-+91-9937148622 |

prerana_bgr@rediffmail.com |

  Friday 9th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   (09-Oct-2026)       ||      ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   (09-Oct-2026)       ||      *ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ    (08-Oct-2026)       ||      ବରୀ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ସଫଳ   (08-Oct-2026)       ||      ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅଧୀନରେ JOSH Teamର ଜିଲ୍ଲାସ୍ତରୀୟ ଶୁଭାରମ୍ଭ   (08-Oct-2026)       ||      ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ବନ୍ଦ ପାଳିତ   (08-Oct-2026)       ||      ବରପାଲିରେ କଂଗ୍ରେସ ଦଳପକ୍ଷରୁ ‘ଓଡ଼ିଶା ବନ୍ଦ’ ପାଳନ ଶାନ୍ତିପୂର୍ଣ୍ଣ ସହ ସଫଳ   (08-Oct-2026)       ||      ଜାମ୍ବଗୁଡ଼ା ବିଦ୍ୟାଳୟରେ ପ୍ରଥମଥର ବିଦ୍ୟାଳୟସ୍ତରୀୟ ‘ସୁରଭି’ କାର୍ଯ୍ୟକ୍ରମ ଅନୁଷ୍ଠିତ   (08-Oct-2026)       ||      ଗଞ୍ଜେଇ ଚାଲାଣ ଅଭିଯୋଗରେ ଅଭିଯୁକ୍ତ ମାନଙ୍କୁ ସଶ୍ରମ କାରାଦଣ୍ଡ ଏବଂ ୧ ଲକ୍ଷ ଟଙ୍କା ଜରିମାନା   (08-Oct-2026)       ||      ବିନିକାରେ ବନ୍ଦ ପାଳନ ସମ୍ପୂର୍ଣ୍ଣ ସଫଳ   (08-Oct-2026)       ||      ଜିଲ୍ଲାସ୍ତରୀୟ ଜାତୀୟ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ଖୋଲାନ ପିଏମଶ୍ରୀ ଅକ୍ତିଆର କଲା ପ୍ରଥମ ସ୍ଥାନ    (08-Oct-2026)       ||      ଟିଟିଲାଗଡ ଉପଖଣ୍ଡ ସ୍ତରୀୟ ଡାକ୍ତରଖାନାରେ ଟିବି ମୁକ୍ତ ଭାରତ ଅଭିଯାନ    (08-Oct-2026)       ||      ଟିଟିଲାଗଡ଼ରେ ବିଶ୍ୱ ଦୃଷ୍ଟି ଦିବସ ପାଳିତ - ଏସ୍.ସି.ଡି ଚକ୍ଷୁ ଚିକିତ୍ସାଳୟ ଓ ଲାୟନ୍ସ କ୍ଲବ ପକ୍ଷରୁ ପକ୍ଷରୁ ଜନସଚେତନତା ରାଲି   (08-Oct-2026)       ||      କଂଗ୍ରେସର ଭାରତ ବନ୍ଦ ଡାକରା: ଡାବୁଗାଁରେ ଆଂଶିକ ସଫଳ   (08-Oct-2026)       ||      ଚାରି ଦଫା ଦାବି କୁ ନେଇ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ରେ ବଲାଙ୍ଗୀର ବନ୍ଦ କୁ ମିଳିଲା ସମ୍ପୂର୍ଣ୍ଣ ସମର୍ଥନ    (08-Oct-2026)       ||     

HOME   ଜିଲ୍ଲା

ବସରେ ଫେରୁଛନ୍ତି ଶହ ଶହ ଯାତ୍ରୀ; ହେଉନି ଥର୍ମାଲ ସ୍କ୍ରିନିଂ, ରାପିଡ୍ ଆଣ୍ଟିଜେନ୍ କିଟ୍ ପରୀକ୍ଷା

