-+91-9937148622 |

prerana_bgr@rediffmail.com |

  Friday 9th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   (09-Oct-2026)       ||      ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   (09-Oct-2026)       ||      *ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ    (08-Oct-2026)       ||      ବରୀ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ସଫଳ   (08-Oct-2026)       ||      ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅଧୀନରେ JOSH Teamର ଜିଲ୍ଲାସ୍ତରୀୟ ଶୁଭାରମ୍ଭ   (08-Oct-2026)       ||      ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ବନ୍ଦ ପାଳିତ   (08-Oct-2026)       ||      ବରପାଲିରେ କଂଗ୍ରେସ ଦଳପକ୍ଷରୁ ‘ଓଡ଼ିଶା ବନ୍ଦ’ ପାଳନ ଶାନ୍ତିପୂର୍ଣ୍ଣ ସହ ସଫଳ   (08-Oct-2026)       ||      ଜାମ୍ବଗୁଡ଼ା ବିଦ୍ୟାଳୟରେ ପ୍ରଥମଥର ବିଦ୍ୟାଳୟସ୍ତରୀୟ ‘ସୁରଭି’ କାର୍ଯ୍ୟକ୍ରମ ଅନୁଷ୍ଠିତ   (08-Oct-2026)       ||      ଗଞ୍ଜେଇ ଚାଲାଣ ଅଭିଯୋଗରେ ଅଭିଯୁକ୍ତ ମାନଙ୍କୁ ସଶ୍ରମ କାରାଦଣ୍ଡ ଏବଂ ୧ ଲକ୍ଷ ଟଙ୍କା ଜରିମାନା   (08-Oct-2026)       ||      ବିନିକାରେ ବନ୍ଦ ପାଳନ ସମ୍ପୂର୍ଣ୍ଣ ସଫଳ   (08-Oct-2026)       ||      ଜିଲ୍ଲାସ୍ତରୀୟ ଜାତୀୟ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ଖୋଲାନ ପିଏମଶ୍ରୀ ଅକ୍ତିଆର କଲା ପ୍ରଥମ ସ୍ଥାନ    (08-Oct-2026)       ||      ଟିଟିଲାଗଡ ଉପଖଣ୍ଡ ସ୍ତରୀୟ ଡାକ୍ତରଖାନାରେ ଟିବି ମୁକ୍ତ ଭାରତ ଅଭିଯାନ    (08-Oct-2026)       ||      ଟିଟିଲାଗଡ଼ରେ ବିଶ୍ୱ ଦୃଷ୍ଟି ଦିବସ ପାଳିତ - ଏସ୍.ସି.ଡି ଚକ୍ଷୁ ଚିକିତ୍ସାଳୟ ଓ ଲାୟନ୍ସ କ୍ଲବ ପକ୍ଷରୁ ପକ୍ଷରୁ ଜନସଚେତନତା ରାଲି   (08-Oct-2026)       ||      କଂଗ୍ରେସର ଭାରତ ବନ୍ଦ ଡାକରା: ଡାବୁଗାଁରେ ଆଂଶିକ ସଫଳ   (08-Oct-2026)       ||      ଚାରି ଦଫା ଦାବି କୁ ନେଇ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ରେ ବଲାଙ୍ଗୀର ବନ୍ଦ କୁ ମିଳିଲା ସମ୍ପୂର୍ଣ୍ଣ ସମର୍ଥନ    (08-Oct-2026)       ||     

