-+91-9937148622 |

prerana_bgr@rediffmail.com |

  Monday 12th October 2026 |

| | | |

R.N.I. Regd No. ODIODI/2010/46693

Breaking News

ମାଁ ସାଉଁତେଶ୍ୱରୀ ମହୋତ୍ସବ (ମୂଳପୀଠ) ଅଏଁଲାସାରୀଠାରେ ଉଦ୍‌ଘାଟିତ   (12-Oct-2026)       ||      ସାହିତ୍ୟିକ ପ୍ରଦୀପ ମିଶ୍ରଙ୍କ ସହ ଭାବବିନିମୟ   (11-Oct-2026)       ||      ଚିର୍ମା ମହିମା ଟୁଙ୍ଗି ରେ ଧର୍ମ ସଭା ଅନୁଷ୍ଠିତ   (11-Oct-2026)       ||      ଝରଣିପାଲି କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି 2026 ଆୟୋଜିତ   (11-Oct-2026)       ||      *ଓଷ୍ଟା ନବରଙ୍ଗପୁରର ପଞ୍ଚମ ସାମ୍ବିଧାନିକ ସମ୍ମିଳନୀ ଅନୁଷ୍ଠିତ*   (11-Oct-2026)       ||      ଟିଟିଲାଗଡରେ ସାହିତ୍ୟ ସାଧନାର ସୁବର୍ଣ୍ଣ ଜୟନ୍ତୀ ସମାରୋହ   (11-Oct-2026)       ||      କୁରସୁଡ଼ ଠାରେ ୫୦ ତମ ଦୁର୍ଗାପୂଜା - ନବରାତ୍ରୀ ପୂଜା ଆରମ୍ଭ   (11-Oct-2026)       ||      ହୀରାଖଣ୍ଡ ବିଦ୍ୟୁତ କର୍ମଚାରୀ ସଂଘ ବଲାଙ୍ଗିର ଶାଖାର ସାଧାରଣ ସଭା    (11-Oct-2026)       ||      ଖୁଣ୍ଟସମଲେଇରେ ଶବର ସମାଜର ଭବ୍ୟ ରାଜ୍ୟସ୍ତରୀୟ ନୂଆଁଖାଇ ଭେଟଘାଟ   (11-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଆନ୍ତର୍ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ   (11-Oct-2026)       ||      ଇସ୍କନ ମନ୍ଦିରରେ ସିଭିଲ ସୋସାଇଟିର ନୂଆଁଖାଇ ଭେଟଘାଟ   (11-Oct-2026)       ||      ଧର୍ମ ପରାୟଣ ବ୍ୟକ୍ତିଙ୍କ ପରଲୋକ    (11-Oct-2026)       ||      କବିତା ଜୀବନର କଥା କହେ: ସାହିତ୍ୟ ଅକାଦେମି ପକ୍ଷରୁ ଆଲୋଚନାଚକ୍ର   (11-Oct-2026)       ||      ମୋତେ ପ୍ରଭାବିତ କରିଥିବା ବହିଟିଏ ଶୀର୍ଷକ ଆଲୋଚନାଚକ୍ର ପୁସ୍ତକ ସହ ନିଷ୍ଠାପର ସମ୍ପର୍କ ରହିଲେ ଜୀବନର ବହୁ ଦ୍ବନ୍ଦ୍ବାତ୍ମକ ପରିସ୍ଥିତିରେ ଉଚିତ ମାର୍ଗଦର୍ଶନ ମିଳିଥାଏ    (11-Oct-2026)       ||      ବିଜୟପଲ୍ଲୀ ସଂସ୍କୃତ ମହାବିଦ୍ୟାଳୟରେ ଜୁଭେନ୍ତିକା କାର୍ଯ୍ୟକ୍ରମ   (11-Oct-2026)       ||      ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା, ୨୫ ଦିନ ଧରି ବିଜୁଳି ନାହିଁ♦️ ବିଦ୍ୟୁତ୍‌ ଅଭାବରେ ଅଚଳ ସ୍ମାର୍ଟବୋର୍ଡ, ତାତିରେ ସିଝୁଛନ୍ତି ଛାତ୍ରଛାତ୍ରୀ; ସମସ୍ୟା ନେଇ ଉପଜିଲ୍ଲାପାଳଙ୍କ ଦ୍ୱାରସ୍ଥ ଗ୍ରାମବାସୀ   (11-Oct-2026)       ||      ଓଡ଼ିଶା ସୂଚନା ସେବା ସଂଘର ବାର୍ଷିକ ଉତ୍ସବ ୨୦୨୬ ଅନୁଷ୍ଠିତ କ୍ୟାଡର ସୁଦୃଢ଼ୀକରଣ ଓ ବୃତ୍ତିଗତ ଉତ୍କର୍ଷତା ଉପରେ ଗୁରୁତ୍ୱ   (11-Oct-2026)       ||      ବଳିଟିକ୍ରା - ବୁରୋମୁଣ୍ଡା ରାସ୍ତା ରେ ଦୁଇ ବାଇକ୍ ମୁହାମୁହିଁ ଧକ୍କା, ଜଣେ ମୃତ,   (11-Oct-2026)       ||      ବଲାଙ୍ଗୀରରେ କାଂସିରାମ ଜୀଙ୍କ ୨୦ତମ ପରିନିର୍ବାଣ ଦିବସ ପାଳିତ   (10-Oct-2026)       ||      ବିଜେପି ରେ ଯୋଗ ଦେଲେ ବଲାଙ୍ଗୀର ଜିଲ୍ଲାର ବୋହୁ ସମାଜସେବୀ ଓ ଲେଖିକା ଡ. ସଂଗୀତା ମହାପାତ୍ର    (10-Oct-2026)       ||     

