-+91-9937148622 |

prerana_bgr@rediffmail.com |

  Monday 12th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସାହିତ୍ୟିକ ପ୍ରଦୀପ ମିଶ୍ରଙ୍କ ସହ ଭାବବିନିମୟ   (11-Oct-2026)       ||      ଚିର୍ମା ମହିମା ଟୁଙ୍ଗି ରେ ଧର୍ମ ସଭା ଅନୁଷ୍ଠିତ   (11-Oct-2026)       ||      ଝରଣିପାଲି କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି 2026 ଆୟୋଜିତ   (11-Oct-2026)       ||      *ଓଷ୍ଟା ନବରଙ୍ଗପୁରର ପଞ୍ଚମ ସାମ୍ବିଧାନିକ ସମ୍ମିଳନୀ ଅନୁଷ୍ଠିତ*   (11-Oct-2026)       ||      ଟିଟିଲାଗଡରେ ସାହିତ୍ୟ ସାଧନାର ସୁବର୍ଣ୍ଣ ଜୟନ୍ତୀ ସମାରୋହ   (11-Oct-2026)       ||      କୁରସୁଡ଼ ଠାରେ ୫୦ ତମ ଦୁର୍ଗାପୂଜା - ନବରାତ୍ରୀ ପୂଜା ଆରମ୍ଭ   (11-Oct-2026)       ||      ହୀରାଖଣ୍ଡ ବିଦ୍ୟୁତ କର୍ମଚାରୀ ସଂଘ ବଲାଙ୍ଗିର ଶାଖାର ସାଧାରଣ ସଭା    (11-Oct-2026)       ||      ଖୁଣ୍ଟସମଲେଇରେ ଶବର ସମାଜର ଭବ୍ୟ ରାଜ୍ୟସ୍ତରୀୟ ନୂଆଁଖାଇ ଭେଟଘାଟ   (11-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଆନ୍ତର୍ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ   (11-Oct-2026)       ||      ଇସ୍କନ ମନ୍ଦିରରେ ସିଭିଲ ସୋସାଇଟିର ନୂଆଁଖାଇ ଭେଟଘାଟ   (11-Oct-2026)       ||      ଧର୍ମ ପରାୟଣ ବ୍ୟକ୍ତିଙ୍କ ପରଲୋକ    (11-Oct-2026)       ||      କବିତା ଜୀବନର କଥା କହେ: ସାହିତ୍ୟ ଅକାଦେମି ପକ୍ଷରୁ ଆଲୋଚନାଚକ୍ର   (11-Oct-2026)       ||      ମୋତେ ପ୍ରଭାବିତ କରିଥିବା ବହିଟିଏ ଶୀର୍ଷକ ଆଲୋଚନାଚକ୍ର ପୁସ୍ତକ ସହ ନିଷ୍ଠାପର ସମ୍ପର୍କ ରହିଲେ ଜୀବନର ବହୁ ଦ୍ବନ୍ଦ୍ବାତ୍ମକ ପରିସ୍ଥିତିରେ ଉଚିତ ମାର୍ଗଦର୍ଶନ ମିଳିଥାଏ    (11-Oct-2026)       ||      ବିଜୟପଲ୍ଲୀ ସଂସ୍କୃତ ମହାବିଦ୍ୟାଳୟରେ ଜୁଭେନ୍ତିକା କାର୍ଯ୍ୟକ୍ରମ   (11-Oct-2026)       ||      ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା, ୨୫ ଦିନ ଧରି ବିଜୁଳି ନାହିଁ♦️ ବିଦ୍ୟୁତ୍‌ ଅଭାବରେ ଅଚଳ ସ୍ମାର୍ଟବୋର୍ଡ, ତାତିରେ ସିଝୁଛନ୍ତି ଛାତ୍ରଛାତ୍ରୀ; ସମସ୍ୟା ନେଇ ଉପଜିଲ୍ଲାପାଳଙ୍କ ଦ୍ୱାରସ୍ଥ ଗ୍ରାମବାସୀ   (11-Oct-2026)       ||      ଓଡ଼ିଶା ସୂଚନା ସେବା ସଂଘର ବାର୍ଷିକ ଉତ୍ସବ ୨୦୨୬ ଅନୁଷ୍ଠିତ କ୍ୟାଡର ସୁଦୃଢ଼ୀକରଣ ଓ ବୃତ୍ତିଗତ ଉତ୍କର୍ଷତା ଉପରେ ଗୁରୁତ୍ୱ   (11-Oct-2026)       ||      ବଳିଟିକ୍ରା - ବୁରୋମୁଣ୍ଡା ରାସ୍ତା ରେ ଦୁଇ ବାଇକ୍ ମୁହାମୁହିଁ ଧକ୍କା, ଜଣେ ମୃତ,   (11-Oct-2026)       ||      ବଲାଙ୍ଗୀରରେ କାଂସିରାମ ଜୀଙ୍କ ୨୦ତମ ପରିନିର୍ବାଣ ଦିବସ ପାଳିତ   (10-Oct-2026)       ||      ବିଜେପି ରେ ଯୋଗ ଦେଲେ ବଲାଙ୍ଗୀର ଜିଲ୍ଲାର ବୋହୁ ସମାଜସେବୀ ଓ ଲେଖିକା ଡ. ସଂଗୀତା ମହାପାତ୍ର    (10-Oct-2026)       ||      ମା ସମେଲେଶ୍ୱ ରି ଙ୍କ ଧବଳ ମୁଖି ବେଶ    (10-Oct-2026)       ||     

