-+91-9937148622 |

prerana_bgr@rediffmail.com |

  Monday 12th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସାହିତ୍ୟିକ ପ୍ରଦୀପ ମିଶ୍ରଙ୍କ ସହ ଭାବବିନିମୟ   (11-Oct-2026)       ||      ଚିର୍ମା ମହିମା ଟୁଙ୍ଗି ରେ ଧର୍ମ ସଭା ଅନୁଷ୍ଠିତ   (11-Oct-2026)       ||      ଝରଣିପାଲି କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି 2026 ଆୟୋଜିତ   (11-Oct-2026)       ||      *ଓଷ୍ଟା ନବରଙ୍ଗପୁରର ପଞ୍ଚମ ସାମ୍ବିଧାନିକ ସମ୍ମିଳନୀ ଅନୁଷ୍ଠିତ*   (11-Oct-2026)       ||      ଟିଟିଲାଗଡରେ ସାହିତ୍ୟ ସାଧନାର ସୁବର୍ଣ୍ଣ ଜୟନ୍ତୀ ସମାରୋହ   (11-Oct-2026)       ||      କୁରସୁଡ଼ ଠାରେ ୫୦ ତମ ଦୁର୍ଗାପୂଜା - ନବରାତ୍ରୀ ପୂଜା ଆରମ୍ଭ   (11-Oct-2026)       ||      ହୀରାଖଣ୍ଡ ବିଦ୍ୟୁତ କର୍ମଚାରୀ ସଂଘ ବଲାଙ୍ଗିର ଶାଖାର ସାଧାରଣ ସଭା    (11-Oct-2026)       ||      ଖୁଣ୍ଟସମଲେଇରେ ଶବର ସମାଜର ଭବ୍ୟ ରାଜ୍ୟସ୍ତରୀୟ ନୂଆଁଖାଇ ଭେଟଘାଟ   (11-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଆନ୍ତର୍ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ   (11-Oct-2026)       ||      ଇସ୍କନ ମନ୍ଦିରରେ ସିଭିଲ ସୋସାଇଟିର ନୂଆଁଖାଇ ଭେଟଘାଟ   (11-Oct-2026)       ||      ଧର୍ମ ପରାୟଣ ବ୍ୟକ୍ତିଙ୍କ ପରଲୋକ    (11-Oct-2026)       ||      କବିତା ଜୀବନର କଥା କହେ: ସାହିତ୍ୟ ଅକାଦେମି ପକ୍ଷରୁ ଆଲୋଚନାଚକ୍ର   (11-Oct-2026)       ||      ମୋତେ ପ୍ରଭାବିତ କରିଥିବା ବହିଟିଏ ଶୀର୍ଷକ ଆଲୋଚନାଚକ୍ର ପୁସ୍ତକ ସହ ନିଷ୍ଠାପର ସମ୍ପର୍କ ରହିଲେ ଜୀବନର ବହୁ ଦ୍ବନ୍ଦ୍ବାତ୍ମକ ପରିସ୍ଥିତିରେ ଉଚିତ ମାର୍ଗଦର୍ଶନ ମିଳିଥାଏ    (11-Oct-2026)       ||      ବିଜୟପଲ୍ଲୀ ସଂସ୍କୃତ ମହାବିଦ୍ୟାଳୟରେ ଜୁଭେନ୍ତିକା କାର୍ଯ୍ୟକ୍ରମ   (11-Oct-2026)       ||      ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା, ୨୫ ଦିନ ଧରି ବିଜୁଳି ନାହିଁ♦️ ବିଦ୍ୟୁତ୍‌ ଅଭାବରେ ଅଚଳ ସ୍ମାର୍ଟବୋର୍ଡ, ତାତିରେ ସିଝୁଛନ୍ତି ଛାତ୍ରଛାତ୍ରୀ; ସମସ୍ୟା ନେଇ ଉପଜିଲ୍ଲାପାଳଙ୍କ ଦ୍ୱାରସ୍ଥ ଗ୍ରାମବାସୀ   (11-Oct-2026)       ||      ଓଡ଼ିଶା ସୂଚନା ସେବା ସଂଘର ବାର୍ଷିକ ଉତ୍ସବ ୨୦୨୬ ଅନୁଷ୍ଠିତ କ୍ୟାଡର ସୁଦୃଢ଼ୀକରଣ ଓ ବୃତ୍ତିଗତ ଉତ୍କର୍ଷତା ଉପରେ ଗୁରୁତ୍ୱ   (11-Oct-2026)       ||      ବଳିଟିକ୍ରା - ବୁରୋମୁଣ୍ଡା ରାସ୍ତା ରେ ଦୁଇ ବାଇକ୍ ମୁହାମୁହିଁ ଧକ୍କା, ଜଣେ ମୃତ,   (11-Oct-2026)       ||      ବଲାଙ୍ଗୀରରେ କାଂସିରାମ ଜୀଙ୍କ ୨୦ତମ ପରିନିର୍ବାଣ ଦିବସ ପାଳିତ   (10-Oct-2026)       ||      ବିଜେପି ରେ ଯୋଗ ଦେଲେ ବଲାଙ୍ଗୀର ଜିଲ୍ଲାର ବୋହୁ ସମାଜସେବୀ ଓ ଲେଖିକା ଡ. ସଂଗୀତା ମହାପାତ୍ର    (10-Oct-2026)       ||      ମା ସମେଲେଶ୍ୱ ରି ଙ୍କ ଧବଳ ମୁଖି ବେଶ    (10-Oct-2026)       ||     

