-+91-9937148622 |

prerana_bgr@rediffmail.com |

  Tuesday 13th October 2026 |

| | | |

R.N.I. Regd No. ODIODI/2010/46693

Breaking News

ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ    (12-Oct-2026)       ||      *ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   (12-Oct-2026)       ||      ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   (12-Oct-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   (12-Oct-2026)       ||      *ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   (12-Oct-2026)       ||      ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ    (12-Oct-2026)       ||      ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   (12-Oct-2026)       ||      *ଜଳ ଯୋଗାଣ ଅଧିକାରୀଙ୍କ ବିରୁଦ୍ଧରେ ଅଭିଯୋଗ ଆଣିଲେ ସରପଞ୍ଚ*   (12-Oct-2026)       ||      *ଦୁଷ୍କର୍ମ ଅଭିଯୁକ୍ତ କୁ 20 ବର୍ଷ ସଶ୍ରମ କାରାଦଣ୍ଡ*   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   (12-Oct-2026)       ||      ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ    (12-Oct-2026)       ||      *ନବରଙ୍ଗପୁର ଜିଲ୍ଲାରେ ଦଶହରା ପୂର୍ବରୁ ଚାନ୍ଦା ଆଦାୟ କରି ବୁଲୁଛନ୍ତି ମାଳମାଳ ନକଲି ସାମ୍ବାଦିକ*   (12-Oct-2026)       ||      *ବୈଦିକ ବିଦ୍ୱାନ ବ୍ରଜ ବିହାରୀ ଙ୍କ ୧୦୬ ତମ ଜୟନ୍ତୀ ସମାରୋହ ଅନୁଷ୍ଟିତ*-   (12-Oct-2026)       ||      କୁରସୁଡରେ ମାଁ ଦୁର୍ଗା ପୂଜା ଆରମ୍ଭ   (12-Oct-2026)       ||      ବରପାଲି କାଳୀ ପୂଜା କମିଟି ର ନୂତନ କର୍ମକର୍ତ୍ତା ଚୟନ   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା ଆଗଲପୁର ହାଇସ୍କୁଲ ପାଇଲା ଉଚ୍ଚ ମାଧ୍ୟମିକ ମାନ୍ୟତା   (12-Oct-2026)       ||      ମାହେଶ୍ୱରୀ ସଂଗଠନ ଆଗଲପୁର ତରଫରୁ ରକ୍ତଦାନ ଶିବିର କାର୍ଯ୍ୟକ୍ରମ   (12-Oct-2026)       ||      ଡୁଙ୍ଗୁରିପାଲି ମଣ୍ଡଳ ବିଜେପି ତରଫରୁ ମଣ୍ଡଳ କାର୍ଯ୍ୟକାରିଣୀ ବୈଠକ    (12-Oct-2026)       ||      ବଲାଙ୍ଗୀରରେ ତିନିଦିନିଆ ‘ଏକତା କଳା ଉତ୍ସବ-୨୦୨୬’ ଉଦ୍‌ଯାପିତ   (12-Oct-2026)       ||     

HOME   ଜିଲ୍ଲା

ବଲାଙ୍ଗିରରେ ଭାରତ ବନ୍ଦର ପ୍ରଭାବ : ଠପ୍ ହେଲା ଦୋକାନ ବଜାର, ଗାଡି ଚଳାଚଳ ସହ ସ୍ବାଭାବିକ ରହିଲା କାର୍ଯ୍ୟାଳୟ

26-Feb-2021



ବଲାଙ୍ଗିର (ସନ୍ତୋଷ କୁମାର ଠାକୁର) :ଜିଏସଟି ସରଳୀକରଣ ଦାବିରେ ସର୍ବ ଭାରତୀୟ ବଣିକ ସଂଘ ପକ୍ଷରୁ ଭାରତ ବନ୍ଦ ପାଳନର ସଂପୂର୍ଣ୍ଣ ପ୍ରଭାବ ବଲାଙ୍ଗିରରେ ଦେଖିବାକୁ ମିଳିଛି । ବଲାଙ୍ଗିରରେ ସମସ୍ତ ଦୋକାନ ବଜାର ଓ ବ୍ୟବସାୟିକ ପ୍ରତିଷ୍ଠାନ ବନ୍ଦ ରହିଥିବା ବେଳେ ବସ୍ ଚଳାଚଳ ମଧ୍ୟ ଆଂଶିକ ଭାବେ ବନ୍ଦ ରହିଥିବା ଦେଖିବାକୁ ମିଳିଛି । ତେବେ ସରକାରୀ, ବେସରକାରୀ କାର୍ଯ୍ୟାଳୟ, ସ୍କୁଲ-କଲେଜ ଓ ଯାନବାହନ ଚଳାଚଳ ସହ ଜରୁରୀକାଳୀନ ସେବାକୁ ଏହି ବନ୍ଦ ପାଳନରୁ ବାଦ୍ ଦିଆଯାଇଛି । କାଁଭାଁ  ବସ୍ ଚଳାଚଳ କରୁଥିବା ବେଳେ ବାକିସବୁ ବନ୍ଦ ରହିଛି ।

