-+91-9937148622 |
prerana_bgr@rediffmail.com |
Sunday 11th October 2026 |
R.N.I. Regd No. ODIODI/2010/46693
Breaking News
28-Feb-2021
ବଲାଙ୍ଗିର(ସନ୍ତୋଷ କୁମାର ଠାକୁର) ଗତ କିଛି ଦିନ ହେଲା ବଲାଙ୍ଗିର ଜିଲାରେ କରୋନା ସଂକ୍ରମଣ ହାର ପୁଣି ବଢୁଥିବା ଦେଖା ଯାଇଛି l ଆଜି ବଲାଙ୍ଗିର ଜିଲ୍ଲାରେ
ଜଣ କରୋନା ପଜିଟିଭଙ୍କୁ ଚିହ୍ନଟ କରାଯାଇଛି l ବଲାଙ୍ଗିର ପୌରାଞ୍ଚଳର ୱାର୍ଡ଼ ନମ୍ବର 10 ରୁ ଜଣେ ଓ ୱାର୍ଡ ନମ୍ବର 19 ରୁ ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ବେଲପଡା ବ୍ଲକ ର ସରମୁହାଣ ରୁ ଜଣେ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଥିବା ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ପ୍ରକାଶ l
ସୂଚନlଯୋଗ୍ୟ, ଆଜି ପର୍ଯ୍ୟନ୍ତ ଜିଲ୍ଲାରେ ମୋଟ 8842 ଜଣା ପଜିଟିଭ ଚିହ୍ନଟ ହୋଇଥିବ ବେଳେ 26 ଟି ଆକ୍ଟିଭ କେଶ୍ ରହିଛି ଓ ମୋଟ 8774 ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି l