-+91-9937148622 |

prerana_bgr@rediffmail.com |

  Friday 9th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   (09-Oct-2026)       ||      ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   (09-Oct-2026)       ||      *ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ    (08-Oct-2026)       ||      ବରୀ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ସଫଳ   (08-Oct-2026)       ||      ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅଧୀନରେ JOSH Teamର ଜିଲ୍ଲାସ୍ତରୀୟ ଶୁଭାରମ୍ଭ   (08-Oct-2026)       ||      ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ବନ୍ଦ ପାଳିତ   (08-Oct-2026)       ||      ବରପାଲିରେ କଂଗ୍ରେସ ଦଳପକ୍ଷରୁ ‘ଓଡ଼ିଶା ବନ୍ଦ’ ପାଳନ ଶାନ୍ତିପୂର୍ଣ୍ଣ ସହ ସଫଳ   (08-Oct-2026)       ||      ଜାମ୍ବଗୁଡ଼ା ବିଦ୍ୟାଳୟରେ ପ୍ରଥମଥର ବିଦ୍ୟାଳୟସ୍ତରୀୟ ‘ସୁରଭି’ କାର୍ଯ୍ୟକ୍ରମ ଅନୁଷ୍ଠିତ   (08-Oct-2026)       ||      ଗଞ୍ଜେଇ ଚାଲାଣ ଅଭିଯୋଗରେ ଅଭିଯୁକ୍ତ ମାନଙ୍କୁ ସଶ୍ରମ କାରାଦଣ୍ଡ ଏବଂ ୧ ଲକ୍ଷ ଟଙ୍କା ଜରିମାନା   (08-Oct-2026)       ||      ବିନିକାରେ ବନ୍ଦ ପାଳନ ସମ୍ପୂର୍ଣ୍ଣ ସଫଳ   (08-Oct-2026)       ||      ଜିଲ୍ଲାସ୍ତରୀୟ ଜାତୀୟ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ଖୋଲାନ ପିଏମଶ୍ରୀ ଅକ୍ତିଆର କଲା ପ୍ରଥମ ସ୍ଥାନ    (08-Oct-2026)       ||      ଟିଟିଲାଗଡ ଉପଖଣ୍ଡ ସ୍ତରୀୟ ଡାକ୍ତରଖାନାରେ ଟିବି ମୁକ୍ତ ଭାରତ ଅଭିଯାନ    (08-Oct-2026)       ||      ଟିଟିଲାଗଡ଼ରେ ବିଶ୍ୱ ଦୃଷ୍ଟି ଦିବସ ପାଳିତ - ଏସ୍.ସି.ଡି ଚକ୍ଷୁ ଚିକିତ୍ସାଳୟ ଓ ଲାୟନ୍ସ କ୍ଲବ ପକ୍ଷରୁ ପକ୍ଷରୁ ଜନସଚେତନତା ରାଲି   (08-Oct-2026)       ||      କଂଗ୍ରେସର ଭାରତ ବନ୍ଦ ଡାକରା: ଡାବୁଗାଁରେ ଆଂଶିକ ସଫଳ   (08-Oct-2026)       ||      ଚାରି ଦଫା ଦାବି କୁ ନେଇ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ରେ ବଲାଙ୍ଗୀର ବନ୍ଦ କୁ ମିଳିଲା ସମ୍ପୂର୍ଣ୍ଣ ସମର୍ଥନ    (08-Oct-2026)       ||     

