-+91-9937148622 |

prerana_bgr@rediffmail.com |

  Saturday 10th October 2026 |

| | | |

R.N.I. Regd No. ODIODI/2010/46693

Breaking News

ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Oct-2026)       ||      ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ    (09-Oct-2026)       ||      ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   (09-Oct-2026)       ||      ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   (09-Oct-2026)       ||      ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   (09-Oct-2026)       ||      ୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   (09-Oct-2026)       ||      ଓଡ଼ିଶା ସୂଚନା ସେବା (OIS) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସୋସିଆଲ ମିଡିଆ ଟ୍ରେଣ୍ଡ ଏବଂ AI-ଆଧାରିତ ସଂଚାର ଉପରେ ଆଲୋଚନା   (09-Oct-2026)       ||      *ଝରୀଗୁଡା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ଗଛରେ ପିଟିଲା ଅଲଟୋ କାର୍, ସ୍ୱାମୀ-ସ୍ତ୍ରୀ ମୃତ*   (09-Oct-2026)       ||      ସୁଦୀପ କୁମାର ତ୍ରିପାଠୀ♦️ ମାନବିକତାର ଜ୍ୱଳନ୍ତ ଉଦାହରଣ - ୩୨ ଦିନର ଶିଶୁକୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ    (09-Oct-2026)       ||      ସିରୋଲ କ୍ଲଷ୍ଟରରେ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଅନୁଷ୍ଠିତ   (09-Oct-2026)       ||      ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ    (09-Oct-2026)       ||      ବଲାଙ୍ଗୀର ବନଖଣ୍ଡରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ ଉଦ୍‌ଯାପିତ   (09-Oct-2026)       ||      *ଦରଖାସ୍ତ ନଦେଇ ଫେରିଗଲେ ମହିଳାମାନେ, ଅବକାରୀ ଥାନା ରେ ପଡ଼ିଛି ତାଲା !*   (09-Oct-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ ଚତୁର୍ଥ ମାସିକ ବୈଠକ ଅନୁଷ୍ଠିତ   (09-Oct-2026)       ||      ବରପାଲିରେ ଭିନ୍ନକ୍ଷମ ଶିଶୁଙ୍କ ଚିହ୍ନଟ ଓ ସହାୟକ ଉପକରଣ ବଣ୍ଟନ ଶିବିର   (09-Oct-2026)       ||      ସରପଞ୍ଚ ସଂଘ ସଭାପତିଙ୍କ ବିରୋଧରେ ଥାନାରେ ମାମଲା   (09-Oct-2026)       ||      ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   (09-Oct-2026)       ||      ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   (09-Oct-2026)       ||      *ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||     

