-+91-9937148622 |

prerana_bgr@rediffmail.com |

  Sunday 11th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଧର୍ମ ପରାୟଣ ବ୍ୟକ୍ତିଙ୍କ ପରଲୋକ    (11-Oct-2026)       ||      କବିତା ଜୀବନର କଥା କହେ: ସାହିତ୍ୟ ଅକାଦେମି ପକ୍ଷରୁ ଆଲୋଚନାଚକ୍ର   (11-Oct-2026)       ||      ମୋତେ ପ୍ରଭାବିତ କରିଥିବା ବହିଟିଏ ଶୀର୍ଷକ ଆଲୋଚନାଚକ୍ର ପୁସ୍ତକ ସହ ନିଷ୍ଠାପର ସମ୍ପର୍କ ରହିଲେ ଜୀବନର ବହୁ ଦ୍ବନ୍ଦ୍ବାତ୍ମକ ପରିସ୍ଥିତିରେ ଉଚିତ ମାର୍ଗଦର୍ଶନ ମିଳିଥାଏ    (11-Oct-2026)       ||      ବିଜୟପଲ୍ଲୀ ସଂସ୍କୃତ ମହାବିଦ୍ୟାଳୟରେ ଜୁଭେନ୍ତିକା କାର୍ଯ୍ୟକ୍ରମ   (11-Oct-2026)       ||      ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା, ୨୫ ଦିନ ଧରି ବିଜୁଳି ନାହିଁ♦️ ବିଦ୍ୟୁତ୍‌ ଅଭାବରେ ଅଚଳ ସ୍ମାର୍ଟବୋର୍ଡ, ତାତିରେ ସିଝୁଛନ୍ତି ଛାତ୍ରଛାତ୍ରୀ; ସମସ୍ୟା ନେଇ ଉପଜିଲ୍ଲାପାଳଙ୍କ ଦ୍ୱାରସ୍ଥ ଗ୍ରାମବାସୀ   (11-Oct-2026)       ||      ଓଡ଼ିଶା ସୂଚନା ସେବା ସଂଘର ବାର୍ଷିକ ଉତ୍ସବ ୨୦୨୬ ଅନୁଷ୍ଠିତ କ୍ୟାଡର ସୁଦୃଢ଼ୀକରଣ ଓ ବୃତ୍ତିଗତ ଉତ୍କର୍ଷତା ଉପରେ ଗୁରୁତ୍ୱ   (11-Oct-2026)       ||      ବଳିଟିକ୍ରା - ବୁରୋମୁଣ୍ଡା ରାସ୍ତା ରେ ଦୁଇ ବାଇକ୍ ମୁହାମୁହିଁ ଧକ୍କା, ଜଣେ ମୃତ,   (11-Oct-2026)       ||      ବଲାଙ୍ଗୀରରେ କାଂସିରାମ ଜୀଙ୍କ ୨୦ତମ ପରିନିର୍ବାଣ ଦିବସ ପାଳିତ   (10-Oct-2026)       ||      ବିଜେପି ରେ ଯୋଗ ଦେଲେ ବଲାଙ୍ଗୀର ଜିଲ୍ଲାର ବୋହୁ ସମାଜସେବୀ ଓ ଲେଖିକା ଡ. ସଂଗୀତା ମହାପାତ୍ର    (10-Oct-2026)       ||      ମା ସମେଲେଶ୍ୱ ରି ଙ୍କ ଧବଳ ମୁଖି ବେଶ    (10-Oct-2026)       ||      ମାଁ ମାଣିକେଶ୍ୱରି ଆଞ୍ଚଲିକ କୈବର୍ତ୍ତ ସମାଜ ର କମିଟି ଗଠନ   (10-Oct-2026)       ||      ପାଟଣେଶ୍ୱରୀ ଙ୍କ ନବରାତ୍ର ପୂଜା ଆରମ୍ଭ♦️ କଳସ ଶୋଭାଯାତ୍ରା ରେ ସାମିଲ ହେଲେ ଶ୍ରଦ୍ଧାଳୁ    (10-Oct-2026)       ||      ଜିଲ୍ଳା ପ୍ରଶାସନ ପକ୍ଷରୁ ଭୋଟର ତାଲିକା ପ୍ରସ୍ତୁତି ସମ୍ବନ୍ଧୀୟ ଘରକୁ ଘର ସର୍ଭେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ   (10-Oct-2026)       ||      ନାଟ୍ୟଶ୍ରୀ ଗଦାଧର ବାରିକ ପାଇବେ ଗୁରୁ ଭଗବାନ ସାହୁ ସ୍ମୃତି ସମ୍ମାନ    (10-Oct-2026)       ||      ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ    (10-Oct-2026)       ||      ଇକୋ କ୍ଲବ୍ ପକ୍ଷରୁ ୭୨ ତମ ବିଶ୍ଵ ବନ୍ୟପ୍ରାଣୀ ସପ୍ତାହ ପାଳିତ   (10-Oct-2026)       ||      ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଟିଟଲାଗଡ ବ୍ଲକ ସିଲୁଆଁ ଗ୍ରାମ୍ ବାସିନ୍ଦା ତିନି ମାସ ହେଲାଣି ପାଇ ନାହାନ୍ତି ପିଇବା ପାଣି ? ଶେଷରେ ଗ୍ରାମବାସୀ ନିଜେ କରୁଛନ୍ତି ବ୍ୟବସ୍ଥା    (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||      ଦେଓଗାଁ ଡିଗ୍ରୀ କଲେଜରେ ‘ନିଶାମୁକ୍ତ ଯୁବା, ବିକଶିତ ଭାରତ’ ଅଭିଯାନ ଅନ୍ତର୍ଗତ ଯୁବ ସଂବାଦ ମେଳା ଅନୁଷ୍ଠିତ   (10-Oct-2026)       ||     

