-+91-9937148622 |

prerana_bgr@rediffmail.com |

  Monday 12th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସାହିତ୍ୟିକ ପ୍ରଦୀପ ମିଶ୍ରଙ୍କ ସହ ଭାବବିନିମୟ   (11-Oct-2026)       ||      ଚିର୍ମା ମହିମା ଟୁଙ୍ଗି ରେ ଧର୍ମ ସଭା ଅନୁଷ୍ଠିତ   (11-Oct-2026)       ||      ଝରଣିପାଲି କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି 2026 ଆୟୋଜିତ   (11-Oct-2026)       ||      *ଓଷ୍ଟା ନବରଙ୍ଗପୁରର ପଞ୍ଚମ ସାମ୍ବିଧାନିକ ସମ୍ମିଳନୀ ଅନୁଷ୍ଠିତ*   (11-Oct-2026)       ||      ଟିଟିଲାଗଡରେ ସାହିତ୍ୟ ସାଧନାର ସୁବର୍ଣ୍ଣ ଜୟନ୍ତୀ ସମାରୋହ   (11-Oct-2026)       ||      କୁରସୁଡ଼ ଠାରେ ୫୦ ତମ ଦୁର୍ଗାପୂଜା - ନବରାତ୍ରୀ ପୂଜା ଆରମ୍ଭ   (11-Oct-2026)       ||      ହୀରାଖଣ୍ଡ ବିଦ୍ୟୁତ କର୍ମଚାରୀ ସଂଘ ବଲାଙ୍ଗିର ଶାଖାର ସାଧାରଣ ସଭା    (11-Oct-2026)       ||      ଖୁଣ୍ଟସମଲେଇରେ ଶବର ସମାଜର ଭବ୍ୟ ରାଜ୍ୟସ୍ତରୀୟ ନୂଆଁଖାଇ ଭେଟଘାଟ   (11-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଆନ୍ତର୍ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ   (11-Oct-2026)       ||      ଇସ୍କନ ମନ୍ଦିରରେ ସିଭିଲ ସୋସାଇଟିର ନୂଆଁଖାଇ ଭେଟଘାଟ   (11-Oct-2026)       ||      ଧର୍ମ ପରାୟଣ ବ୍ୟକ୍ତିଙ୍କ ପରଲୋକ    (11-Oct-2026)       ||      କବିତା ଜୀବନର କଥା କହେ: ସାହିତ୍ୟ ଅକାଦେମି ପକ୍ଷରୁ ଆଲୋଚନାଚକ୍ର   (11-Oct-2026)       ||      ମୋତେ ପ୍ରଭାବିତ କରିଥିବା ବହିଟିଏ ଶୀର୍ଷକ ଆଲୋଚନାଚକ୍ର ପୁସ୍ତକ ସହ ନିଷ୍ଠାପର ସମ୍ପର୍କ ରହିଲେ ଜୀବନର ବହୁ ଦ୍ବନ୍ଦ୍ବାତ୍ମକ ପରିସ୍ଥିତିରେ ଉଚିତ ମାର୍ଗଦର୍ଶନ ମିଳିଥାଏ    (11-Oct-2026)       ||      ବିଜୟପଲ୍ଲୀ ସଂସ୍କୃତ ମହାବିଦ୍ୟାଳୟରେ ଜୁଭେନ୍ତିକା କାର୍ଯ୍ୟକ୍ରମ   (11-Oct-2026)       ||      ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା, ୨୫ ଦିନ ଧରି ବିଜୁଳି ନାହିଁ♦️ ବିଦ୍ୟୁତ୍‌ ଅଭାବରେ ଅଚଳ ସ୍ମାର୍ଟବୋର୍ଡ, ତାତିରେ ସିଝୁଛନ୍ତି ଛାତ୍ରଛାତ୍ରୀ; ସମସ୍ୟା ନେଇ ଉପଜିଲ୍ଲାପାଳଙ୍କ ଦ୍ୱାରସ୍ଥ ଗ୍ରାମବାସୀ   (11-Oct-2026)       ||      ଓଡ଼ିଶା ସୂଚନା ସେବା ସଂଘର ବାର୍ଷିକ ଉତ୍ସବ ୨୦୨୬ ଅନୁଷ୍ଠିତ କ୍ୟାଡର ସୁଦୃଢ଼ୀକରଣ ଓ ବୃତ୍ତିଗତ ଉତ୍କର୍ଷତା ଉପରେ ଗୁରୁତ୍ୱ   (11-Oct-2026)       ||      ବଳିଟିକ୍ରା - ବୁରୋମୁଣ୍ଡା ରାସ୍ତା ରେ ଦୁଇ ବାଇକ୍ ମୁହାମୁହିଁ ଧକ୍କା, ଜଣେ ମୃତ,   (11-Oct-2026)       ||      ବଲାଙ୍ଗୀରରେ କାଂସିରାମ ଜୀଙ୍କ ୨୦ତମ ପରିନିର୍ବାଣ ଦିବସ ପାଳିତ   (10-Oct-2026)       ||      ବିଜେପି ରେ ଯୋଗ ଦେଲେ ବଲାଙ୍ଗୀର ଜିଲ୍ଲାର ବୋହୁ ସମାଜସେବୀ ଓ ଲେଖିକା ଡ. ସଂଗୀତା ମହାପାତ୍ର    (10-Oct-2026)       ||      ମା ସମେଲେଶ୍ୱ ରି ଙ୍କ ଧବଳ ମୁଖି ବେଶ    (10-Oct-2026)       ||     

