-+91-9937148622 |

prerana_bgr@rediffmail.com |

  Friday 9th October 2026 |

| | | |

R.N.I. Regd No. ODIODI/2010/46693

Breaking News

*ଦରଖାସ୍ତ ନଦେଇ ଫେରିଗଲେ ମହିଳାମାନେ, ଅବକାରୀ ଥାନା ରେ ପଡ଼ିଛି ତାଲା !*   (09-Oct-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ ଚତୁର୍ଥ ମାସିକ ବୈଠକ ଅନୁଷ୍ଠିତ   (09-Oct-2026)       ||      ବରପାଲିରେ ଭିନ୍ନକ୍ଷମ ଶିଶୁଙ୍କ ଚିହ୍ନଟ ଓ ସହାୟକ ଉପକରଣ ବଣ୍ଟନ ଶିବିର   (09-Oct-2026)       ||      ସରପଞ୍ଚ ସଂଘ ସଭାପତିଙ୍କ ବିରୋଧରେ ଥାନାରେ ମାମଲା   (09-Oct-2026)       ||      ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   (09-Oct-2026)       ||      ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   (09-Oct-2026)       ||      *ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ    (08-Oct-2026)       ||      ବରୀ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ସଫଳ   (08-Oct-2026)       ||      ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅଧୀନରେ JOSH Teamର ଜିଲ୍ଲାସ୍ତରୀୟ ଶୁଭାରମ୍ଭ   (08-Oct-2026)       ||      ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ବନ୍ଦ ପାଳିତ   (08-Oct-2026)       ||      ବରପାଲିରେ କଂଗ୍ରେସ ଦଳପକ୍ଷରୁ ‘ଓଡ଼ିଶା ବନ୍ଦ’ ପାଳନ ଶାନ୍ତିପୂର୍ଣ୍ଣ ସହ ସଫଳ   (08-Oct-2026)       ||      ଜାମ୍ବଗୁଡ଼ା ବିଦ୍ୟାଳୟରେ ପ୍ରଥମଥର ବିଦ୍ୟାଳୟସ୍ତରୀୟ ‘ସୁରଭି’ କାର୍ଯ୍ୟକ୍ରମ ଅନୁଷ୍ଠିତ   (08-Oct-2026)       ||      ଗଞ୍ଜେଇ ଚାଲାଣ ଅଭିଯୋଗରେ ଅଭିଯୁକ୍ତ ମାନଙ୍କୁ ସଶ୍ରମ କାରାଦଣ୍ଡ ଏବଂ ୧ ଲକ୍ଷ ଟଙ୍କା ଜରିମାନା   (08-Oct-2026)       ||      ବିନିକାରେ ବନ୍ଦ ପାଳନ ସମ୍ପୂର୍ଣ୍ଣ ସଫଳ   (08-Oct-2026)       ||      ଜିଲ୍ଲାସ୍ତରୀୟ ଜାତୀୟ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ଖୋଲାନ ପିଏମଶ୍ରୀ ଅକ୍ତିଆର କଲା ପ୍ରଥମ ସ୍ଥାନ    (08-Oct-2026)       ||     

