-+91-9937148622 |

prerana_bgr@rediffmail.com |

  Friday 9th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   (09-Oct-2026)       ||      ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   (09-Oct-2026)       ||      ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   (09-Oct-2026)       ||      ୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   (09-Oct-2026)       ||      ଓଡ଼ିଶା ସୂଚନା ସେବା (OIS) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସୋସିଆଲ ମିଡିଆ ଟ୍ରେଣ୍ଡ ଏବଂ AI-ଆଧାରିତ ସଂଚାର ଉପରେ ଆଲୋଚନା   (09-Oct-2026)       ||      *ଝରୀଗୁଡା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ଗଛରେ ପିଟିଲା ଅଲଟୋ କାର୍, ସ୍ୱାମୀ-ସ୍ତ୍ରୀ ମୃତ*   (09-Oct-2026)       ||      ସୁଦୀପ କୁମାର ତ୍ରିପାଠୀ♦️ ମାନବିକତାର ଜ୍ୱଳନ୍ତ ଉଦାହରଣ - ୩୨ ଦିନର ଶିଶୁକୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ    (09-Oct-2026)       ||      ସିରୋଲ କ୍ଲଷ୍ଟରରେ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଅନୁଷ୍ଠିତ   (09-Oct-2026)       ||      ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ    (09-Oct-2026)       ||      ବଲାଙ୍ଗୀର ବନଖଣ୍ଡରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ ଉଦ୍‌ଯାପିତ   (09-Oct-2026)       ||      *ଦରଖାସ୍ତ ନଦେଇ ଫେରିଗଲେ ମହିଳାମାନେ, ଅବକାରୀ ଥାନା ରେ ପଡ଼ିଛି ତାଲା !*   (09-Oct-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ ଚତୁର୍ଥ ମାସିକ ବୈଠକ ଅନୁଷ୍ଠିତ   (09-Oct-2026)       ||      ବରପାଲିରେ ଭିନ୍ନକ୍ଷମ ଶିଶୁଙ୍କ ଚିହ୍ନଟ ଓ ସହାୟକ ଉପକରଣ ବଣ୍ଟନ ଶିବିର   (09-Oct-2026)       ||      ସରପଞ୍ଚ ସଂଘ ସଭାପତିଙ୍କ ବିରୋଧରେ ଥାନାରେ ମାମଲା   (09-Oct-2026)       ||      ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   (09-Oct-2026)       ||      ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   (09-Oct-2026)       ||      *ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||     

