-+91-9937148622 |

prerana_bgr@rediffmail.com |

  Friday 9th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସିରୋଲ କ୍ଲଷ୍ଟରରେ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଅନୁଷ୍ଠିତ   (09-Oct-2026)       ||      ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ    (09-Oct-2026)       ||      ବଲାଙ୍ଗୀର ବନଖଣ୍ଡରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ ଉଦ୍‌ଯାପିତ   (09-Oct-2026)       ||      *ଦରଖାସ୍ତ ନଦେଇ ଫେରିଗଲେ ମହିଳାମାନେ, ଅବକାରୀ ଥାନା ରେ ପଡ଼ିଛି ତାଲା !*   (09-Oct-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ ଚତୁର୍ଥ ମାସିକ ବୈଠକ ଅନୁଷ୍ଠିତ   (09-Oct-2026)       ||      ବରପାଲିରେ ଭିନ୍ନକ୍ଷମ ଶିଶୁଙ୍କ ଚିହ୍ନଟ ଓ ସହାୟକ ଉପକରଣ ବଣ୍ଟନ ଶିବିର   (09-Oct-2026)       ||      ସରପଞ୍ଚ ସଂଘ ସଭାପତିଙ୍କ ବିରୋଧରେ ଥାନାରେ ମାମଲା   (09-Oct-2026)       ||      ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   (09-Oct-2026)       ||      ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   (09-Oct-2026)       ||      *ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ    (08-Oct-2026)       ||      ବରୀ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ସଫଳ   (08-Oct-2026)       ||      ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅଧୀନରେ JOSH Teamର ଜିଲ୍ଲାସ୍ତରୀୟ ଶୁଭାରମ୍ଭ   (08-Oct-2026)       ||      ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ବନ୍ଦ ପାଳିତ   (08-Oct-2026)       ||      ବରପାଲିରେ କଂଗ୍ରେସ ଦଳପକ୍ଷରୁ ‘ଓଡ଼ିଶା ବନ୍ଦ’ ପାଳନ ଶାନ୍ତିପୂର୍ଣ୍ଣ ସହ ସଫଳ   (08-Oct-2026)       ||      ଜାମ୍ବଗୁଡ଼ା ବିଦ୍ୟାଳୟରେ ପ୍ରଥମଥର ବିଦ୍ୟାଳୟସ୍ତରୀୟ ‘ସୁରଭି’ କାର୍ଯ୍ୟକ୍ରମ ଅନୁଷ୍ଠିତ   (08-Oct-2026)       ||     

HOME   ଜିଲ୍ଲା

ପାଟଣାଗଡ଼ ବ୍ଳକ ଛକ ସ୍ଥିତ ଅମୃତ ଧାରା ରୁ ବାହାରୁ ନି ଜଳ ?

