-+91-9937148622 |

prerana_bgr@rediffmail.com |

  Sunday 22nd March 2026 |

| | | |

R.N.I. Regd No. ODIODI/2010/46693

Breaking News

୩ ଗଂଜେଇ ଚୋରାଚାଲାଣକାରୀଙ୍କ ଗିରଫ କଲା ପୋଲିସ    (21-Mar-2026)       ||      ରାଜ୍ୟ ସ୍ତରୀୟ କୋଶଲି ନାଟବାଦୀ-ନାଟଯାତ୍‌ରା ଉଦ୍‌ଯାପିତ   (21-Mar-2026)       ||      ତହଁକ କୁଟୁମର  ବିଶ୍ବ କବିତା ଦିବସ ପାଳନ   (21-Mar-2026)       ||      ସୁନାମୁଦିରେ ପଡ଼ା ସ୍ତରୀୟ ପୁଷ୍ଟି ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   (21-Mar-2026)       ||      ବୁବେଲ ସ୍କୁଲରେ ପିଏମଶ୍ରୀ ବାର୍ଷିକ ଉତ୍ସବ    (21-Mar-2026)       ||      ରାଜ୍ୟସ୍ତରୀୟ ଓଷ୍ଟା ମେଧା ଅନ୍ବେଷଣରେ ବଲାଙ୍ଗୀରର ଶ୍ରେଷ୍ଠ ପ୍ରଦର୍ଶନ    (21-Mar-2026)       ||      ଡୁଙ୍ଗୁରିପାଲି: ଅଧ ଘଣ୍ଟା ବ୍ୟବଧାନରେ ମା ପୁଅ ଆଖି ବୁଜିଲେ    (21-Mar-2026)       ||      ଜିଲ୍ଲା ଅଭିଯୋଜନ ନିର୍ଦ୍ଦେଶାଳୟର ନୂତନ କାର୍ଯ୍ୟାଳୟ ଉଦଘାଟିତ   (21-Mar-2026)       ||      ବିଶ୍ଵ ପଖାଳ ଦିବସ ଓ ବିଶ୍ଵ କବିତା ଦିବସ ଉପଲକ୍ଷେ ଅଭାଷୀ ମାଧ୍ୟମରେ ବହୁଭାଷୀ କବିତା ଆସର    (21-Mar-2026)       ||      ବିଶ୍ୱ ବନଦିବସ ପାଳିତ.. ବଲାଙ୍ଗୀରରେ ଜଙ୍ଗଲ ଓ ଅର୍ଥନୀତିର ନୀବିଡ ସମ୍ପର୍କ ରହିଛି-ଆରସିସିଏଫ   (21-Mar-2026)       ||      ଉପଖଣ୍ଡ ସାମ୍ବାଦିକ ସଂଘ ପକ୍ଷରୁ ପଖାଳ ଦିବସ   (21-Mar-2026)       ||      ଉପଖଣ୍ଡ ସାମ୍ବାଦିକ ସଂଘ ପକ୍ଷରୁ ପଖାଳ ଦିବସ   (21-Mar-2026)       ||      *ଶିଶୁ ମନ୍ଦିରରେ "କଣ୍ଢେଇ ଦିବସ" ରେ ଶିଶୁମାନଙ୍କ ମନୋରଞ୍ଜନ ଓ ସୃଜନଶୀଳତାର ଅଦ୍ଭୁତ ପ୍ରଦର୍ଶନ*   (21-Mar-2026)       ||      ବିଶ୍ୱ ପଖାଳ ଦିବସ ପାଳିତ   (21-Mar-2026)       ||      *ତୃଟି ପୂର୍ଣ୍ଣ ଚିକିତ୍ସା ରେ ମୃତ୍ୟୁ ଘଟଣାର ତଦନ୍ତ ପାଇଁ ମୁଖ୍ୟ ଡାକ୍ତର ଖାନା ଓ ଆଶା ନର୍ସିଂ ହୋମ ପରିଦର୍ଶନ କଲେ ଜିଲ୍ଲାପାଳ*-   (21-Mar-2026)       ||      ଦାୟିତ୍ୱ ନେଲେ ନୂଆପଡ଼ା ନୂତନ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ   (21-Mar-2026)       ||      ଆପ ନେତା ଆଶିଷ ପାଣ୍ଡେ ଙ୍କ ନେତୃତ୍ୱରେ ମିଶ୍ରଣ ପର୍ବ   (20-Mar-2026)       ||      ମାଁ ସମଲେଶ୍ୱରୀ ମନ୍ଦିରରେ ୫ବର୍ଷ ହେବ ଭଗ୍ନ ମୁର୍ତ୍ତି ପୂଜା ପାଉଛନ୍ତି ଶୈଳପୁତ୍ରି,  ବ୍ରହ୍ମଚାରିଣି ଚୈତ୍ରରେ ସ୍ଥାପନ କରିବା ପାଇଁ ଜିଲ୍ଲାପାଳଙ୍କ ଦ୍ୱାରସ୍ଥ   (20-Mar-2026)       ||      ରାଜ୍ୟ ସ୍ତରୀୟ କୋଶଲି ନାଟବାଦୀ-ନାଟଯାତ୍‌ରା ତୃତୀୟ ସଂନ୍ଧ୍ୟାରେ  ନାଟକ “ଆଏବା ସକାଲ” ଓ “ସୀତାଠାବ” ମଞ୍ଚସ୍ଥ   (20-Mar-2026)       ||      "ବରିଷ୍ଠ ରେ ପ୍ରତିଜ୍ଞା ଓ କନିଷ୍ଠ ରେ ଅଙ୍କିତା ପ୍ରଥମ"   (20-Mar-2026)       ||     

