-+91-9937148622 |

prerana_bgr@rediffmail.com |

  Monday 12th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   (12-Oct-2026)       ||      ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ    (12-Oct-2026)       ||      *ନବରଙ୍ଗପୁର ଜିଲ୍ଲାରେ ଦଶହରା ପୂର୍ବରୁ ଚାନ୍ଦା ଆଦାୟ କରି ବୁଲୁଛନ୍ତି ମାଳମାଳ ନକଲି ସାମ୍ବାଦିକ*   (12-Oct-2026)       ||      *ବୈଦିକ ବିଦ୍ୱାନ ବ୍ରଜ ବିହାରୀ ଙ୍କ ୧୦୬ ତମ ଜୟନ୍ତୀ ସମାରୋହ ଅନୁଷ୍ଟିତ*-   (12-Oct-2026)       ||      କୁରସୁଡରେ ମାଁ ଦୁର୍ଗା ପୂଜା ଆରମ୍ଭ   (12-Oct-2026)       ||      ବରପାଲି କାଳୀ ପୂଜା କମିଟି ର ନୂତନ କର୍ମକର୍ତ୍ତା ଚୟନ   (12-Oct-2026)       ||      ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା ଆଗଲପୁର ହାଇସ୍କୁଲ ପାଇଲା ଉଚ୍ଚ ମାଧ୍ୟମିକ ମାନ୍ୟତା   (12-Oct-2026)       ||      ମାହେଶ୍ୱରୀ ସଂଗଠନ ଆଗଲପୁର ତରଫରୁ ରକ୍ତଦାନ ଶିବିର କାର୍ଯ୍ୟକ୍ରମ   (12-Oct-2026)       ||      ଡୁଙ୍ଗୁରିପାଲି ମଣ୍ଡଳ ବିଜେପି ତରଫରୁ ମଣ୍ଡଳ କାର୍ଯ୍ୟକାରିଣୀ ବୈଠକ    (12-Oct-2026)       ||      ବଲାଙ୍ଗୀରରେ ତିନିଦିନିଆ ‘ଏକତା କଳା ଉତ୍ସବ-୨୦୨୬’ ଉଦ୍‌ଯାପିତ   (12-Oct-2026)       ||      ମାଁ ସାଉଁତେଶ୍ୱରୀ ମହୋତ୍ସବ (ମୂଳପୀଠ) ଅଏଁଲାସାରୀଠାରେ ଉଦ୍‌ଘାଟିତ   (12-Oct-2026)       ||      ସାହିତ୍ୟିକ ପ୍ରଦୀପ ମିଶ୍ରଙ୍କ ସହ ଭାବବିନିମୟ   (11-Oct-2026)       ||      ଚିର୍ମା ମହିମା ଟୁଙ୍ଗି ରେ ଧର୍ମ ସଭା ଅନୁଷ୍ଠିତ   (11-Oct-2026)       ||      ଝରଣିପାଲି କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି 2026 ଆୟୋଜିତ   (11-Oct-2026)       ||      *ଓଷ୍ଟା ନବରଙ୍ଗପୁରର ପଞ୍ଚମ ସାମ୍ବିଧାନିକ ସମ୍ମିଳନୀ ଅନୁଷ୍ଠିତ*   (11-Oct-2026)       ||      ଟିଟିଲାଗଡରେ ସାହିତ୍ୟ ସାଧନାର ସୁବର୍ଣ୍ଣ ଜୟନ୍ତୀ ସମାରୋହ   (11-Oct-2026)       ||      କୁରସୁଡ଼ ଠାରେ ୫୦ ତମ ଦୁର୍ଗାପୂଜା - ନବରାତ୍ରୀ ପୂଜା ଆରମ୍ଭ   (11-Oct-2026)       ||      ହୀରାଖଣ୍ଡ ବିଦ୍ୟୁତ କର୍ମଚାରୀ ସଂଘ ବଲାଙ୍ଗିର ଶାଖାର ସାଧାରଣ ସଭା    (11-Oct-2026)       ||      ଖୁଣ୍ଟସମଲେଇରେ ଶବର ସମାଜର ଭବ୍ୟ ରାଜ୍ୟସ୍ତରୀୟ ନୂଆଁଖାଇ ଭେଟଘାଟ   (11-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଆନ୍ତର୍ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ   (11-Oct-2026)       ||     