HOME   ଜିଲ୍ଲା

ଆଶ୍ରମ ବିଦ୍ୟାଳୟ ହଷ୍ଟେଲରେ ୯ମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ଅବହେଳା ଅଭିଯୋଗ ଆଣିଲେ ପରିବାର

27-Feb-2021



ମୁନିଗୁଡା : ଆଶ୍ରମ ବିଦ୍ୟାଳୟରେ ଛାତ୍ରଙ୍କ ମୃତ୍ୟୁ । ମୃତ ଛାତ୍ର ଜଣଙ୍କ ହେଲେ ବିଜୁ ହୁଈକା । ତାଙ୍କ ବୟସ ୧୫ ବର୍ଷ । ତାଙ୍କ ଘର କାର୍ଲାକଣା ବୋଲି ଜଣାପଡିଛି । ସେ ରାୟଗଡା ଜିଲ୍ଲା ବିଷମକଟକ ବ୍ଲକର ମଙ୍ଗଳ ବିଭାଗ ଅଧୀନରେ ଥିବା ବେଥିଆପଡା ପଞ୍ଚାୟତର କପାପଦର ସରକାରୀ ଉଚ୍ଚ ବିଦ୍ୟାଳୟର ଆଶ୍ରମରେ ରହି ୯ମ ଶ୍ରେଣୀରେ ପାଠ ପଢୁଥିଲେ ।

ସୂଚନାଯୋଗ୍ୟ ଯେ, ଶୁକ୍ରବାର ରାତିରେ ସେ ହଷ୍ଟେଲରେ ଖାଇପିଇ ଶୋଇଥିବା ବେଳେ ଶନିବାର ସକାଳୁ କୌଣସି କାରଣରୁ ଅସୁସ୍ଥ ହୋଇପଡିଥିଲେ । ଦାଇତ୍ବରେ ଥିବା ଶିକ୍ଷକ ଆମ୍ବୁଲାନ୍ସରେ ବିଷମ କଟକ ଗୋଷ୍ଠୀସ୍ବାସ୍ଥ୍ୟ କେନ୍ଦ୍ରରେ  ଭର୍ତ୍ତି କରିଥିଲେ  ।  ଛାତ୍ର ଜଣଙ୍କ ଏଠାରେ ପହଞ୍ଚିବା ପୂର୍ବରୁ ହିଁ ତାଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି ।

