-+91-9937148622 |
prerana_bgr@rediffmail.com |
Sunday 11th October 2026 |
R.N.I. Regd No. ODIODI/2010/46693
Breaking News
28-Feb-2021
*ଅନୁଗୋଳ(ପ୍ରେରଣା ଖବର) :ପୁଣି ଚାକିରୀ ଦେବା ନାଁରେ ଠକେଇ ଅଭିଯୋଗ। ନିଯୁକ୍ତ ଦେବାକୁ କହି ଠକି ନେଲେ ହଜାର ହଜାର ଟଙ୍କା। ଏଭଳି ଘଟଣା ଘଟିଛି ଅନୁଗୋଳ ଜିଲ୍ଲାରେ। ପୁଲିସ ଉକ୍ତ ଠକେଇ ଘଟଣାରେ ୩ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ରାଜକିଶୋରପଡ଼ାର ରଞ୍ଜନ କୁମାର ତ୍ରିପାଠୀ, ତାଙ୍କ ସ୍ତ୍ରୀ ମିତାଲି ତ୍ରିପାଠୀ ଏବଂ ରେଙ୍ଗାଳି ଅଞ୍ଚଳର ରଞ୍ଜନ କୁମାର ସାହୁ!!