-+91-9937148622 |

prerana_bgr@rediffmail.com |

  Sunday 11th October 2026 |

| | | |

R.N.I. Regd No. ODIODI/2010/46693

Breaking News

ମାୟାବର୍ହା ହାଇସ୍କୁଲରେ ଆନ୍ତର୍ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ   (11-Oct-2026)       ||      ଇସ୍କନ ମନ୍ଦିରରେ ସିଭିଲ ସୋସାଇଟିର ନୂଆଁଖାଇ ଭେଟଘାଟ   (11-Oct-2026)       ||      ଧର୍ମ ପରାୟଣ ବ୍ୟକ୍ତିଙ୍କ ପରଲୋକ    (11-Oct-2026)       ||      କବିତା ଜୀବନର କଥା କହେ: ସାହିତ୍ୟ ଅକାଦେମି ପକ୍ଷରୁ ଆଲୋଚନାଚକ୍ର   (11-Oct-2026)       ||      ମୋତେ ପ୍ରଭାବିତ କରିଥିବା ବହିଟିଏ ଶୀର୍ଷକ ଆଲୋଚନାଚକ୍ର ପୁସ୍ତକ ସହ ନିଷ୍ଠାପର ସମ୍ପର୍କ ରହିଲେ ଜୀବନର ବହୁ ଦ୍ବନ୍ଦ୍ବାତ୍ମକ ପରିସ୍ଥିତିରେ ଉଚିତ ମାର୍ଗଦର୍ଶନ ମିଳିଥାଏ    (11-Oct-2026)       ||      ବିଜୟପଲ୍ଲୀ ସଂସ୍କୃତ ମହାବିଦ୍ୟାଳୟରେ ଜୁଭେନ୍ତିକା କାର୍ଯ୍ୟକ୍ରମ   (11-Oct-2026)       ||      ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା, ୨୫ ଦିନ ଧରି ବିଜୁଳି ନାହିଁ♦️ ବିଦ୍ୟୁତ୍‌ ଅଭାବରେ ଅଚଳ ସ୍ମାର୍ଟବୋର୍ଡ, ତାତିରେ ସିଝୁଛନ୍ତି ଛାତ୍ରଛାତ୍ରୀ; ସମସ୍ୟା ନେଇ ଉପଜିଲ୍ଲାପାଳଙ୍କ ଦ୍ୱାରସ୍ଥ ଗ୍ରାମବାସୀ   (11-Oct-2026)       ||      ଓଡ଼ିଶା ସୂଚନା ସେବା ସଂଘର ବାର୍ଷିକ ଉତ୍ସବ ୨୦୨୬ ଅନୁଷ୍ଠିତ କ୍ୟାଡର ସୁଦୃଢ଼ୀକରଣ ଓ ବୃତ୍ତିଗତ ଉତ୍କର୍ଷତା ଉପରେ ଗୁରୁତ୍ୱ   (11-Oct-2026)       ||      ବଳିଟିକ୍ରା - ବୁରୋମୁଣ୍ଡା ରାସ୍ତା ରେ ଦୁଇ ବାଇକ୍ ମୁହାମୁହିଁ ଧକ୍କା, ଜଣେ ମୃତ,   (11-Oct-2026)       ||      ବଲାଙ୍ଗୀରରେ କାଂସିରାମ ଜୀଙ୍କ ୨୦ତମ ପରିନିର୍ବାଣ ଦିବସ ପାଳିତ   (10-Oct-2026)       ||      ବିଜେପି ରେ ଯୋଗ ଦେଲେ ବଲାଙ୍ଗୀର ଜିଲ୍ଲାର ବୋହୁ ସମାଜସେବୀ ଓ ଲେଖିକା ଡ. ସଂଗୀତା ମହାପାତ୍ର    (10-Oct-2026)       ||      ମା ସମେଲେଶ୍ୱ ରି ଙ୍କ ଧବଳ ମୁଖି ବେଶ    (10-Oct-2026)       ||      ମାଁ ମାଣିକେଶ୍ୱରି ଆଞ୍ଚଲିକ କୈବର୍ତ୍ତ ସମାଜ ର କମିଟି ଗଠନ   (10-Oct-2026)       ||      ପାଟଣେଶ୍ୱରୀ ଙ୍କ ନବରାତ୍ର ପୂଜା ଆରମ୍ଭ♦️ କଳସ ଶୋଭାଯାତ୍ରା ରେ ସାମିଲ ହେଲେ ଶ୍ରଦ୍ଧାଳୁ    (10-Oct-2026)       ||      ଜିଲ୍ଳା ପ୍ରଶାସନ ପକ୍ଷରୁ ଭୋଟର ତାଲିକା ପ୍ରସ୍ତୁତି ସମ୍ବନ୍ଧୀୟ ଘରକୁ ଘର ସର୍ଭେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ   (10-Oct-2026)       ||      ନାଟ୍ୟଶ୍ରୀ ଗଦାଧର ବାରିକ ପାଇବେ ଗୁରୁ ଭଗବାନ ସାହୁ ସ୍ମୃତି ସମ୍ମାନ    (10-Oct-2026)       ||      ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ    (10-Oct-2026)       ||      ଇକୋ କ୍ଲବ୍ ପକ୍ଷରୁ ୭୨ ତମ ବିଶ୍ଵ ବନ୍ୟପ୍ରାଣୀ ସପ୍ତାହ ପାଳିତ   (10-Oct-2026)       ||      ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||     