HOME   ଖେଳ

ଓସିଏ ଭିଜନ ୨୦୨୪ ଜୁନିୟର ଇନ୍‌ଟ୍ରାକ୍ଲବ କ୍ରିକେଟ ପ୍ରତିଯୋଗିତା 

28-Feb-2021



ବଲାଙ୍ଗିର: ସ୍ଥାନୀୟ ଗାନ୍ଧୀ ଷ୍ଟାଡିୟାମ ଠାରେ ଓସିଏ ଭିଜନ ୨୦୨୪ ଜୁନିୟର ଇନ୍‌ଟ୍ରାକ୍ଲବ କ୍ରିକେଟ ପ୍ରତିଯୋଗିତାର ପଞ୍ଚମ ଦିବସରେ ନବକିଶୋର କ୍ରିକେଟ କ୍ଲବ ଓ ଟିଟିଲାଗଡ କ୍ରିକେଟ ଦଳ ମଧ୍ୟରେ ଅନୁଷ୍ଠିତ ହୋଇଥିଲା । ନବକିଶୋର ଦଳପ୍ରଥମେ ବ୍ୟାଟିଂ କରି ୩୬.୪ ଓଭରରେ ସମସ୍ତ ୱିକେଟ ହରାଇ ୨୧୬ ରନ ସଂଗ୍ରହ କରିଥିଲା । ନବକିଶୋର ଦଳ ତରଫରୁ ଅନୁରାଗ ପ୍ରଧାନ ସର୍ବାଧିକ ୫୯ ରନ, ଆୟୁଷ ନାଥ ୩୧ ରନ୍‌, ଅଭିଜିତ ପାତ୍ର ୨୦ ରନ୍ ଓ ଶ୍ରୀୟସ ପଣ୍ଡା ଅପରାଜିତ ୧୭ ରନ ସଂଗ୍ରହ କରିଥିଲେ । ଟିଟିଲାଗଡ ଦଳ ତରଫରୁ ସଫଳ ବଳ ଭାବରେ ଦିବ୍ୟମ୍ ଛପାଡିଆ ୩ ଗୋଟି ୱିକେଟ, ପ୍ରତାପ ରଣା ୩ ଗୋଟି ଓି୍ୱକେଟ ଅକ୍ତିଆର କରିଥିôଲେ । ଏହାର ଜବାବରେ ଟିଟିଲାଗଡ ଦଳ ସମସ୍ତ ଓି୍ୱକେଟ ହରାଇ ମାତ୍ର ୮୩ରନ୍ ସଂଗ୍ରହ କରିଥିଲେ । ଏହି ମ୍ୟାଚକୁ ନବକିଶୋର ଦଳ ୧୩୩ ରନ୍ ବ୍ୟବଧାନରେ ବିଜୟୀ ଲାଭ କରିଥିଲା । ନବକିଶୋର ଦଳ ତରଫରୁ ସଫଳ ବୋଲର  ଭାବରେ ଅଙ୍କିତ ନାୟକ ସର୍ବାଧିକ ୫ଟି ଓି୍ୱକେଟ, ସମର୍ପିତ ପଟେଲ ୩ଗୋଟି, ଅଭିଜିତ ପାତ୍ର ଓ ଭବ୍ୟସ ପଧାରିଆ ଗୋଟିଏ ଲେଖାଏଁ ୱିକେଟ ଅକ୍ତିଆର କରିଥିଲେ ।  ଆଜିର ଏହି ମ୍ୟାଚକୁ ଓସିଏ ମାନ୍ୟତା ପ୍ରାପ୍ତ ଅମ୍ପିୟାର ପୃଥ୍ୱୀରାଜ ମିଶ୍ର ଓ ବିଶ୍ୱମ୍ବର ମହାକୁଡ ପରିଚାଳନା କରିଥିବା ବେଳେ ସ୍ୱାଗତ ତ୍ରିପାଠି, ଜଗପତି ନାୟକ ସ୍କୋରର ଦାୟିତ୍ୱ ତୁଳାଇଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ବାଦ୍ ପଡ଼ିଥିବା ଏବଂ ପ୍ରଥମ ଥର/ଯୁବ ଭୋଟରଙ୍କ ନାମ ପଞ୍ଜୀକରଣ ପାଇଁ ସ୍ୱତନ୍ତ୍ର ଅଭିଯାନ   09-Oct-2026
  ଜିଲ୍ଲା  
ବରଗଡ଼ର ଇତିହାସ, ସଂସ୍କୃତି ଓ ପ୍ରତ୍ନତତ୍ତ୍ୱର ଦଲିଲୀକରଣ ପାଇଁ ଜାତୀୟ ଆଲୋଚନାଚକ୍ର   09-Oct-2026
  ଜିଲ୍ଲା  
ସାମାଜିକ ଗଣମାଧ୍ୟମରେ ଉଦୀୟମାନ ଧାରା ଉପରେ ପ୍ରଥମ ଅଧିବେଶନ - ସରକାରୀ ସଂଚାରରେ ନୂତନ ପ୍ରଯୁକ୍ତି, ତଥ୍ୟର ସତ୍ୟତା ଓ ଜନସହଭାଗିତା ଉପରେ ଗୁରୁତ୍ୱ   09-Oct-2026
  ଜିଲ୍ଲା  
୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ   09-Oct-2026
  ଜିଲ୍ଲା  
ଓଡ଼ିଶା ସୂଚନା ସେବା (OIS) ଅଧିକାରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସୋସିଆଲ ମିଡିଆ ଟ୍ରେଣ୍ଡ ଏବଂ AI-ଆଧାରିତ ସଂଚାର ଉପରେ ଆଲୋଚନା   09-Oct-2026
  ଜିଲ୍ଲା  
*ଝରୀଗୁଡା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ଗଛରେ ପିଟିଲା ଅଲଟୋ କାର୍, ସ୍ୱାମୀ-ସ୍ତ୍ରୀ ମୃତ*   09-Oct-2026
  ଜିଲ୍ଲା  
ସୁଦୀପ କୁମାର ତ୍ରିପାଠୀ♦️ ମାନବିକତାର ଜ୍ୱଳନ୍ତ ଉଦାହରଣ - ୩୨ ଦିନର ଶିଶୁକୁ ରକ୍ତ ଦେଇ ଜୀବନ ବଞ୍ଚାଇଲେ   09-Oct-2026
  ଜିଲ୍ଲା  
ସିରୋଲ କ୍ଲଷ୍ଟରରେ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ବଲାଙ୍ଗୀର ବନଖଣ୍ଡରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ ଉଦ୍‌ଯାପିତ   09-Oct-2026
  ଜିଲ୍ଲା  
*ଦରଖାସ୍ତ ନଦେଇ ଫେରିଗଲେ ମହିଳାମାନେ, ଅବକାରୀ ଥାନା ରେ ପଡ଼ିଛି ତାଲା !*   09-Oct-2026
  ଜିଲ୍ଲା  
ତୁଷୁରା କ୍ଲଷ୍ଟର ସ୍ତରୀୟ ଚତୁର୍ଥ ମାସିକ ବୈଠକ ଅନୁଷ୍ଠିତ   09-Oct-2026

You Might Also Like