28-Feb-2021



ପାଟଣାଗଡ଼(ଗୋରେଖନାଥ ବରିହା): ବଲାଙ୍ଗୀର ଜିଲ୍ଲା ତଥା ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ପାଟଣା ରାଇଜର ପାଟଣାଗଡ଼ ନାଁ ପଶ୍ଚିମ ଓଡ଼ିଶା ବ୍ୟତୀତ ସମଗ୍ର  ଓଡ଼ିଶା ରାଜ୍ୟରେ ବିଦିତ ଓ ପାଟଣାଗଡ଼  ମାଟି ଏକ ବୀର ମାଟି ନାଁ ରେ ପରିଗଣିତ  ହେଲେ ସୁଦ୍ଧା  ପାଟଣାଗଡ଼ ର  ଯେପରି ନାଁ ସେପରି  ସହର ବିକାଶ ବହୁଦୂର ରେ ବୋଲି ମତ ପ୍ରକାଶ ପାଉଛି । ମତାନୁସାରେ ପାଟଣାଗଡ଼ ସହର ଅନେକ ସମସ୍ୟା ରହିଛି ।ତନ୍ନ ମଧ୍ୟ ରୁ ଟ୍ରାଫିକ ସମସ୍ୟା , ସହର ମୁଖ୍ୟ ରାସ୍ତା ,ଜନ ଗହଳି ତଥା ଛକ  ସ୍ଥାନ ଗୁଡିକରେ  ସାଧାରଣ ଙ୍କ ପାଇଁ  ସ୍ୱଚ୍ଛ ପାନୀୟ ଜଳ ର ବ୍ୟବସ୍ଥା  ଏଭଳି ଅନେକ ସମସ୍ୟା ପରିଲକ୍ଷିତ ହେଉଥିବା ବୁଦ୍ଧି ଜୀବି ମହଲରେ ମତ ପ୍ରକାଶ ପାଉଛି  । ସୁଚନା ଯୋଗ୍ୟ ଯେ  ପାଟଣାଗଡ଼ ବ୍ଳକ ଛକ  ରେ ଥିବା ଅମୃତ ଧାରା ଟି ଅଚଳ ହୋଇପଡିଛ । ଯାହାଫଳରେ କି ଲୋକେ ପାନୀୟ ଜଳ ପାଇପାରୁ ନାହାନ୍ତି । ଅନ୍ୟପକ୍ଷରେ ମୂଖ୍ୟ ପଦ୍ମପୁର , କଣ୍ଟାବାଞ୍ଜି  ସହର କୁ ସଂଯୋଗ କରୁଥିବା ରୁ ଲୋକେ ବ୍ଳକ ଛକ ରେ ବସ କୁ ପାଇଁ ଅପେକ୍ଷା କରିଥାନ୍ତି ଓ ସବୁବେଳେ ଜନ ଗହଳି ଲାଗି  ରହୁଥିବା ଦେଖିବାକୁ ମିଳିଛି । ବର୍ତମାନ ଗ୍ରିଷ୍ମ ପ୍ରଭାବ ଧିରେଧିରେ ବଢ଼ିବାରେ ଲାଗିଛି ତେଣୁ  ଛକ ରେ ଥିବା ଅମୃତ ଧାରା କୁ ତୁରନ୍ତ ଶଚଳ କରିବାକୁ ଜନସାଧାରଣ ରେ ଦାବି ହେଉଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସିରୋଲ କ୍ଲଷ୍ଟରରେ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ବିଜେପୁର ଆଞ୍ଚଳିକ ସାଧନ କେନ୍ଦ୍ରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୬ କାର୍ଯ୍ୟକ୍ରମ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ବଲାଙ୍ଗୀର ବନଖଣ୍ଡରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ ଉଦ୍‌ଯାପିତ   09-Oct-2026
  ଜିଲ୍ଲା  
*ଦରଖାସ୍ତ ନଦେଇ ଫେରିଗଲେ ମହିଳାମାନେ, ଅବକାରୀ ଥାନା ରେ ପଡ଼ିଛି ତାଲା !*   09-Oct-2026
  ଜିଲ୍ଲା  
ତୁଷୁରା କ୍ଲଷ୍ଟର ସ୍ତରୀୟ ଚତୁର୍ଥ ମାସିକ ବୈଠକ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ବରପାଲିରେ ଭିନ୍ନକ୍ଷମ ଶିଶୁଙ୍କ ଚିହ୍ନଟ ଓ ସହାୟକ ଉପକରଣ ବଣ୍ଟନ ଶିବିର   09-Oct-2026
  ଜିଲ୍ଲା  
ସରପଞ୍ଚ ସଂଘ ସଭାପତିଙ୍କ ବିରୋଧରେ ଥାନାରେ ମାମଲା   09-Oct-2026
  ଜିଲ୍ଲା  
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   09-Oct-2026
  ଜିଲ୍ଲା  
ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   09-Oct-2026
  ଜିଲ୍ଲା  
*ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   09-Oct-2026
  ରାଜ୍ୟ  
ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   09-Oct-2026
  ରାଜ୍ୟ  
ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   09-Oct-2026

You Might Also Like