HOME   ଅପରାଧ

ହରଭଙ୍ଗା: ସାମାନ୍ୟ କଥାକୁ କେନ୍ଦ୍ରକରି ଗୁଳିମାଡ଼ ଜଣେ ଗୁରୁତର

28-Feb-2021



ହରଭଙ୍ଗା(ପ୍ରେରଣା ଖବର ):  ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା କରଞ୍ଜକଟା ଗ୍ରାମ ପଞ୍ଚାୟତର ବାହାଲି ଗ୍ରାମରେ ଶନିବାର ରାତିରେ ଏକ ଗୁଳିକାଣ୍ଡ ଘଟି ଜଣେ ଗୁରୁତର ଆହତ ହୋଇଥିବା ଜଣାପଡିଛି l ପରିବାର ଲୋକେ ତାଙ୍କୁ ପ୍ରଥମେ ପୁରୁଣାକଟକ ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ରକୁ ନେଇଥିଲେ ସେଠାରୁ ତାଙ୍କୁ ବୌଦ୍ଧ ମୁଖ୍ୟ ଚିକିତ୍ସାଳୟ କୁ ସ୍ଥାନାନ୍ତର କରାଯାଇଥିଲା।ମାତ୍ର ତାଙ୍କର ଅବସ୍ଥା ଗୁରୁତର ହେବାରୁ ସେଠାରୁ ବୁର୍ଲା ରେଫର ହୋଇଥିବା ଜଣାଯାଇଛି।ମିଳିଥିବା ସୂଚନା ଅନୁଯାୟୀ ଶନିବାର ରାତିରେ ବାହାଲି ଗ୍ରାମର ଅଭୟ ଜାନୀ ଓ ବଚନ ବଘାର୍ ମଦ୍ୟପାନ କରି ନିଶାଶକ୍ତ ଅବସ୍ଥାରେ ସାମାନ୍ୟ କଥାକୁ ନେଇ ପରସ୍ପର ମଧ୍ୟରେ ବଚସl ହୋଇଥିଲା | ଏଥିରେ ଉତ୍କ୍ଷିପ୍ତ ହୋଇ  ଅଭୟ ଘରୁ ଏକ ଦେଶୀ ଛଲରା ବନ୍ଧୁକ ଆଣି ବଚନ ଉପରକୁ ଗୁଳି ମାଡ କରିଥିଲା l ଫଳରେ ବଚନ ଗୁରୁତର ଆହତ ହୋଇଥିବା ଜଣା ପଡିଛି l ଆଜି ସକାଳେ ପୁରୁଣାକଟକ ଥାନାରେ ଅଭିଯୋଗ ହେବା ପରେ ଏକ ମାମଲା ରୁଜୁ କରି ଦେଶୀ ବନ୍ଧୁକକୁ ଜବତ୍ କରି ପୁରୁଣାକଟକ ପୋଲିସ ଘଟଣାର ତଦନ୍ତ ଜାରୀ ରଖିଛି l ଗୁଳି କାଣ୍ଡ ପରେ ଅଭିଯୁକ୍ତ ଫେରାର ଥିବା ପୁରୁଣା କଟକ ଥାନା ଅଧିକାରୀ ଜ୍ୟୋସ୍ନା କାଉଁରି ସୁଚନା ଦେଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଦରଖାସ୍ତ ନଦେଇ ଫେରିଗଲେ ମହିଳାମାନେ, ଅବକାରୀ ଥାନା ରେ ପଡ଼ିଛି ତାଲା !*   09-Oct-2026
  ଜିଲ୍ଲା  
ତୁଷୁରା କ୍ଲଷ୍ଟର ସ୍ତରୀୟ ଚତୁର୍ଥ ମାସିକ ବୈଠକ ଅନୁଷ୍ଠିତ   09-Oct-2026
  ଜିଲ୍ଲା  
ବରପାଲିରେ ଭିନ୍ନକ୍ଷମ ଶିଶୁଙ୍କ ଚିହ୍ନଟ ଓ ସହାୟକ ଉପକରଣ ବଣ୍ଟନ ଶିବିର   09-Oct-2026
  ଜିଲ୍ଲା  
ସରପଞ୍ଚ ସଂଘ ସଭାପତିଙ୍କ ବିରୋଧରେ ଥାନାରେ ମାମଲା   09-Oct-2026
  ଜିଲ୍ଲା  
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   09-Oct-2026
  ଜିଲ୍ଲା  
ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   09-Oct-2026
  ଜିଲ୍ଲା  
*ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   09-Oct-2026
  ରାଜ୍ୟ  
ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   09-Oct-2026
  ରାଜ୍ୟ  
ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   09-Oct-2026
  ଜିଲ୍ଲା  
କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   08-Oct-2026
  ଜିଲ୍ଲା  
କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   08-Oct-2026
  ଜିଲ୍ଲା  
କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ   08-Oct-2026

You Might Also Like