HOME   ଜିଲ୍ଲା

ବିଲେଇସର୍ଡା ହାଇସ୍କୁଲରେ ଜାତୀୟ ବିଜ୍ଞାନ ଦିବସ ପାଳିତ

28-Feb-2021



 ବଲାଙ୍ଗିର: ପୁଇଁନ୍ତଲା ବ୍ଲକ ଅନ୍ତର୍ଗତ ବିଲେଇସର୍ଡା ଜବାହାରଲାଲ ସରକାରୀ ଉଚ୍ଚ ବିଦ୍ୟାଳୟ ଠାରେ ଜାତୀୟ ବିଜ୍ଞାନ ଦିବସ ପାଳନ ଅବସରରେ ଏକ ଆଲୋଚନାଚକ୍ର “ମଣିଷକୁ ଆଗେଇବାରେ ବିଜ୍ଞାନ” ଶୀର୍ଷକ ଅନୁଷ୍ଠିତ  ହୋଇଯାଇଛି ।  ପ୍ରଧାନ ଶିକ୍ଷୟିତ୍ରୀ ସୁଜାତା ପୁରୋହିତଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ବିଦ୍ୟାଳୟର ବିଜ୍ଞାନ ଶିକ୍ଷକ ସୁଧାଂଶୁ ଶେଖର ପ୍ରଧାନ ମହାନ ଉପଲବ୍ଧି ନିମନ୍ତେ ଅର୍ଥ କିମ୍ବା ପୃଷ୍ଠଭୂମିର ବିଶେଷ ଆବଶ୍ୟକତା ନାହିଁ ବରଂ ସ୍ୱପ୍ନ ଓ ସାଧନା ଲୋଡା । ଏହି ଦୃଷ୍ଟିରୁ ରମଣ ସମସ୍ତଙ୍କ ପାଇଁ ଆଦର୍ଶ ବୋଲି କହିବା ସହ ଦୈନନ୍ଦିନ ଜିବନରେ ବିଜ୍ଞାନର ମହତ୍ତ୍ୱପୂର୍ଣ୍ଣ ଭୂମିକା ବିଷୟରେ କହିଥିଲେ ।   ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀମତୀ ପୁରୋହିତ ନିଜ ସଭାପତିତ୍ୱ ଅଭିଭାଷଣରେ  କୋଭିଡ-୧୯ ମହାମାରୀ ଆମକୁ ବିଜ୍ଞାନର ସୁରକ୍ଷା ପ୍ରଦାୟି ଭୂମିକା ଉପରେ ଯଥେଷ୍ଟ ସଚେତନ କରିପାରିଛି ବୋଲି କହିବା ସହ “ଲୋକଟିଏ - ଗଛଟିଏ” ଏହି ଧାରାରେ ସମସ୍ତେ ଚାଲିଲେ ନିଶ୍ଚୟ ଆମେ ଆମର ଆଗାମୀ ପିଢି ପାଇଁ ଏକ ସୁସ୍ଥ ଓ ସୁନ୍ଦର ନିର୍ମଳ ପୃଥିବୀ ଛାଡି ଯାଇପାରିବା ବୋଲି ମତ ପ୍ରକାଶ କରିଥିଲେ । ଛାତ୍ର ଛାତ୍ରୀମାନଙ୍କୁ ନୂତନତ୍ୱର ସନ୍ଧାନ ପଥରେ ଅଗ୍ରସର ହେବା ପାଇଁ ଶିକ୍ଷକ ରଂଜିତ ମିଶ୍ର ନିଜ ବକ୍ତବ୍ୟରେ କହିଥିଲେ ।  ଏହି ଅବସରରେ ବିଜ୍ଞାନ ଶିକ୍ଷକ ସୁଧାଂଶୁ ଶେଖର ପ୍ରଧାନ ଓ ବିଜ୍ଞାନ ପ୍ରଦର୍ଶନୀରେ କୃତିତ୍ୱ ହାସଲ କରିଥିବା ଛାତ୍ରୀ ତରୁଣିମା ବିଶ୍ୱାଳଙ୍କୁ ସମ୍ବର୍ଦ୍ଧନା ଦିଆଯାଇଥିଲା । କାର୍ଯ୍ୟକ୍ରମ ସଂଯୋଜନା ରଂଜିତ ମିଶ୍ର କରିଥିବା ବେଳେ ଧନ୍ୟବାଦ ଦେଇଥିଲେ ରାଜ କୁମାର ପ୍ରଧାନ । କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ ଶିକ୍ଷକ ପ୍ରମୋଦ ବିଶ୍ୱାଳ, ସୁଦାମ କୁମ୍ଭାର, ଜଗନ୍ନାଥ ଯୋଷୀ, ଅମୁଲ୍ୟ ଦୋରା, ଶିକ୍ଷୟିତ୍ରୀ ସୁବାଷିନୀ ସେଠି, ନିରୋତ୍ତମା ବିଶ୍ୱାଲ, ରଶ୍ମିତା ନନ୍ଦ, ରଶ୍ମିତା ବିଶ୍ୱାଲ, ଅଭିଭାବକ ଗଦାଧର ବିଶ୍ୱାଲ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ବରଗଡ଼ରେ ‘ଜୁଭେଣ୍ଟିକା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ଛାତ୍ର ସଂସଦ ନିର୍ବାଚନ: ସରିଲା ନାମାଙ୍କନ♦️ କଣ୍ଟାମାଳ କଲେଜ ରୁ ୧୮ଜଣ କଲେ ନାମାଙ୍କନ ୫ଜଣ ନିର୍ଦ୍ୱନ୍ଦ୍ୱ ରେ ନିର୍ବାଚିତ, ଜଣଙ୍କ ପ୍ରାର୍ଥୀପତ୍ର ନାକଚ   09-Oct-2026
  ରାଜ୍ୟ  
ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   09-Oct-2026
  ଜିଲ୍ଲା  
ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   09-Oct-2026
  ଜିଲ୍ଲା  
ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   09-Oct-2026
  ଜିଲ୍ଲା  
୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   09-Oct-2026
  ଜିଲ୍ଲା  
ଓଡ଼ିଶା ସୂଚନା ସେବା (OIS) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସୋସିଆଲ ମିଡିଆ ଟ୍ରେଣ୍ଡ ଏବଂ AI-ଆଧାରିତ ସଂଚାର ଉପରେ ଆଲୋଚନା   09-Oct-2026
  ଜିଲ୍ଲା  
*ଝରୀଗୁଡା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ଗଛରେ ପିଟିଲା ଅଲଟୋ କାର୍, ସ୍ୱାମୀ-ସ୍ତ୍ରୀ ମୃତ*   09-Oct-2026
  ଜିଲ୍ଲା  
ସୁଦୀପ କୁମାର ତ୍ରିପାଠୀ♦️ ମାନବିକତାର ଜ୍ୱଳନ୍ତ ଉଦାହରଣ - ୩୨ ଦିନର ଶିଶୁକୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ   09-Oct-2026
  ଜିଲ୍ଲା  
ସିରୋଲ କ୍ଲଷ୍ଟରରେ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ବଲାଙ୍ଗୀର ବନଖଣ୍ଡରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ ଉଦ୍‌ଯାପିତ   09-Oct-2026

You Might Also Like