଲେ  । ଅଭିଯୁକ୍ତ ସମସ୍ତଙ୍କ ନଜରରେ ଆସିବାକୁ ଚାହୁଁଥିଲା । ଯେଉଁ କମ୍ପାନୀର ଜିଲୋଟିନ୍ ଗାଡିରେ ଥିଲା ତାହା ନାଗପୁର ଅଞ୍ଚଳର ଅଟେ । ମୁମ୍ବାଇ କ୍ରାଇମ ବ୍ରାଞ୍ଚ୍ ନାଗପୁର ଯାଇ ମଧ୍ୟ ତଦନ୍ତ କରୁଛି । ୧୦ଟି ଟିମ୍ ମାମଲାର ତଦନ୍ତ କରୁଛନ୍ତି । ଏବେସୁଦ୍ଧା ୫ ସନ୍ଦିଗ୍ଧଙ୍କ ଉପରେ ନଜର ରଖାଯାଇଛି । ଏହାସହ ସିସିଟିଭି ଫୁଟେଜ୍ ଆଧାରରେ ତଦନ୍ତ ହେଉଛି । ଏହାବ୍ୟତୀତ ମୁକେଶ ଅମ୍ବାନୀଙ୍କ ଘର ଆଗରେ ସିଆରପିଏଫ ଯବାନଙ୍କୁ ମୁତୟନ କରାଯାଇଥିବା ପୋଲିସ କହିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   12-Oct-2026
  ଜିଲ୍ଲା  
*ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   12-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   12-Oct-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   12-Oct-2026
  ଜିଲ୍ଲା  
*ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   12-Oct-2026
  ଜିଲ୍ଲା  
ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   12-Oct-2026
  ଜିଲ୍ଲା  
ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   12-Oct-2026
  ଜିଲ୍ଲା  
ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   12-Oct-2026
  ଜିଲ୍ଲା  
*ଜଳ ଯୋଗାଣ ଅଧିକାରୀଙ୍କ ବିରୁଦ୍ଧରେ ଅଭିଯୋଗ ଆଣିଲେ ସରପଞ୍ଚ*   12-Oct-2026
  ଜିଲ୍ଲା  
*ଦୁଷ୍କର୍ମ ଅଭିଯୁକ୍ତ କୁ 20 ବର୍ଷ ସଶ୍ରମ କାରାଦଣ୍ଡ*   12-Oct-2026
  ଜିଲ୍ଲା  
ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   12-Oct-2026
  ଜିଲ୍ଲା  
ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   12-Oct-2026

You Might Also Like