HOME   ଜିଲ୍ଲା

ଉମରକୋଟରେ ୭ କ୍ଵିଣ୍ଟାଲ ଗଞ୍ଜେଇ ଜବତ, ଆସାମ ରାଇଫଲର ଅଧିକାରୀଙ୍କ ସମେତ ୪ ଗିରଫ

01-Mar-2021



ଉମରକୋଟ(ପ୍ରେରଣା ଖବର) : ନବରଙ୍ଗପୁର ଜିଲ୍ଲା ଉମରକୋଟ ବ୍ଲକ ଚାନ୍ଦିଆବେଡ଼ା ଗ୍ରାମର ରବି ନାରାୟଣ ସମରଥଙ୍କ ଘରୁ  ଆଜି ୩୬ଟି ବସ୍ତାରେ ପ୍ରାୟ ୭ କ୍ଵିଣ୍ଟାଲ ଗଞ୍ଜେଇ ଜବତ ହୋଇଛି । ବିଶ୍ବସ୍ତ ସୁତ୍ରରୁ ଖବର ପାଇଁ ଉମରକୋଟ ପୁଲିସ ରବିଙ୍କ ଘରେ ଚଢଉ କରିବାବେଳେ ଏହି ଗଞ୍ଜେଇ ମିଳିଛି । ଏହି ଚଢାଉ ସମୟରେ ଉମରକୋଟ ପୋଲିସ ଉପଖଣ୍ଡ ଅଧିକାରୀ ଦିନେଶ କୁମାର ନାୟକ ଓ ଥାନା ଆଇଆଇସି ନରେଶ ଚନ୍ଦ୍ର ପ୍ରଧାନଙ୍କ ସମେତ ବହୁ ପୋଲିସ କର୍ମଚାରୀ ଉପସ୍ଥିତ ଥିଲେ। ଏତେ ପରିମାଣର ଗଞ୍ଜେଇ ଜବତ ହେବା ଉମରକୋଟ ଥାନା ପାଇଁ ଏକ ରେକର୍ଡ଼ ସୃଷ୍ଟି କରିଛି । ଏହି ଗଞ୍ଜେଇକୁ  ଛତିଶଗଡ଼କୁ ଚାଲାଣ ପାଇଁ ପ୍ରସ୍ତୁତି ଚାଲିଥିବାବେଳେ ପୁଲିସ ପହଞ୍ଚି ଥିଲା । ମାତ୍ର ୧୫ ମିନିଟ୍ ସମୟ ବିଳମ୍ବ ହେଇଥିଲେ ଗଞ୍ଜେଇ ଚାଲାଣ ହେଇ ସାରିଥାନ୍ତା ବୋଲି ଶ୍ରୀ ନାୟକ ସୂଚନା ଦେଇଛନ୍ତି । ଗିରଫ ହେଇଥିବା ରବି ନାରାୟଣ ସମରଥ ଏହି ଅଞ୍ଚଳ ରେ ଜଣେ ଜନ ପ୍ରିୟ ବ୍ୟକ୍ତି ହେଇଥିବା ସହ ସେ ୨୦୦୪ ଓ ୨୦୦୯ ମସିହା ବିଧାନସଭା ନିର୍ବାଚନରେ ବିଧାୟକ ପ।ର୍ଥି ଭାବରେ ପ୍ରତିଦ୍ବନ୍ଦ୍ବିତା କରି ପରାସ୍ତ ହେଇଥିଲେ। ସେହିପରି ରବିଙ୍କ ଭାଇ ହେଉଛନ୍ତି ରମାକାନ୍ତ ସମରଥ ୪୩ ଯିଏ କି ସରକାରୀ ସ୍କୁଲ ରେ ଶିକ୍ଷକ ଭାବରେ କାର୍ଯ୍ୟ କରୁଛନ୍ତି । ସେହିପରି ସୁବାସ ଚନ୍ଦ୍ର ମାଝୀ ଆସାମ ରାଇଫଲର ଜଣେ ଅଧିକାରୀ ଓ ସେ ବର୍ତ୍ତମାନ ଆସାମରେ  ନିୟୋଜିତ ଅଛନ୍ତି । ଗିରଫ ହୋଇଥିବା ଆଉ ଜଣେ ବ୍ୟକ୍ତି ହେଲେ ଝୋରି ଗାଁ ଥାନା ଅଧୀନରେ ଥିବା ଗୁରୁଶିଙ୍ଗା ଗ୍ରାମର ବାସୁଦେବ ନାୟକ ଯିଏକି ସରକାରୀ ସ୍କୁଲରେ ଶିକ୍ଷକ ଭାବରେ କାର୍ଯ୍ୟ କରୁଛନ୍ତି। ତେବେ ଏହି ଚୋର। ଚାଲାଣ ରେ ଆଉ କିଛି ବ୍ୟକ୍ତି ସାମିଲ ଥିବା ପୋଲିସ ସନ୍ଦେହ କରୁଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   09-Oct-2026
  ଜିଲ୍ଲା  
ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   09-Oct-2026
  ଜିଲ୍ଲା  
*ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   09-Oct-2026
  ରାଜ୍ୟ  
ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   09-Oct-2026
  ରାଜ୍ୟ  
ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   09-Oct-2026
  ଜିଲ୍ଲା  
କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   08-Oct-2026
  ଜିଲ୍ଲା  
କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   08-Oct-2026
  ଜିଲ୍ଲା  
କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ   08-Oct-2026
  ଜିଲ୍ଲା  
ବରୀ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ସଫଳ   08-Oct-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅଧୀନରେ JOSH Teamର ଜିଲ୍ଲାସ୍ତରୀୟ ଶୁଭାରମ୍ଭ   08-Oct-2026
  ଜିଲ୍ଲା  
ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ବନ୍ଦ ପାଳିତ   08-Oct-2026
  ଜିଲ୍ଲା  
ବରପାଲିରେ କଂଗ୍ରେସ ଦଳପକ୍ଷରୁ ‘ଓଡ଼ିଶା ବନ୍ଦ’ ପାଳନ ଶାନ୍ତିପୂର୍ଣ୍ଣ ସହ ସଫଳ   08-Oct-2026

You Might Also Like