HOME   ଜିଲ୍ଲା

ଆଞ୍ଚଳିକ ସାଧନ କେନ୍ଦ୍ର ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ

26-Feb-2021



ମୁରିବହାଲ(ପ୍ରେରଣା ଖବର) ତୁରେକେଲା ବ୍ଳକ ଅନ୍ତର୍ଗତ ମହୁଲବାହାଲି ରୋଡ ଆଞ୍ଚଳିକ ସାଧନ କେନ୍ଦ୍ର ସ୍ତରୀୟ ଏକ ଦିବସୀୟ ବିଜ୍ଞାନ ମେଳା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଝରଣୀ ଠାରେ ଅନୁଷ୍ଠିତ ହୋଇ ଯାଇଛି।ଶ୍ରୀ ଶୋଭାବନ ନାୟକ, ଆଞ୍ଚଳିକ ସାଧନ କର୍ମୀଙ୍କ ତତ୍ତ୍ୱାବଧାନରେ କେନ୍ଦ୍ର ଅଧିନରେଥିବା ୧୩ଗୋଟି ବିଦ୍ୟାଳୟର ୨୭ଗୋଟି ବିଜ୍ଞାନ ପ୍ରକଳ୍ପକୁ ଛୋଟ ଛୋଟ ବୈଜ୍ଞାନିକ ମାନେ ।ସୁନ୍ଦର ଭାବେ ଉପସ୍ଥାପନ କରିଥିଲେ।ପ୍ରକଳ୍ପ ଗୁଡିକ ସଫ୍ଟଓୟାର, ଐତିହାସିକ ବିକାଶ, ଗଣିତ ନମୁନା, ଇକୋ ଫ୍ରେଣ୍ଡଲି ଓ ସ୍ୱାସ୍ଥ୍ୟ ପରିଛନ୍ନତା ଉପରେ ଆଧାରିତ ଥିଲା।ବିଚାରପତି ଭାବରେ ବିଜ୍ଞାନ ଶିକ୍ଷକ ଶ୍ରୀ ରାଜେଶ କୁମାର ସିଂ ଦେଓ,ଶରତ କୁମାର ମେହେର ଓ ରବୀନ୍ଦ୍ର କୁମାର ରଥ ପାଞ୍ଚ ଗୋଟି ପ୍ରକଳ୍ପ କୁ ମୂଲ୍ୟାୟନ କରି ବ୍ଳକ ସ୍ତରରେ ଭାଗ ନେବାକୁ ବାଛି ଥିଲେ।ଅତିଥି ଭାବରେ ଶ୍ରୀ ରଘୁନାଥ ମହରା,ସହକାରୀ ଗୋଷ୍ଠୀ ଶିକ୍ଷା ଅଧିକାରୀ ଯୋଗ ଦେଇ କୃତି ବୈଜ୍ଞାନିକ ମାନଙ୍କୁ ପ୍ରମାଣ ପତ୍ର, ଟ୍ରଫି ଓ ସମସ୍ତଙ୍କୁ ସହଭାଗିତା ପ୍ରମାଣ ପତ୍ର ଦେଇଥିଲେ।

ଏହି ମେଳାରେ ଶିକ୍ଷକ ମାୟାଧର ସଗ୍ରିଆ, ସଞ୍ଜୟ ବେହେରା ଆଶୀଷ କୁମାର ମିଶ୍ର, ଗୁରୁ ପ୍ରସାଦ ଛତ୍ରିଆ, ଭୀମସେନ ପଣ୍ଡା, ନୀଳମଣି ମେହେର, ହେମନ୍ତ ମେହେର, ବିଜୟା ପାଢୀ, ସନ୍ଧ୍ୟା ପ୍ରଧାନ,ଦେବ ନାରାୟଣ ଦାଶ,ରାମଚନ୍ଦ୍ର ଗୁଇନ ଆଦି ସହଯୋଗ କରି ସଫଳ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା   12-Oct-2026
  ଜିଲ୍ଲା  
ପଂଚାୟତ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ   12-Oct-2026
  ଜିଲ୍ଲା  
*ନବରଙ୍ଗପୁର ଜିଲ୍ଲାରେ ଦଶହରା ପୂର୍ବରୁ ଚାନ୍ଦା ଆଦାୟ କରି ବୁଲୁଛନ୍ତି ମାଳମାଳ ନକଲି ସାମ୍ବାଦିକ*   12-Oct-2026
  ଜିଲ୍ଲା  
*ବୈଦିକ ବିଦ୍ୱାନ ବ୍ରଜ ବିହାରୀ ଙ୍କ ୧୦୬ ତମ ଜୟନ୍ତୀ ସମାରୋହ ଅନୁଷ୍ଟିତ*-   12-Oct-2026
  ଜିଲ୍ଲା  
କୁରସୁଡରେ ମାଁ ଦୁର୍ଗା ପୂଜା ଆରମ୍ଭ   12-Oct-2026
  ଜିଲ୍ଲା  
ବରପାଲି କାଳୀ ପୂଜା କମିଟି ର ନୂତନ କର୍ମକର୍ତ୍ତା ଚୟନ   12-Oct-2026
  ଜିଲ୍ଲା  
ଅଞ୍ଚଳବାସୀଙ୍କ ଦୀର୍ଘଦିନର ଦାବି ପୂରଣ, ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ବାଟ ଫିଟିଲା ଆଗଲପୁର ହାଇସ୍କୁଲ ପାଇଲା ଉଚ୍ଚ ମାଧ୍ୟମିକ ମାନ୍ୟତା   12-Oct-2026
  ଜିଲ୍ଲା  
ମାହେଶ୍ୱରୀ ସଂଗଠନ ଆଗଲପୁର ତରଫରୁ ରକ୍ତଦାନ ଶିବିର କାର୍ଯ୍ୟକ୍ରମ   12-Oct-2026
  ଜିଲ୍ଲା  
ଡୁଙ୍ଗୁରିପାଲି ମଣ୍ଡଳ ବିଜେପି ତରଫରୁ ମଣ୍ଡଳ କାର୍ଯ୍ୟକାରିଣୀ ବୈଠକ   12-Oct-2026
  ଜିଲ୍ଲା  
ବଲାଙ୍ଗୀରରେ ତିନିଦିନିଆ ‘ଏକତା କଳା ଉତ୍ସବ-୨୦୨୬’ ଉଦ୍‌ଯାପିତ   12-Oct-2026
  ଜିଲ୍ଲା  
ମାଁ ସାଉଁତେଶ୍ୱରୀ ମହୋତ୍ସବ (ମୂଳପୀଠ) ଅଏଁଲାସାରୀଠାରେ ଉଦ୍‌ଘାଟିତ   12-Oct-2026
  ଜିଲ୍ଲା  
ସାହିତ୍ୟିକ ପ୍ରଦୀପ ମିଶ୍ରଙ୍କ ସହ ଭାବବିନିମୟ   11-Oct-2026

You Might Also Like