HOME   ଜିଲ୍ଲା

ଦାଦନ ଖଟିବାକୁ ଯାଇଥିଲେ ୨ ଶ୍ରମିକ, ଘରକୁ ଫେରିଲା ମୃତଦେହ…

28-Feb-2021



କଳାହାଣ୍ଡି, (ସଂଜୀବ କୁମାର ଦାସ): ରାଜ୍ୟ ବାହାରକୁ କାମ କରିବାକୁ ଯାଇଥିଲେ । ରୋଜଗାର କରିବା ସହ ପରିବାର ଚଳାଇବା ପାଇଁ ହାଇଦ୍ରାବାଦରେ କରୁଥିଲେ କାମ । ଦାଦନ ଭାବେ ଖଟୁଥିଲେ । କିନ୍ତୁ ଘରକୁ ଫେରିଲା ମୃତଦେହ ।   ଏପରି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି କଳାହାଣ୍ଡି ଜିଲ୍ଲା ଗୋପୀନାଥପୁର ପଞ୍ଚାୟତରେ।

ସୂଚନାନୁସାରେ, ଗୋପୀନାଥପୁର ଗ୍ରାମର ଦୁଇ ଜଣ ଶ୍ରମିକ ଦାଦନ ଖଟିବାକୁ ହାଇଦ୍ରାବାଦ ଯାଇଥିଲେ । କିନ୍ତୁ ସେଠାରେ ଏକ ଦୁର୍ଘଟଣାରେ ଉଭୟ ପ୍ରାଣ ହରାଇଥିଲେ। ରବିବାର ସେମାନଙ୍କର ମୃତଦେହ ଘରକୁ ଫେରିଛି। ମୃତକଙ୍କ ପରିବାରର ସମେତ ଗାଁରେ ଶୋକର ଲହରୀ ଖେଳିଯାଇଛି । ମୃତକ ଦ୍ୱୟ ହେଲେ ଥୁଆମୁଳା ରାମପୁର ବ୍ଲକ ଗୋପୀନାଥପୁର ପଞ୍ଚାୟତର ମନୋହର ମାଝୀ ଓ ଉପେନ୍ଦ୍ର ମାଝୀ ।
ସୂଚନାଯୋଗ୍ୟ, ଗତ ୨୬ ତାରିଖରେ ଦୁର୍ଘଟଣା ଘଟି ସେମାନଙ୍କର ମୃତ୍ୟୁ ହୋଇଥିଲା। ରବିବାର ସେମାନଙ୍କ ମୃତଦେହ ଘରକୁ ପେରିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ଆନ୍ତର୍ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ   11-Oct-2026
  ଜିଲ୍ଲା  
ଇସ୍କନ ମନ୍ଦିରରେ ସିଭିଲ ସୋସାଇଟିର ନୂଆଁଖାଇ ଭେଟଘାଟ   11-Oct-2026
  ଜିଲ୍ଲା  
ଧର୍ମ ପରାୟଣ ବ୍ୟକ୍ତିଙ୍କ ପରଲୋକ   11-Oct-2026
  ଜିଲ୍ଲା  