HOME   ଜିଲ୍ଲା

ମାଝୀପଡା ପ୍ରାଥମିକ ବିଦ୍ୟାଳୟରେ ଜାତୀୟ ବିଜ୍ଞାନ ଦିବସ ପାଳିତ

28-Feb-2021



କଣ୍ଟାବାଞ୍ଜି (ପ୍ରେରଣା ଖବର): କରୋନା ମହାମାରୀର ନିର୍ଦ୍ଦେଶ କୁ ପାଳନ ପୂର୍ବକ ସାମାଜିକ ଦୂରତା, ମାସ୍କ ପରିଧାନ ଓ ସେନିଟାଇଜେସନ ସହିତ ମାଝୀପଡା ପ୍ରାଥମିକ ବିଦ୍ୟାଳୟଠାରେ ପ୍ରତିବର୍ଷ ଭଳି ଜାତୀୟ ଵିଜ୍ଞାନ ମେଳା ପାଳିତ ହୋଇଯାଇଛି।ପ୍ରକୃତିବନ୍ଧୁ ପ୍ରଧାନ ଶିକ୍ଷକ ଶ୍ରୀ ବିରଞ୍ଚି ନାରାୟଣ ଦାଶଙ୍କ ଆହ୍ୱାନ କ୍ରମେ ଅତିଥି ଭାବରେ ଅବସର ପ୍ରାପ୍ତ ଶିକ୍ଷକ ଥମିର ଛତ୍ରିଆ, ଶିକ୍ଷକ କିଶୋର ବରିହା,ଶିକ୍ଷୟିତ୍ରୀ ଦେବକୀ ତାଣ୍ଡି, କୈଳାଶ ମାଝୀ, ଅଗସ୍ତି ମାଝୀ, ପୂର୍ଣ୍ଣ ଚନ୍ଦ୍ର ନିଆଲ ଉପସ୍ଥିତ ଥିଲେ।ବିଜ୍ଞାନ କୁ ସି.ଭି.ରମଣଙ୍କର ବିଶେଷ ଅବଦାନକୁ ସଦାସର୍ବଦା ସ୍ମୃତିଚାରଣ କରିବା ସହିତ ଶ୍ରୀ ରମଣଙ୍କୁ ସମ୍ମାନ ଜଣାଇବାକୁ ଆଜିର ଦିବସ ପାଳନ କରାଯାଇଥାଏ ବୋଲି ଶ୍ରୀ ଦାଶ ପ୍ରକାଶ କରିଥିଲେ।ବିଜ୍ଞାନ ର ଦାନ ସଦାସର୍ବଦା ସମାଜର ହିତ ସାଧନ ପାଇଁ ଏବଂ ଏହାର ଜ୍ୱଳନ୍ତ ଉଦାହରଣ ହେଉଛି କୋଭିଦ ଟୀକା ଉଦ୍ଭାବନ ବୋଲି ଅନ୍ୟ ଅତିଥି ମାନେ ନିଜ ବକ୍ତବ୍ୟ ରେ କହିଥିଲେ। କୋମଳମତି ଛାତ୍ରଛାତ୍ରୀ ମାନଙ୍କୁ ଯ କୌଣସି ଶିକ୍ଷା ଦିଆ ଯାଉଛି ତାହା ବୈଜ୍ଞାନିକ ପଦ୍ଧତିରେ ହେବା ଉଚିତ ବୋଲି ସର୍ବ ସମ୍ମତି ରେ ଉପସ୍ଥିତ ଅଭିଭାବକ ସହମତି ଦେଇଥିଲେ।ବର୍ତ୍ତମାନ କରୋନା ମହାମାରୀ ଜନ ଜୀବନକୁ ବ୍ୟତିବ୍ୟସ୍ତ କରି ସାରିଛି ତେଣୁ ତାହା ପ୍ରତି ସତର୍କ ରହିବାକୁ ସମସ୍ତଙ୍କୁ ପରାମର୍ଶ ଦିଆଯାଇଥିଲା।ଛାତ୍ରଛାତ୍ରୀ ମାନଙ୍କ ଅବଗତି ନିମନ୍ତେ ବିଦ୍ୟାଳୟ ବନ୍ଦ ଥିବା ହେତୁରୁ ଆଜିର କାର୍ଯ୍ୟକ୍ରମ ର ସବିଶେଷ ବିବରଣୀ ବିଦ୍ୟାଳୟ ର ହ୍ୱଟସଆପ ଗୃପରେ ପ୍ରେରଣ କରାଯାଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ଧର୍ମ ପରାୟଣ ବ୍ୟକ୍ତିଙ୍କ ପରଲୋକ   11-Oct-2026