HOME   ଜିଲ୍ଲା

ଖଲିଆପାଲିରେ ନୀତିକାନ୍ତିରେ ମାଘମେଳା ଆରମ୍ଭ: ଭୀମଭୋଇଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ ଓ ସନ୍ଥ ଭାଗବତ ଲୋକାର୍ପିତ

27-Feb-2021



ବଲାଙ୍ଗିର/ ସୋନପୁର,(ପ୍ରେରଣା ଖବର) ସନ୍ଥକବି ଭୀମଭୋଇଙ୍କ ସାଧନା,ସିଦ୍ଧି ଓ ସମାଧିପୀଠ ଖଲିଆପାଲିଠାରେ ଆଜିଠାରୁ କେବଳ ସାଧୁସନ୍ଥଙ୍କ ଦ୍ବାରା ନୀତିକାନ୍ତି ସହିତ ମାଘମେଳା ଆରମ୍ଭ ହୋଇଛି । ପ୍ରତିବର୍ଶ ମାଘମାସ ଶୁକ୍ଲଚତୁର୍ଦଶୀ ଓ ପୂର୍ଣ୍ଣମୀରେ ହଜାର ହଜାର ଭକ୍ତଙ୍କ ସମ୍ବେଳନ ହୋଇଥାଏ । କିନ୍ତୁ ଚଳିତ ବର୍ଷ କୋଭିଡ କଟକଣା ଯୋଗୁଁ ନିରାଡମ୍ବର ଭାବରେ ମାଘମେଳାକୁ ପାଳନ କରିବାକୁ ପ୍ରଶାସନ ନିସ୍ପତ୍ତି ନେଇଛି ସେଥିପାଇଁ ଭକ୍ତମାନଙ୍କୁ ମନ୍ଦିର ଦର୍ଶନ ମନା ରହିଛି । ତେବେ ସଂପୂର୍ଣ୍ଣ କଟକଣା ମଧ୍ୟରେ ସନ୍ୟାସୀ ବାବାଙ୍କ ପ୍ରତ୍ୟକ୍ଷ ତତ୍ବାବଧାନରେ ପୂଜାର୍ଚ୍ଚନା ସହିତ ସଂନ୍ଧ୍ୟାରେ ୧୦୮ ଝାଡବତୀ ଲଗାଯାଇ ଜଗତର କଲ୍ୟାଣ ନିମନ୍ତେ ସାଧୁସନ୍ଥମାନେ ମହିମା ଡାକ ଦେଇଥିଲେ । ସନ୍ଧା ୬ଟାରେ ମେଳାପଡିଆଠାରେ ଭୀମଭୋଇଙ୍କର ଏକ ପ୍ରତିମୂର୍ତ୍ତି ଉନ୍ମୋଚିତ ହୋଇଥିଲା । ସମାଧିପୀଠ ଟ୍ରଷ୍ଟର ମେନେଜିଂଟ୍ରଷ୍ଟି ଛତ୍ରଧାରୀ ଅଗ୍ରଓ୍ବାଲଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବରେ ସୁବର୍ଣ୍ଣପୁର ଜିଲ୍ଲାର ଅତିରିକ୍ତ ଜିଲ୍ଲାପାଳ ସୂର୍ଯ୍ୟନାରାୟଣ ଦାସ,ସମ୍ମାନୀତ ଅତିଥି ଭାବରେ ଉପଜିଲ୍ଲାପାଲ ନିହା୍ରରଂଜନ କୁଅଁର , ତହସିଲଦାର ନବୀନକୁମାର ପାଢୀ,ଆକାଶ ର୍ଂଜନ ସାହୁ, ସୋନପୁର ବ୍ଲକ ଅଧ୍ୟକ୍ଷା ମନ୍ଦାକିନୀ ନାଗ,ଖଲିଆପାଲି ସରପନ୍ଚ ରଘୁନାଥ ଅଗ୍ରଓ୍ବାଲ, ସମିତି ସଭ୍ୟା ଅମୃତା ପଟେଲ ପ୍ରମୁଖ ଯୋଦେଇ