ସେହିପରି ଜିଲ୍ଲାର  ଟିଟିଲାଗଡ ସହରରେ ମଧ୍ୟ ଭାରତ ବନ୍ଦର ସଂପୂର୍ଣ୍ଣ  ପ୍ରଭାବ ଦେଖିବାକୁ ମିଳିଛି । ଟିଟିଲାଗଡ, ପାଟଣାଗଡ଼, ସଇନ୍ତଳା, କଣ୍ଟାବାଞ୍ଜି, ଲୋଇସିଙ୍ଘାରେ ମଧ୍ୟ  ସମସ୍ତ ଦୋକାନ ବଜାର ଓ ବ୍ୟବସାୟିକ ପ୍ରତିଷ୍ଠାନ ବନ୍ଦ ରହିଛି । ଯାନବାହନ ଚଳାଚଳ ମଧ୍ୟ ବନ୍ଦ ରହିଥିବା ଦେଖିବାକୁ ମିଳିଛି । ସର୍ବଭାରତୀୟ ବ୍ୟବସାୟୀ ସଂଘର ବନ୍ଦ ଡାକରାକୁ ସମର୍ଥନ ଜଣାଇ ବଲାଙ୍ଗିର ଜିଲ୍ଲା ବଣିକ ସଂଘ ବଲାଙ୍ଗିରରେ ୧୫ଘଣ୍ଟିଆ ଦୋକାନ ବଜାର ବନ୍ଦ ଡାକରା ଦିଆଯାଇଛି । ସକାଳ ୬ଟାରୁ ରାତି ୯ଟା ପର୍ଯ୍ୟନ୍ତ ଦିଆଯାଇଥିବା ଏହି ବନ୍ଦ ଡାକରାରେ ବଲାଙ୍ଗିରରେ ଭାରତ ବନ୍ଦକୁ ବ୍ୟବସାୟୀମାନେ ସ୍ବତଃପ୍ରବୃତ୍ତ ଭାବେ ସମର୍ଥନ ଜଣାଇ ବନ୍ଦକୁ ସଫଳ କରିଥିବା ନେଇ ଜିଲ୍ଲା ବଣିକ ସଂଘ ସଭାପତି ତ୍ରିପୁରାର ପାଣିଗ୍ରାହୀ ସୂଚନା ଦେଇଛନ୍ତି । 


News Comment




Photo in News

Advertisment
Lastest News
  ଜିଲ୍ଲା  
ମା ଘଣ୍ଟାସୁନିଙ୍କ ନବମୀ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   12-Oct-2026
  ଜିଲ୍ଲା  
*ଆସନ୍ତା କାଲି ଠାରୁ ସୁବର୍ଣ୍ଣପୁର ଠାରେ ହେବ ରାଜ୍ୟ ସ୍ତରୀୟ ୧୪ ବର୍ଷ ରୁ କମ୍ ବାଳକ ଫୁଟବଲ୍ ଚାମ୍ପିଅନସିପ*-   12-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ସମେତ ତିନି ଦେବୀଙ୍କ ବ୍ରହ୍ମଚାରିଣୀ ବେଶ ଦର୍ଶନ   12-Oct-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ୍ ପକ୍ଷରୁ ନବଜାତ ଶିଶୁଙ୍କୁ ମାତୃଶିଶୁ ହସ୍ପିଟାଲରେ କିଲକାରୀ କିଟ୍ ବଣ୍ଟନ   12-Oct-2026
  ଜିଲ୍ଲା  
*ବିଗୁଲ ଟିଭି ର ପଞ୍ଚମ ବାର୍ଷିକ ଉତ୍ସବ ଓ ନୂଆଁ ଖାଇ ଭେଟ ଘାଟ କାର୍ଯ୍ୟ କ୍ରମ*- *ପ୍ରକାଶିତ ହେଲା ବିଗୁଲ ପ୍ରଭା ସାପ୍ତାହିକ ପତ୍ରିକା*   12-Oct-2026
  ଜିଲ୍ଲା  
ବିଜେଡିର ଜନସମ୍ପର୍କ ପଦଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି   12-Oct-2026
  ଜିଲ୍ଲା  
ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   12-Oct-2026
  ଜିଲ୍ଲା  
ଟ୍ରାକ୍ଟର ପଛ ପଟେ ପିଟି ହୋଇ ୨ଜଣଙ୍କ ମୃତ୍ୟୁ   12-Oct-2026
  ଜିଲ୍ଲା  
*ଜଳ ଯୋଗାଣ ଅଧିକାରୀଙ୍କ ବିରୁଦ୍ଧରେ ଅଭିଯୋଗ ଆଣିଲେ ସରପଞ୍ଚ*   12-Oct-2026
  ଜିଲ୍ଲା  
*ଦୁଷ୍କର୍ମ ଅଭିଯୁକ୍ତ କୁ 20 ବର୍ଷ ସଶ୍ରମ କାରାଦଣ୍ଡ*   12-Oct-2026
  ଜିଲ୍ଲା  
ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   12-Oct-2026
  ଜିଲ୍ଲା  
ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   12-Oct-2026

You Might Also Like