  ଜିଲ୍ଲା  
କବିତା ଜୀବନର କଥା କହେ: ସାହିତ୍ୟ ଅକାଦେମି ପକ୍ଷରୁ ଆଲୋଚନାଚକ୍ର   11-Oct-2026
  ଜିଲ୍ଲା  
ମୋତେ ପ୍ରଭାବିତ କରିଥିବା ବହିଟିଏ ଶୀର୍ଷକ ଆଲୋଚନାଚକ୍ର ପୁସ୍ତକ ସହ ନିଷ୍ଠାପର ସମ୍ପର୍କ ରହିଲେ ଜୀବନର ବହୁ ଦ୍ବନ୍ଦ୍ବାତ୍ମକ ପରିସ୍ଥିତିରେ ଉଚିତ ମାର୍ଗଦର୍ଶନ ମିଳିଥାଏ   11-Oct-2026
  ଜିଲ୍ଲା  
ବିଜୟପଲ୍ଲୀ ସଂସ୍କୃତ ମହାବିଦ୍ୟାଳୟରେ ଜୁଭେନ୍ତିକା କାର୍ଯ୍ୟକ୍ରମ   11-Oct-2026
  ଜିଲ୍ଲା  
ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା, ୨୫ ଦିନ ଧରି ବିଜୁଳି ନାହିଁ♦️ ବିଦ୍ୟୁତ୍‌ ଅଭାବରେ ଅଚଳ ସ୍ମାର୍ଟବୋର୍ଡ, ତାତିରେ ସିଝୁଛନ୍ତି ଛାତ୍ରଛାତ୍ରୀ; ସମସ୍ୟା ନେଇ ଉପଜିଲ୍ଲାପାଳଙ୍କ ଦ୍ୱାରସ୍ଥ ଗ୍ରାମବାସୀ   11-Oct-2026
  ରାଜ୍ୟ  
ଓଡ଼ିଶା ସୂଚନା ସେବା ସଂଘର ବାର୍ଷିକ ଉତ୍ସବ ୨୦୨୬ ଅନୁଷ୍ଠିତ କ୍ୟାଡର ସୁଦୃଢ଼ୀକରଣ ଓ ବୃତ୍ତିଗତ ଉତ୍କର୍ଷତା ଉପରେ ଗୁରୁତ୍ୱ   11-Oct-2026
  ଜିଲ୍ଲା  
ବଳିଟିକ୍ରା - ବୁରୋମୁଣ୍ଡା ରାସ୍ତା ରେ ଦୁଇ ବାଇକ୍ ମୁହାମୁହିଁ ଧକ୍କା, ଜଣେ ମୃତ,   11-Oct-2026
  ଜିଲ୍ଲା  
ବଲାଙ୍ଗୀରରେ କାଂସିରାମ ଜୀଙ୍କ ୨୦ତମ ପରିନିର୍ବାଣ ଦିବସ ପାଳିତ   10-Oct-2026
  ଜିଲ୍ଲା  
ବିଜେପି ରେ ଯୋଗ ଦେଲେ ବଲାଙ୍ଗୀର ଜିଲ୍ଲାର ବୋହୁ ସମାଜସେବୀ ଓ ଲେଖିକା ଡ. ସଂଗୀତା ମହାପାତ୍ର   10-Oct-2026
  ଜିଲ୍ଲା  
ମା ସମେଲେଶ୍ୱ ରି ଙ୍କ ଧବଳ ମୁଖି ବେଶ   10-Oct-2026
  ଜିଲ୍ଲା  
ମାଁ ମାଣିକେଶ୍ୱରି ଆଞ୍ଚଲିକ କୈବର୍ତ୍ତ ସମାଜ ର କମିଟି ଗଠନ   10-Oct-2026
  ଜିଲ୍ଲା  
ପାଟଣେଶ୍ୱରୀ ଙ୍କ ନବରାତ୍ର ପୂଜା ଆରମ୍ଭ♦️ କଳସ ଶୋଭାଯାତ୍ରା ରେ ସାମିଲ ହେଲେ ଶ୍ରଦ୍ଧାଳୁ   10-Oct-2026

You Might Also Like