ଥିଲେ । ଏହି ଅବସର ରେ ଆର୍ତ ତ୍ରାଣ ବାବୁଙ୍କ ଦ୍ବାରା ଲିଖିତ ସନ୍ଥଭାଗବତ ପୁସ୍ତକ କୁ ଅତିଥିଗଣ ଲୋକାର୍ପିତ କରିଥିଲେ । କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ରାଜ୍ୟ ଅଣଗେଜେଟେଡ କର୍ମଚାରୀ ସଂଘର ରାଜ୍ୟ ସଭାପତି ଜ୍ୟୋତିର୍ଜନ ପଟ୍ଟନାୟକ, ଖଲିଆପାଲିର ବରିଷ୍ଠ ସଭ୍ୟ ମହାଦେବ ବଗର୍ତ୍ତି,ସୁମନ୍ତ ପୁଟେଲ,ଅଫିସ ସେକ୍ରେଟାରୀ ଜନ୍ମେଜୟ ସ୍ବାଇଁ,ଅଶୋକ ବଡମାଲି,ବିଭୁତି ନେଗୀ ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସାହିତ୍ୟିକ ପ୍ରଦୀପ ମିଶ୍ରଙ୍କ ସହ ଭାବବିନିମୟ   11-Oct-2026
  ଜିଲ୍ଲା  
ଚିର୍ମା ମହିମା ଟୁଙ୍ଗି ରେ ଧର୍ମ ସଭା ଅନୁଷ୍ଠିତ   11-Oct-2026
  ଜିଲ୍ଲା  
ଝରଣିପାଲି କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି 2026 ଆୟୋଜିତ   11-Oct-2026
  ଜିଲ୍ଲା  
*ଓଷ୍ଟା ନବରଙ୍ଗପୁରର ପଞ୍ଚମ ସାମ୍ବିଧାନିକ ସମ୍ମିଳନୀ ଅନୁଷ୍ଠିତ*   11-Oct-2026
  ଜିଲ୍ଲା  
ଟିଟିଲାଗଡରେ ସାହିତ୍ୟ ସାଧନାର ସୁବର୍ଣ୍ଣ ଜୟନ୍ତୀ ସମାରୋହ   11-Oct-2026
  ଜିଲ୍ଲା  
କୁରସୁଡ଼ ଠାରେ ୫୦ ତମ ଦୁର୍ଗାପୂଜା - ନବରାତ୍ରୀ ପୂଜା ଆରମ୍ଭ   11-Oct-2026
  ଜିଲ୍ଲା  
ହୀରାଖଣ୍ଡ ବିଦ୍ୟୁତ କର୍ମଚାରୀ ସଂଘ ବଲାଙ୍ଗିର ଶାଖାର ସାଧାରଣ ସଭା   11-Oct-2026
  ଜିଲ୍ଲା  
ଖୁଣ୍ଟସମଲେଇରେ ଶବର ସମାଜର ଭବ୍ୟ ରାଜ୍ୟସ୍ତରୀୟ ନୂଆଁଖାଇ ଭେଟଘାଟ   11-Oct-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ଆନ୍ତର୍ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ   11-Oct-2026
  ଜିଲ୍ଲା  
ଇସ୍କନ ମନ୍ଦିରରେ ସିଭିଲ ସୋସାଇଟିର ନୂଆଁଖାଇ ଭେଟଘାଟ   11-Oct-2026
  ଜିଲ୍ଲା  
ଧର୍ମ ପରାୟଣ ବ୍ୟକ୍ତିଙ୍କ ପରଲୋକ   11-Oct-2026
  ଜିଲ୍ଲା  
କବିତା ଜୀବନର କଥା କହେ: ସାହିତ୍ୟ ଅକାଦେମି ପକ୍ଷରୁ ଆଲୋଚନାଚକ୍ର   11-Oct-2026

You Might Also Like