HOME   ଜିଲ୍ଲା

କିନ୍ନରଙ୍କ ହାତରେ ସହରର ସଫେଇ କାମ, ଏଣିକି ବ୍ୟାଟେରି ଚାଳିତ ଯାନରେ ଅଳିଆ ସଂଗ୍ରହ କରିବ ବଲାଙ୍ଗୀର ପୌରପରିଷଦ

27-Feb-2021



ବଲାଙ୍ଗୀର (ପ୍ରେରଣା ଖବର ବ୍ୟୁରୋ) : ଏଣିକି ସଫେଇ କାମ କରିବେ କିନ୍ନର । ବ୍ୟାଟେରି ଚାଳିତ ଯାନରେ ସହରର ଲୋକଙ୍କ ଠାରୁ ଅଳିଆ ଗାଡିରେ ଆଣି ଡମ୍ପିଂୟାର୍ଡରେ ପହଞ୍ଚାଇବେ । ଯାହାର ଶୁଭାରମ୍ଭ ଆଜି ହୋଇଛି । ସହରର ସମସ୍ତ ଓ୍ୱାର୍ଡରୁ ଏହି ସଂଗ୍ରହ କରାଯିବ । ଯାହାକି ସ୍ୱଚ୍ଛତା ଦିଗରେ ଆଉ ଏକ ପାଦ ବୋଲି ପୌର ପରିଷଦ କହିଛି ।

ବଲାଙ୍ଗୀର ପୌର ପରିଷଦରେ ୨୧ ଟି ଓ୍ବାର୍ଡରେ ଏହି ଗାଡି ବୁଲିବା ସହ ଅଳିଆ ସଂହଗ୍ର କରିବ । ପ୍ରଥମ ପର୍ଯ୍ୟାୟରେ ୨୪ଟି ଗାଡି ଅଣାଯିବାର ରହିଛି ବେଳେ ଆଜି ୪ଟିର ଶୁଭାରମ୍ଭ ହୋଇଛି । ୭୦ ଜଣ କିନ୍ନରଙ୍କୁ ଏହି କାମରେ ରେଜିଷ୍ଟ୍ରେସନ କରାଯାଇଛି । କିନ୍ତୁ ବର୍ତ୍ତମାନ ୮ ଜଣଙ୍କୁ ନିୟୋଜିତ କରାଯିବା ସହ କାମ ଆରମ୍ଭ କରାଯାଇଛି। ଜଣେ ଗାଡି ଚାଳକ ଓ ଅନ୍ୟ ଜଣେ ହେଲପର ଭାବରେ କାମ କରିବେ । ପ୍ରତିଦିନ ୩୨୦ ଟଙ୍କା ହିସାବରେ କିନ୍ନରଙ୍କୁ  ଦିଆଯିବା । ଏହାଦ୍ୱାରା ସେମାନ ଦୁଇ ପଇସା ରୋଜଗାର କରିବାର ସୁଯୋଗ ପାଇଛନ୍ତି । ତେବେ ଆଗାମି ଦିନରେ ଏ ଆଉ ନୂତନ ଢଙ୍ଗରେ କାମ କରାଯିବା ସହ ଗୀତ ଓ ମାଇକ ମାଧ୍ୟମରେ ଲୋକଙ୍କ ଘର ସମ୍ମୁଖରେ ଅଳିଆ ସଂଗ୍ରହ ପାଇଁ ଯୋଜନା କରାଯାଉଛି ।