HOME   ଜିଲ୍ଲା

ଫେବ୍ରୁଆରିରେ ମୟୂରଭଞ୍ଜ ଜିଲ୍ଲାରୁ ଶହେ ଆକ୍ରାନ୍ତ ଚିହ୍ନଟ, ଜଣେ ମୃତ ଓ ୮୮ ସୁସ୍ଥ

01-Mar-2021



ବାରିପଦା(ପ୍ରେରଣା ଖବର): ଚଳିତ ଫେବ୍ରୁଆରି ମାସରେ ମୟୂରଭଞ୍ଜ ଜିଲ୍ଲାରୁ ଶହେ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେହିପରି ୮୮ ଜଣ ସୁସ୍ଥ ହୋଇ ଫେରିଛନ୍ତି। ଯଦିଓ ବିଭିନ୍ନ ସ୍ଥାନରେ ଚଳିତ ମାସରେ କରୋନା ସଂକ୍ରମଣର ଦ୍ବିତୀୟ ଲହରର ଭୟ ସୃଷ୍ଟି ହୋଇଛି, ତଥାପି ଜିଲ୍ଲାରେ କରୋନା ନିୟନ୍ତ୍ରଣରେ ରହିଛି। ତେଣୁ ଆଗକୁ ମଧ୍ୟ କରୋନାକୁ ପ୍ରତିହତ କରିବାକୁ ସମସ୍ତ ସତର୍କତାମୂଳକ ପଦକ୍ଷେପ ପାଳନ କରିବାକୁ ପ୍ରଶାସନ ପକ୍ଷରୁ ପରାମର୍ଶ ଦିଆଯାଇଛି। ତେବେ ଚଳିତ ମାସରେ ଚିକିତ୍ସାଧୀନ ଅବସ୍ଥାରେ ଜଣେ ୫୭ ବର୍ଷୀୟ ପୁରୁଷଙ୍କର ମୃତ୍ୟୁ ହୋଇଛି। ସେହିପରି ଆଜି ରାଜ୍ୟ‌ରୁ ମୋଟ ୮୭ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ  ମୟୂରଭଞ୍ଜ ଜିଲ୍ଲାରୁ ୫ ଜଣ ସଂକ୍ରମିତ ରହିଛନ୍ତି । ଏଥି ସହିତ ଜିଲ୍ଲାରେ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇ ୧୪,୧୮୯ରେ ପହଞ୍ଚିଛି। ଆଜି ପର୍ଯ୍ୟନ୍ତ ଜିଲ୍ଲାରୁ ୧୪,୦୬୫ ଜଣ ସୁସ୍ଥ ହୋଇସାରିଲେଣି। ୩୨ ଜଣ ସକ୍ରିୟ ଅଛନ୍ତି। ଚିକିତ୍ସାଧୀନ ଅବସ୍ଥାରେ ଆଜିସୁଦ୍ଧା ସରକାରୀ ଭାବେ ୯୨ ଜଣଙ୍କର କରୋନାରେ ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ଗତ ଜାନୁଆରି ମାସରେ ଜିଲ୍ଲାରୁ ୧୮୧ ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ୨୬୦ ସୁସ୍ଥ ହୋଇଥିଲେ। ମାତ୍ର ଗତବର୍ଷ ଡିସେମ୍ବର ମାସରେ ଜିଲ୍ଲାରୁ ୯୯୯ଜଣ ଆକ୍ରାନ୍ତ ହୋଇଥିଲେ ଏବଂ ୯୭୨ଜଣ ସୁସ୍ଥ ‌ହୋଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   09-Oct-2026
  ଜିଲ୍ଲା  
ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   09-Oct-2026
  ଜିଲ୍ଲା  
*ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   09-Oct-2026
  ରାଜ୍ୟ  
ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   09-Oct-2026
  ରାଜ୍ୟ  
ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   09-Oct-2026
  ଜିଲ୍ଲା  
କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   08-Oct-2026
  ଜିଲ୍ଲା  
କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   08-Oct-2026
  ଜିଲ୍ଲା  
କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ   08-Oct-2026
  ଜିଲ୍ଲା  
ବରୀ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ସଫଳ   08-Oct-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅଧୀନରେ JOSH Teamର ଜିଲ୍ଲାସ୍ତରୀୟ ଶୁଭାରମ୍ଭ   08-Oct-2026
  ଜିଲ୍ଲା  
ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ବନ୍ଦ ପାଳିତ   08-Oct-2026
  ଜିଲ୍ଲା  
ବରପାଲିରେ କଂଗ୍ରେସ ଦଳପକ୍ଷରୁ ‘ଓଡ଼ିଶା ବନ୍ଦ’ ପାଳନ ଶାନ୍ତିପୂର୍ଣ୍ଣ ସହ ସଫଳ   08-Oct-2026

You Might Also Like