HOME   ଜିଲ୍ଲା

ନଅଁଗାଁ (କ) ପେକ୍ସ ସମ୍ପାଦକଙ୍କ ଉପରେ କାର୍ଯ୍ୟନୁଷ୍ଠାନ

15-Oct-2020



ଆଗଲପୁର ( ସନ୍ତୋଷ କୁମାର ଠାକୁର ) : ନଅଁଗାଁ (କ) ପେକ୍ସ ସଂମ୍ପାଦକ ରଞ୍ଜନ କୁମାର ସାହୁ ଓ ଡିଇଓ ରମେଶ ଚନ୍ଦ୍ରଖମାରୀ ଚାଷୀ ଙ୍କୁ ଶୋଷଣ କରୁଥିବା ଅଭିଯୋଗ ନେଇ କିଛିଦିନ ପୂର୍ବେ ବଲାଙ୍ଗିର ଜିଲ୍ଲାପାଲ୍, ସମବାୟ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଓ ଲୋଇସିଂହା ବିଧାୟକ ମୁକେସ ମହାଲିଙ୍ଗ କୁ ଲିଖିତ ଅଭିଯୋଗ କରାଯାଇଥିଲା | ଉକ୍ତ ବିଷୟ କୁ ନେଇ ଗତ ୮ତାରିଖ ରେ ଜନଶୁଣାଣୀ ହେଇଥିଲା | ଏଆର୍ ସିଏସ୍ ଘଟଣାର ତଦନ୍ତ କରି ୧୨ତାରିଖରେ ପତ୍ରସଂଖ୍ୟା ୧୫୪୬ ଅନୁଶାରେ ସଂମ୍ପାଦକ ରଞ୍ଜନ କୁମାର ସାହୁଙ୍କୁ ଆର୍ଥିକ କ୍ଷମତାରୁ ବହିଷ୍କାର କରିଥିବା ସୂଚନା ମିଲିଛି | ଓ ତାଙ୍କ ସ୍ଥାନରେ ଅଶ୍ୱିନ ଗଡତିଆଙ୍କୁ ପେକ୍ସ ର ଦାଇତ୍ୱ ଦିଆଯାଇଛି | ନଅଁଗାଁ(କ) ର ବିଗତ ୫ବର୍ଷର ସ୍ୱତନ୍ତ୍ର ଅଡିଟ ରିପୋର୍ଟ ଦାଖଲ ପର୍ଯ୍ୟନ୍ତ ଶ୍ରୀ ସାହୁ ସହକାରୀ ରୂପେ କାର୍ଯ୍ୟ ସମ୍ପାଦନ କରିବେ ବୋଲି କୁହାଯାଇଛି | ପ୍ରକାଶ ଥାଉକିଯେ ଉକ୍ତ ସମସ୍ୟା ର ସମାଧାନ ନେଇ 5ଟି କମିସନରଙ୍କୁ ଅବଗତ କରାଯାଇଥିଲା |