ବଲାଙ୍ଗୀର ସହରରେ ଅଳିଆ ସଫେଇ ହଉ କି ସ୍ବଚ୍ଛତା କୁ ନେଇ କଥା ହଉ ସବୁବେଳେ ନିରାଶ ଜନକ ମନ୍ତବ୍ୟ ମିଳିଥାଏ। ତେବେ ଏଭଳି ଏକ ନୂତନ ଯୋଜନା କେତେଦୁର କାମ କରିବ ।  କିନ୍ନର ମାନଙ୍କୁ ଏଭଳି ଏକ ଯୋଜନାରେ ସାମିଲ କରି ସମାଜର ମୁଖ୍ୟ ଧାରାରେ ସାମିଲ କରିବା ଯୋଜନା,  କେତେ ସୁଫଳ ହେଉଛି ତାହା ଦେଖିବା ବାକି ରହିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ମାଁ ସାଉଁତେଶ୍ୱରୀ ମହୋତ୍ସବ (ମୂଳପୀଠ) ଅଏଁଲାସାରୀଠାରେ ଉଦ୍‌ଘାଟିତ   12-Oct-2026
  ଜିଲ୍ଲା  
ସାହିତ୍ୟିକ ପ୍ରଦୀପ ମିଶ୍ରଙ୍କ ସହ ଭାବବିନିମୟ   11-Oct-2026
  ଜିଲ୍ଲା  
ଚିର୍ମା ମହିମା ଟୁଙ୍ଗି ରେ ଧର୍ମ ସଭା ଅନୁଷ୍ଠିତ   11-Oct-2026
  ଜିଲ୍ଲା  
ଝରଣିପାଲି କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି 2026 ଆୟୋଜିତ   11-Oct-2026
  ଜିଲ୍ଲା  
*ଓଷ୍ଟା ନବରଙ୍ଗପୁରର ପଞ୍ଚମ ସାମ୍ବିଧାନିକ ସମ୍ମିଳନୀ ଅନୁଷ୍ଠିତ*   11-Oct-2026
  ଜିଲ୍ଲା  
ଟିଟିଲାଗଡରେ ସାହିତ୍ୟ ସାଧନାର ସୁବର୍ଣ୍ଣ ଜୟନ୍ତୀ ସମାରୋହ   11-Oct-2026
  ଜିଲ୍ଲା  
କୁରସୁଡ଼ ଠାରେ ୫୦ ତମ ଦୁର୍ଗାପୂଜା - ନବରାତ୍ରୀ ପୂଜା ଆରମ୍ଭ   11-Oct-2026
  ଜିଲ୍ଲା  
ହୀରାଖଣ୍ଡ ବିଦ୍ୟୁତ କର୍ମଚାରୀ ସଂଘ ବଲାଙ୍ଗିର ଶାଖାର ସାଧାରଣ ସଭା   11-Oct-2026
  ଜିଲ୍ଲା  
ଖୁଣ୍ଟସମଲେଇରେ ଶବର ସମାଜର ଭବ୍ୟ ରାଜ୍ୟସ୍ତରୀୟ ନୂଆଁଖାଇ ଭେଟଘାଟ   11-Oct-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ଆନ୍ତର୍ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ   11-Oct-2026
  ଜିଲ୍ଲା  
ଇସ୍କନ ମନ୍ଦିରରେ ସିଭିଲ ସୋସାଇଟିର ନୂଆଁଖାଇ ଭେଟଘାଟ   11-Oct-2026
  ଜିଲ୍ଲା  
ଧର୍ମ ପରାୟଣ ବ୍ୟକ୍ତିଙ୍କ ପରଲୋକ   11-Oct-2026

You Might Also Like