-+91-9937148622 |

prerana_bgr@rediffmail.com |

  Tuesday 13th October 2026 |

| | | |

R.N.I. Regd No. ODIODI/2010/46693

Breaking News

ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ    (12-Oct-2026)       ||      *ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   (12-Oct-2026)       ||      ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   (12-Oct-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   (12-Oct-2026)       ||      *ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   (12-Oct-2026)       ||      ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ    (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   (12-Oct-2026)       ||      *ଜଳ ଯୋଗାଣ ଅଧିକାରୀଙ୍କ ବିରୁଦ୍ଧରେ ଅଭିଯୋଗ ଆଣିଲେ ସରପଞ୍ଚ*   (12-Oct-2026)       ||      *ଦୁଷ୍କର୍ମ ଅଭିଯୁକ୍ତ କୁ 20 ବର୍ଷ ସଶ୍ରମ କାରାଦଣ୍ଡ*   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   (12-Oct-2026)       ||      ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ    (12-Oct-2026)       ||      *ନବରଙ୍ଗପୁର ଜିଲ୍ଲାରେ ଦଶହରା ପୂର୍ବରୁ ଚାନ୍ଦା ଆଦାୟ କରି ବୁଲୁଛନ୍ତି ମାଳମାଳ ନକଲି ସାମ୍ବାଦିକ*   (12-Oct-2026)       ||      *ବୈଦିକ ବିଦ୍ୱାନ ବ୍ରଜ ବିହାରୀ ଙ୍କ ୧୦୬ ତମ ଜୟନ୍ତୀ ସମାରୋହ ଅନୁଷ୍ଟିତ*-   (12-Oct-2026)       ||      କୁରସୁଡରେ ମାଁ ଦୁର୍ଗା ପୂଜା ଆରମ୍ଭ   (12-Oct-2026)       ||      ବରପାଲି କାଳୀ ପୂଜା କମିଟି ର ନୂତନ କର୍ମକର୍ତ୍ତା ଚୟନ   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା ଆଗଲପୁର ହାଇସ୍କୁଲ ପାଇଲା ଉଚ୍ଚ ମାଧ୍ୟମିକ ମାନ୍ୟତା   (12-Oct-2026)       ||      ମାହେଶ୍ୱରୀ ସଂଗଠନ ଆଗଲପୁର ତରଫରୁ ରକ୍ତଦାନ ଶିବିର କାର୍ଯ୍ୟକ୍ରମ   (12-Oct-2026)       ||      ଡୁଙ୍ଗୁରିପାଲି ମଣ୍ଡଳ ବିଜେପି ତରଫରୁ ମଣ୍ଡଳ କାର୍ଯ୍ୟକାରିଣୀ ବୈଠକ    (12-Oct-2026)       ||      ବଲାଙ୍ଗୀରରେ ତିନିଦିନିଆ ‘ଏକତା କଳା ଉତ୍ସବ-୨୦୨୬’ ଉଦ୍‌ଯାପିତ   (12-Oct-2026)       ||     

HOME   ଜିଲ୍ଲା

ଶହେ ଘଣ୍ଟା ବିତିଗଲାଣି, ମିଳୁନି ପରିଚୟ : ଅସ୍ଥି କଙ୍କାଳର ଡିଏନଏ ଟେଷ୍ଟ ପାଇଁ ପଠାଇଲା ପୋଲିସ

26-Feb-2021



ବଲାଙ୍ଗିର (ସନ୍ତୋଷ କୁମାର ଠାକୁର) : ପାଳଗଦାରୁ ଅସ୍ଥି କଙ୍କାଳ ମିଳିବା ଘଟଣାକୁ ଶହେ ଘଣ୍ଟା ବିତିଗଲାଣି । କିନ୍ତୁ ଏଯାଏଁ ଜଣାପଡିନି ଏହା କାହାର ? ତେବେ ଉଦ୍ଧାର ହୋଇଥିବା ଅସ୍ଥି କଙ୍କାଳର ଡିଏନ୍ଏ ଟେଷ୍ଟ ପାଇଁ ପଠାଇଛି ପୋଲିସ ।