News Comment




Photo in News

Advertisment
Lastest News
୩ ଗଂଜେଇ ଚୋରାଚାଲାଣକାରୀଙ୍କ ଗିରଫ କଲା ପୋଲିସ    21-Mar-2026
  ଜିଲ୍ଲା  
ରାଜ୍ୟ ସ୍ତରୀୟ କୋଶଲି ନାଟବାଦୀ-ନାଟଯାତ୍‌ରା ଉଦ୍‌ଯାପିତ   21-Mar-2026
  ଜିଲ୍ଲା  
ତହଁକ କୁଟୁମର  ବିଶ୍ବ କବିତା ଦିବସ ପାଳନ   21-Mar-2026
  ଜିଲ୍ଲା  
ସୁନାମୁଦିରେ ପଡ଼ା ସ୍ତରୀୟ ପୁଷ୍ଟି ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ   21-Mar-2026
  ଜିଲ୍ଲା  
ବୁବେଲ ସ୍କୁଲରେ ପିଏମଶ୍ରୀ ବାର୍ଷିକ ଉତ୍ସବ    21-Mar-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ଓଷ୍ଟା ମେଧା ଅନ୍ବେଷଣରେ ବଲାଙ୍ଗୀରର ଶ୍ରେଷ୍ଠ ପ୍ରଦର୍ଶନ   21-Mar-2026
  ଜିଲ୍ଲା  
ଡୁଙ୍ଗୁରିପାଲି: ଅଧ ଘଣ୍ଟା ବ୍ୟବଧାନରେ ମା ପୁଅ ଆଖି ବୁଜିଲେ   21-Mar-2026
  ଜିଲ୍ଲା  
ଜିଲ୍ଲା ଅଭିଯୋଜନ ନିର୍ଦ୍ଦେଶାଳୟର ନୂତନ କାର୍ଯ୍ୟାଳୟ ଉଦଘାଟିତ   21-Mar-2026
  ଜିଲ୍ଲା  
ବିଶ୍ଵ ପଖାଳ ଦିବସ ଓ ବିଶ୍ଵ କବିତା ଦିବସ ଉପଲକ୍ଷେ ଅଭାଷୀ ମାଧ୍ୟମରେ ବହୁଭାଷୀ କବିତା ଆସର   21-Mar-2026
  ଜିଲ୍ଲା  
ବିଶ୍ୱ ବନଦିବସ ପାଳିତ.. ବଲାଙ୍ଗୀରରେ ଜଙ୍ଗଲ ଓ ଅର୍ଥନୀତିର ନୀବିଡ ସମ୍ପର୍କ ରହିଛି-ଆରସିସିଏଫ   21-Mar-2026
  ଜିଲ୍ଲା  
ଉପଖଣ୍ଡ ସାମ୍ବାଦିକ ସଂଘ ପକ୍ଷରୁ ପଖାଳ ଦିବସ   21-Mar-2026
  ଜିଲ୍ଲା  
ଉପଖଣ୍ଡ ସାମ୍ବାଦିକ ସଂଘ ପକ୍ଷରୁ ପଖାଳ ଦିବସ   21-Mar-2026

You Might Also Like