HOME   ରାଜ୍ୟ

ଭିସୁଟ୍‌ର ୨୫ ଛାତ୍ରଛାତ୍ରୀ କରୋନା ଆକ୍ରାନ୍ତ, ସସପେଣ୍ଡ ହେଲା ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ କ୍ଲାସ୍

27-Feb-2021



ସମ୍ବଲପୁର(ସଂଜୀବ କୁମାର ପାଣିଗ୍ରାହୀ) :: ବୁର୍ଲା ସ୍ଥିତ ବୀର ସୁରେନ୍ଦ୍ର ସାଏ ବିଶ୍ବବିଦ୍ୟାଳୟର ୨୫ ଜଣ ଛାତ୍ର କରୋନା ଆକ୍ରାନ୍ତ ହୋଇଛନ୍ତି । ୨ ଦିନ ଭିତରେ ୩ଟି ହଷ୍ଟେଲରୁ ୨୫ ଛାତ୍ରଛାତ୍ରୀ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ୧୬ ଜଣ ଅନ୍ୟ ହଷ୍ଟେଲରେ ରହି ଚିକିତ୍ସିତ ହେଉଛନ୍ତି । ଏହାକୁ ଦୃଷ୍ଟିରେ ରଖି ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ କ୍ଲାସ୍ ସସପେଣ୍ଡ ହୋଇଛି ।

ଶୁକ୍ରବାର ଦିନ ଭିସୁଟ୍ ହଷ୍ଟେଲରେ ରହୁଥିବା ୩ ଜଣ ଛାତ୍ର କରୋନା ଆକ୍ରାନ୍ତ ହୋଇଥିବା ଜଣାପଡିଥିଲା । ଭିସୁଟ୍‌ର ପୁଲହ ଓ ପୁଲସ୍ଥ୍ୟ ହଷ୍ଟେଲରେ ୩ ଜଣ ଛାତ୍ର କୋଭିଡ୍-୧୯ ସଂକ୍ରମିତ ହୋଇଥିଲେ । ଫଳରେ ଉଭୟ ହଷ୍ଟେଲର ରୁମ୍‌ ନଂ- ୨୧୪,୨୧୭ ଓ ୨୧୮କୁ ସିଲ୍‌ କରିଦିଆଯାଇଥିଲା । ତେବେ ସମ୍ପୃକ୍ତ ଛାତ୍ରଙ୍କ ସଂସ୍ପର୍ଶରେ ଆସିଥିବା ଛାତ୍ରଛାତ୍ରୀମାନଙ୍କୁ ୭୨ ଘଣ୍ଟା ପାଇଁ ଆଇସୋଲେସନ୍‌ରେ ରହିବାକୁ ନୋଟିସ ଜାରି କରିଥିଲେ ହଷ୍ଟେଲ ଓ୍ବାଡେନ୍‌ ।