କବିତା ଜୀବନର କଥା କହେ: ସାହିତ୍ୟ ଅକାଦେମି ପକ୍ଷରୁ ଆଲୋଚନାଚକ୍ର   11-Oct-2026
  ଜିଲ୍ଲା  
ମୋତେ ପ୍ରଭାବିତ କରିଥିବା ବହିଟିଏ ଶୀର୍ଷକ ଆଲୋଚନାଚକ୍ର ପୁସ୍ତକ ସହ ନିଷ୍ଠାପର ସମ୍ପର୍କ ରହିଲେ ଜୀବନର ବହୁ ଦ୍ବନ୍ଦ୍ବାତ୍ମକ ପରିସ୍ଥିତିରେ ଉଚିତ ମାର୍ଗଦର୍ଶନ ମିଳିଥାଏ   11-Oct-2026
  ଜିଲ୍ଲା  
ବିଜୟପଲ୍ଲୀ ସଂସ୍କୃତ ମହାବିଦ୍ୟାଳୟରେ ଜୁଭେନ୍ତିକା କାର୍ଯ୍ୟକ୍ରମ   11-Oct-2026
  ଜିଲ୍ଲା  
ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା, ୨୫ ଦିନ ଧରି ବିଜୁଳି ନାହିଁ♦️ ବିଦ୍ୟୁତ୍‌ ଅଭାବରେ ଅଚଳ ସ୍ମାର୍ଟବୋର୍ଡ, ତାତିରେ ସିଝୁଛନ୍ତି ଛାତ୍ରଛାତ୍ରୀ; ସମସ୍ୟା ନେଇ ଉପଜିଲ୍ଲାପାଳଙ୍କ ଦ୍ୱାରସ୍ଥ ଗ୍ରାମବାସୀ   11-Oct-2026
  ରାଜ୍ୟ  
ଓଡ଼ିଶା ସୂଚନା ସେବା ସଂଘର ବାର୍ଷିକ ଉତ୍ସବ ୨୦୨୬ ଅନୁଷ୍ଠିତ କ୍ୟାଡର ସୁଦୃଢ଼ୀକରଣ ଓ ବୃତ୍ତିଗତ ଉତ୍କର୍ଷତା ଉପରେ ଗୁରୁତ୍ୱ   11-Oct-2026
  ଜିଲ୍ଲା  
ବଳିଟିକ୍ରା - ବୁରୋମୁଣ୍ଡା ରାସ୍ତା ରେ ଦୁଇ ବାଇକ୍ ମୁହାମୁହିଁ ଧକ୍କା, ଜଣେ ମୃତ,   11-Oct-2026
  ଜିଲ୍ଲା  
ବଲାଙ୍ଗୀରରେ କାଂସିରାମ ଜୀଙ୍କ ୨୦ତମ ପରିନିର୍ବାଣ ଦିବସ ପାଳିତ   10-Oct-2026
  ଜିଲ୍ଲା  
ବିଜେପି ରେ ଯୋଗ ଦେଲେ ବଲାଙ୍ଗୀର ଜିଲ୍ଲାର ବୋହୁ ସମାଜସେବୀ ଓ ଲେଖିକା ଡ. ସଂଗୀତା ମହାପାତ୍ର   10-Oct-2026
  ଜିଲ୍ଲା  
ମା ସମେଲେଶ୍ୱ ରି ଙ୍କ ଧବଳ ମୁଖି ବେଶ   10-Oct-2026

You Might Also Like