ସୂଚନାଯୋଗ୍ୟ ଯେ, ବଲାଙ୍ଗୀର ସଇଁତଳା ଥାନା ବିବିନାର ଏକ ମୁଗ ଖେତ ନିକଟ ପାଳଗଦାରୁ ଅସ୍ଥି କଙ୍କାଳ ମିଳିଥିଲା । ପୋଡିଯାଇଥିବା ପାଳ ଗଦାରୁ ଦୁଇଟି ଶଙ୍ଖା, ପାଉଁଜି ଓ ମୁଣ୍ଡ ଖପୁରୀ ସହ ଶରୀରର ବିଭିନ୍ନ ଅଂଶ ଉଦ୍ଧାର କରିଥିଲା ସାଇଣ୍ଟିଫିକ୍ ଟିମ୍ । ତେବେ ଏହା କାହାର ଅସ୍ଥି କଙ୍କାଳ ? କିଏ ଏମିତି ନିର୍ଦ୍ଦୟ ଭାବେ ପାଳ ଗଦାରେ ପୋଡ଼ି ଦେଲା ? କଣ ତାଙ୍କ ପରିଚୟ ? କିଏ ଏଇ ମହିଳା ? ଏସବୁ ପ୍ରଶ୍ନର ଉତ୍ତର ଖୋଜିବା ବଦଳରେ ହାତବାନ୍ଧି ବସିଛି ପୋଲିସ l ସେପଟେ ପୋଡ଼ିଯାଇ ଉଦ୍ଧାର ହୋଇଥିବା ଶରୀରର ବିଭିନ୍ନ ଅଂଶର ଡିଏନଏ ଟେଷ୍ଟ ପାଇଁ ଲବୋରେଟୋରୀକୁ ପଠାଯାଇଛି ।

ଗତ ୨୦୧୪ ମସିହାରେ ବରଗାଁ ନିକଟ ଏକ ଜମିରୁ ଜଣେ ଅର୍ଦ୍ଧଦଗ୍ଧ ଯୁବତୀଙ୍କ ମୃତଦେହ ଉଦ୍ଧାର ହୋଇଥିଲା । ଠିକ୍ ତାର ଆରବର୍ଷ ୨୦୧୫ରେ କନ୍ଧକେଲ ଗାଁ ରେଳ ଲେଭଲ୍ କ୍ରସିଂ ନିକଟରେ ଜଣେ ମହିଳାଙ୍କ ଉଲଗ୍ନ ମୃତଦେହ ସହ ମହିଳାଙ୍କ ବିଭିନ୍ନ ସାମଗ୍ରୀ ଜବତ କରିଥିଲା ପୋଲିସ । ହେଲେ ଏମାନେ କିଏ ? କିଏ ଏହି ମହିଳାଙ୍କୁ ନିର୍ମମ ଭାବେ ହତ୍ୟା କଲା ? ଶରୀରକୁ ପୋଡ଼ି ଦେବା ପଛରେ କଣ ରହିଛି କାରଣ ? ଏଭଳି ନିର୍ମମ ହତ୍ୟା କରିଥିବା ଅପରାଧୀ ପାଖରେ ଏଯାଏଁ ପୋଲିସ ପହଞ୍ଚି ପାରିନଥିବା ବେଳେ ଖୋଲା ଖୋଲି ବୁଲୁଛନ୍ତି ଅପରାଧୀ  ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   12-Oct-2026
  ଜିଲ୍ଲା  
*ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   12-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   12-Oct-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   12-Oct-2026
  ଜିଲ୍ଲା  
*ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   12-Oct-2026
  ଜିଲ୍ଲା  
ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   12-Oct-2026
  ଜିଲ୍ଲା  
ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   12-Oct-2026
  ଜିଲ୍ଲା  
ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   12-Oct-2026
  ଜିଲ୍ଲା  
*ଜଳ ଯୋଗାଣ ଅଧିକାରୀଙ୍କ ବିରୁଦ୍ଧରେ ଅଭିଯୋଗ ଆଣିଲେ ସରପଞ୍ଚ*   12-Oct-2026
  ଜିଲ୍ଲା  
*ଦୁଷ୍କର୍ମ ଅଭିଯୁକ୍ତ କୁ 20 ବର୍ଷ ସଶ୍ରମ କାରାଦଣ୍ଡ*   12-Oct-2026
  ଜିଲ୍ଲା  
ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   12-Oct-2026
  ଜିଲ୍ଲା  
ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   12-Oct-2026

You Might Also Like