ଅନ୍ୟପଟେ ଏହାକୁ ନେଇ ବିଜୁ ହୁଈକାଙ୍କ ପରିବାର ପକ୍ଷରୁ ଅବେହେଳା ହୋଇଥିବା ଅଭିଯୋଗ କରିଛନ୍ତି । ଉକ୍ତ ଛାତ୍ରଟି ସମ୍ପୂର୍ଣ୍ଣ ସୁସ୍ଥ ଥିବାବେଳେ ତାଙ୍କର କିଭଳି  ମୃତ୍ୟୁ ଘଟିଲା ତାହାର ତଦନ୍ତ ଦାବି କରିଛନ୍ତି ପରିବାରବର୍ଗ । ଅନ୍ୟପଟେ ଛାତ୍ର ଜଣଙ୍କ ସୁସ୍ଥ ଥିଲା ଏବଂ ହଠାତ୍ ଅସୁସ୍ଥ ହେବାରୁ  ହସ୍ପିଟାଲ ଅଣାଯାଇଥିବା  କୌଣସି ଅବେହେଳା କରାଯାଇନଥିବା  କହିଛନ୍ତି  ପ୍ରଧାନ ଶିକ୍ଷକ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସାହିତ୍ୟିକ ପ୍ରଦୀପ ମିଶ୍ରଙ୍କ ସହ ଭାବବିନିମୟ   11-Oct-2026
  ଜିଲ୍ଲା  
ଚିର୍ମା ମହିମା ଟୁଙ୍ଗି ରେ ଧର୍ମ ସଭା ଅନୁଷ୍ଠିତ   11-Oct-2026
  ଜିଲ୍ଲା  
ଝରଣିପାଲି କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି 2026 ଆୟୋଜିତ   11-Oct-2026
  ଜିଲ୍ଲା  
*ଓଷ୍ଟା ନବରଙ୍ଗପୁରର ପଞ୍ଚମ ସାମ୍ବିଧାନିକ ସମ୍ମିଳନୀ ଅନୁଷ୍ଠିତ*   11-Oct-2026
  ଜିଲ୍ଲା  
ଟିଟିଲାଗଡରେ ସାହିତ୍ୟ ସାଧନାର ସୁବର୍ଣ୍ଣ ଜୟନ୍ତୀ ସମାରୋହ   11-Oct-2026
  ଜିଲ୍ଲା  
କୁରସୁଡ଼ ଠାରେ ୫୦ ତମ ଦୁର୍ଗାପୂଜା - ନବରାତ୍ରୀ ପୂଜା ଆରମ୍ଭ   11-Oct-2026
  ଜିଲ୍ଲା  
ହୀରାଖଣ୍ଡ ବିଦ୍ୟୁତ କର୍ମଚାରୀ ସଂଘ ବଲାଙ୍ଗିର ଶାଖାର ସାଧାରଣ ସଭା   11-Oct-2026
  ଜିଲ୍ଲା  
ଖୁଣ୍ଟସମଲେଇରେ ଶବର ସମାଜର ଭବ୍ୟ ରାଜ୍ୟସ୍ତରୀୟ ନୂଆଁଖାଇ ଭେଟଘାଟ   11-Oct-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ଆନ୍ତର୍ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ   11-Oct-2026
  ଜିଲ୍ଲା  
ଇସ୍କନ ମନ୍ଦିରରେ ସିଭିଲ ସୋସାଇଟିର ନୂଆଁଖାଇ ଭେଟଘାଟ   11-Oct-2026
  ଜିଲ୍ଲା  
ଧର୍ମ ପରାୟଣ ବ୍ୟକ୍ତିଙ୍କ ପରଲୋକ   11-Oct-2026
  ଜିଲ୍ଲା  
କବିତା ଜୀବନର କଥା କହେ: ସାହିତ୍ୟ ଅକାଦେମି ପକ୍ଷରୁ ଆଲୋଚନାଚକ୍ର   11-Oct-2026

You Might Also Like