-+91-9937148622 |

prerana_bgr@rediffmail.com |

  Friday 9th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   (09-Oct-2026)       ||      ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   (09-Oct-2026)       ||      *ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||      ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   (09-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   (08-Oct-2026)       ||      କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ    (08-Oct-2026)       ||      ବରୀ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ସଫଳ   (08-Oct-2026)       ||      ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅଧୀନରେ JOSH Teamର ଜିଲ୍ଲାସ୍ତରୀୟ ଶୁଭାରମ୍ଭ   (08-Oct-2026)       ||      ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ବନ୍ଦ ପାଳିତ   (08-Oct-2026)       ||      ବରପାଲିରେ କଂଗ୍ରେସ ଦଳପକ୍ଷରୁ ‘ଓଡ଼ିଶା ବନ୍ଦ’ ପାଳନ ଶାନ୍ତିପୂର୍ଣ୍ଣ ସହ ସଫଳ   (08-Oct-2026)       ||      ଜାମ୍ବଗୁଡ଼ା ବିଦ୍ୟାଳୟରେ ପ୍ରଥମଥର ବିଦ୍ୟାଳୟସ୍ତରୀୟ ‘ସୁରଭି’ କାର୍ଯ୍ୟକ୍ରମ ଅନୁଷ୍ଠିତ   (08-Oct-2026)       ||      ଗଞ୍ଜେଇ ଚାଲାଣ ଅଭିଯୋଗରେ ଅଭିଯୁକ୍ତ ମାନଙ୍କୁ ସଶ୍ରମ କାରାଦଣ୍ଡ ଏବଂ ୧ ଲକ୍ଷ ଟଙ୍କା ଜରିମାନା   (08-Oct-2026)       ||      ବିନିକାରେ ବନ୍ଦ ପାଳନ ସମ୍ପୂର୍ଣ୍ଣ ସଫଳ   (08-Oct-2026)       ||      ଜିଲ୍ଲାସ୍ତରୀୟ ଜାତୀୟ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ଖୋଲାନ ପିଏମଶ୍ରୀ ଅକ୍ତିଆର କଲା ପ୍ରଥମ ସ୍ଥାନ    (08-Oct-2026)       ||      ଟିଟିଲାଗଡ ଉପଖଣ୍ଡ ସ୍ତରୀୟ ଡାକ୍ତରଖାନାରେ ଟିବି ମୁକ୍ତ ଭାରତ ଅଭିଯାନ    (08-Oct-2026)       ||      ଟିଟିଲାଗଡ଼ରେ ବିଶ୍ୱ ଦୃଷ୍ଟି ଦିବସ ପାଳିତ - ଏସ୍.ସି.ଡି ଚକ୍ଷୁ ଚିକିତ୍ସାଳୟ ଓ ଲାୟନ୍ସ କ୍ଲବ ପକ୍ଷରୁ ପକ୍ଷରୁ ଜନସଚେତନତା ରାଲି   (08-Oct-2026)       ||      କଂଗ୍ରେସର ଭାରତ ବନ୍ଦ ଡାକରା: ଡାବୁଗାଁରେ ଆଂଶିକ ସଫଳ   (08-Oct-2026)       ||      ଚାରି ଦଫା ଦାବି କୁ ନେଇ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ରେ ବଲାଙ୍ଗୀର ବନ୍ଦ କୁ ମିଳିଲା ସମ୍ପୂର୍ଣ୍ଣ ସମର୍ଥନ    (08-Oct-2026)       ||     