01-Mar-2021



ଜୟପୁର(ପ୍ରେରଣା ଖବର): ରାଜ୍ୟରେ କରୋନା ସଂକ୍ରମଣ ଯେପରି ନ ବ୍ୟାପିବ ସେଥିପାଇଁ ୧୨ଟି ରାଜ୍ୟର ଫେରନ୍ତାଙ୍କ ଉପରେ ନଜର ରଖିବା ଲାଗି ନିର୍ଦେଶ ଦେଇଛନ୍ତି। ଏଥିରେ ବିମାନ ବନ୍ଦର ଓ ରେଳ ଷ୍ଟେସନ୍‌ରୁ ଓଡ଼ିଶାକୁ ଫେରୁଥିବା ଯାତ୍ରୀଙ୍କ ଥର୍ମାଲ ସ୍କାନିଂ, ରାପିଡ୍ ଆଣ୍ଟିଜେନ୍ କିଟ୍‌ ପରୀକ୍ଷା କରିବା ଲାଗି କୁହାଯାଇଛି। ହେଲେ ଏଥିରେ ବସ୍ ଫେରନ୍ତାଙ୍କ ଉପରେ ନିରୀକ୍ଷଣ ନେଇ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ କୌଣସି ସୂଚନା ଦିଆଯାଇ ନାହିଁ। ଅନ୍ୟ ପକ୍ଷରେ କୋରାପୁଟ ଜିଲ୍ଲାର ଜୟପୁରକୁ ଶହ ଶହ ଲୋକେ ପ୍ରତ୍ୟେକ ଦିନ ଆନ୍ଧ୍ର, ତେଲେଙ୍ଗାନା, ଛତିଶଗଡ଼, ମହାରାଷ୍ଟ୍ର ଓ ପଶ୍ଚିମବଙ୍ଗରୁ ଆସି ବିଶାଖାପାଟଣା, ହାଇଦ୍ରାବାଦ, ବିଜୟୱାଡା, ରାଜମହେନ୍ଦ୍ରୀ, ରାୟପୁର, ଭୁବନେଶ୍ବର ଆଦି ସ୍ଥାନରୁ ଆସୁଥିବା ଦ୍ରୁତଗାମୀ ବସ ଗୁଡ଼ିକରେ ଜୟପୁର ଫେରୁଛନ୍ତି। ତେବେ ଏସବୁ ଯାତ୍ରୀଙ୍କର ଥର୍ମାଲ ସ୍କ୍ରିନିଂ ଓ ରାପିଡ୍‌ କିଟ୍‌ରେ ପରୀକ୍ଷା କରାଯାଉନି। ସେଭଳି ଉପରୋକ୍ତ ରାଜ୍ୟ ଗୁଡ଼ିକରୁ ଫେରିଲେ ଗୃହ ସଂଗରୋଧରେ ୭ଦିନ ରହିବାକୁ ନିର୍ଦେଶନାମା ରାଜ୍ୟ ସରକାର ଜାରି କରିଛନ୍ତି। ପ୍ରତ୍ୟେକ ଦିନ ଶତାଧିକ ସଂଖ୍ୟକ ଯାତ୍ରୀ ଫେରୁଥିଲେ ହେଁ ଏମାନଙ୍କର ବିବରଣୀ ବି ପ୍ରଶାସନ ପକ୍ଷରୁ ରଖାଯାଉନି। ଏହି ସ୍ଥିତିରେ ନିର୍ଦେଶନାମା କେବଳ କାଗଜକଲମ ମଧ୍ୟରେ ସୀମିତ ରହିଛି। ଅନ୍ୟ ରାଜ୍ୟ ଗୁଡିକୁ ଯାଇ ଫେରୁଥିବା ସବୁ ଯାତ୍ରୀଙ୍କ ଉପରେ ନିରୀକ୍ଷଣ ବଢ଼ାଇବା ପାଇଁ ବ୍ୟବସ୍ଥା ଗ୍ରହଣ କରିବା ଲାଗି ବୁଦ୍ଧିଜୀବୀ ମହଲରେ ମତ ପ୍ରକାଶ ପାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   09-Oct-2026
  ଜିଲ୍ଲା  
ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   09-Oct-2026
  ଜିଲ୍ଲା  
*ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   09-Oct-2026
  ରାଜ୍ୟ  
ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   09-Oct-2026
  ରାଜ୍ୟ  
ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   09-Oct-2026
  ଜିଲ୍ଲା  
କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   08-Oct-2026
  ଜିଲ୍ଲା  
କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   08-Oct-2026
  ଜିଲ୍ଲା  
କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ   08-Oct-2026
  ଜିଲ୍ଲା  
ବରୀ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ସଫଳ   08-Oct-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅଧୀନରେ JOSH Teamର ଜିଲ୍ଲାସ୍ତରୀୟ ଶୁଭାରମ୍ଭ   08-Oct-2026
  ଜିଲ୍ଲା  
ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ବନ୍ଦ ପାଳିତ   08-Oct-2026
  ଜିଲ୍ଲା  
ବରପାଲିରେ କଂଗ୍ରେସ ଦଳପକ୍ଷରୁ ‘ଓଡ଼ିଶା ବନ୍ଦ’ ପାଳନ ଶାନ୍ତିପୂର୍ଣ୍ଣ ସହ ସଫଳ   08-Oct-2026

You Might Also Like