ସମ୍ବେଦନଶୀଳ ଘଟଣା ହେଉଛି ବର୍ତ୍ତମାନ ଭିସୁଟ୍‌ରେ ଅଫ୍‌ଲାଇନ୍‌ ପରୀକ୍ଷା ଜାରି ରହିଛି । ଏହାରି ମଧ୍ୟରେ ଛାତ୍ରଛାତ୍ରୀ କରୋନା ଆକ୍ରାନ୍ତ ହେବା କର୍ତ୍ତୃପକ୍ଷଙ୍କ ମୁଣ୍ଡ ବିନ୍ଧାର କାରଣ ପାଲଟିଛି । ବର୍ତ୍ତମାନ ବିଶ୍ବବିଦ୍ୟାଳୟ ପରିସରରୁ କରୋନା ଆକ୍ରାନ୍ତ ଚିହ୍ନଟ ହେଉଥିବା ବେଳେ ସଂକ୍ରମଣ ବୃଦ୍ଧି ପାଇବା ଆଶଙ୍କା ଦେଖାଦେଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସାହିତ୍ୟିକ ପ୍ରଦୀପ ମିଶ୍ରଙ୍କ ସହ ଭାବବିନିମୟ   11-Oct-2026
  ଜିଲ୍ଲା  
ଚିର୍ମା ମହିମା ଟୁଙ୍ଗି ରେ ଧର୍ମ ସଭା ଅନୁଷ୍ଠିତ   11-Oct-2026
  ଜିଲ୍ଲା  
ଝରଣିପାଲି କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି 2026 ଆୟୋଜିତ   11-Oct-2026
  ଜିଲ୍ଲା  
*ଓଷ୍ଟା ନବରଙ୍ଗପୁରର ପଞ୍ଚମ ସାମ୍ବିଧାନିକ ସମ୍ମିଳନୀ ଅନୁଷ୍ଠିତ*   11-Oct-2026
  ଜିଲ୍ଲା  
ଟିଟିଲାଗଡରେ ସାହିତ୍ୟ ସାଧନାର ସୁବର୍ଣ୍ଣ ଜୟନ୍ତୀ ସମାରୋହ   11-Oct-2026
  ଜିଲ୍ଲା  
କୁରସୁଡ଼ ଠାରେ ୫୦ ତମ ଦୁର୍ଗାପୂଜା - ନବରାତ୍ରୀ ପୂଜା ଆରମ୍ଭ   11-Oct-2026
  ଜିଲ୍ଲା  
ହୀରାଖଣ୍ଡ ବିଦ୍ୟୁତ କର୍ମଚାରୀ ସଂଘ ବଲାଙ୍ଗିର ଶାଖାର ସାଧାରଣ ସଭା   11-Oct-2026
  ଜିଲ୍ଲା  
ଖୁଣ୍ଟସମଲେଇରେ ଶବର ସମାଜର ଭବ୍ୟ ରାଜ୍ୟସ୍ତରୀୟ ନୂଆଁଖାଇ ଭେଟଘାଟ   11-Oct-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ଆନ୍ତର୍ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ   11-Oct-2026
  ଜିଲ୍ଲା  
ଇସ୍କନ ମନ୍ଦିରରେ ସିଭିଲ ସୋସାଇଟିର ନୂଆଁଖାଇ ଭେଟଘାଟ   11-Oct-2026
  ଜିଲ୍ଲା  
ଧର୍ମ ପରାୟଣ ବ୍ୟକ୍ତିଙ୍କ ପରଲୋକ   11-Oct-2026
  ଜିଲ୍ଲା  
କବିତା ଜୀବନର କଥା କହେ: ସାହିତ୍ୟ ଅକାଦେମି ପକ୍ଷରୁ ଆଲୋଚନାଚକ୍ର   11-Oct-2026

You Might Also Like