HOME   ଅପରାଧ

ଚାକିରି ଦେବାକୁ କହି ଲୁଟିନେଲେ ୧ ଲକ୍ଷ ୩୩ ହଜାର

01-Mar-2021



ସମ୍ବଲପୁର(ପ୍ରେରଣା ଖବର) : ସାଇବର୍‌ ଅପରାଧ ସଂଖ୍ୟା ସମ୍ବଲପୁର ସହରରେ ହୁହୁ ହୋଇ ବଢ଼ାବାରେ ଲାଗିଛି। ସବୁଠାରୁ ବଡ଼ କଥା ହେଲା ସାଇବର ଅପରାଧ ଘଟୁଥିବା ଅଭିଯୋଗ ବାରମ୍ବାର ଆସୁଛି ସତ କିନ୍ତୁ ଆଜି ଯାଏ ଅଧିକାଂଶ ଅଭିଯୋଗ ଥାନାରେ ହିଁ ଲଟ୍‌କି କରି ରହିଛି। ଟଙ୍କା ମିଳିବା ତ ଦୂରର କଥା କେଉଁଠାରେ ରହି ଏହା ସାଇବର୍‌ ଲୁଟେରାମାନେ ଏଭଳି ଲୁଟ୍‌ କରୁଛନ୍ତି ଚତାହା ମଧ୍ୟ ଜଣାପଡ଼ୁନାହିଁ। ଗୋଟିଏ ପଟେ ପୁଲିସ ତତ୍ୟ ଯୋଗାଡ଼ରେ ବ୍ୟସ୍ତ ରହୁଥିବା ବେଳେ ଅନ୍ୟପଟେ ସାଇବର୍‌ ଲୁଟେରାମାନେ ଲୁଟ୍‌ କରିବା ପାଇଁ ନୂଆ ନୂଆ ଉପାୟମାନ ପ୍ରୟୋଗ କରି ଲୁଟିବାରେ ଫୁର୍‌ସତ ଦେଉ ନାହାନ୍ତି। ରବିବାର ଅଇଁଠାପାଲି ଥାନା ଅଧୀନ ବୁଢ଼ାରଜା ଶାନ୍ତିନଗର ଅଞ୍ଚଳରୁ ଏକ ସାଇବର ଲୁଟ୍‌ର ଅଭିଯୋଗ ଥାନାରେ ଦିଆଯାଇଛି। ବର୍ତ୍ତମାନ ଦେଶରେ ବେରୋଜଗାର ସବୁଠାରୁ ବଡ଼ ସମସ୍ୟା ହୋଇ ରହିଥିବା ସମୟରେ ଏହାକୁ ଏବେ ସାଇବର୍‌ ଲୁଟେରାମାନେ ମୁକ୍ୟ ଅସ୍ତ୍ର ଭାବେ ବ୍ୟବହାର କରୁଛନ୍ତି। ଶାନ୍ତି ନଗରର ଦ୍ବିବେନ୍ଦୁ ପାଢ଼ୀ(୩୨) ଗତ ବର୍ଷ ନୌରକୀ ଡଟ୍ କମ୍‌ରେ ଚାକିରି ପାଇଁ ସିଭି ଅପ୍‌ଲୋଡ୍ କରିଥିଲେ। କିଛି ଦିନ ପରେ ତାଙ୍କୁ ଏକ୍‌ ଫୋନ୍‌ କଲ୍‌ ଆସିଥିଲା ଏବଂ ତୁମର ଏସିସି ସିମେଣ୍ଟ କମ୍ପାନି ଚୟନ ହୋଇଥିବା କହାଯାଇଥିଲା। ଏହାପରେ ପ୍ରୋସେସିଂ ଫି ପାଇଁ ଟଙ୍କା ଦେବାକୁ ଲୁଟେରା ଜଣକ କହିଥିଲା। ଚାକିରି ଲୋଭରେ ଯୁବକ ଜଣକ ମଧ୍ୟ ଗତ ଅକ୍ଟୋବର ମାସରୁ ୧୦ ହଜାର, ୧୫ ହଜାର ଟଙ୍କା ଲେଖାଏଁ ଦେଇ ଚାଲିଲେ। ଗତ ୩ ଦିନ ହେଲା ଲୁଟେରା ଜଣକ ଆଉ ଦ୍ବିବେନ୍ଦୁର ଫୋନ୍‌ ଉଠାଇ ନଥିଲା ଏବଂ ପରେ ମୋବାଇଲ୍‌ ସ୍ବିଚ୍‌ ଅଫ୍ କରିଦେଇଥିଲା। ଏହାପରେ ସେ ଠକାମିର ଶିକାର ହୋଇଥିବା ଜାଣିବା ପରେ ଅଇଁଠାପାଲି ଥାନାରେ ରବିବାର ଲିଖିତ ଅଭିଯୋଗ କରିଥିଲେ। ତାଙ୍କ ଅଭିଯୋଗ ଅନୁଯାୟୀ ୧୦, ୧୫ ହଜାର କରି ସେ ମୋଟ୍‌ ଉପରେ ୧ ଲକ୍ଷ ୩୩ ହଜାର ଟଙ୍କା ଦେଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୱାଟରସେଡ୍ ପ୍ରକଳ୍ପ ନିର୍ଦ୍ଦେଶକଙ୍କ ୮ଟି ସ୍ଥାନରେ ଚଢ଼ାଉ   09-Oct-2026
  ଜିଲ୍ଲା  
ସୋହେଲାରେ ଜିଲା ସାମ୍ବାଦିକ ୟୁନିୟନ (ଜାବ୍) ବରଗଡର କାର୍ଯ୍ୟକାରିଣୀ ବୈଠକ   09-Oct-2026
  ଜିଲ୍ଲା  
*ପୋଡ଼ାଗଡ ଐତିହାସିକ ପୀଠରେ ନୂଆଁଖାଇ ଭେଟ ଘାଟ*   09-Oct-2026
  ରାଜ୍ୟ  
ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   09-Oct-2026
  ରାଜ୍ୟ  
ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି ଦ୍ଵିତୀୟ ଥର ପାଇଁ ପ୍ରେସ କାଉନସିଲ ସଭ୍ୟ ମନୋନୀତ   09-Oct-2026
  ଜିଲ୍ଲା  
କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   08-Oct-2026
  ଜିଲ୍ଲା  
କଂଗ୍ରେସ ପକ୍ଷରୁ ବନ୍ଦ ଡାକରା ର ପ୍ରଭାବ, ଲୋଇସିଂହା ରେ ଦୋକାନ ବଜାର ବନ୍ଦ, ଗାଡି ଚଳାଚଳ ଠପ   08-Oct-2026
  ଜିଲ୍ଲା  
କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ   08-Oct-2026
  ଜିଲ୍ଲା  
ବରୀ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ସଫଳ   08-Oct-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅଧୀନରେ JOSH Teamର ଜିଲ୍ଲାସ୍ତରୀୟ ଶୁଭାରମ୍ଭ   08-Oct-2026
  ଜିଲ୍ଲା  
ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ବନ୍ଦ ପାଳିତ   08-Oct-2026
  ଜିଲ୍ଲା  
ବରପାଲିରେ କଂଗ୍ରେସ ଦଳପକ୍ଷରୁ ‘ଓଡ଼ିଶା ବନ୍ଦ’ ପାଳନ ଶାନ୍ତିପୂର୍ଣ୍ଣ ସହ ସଫଳ   08-Oct-2026

You Might Also Like