-+91-9937148622 |

prerana_bgr@rediffmail.com |

  Thursday 8th October 2026 |

| | | |

R.N.I. Regd No. ODIODI/2010/46693

Breaking News

କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ    (08-Oct-2026)       ||      ବରୀ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ସଫଳ   (08-Oct-2026)       ||      ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅଧୀନରେ JOSH Teamର ଜିଲ୍ଲାସ୍ତରୀୟ ଶୁଭାରମ୍ଭ   (08-Oct-2026)       ||      ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ବନ୍ଦ ପାଳିତ   (08-Oct-2026)       ||      ବରପାଲିରେ କଂଗ୍ରେସ ଦଳପକ୍ଷରୁ ‘ଓଡ଼ିଶା ବନ୍ଦ’ ପାଳନ ଶାନ୍ତିପୂର୍ଣ୍ଣ ସହ ସଫଳ   (08-Oct-2026)       ||      ଜାମ୍ବଗୁଡ଼ା ବିଦ୍ୟାଳୟରେ ପ୍ରଥମଥର ବିଦ୍ୟାଳୟସ୍ତରୀୟ ‘ସୁରଭି’ କାର୍ଯ୍ୟକ୍ରମ ଅନୁଷ୍ଠିତ   (08-Oct-2026)       ||      ଗଞ୍ଜେଇ ଚାଲାଣ ଅଭିଯୋଗରେ ଅଭିଯୁକ୍ତ ମାନଙ୍କୁ ସଶ୍ରମ କାରାଦଣ୍ଡ ଏବଂ ୧ ଲକ୍ଷ ଟଙ୍କା ଜରିମାନା   (08-Oct-2026)       ||      ବିନିକାରେ ବନ୍ଦ ପାଳନ ସମ୍ପୂର୍ଣ୍ଣ ସଫଳ   (08-Oct-2026)       ||      ଜିଲ୍ଲାସ୍ତରୀୟ ଜାତୀୟ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ଖୋଲାନ ପିଏମଶ୍ରୀ ଅକ୍ତିଆର କଲା ପ୍ରଥମ ସ୍ଥାନ    (08-Oct-2026)       ||      ଟିଟିଲାଗଡ ଉପଖଣ୍ଡ ସ୍ତରୀୟ ଡାକ୍ତରଖାନାରେ ଟିବି ମୁକ୍ତ ଭାରତ ଅଭିଯାନ    (08-Oct-2026)       ||      ଟିଟିଲାଗଡ଼ରେ ବିଶ୍ୱ ଦୃଷ୍ଟି ଦିବସ ପାଳିତ - ଏସ୍.ସି.ଡି ଚକ୍ଷୁ ଚିକିତ୍ସାଳୟ ଓ ଲାୟନ୍ସ କ୍ଲବ ପକ୍ଷରୁ ପକ୍ଷରୁ ଜନସଚେତନତା ରାଲି   (08-Oct-2026)       ||      କଂଗ୍ରେସର ଭାରତ ବନ୍ଦ ଡାକରା: ଡାବୁଗାଁରେ ଆଂଶିକ ସଫଳ   (08-Oct-2026)       ||      ଚାରି ଦଫା ଦାବି କୁ ନେଇ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ରେ ବଲାଙ୍ଗୀର ବନ୍ଦ କୁ ମିଳିଲା ସମ୍ପୂର୍ଣ୍ଣ ସମର୍ଥନ    (08-Oct-2026)       ||      ଦୁଇ ସବ୍‌ଡିଭିଜନ ସହ ଏଷ୍ଟିମେଟର ଦାୟିତ୍ୱରେ ଥିଲେ କିଏ ସେ ଯନ୍ତ୍ରୀ?୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ; ପଦୋନ୍ନତି ପରେ ବଦଳିକୁ ନେଇ ଚର୍ଚ୍ଚା   (08-Oct-2026)       ||      ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନ ନିମନ୍ତେ ଘର କୁ ଘର ବୁଲି ସର୍ବେକ୍ଷଣ ଉପରେ ତାଲିମ   (08-Oct-2026)       ||      ଆଜିଠାରୁ ସ୍ୱତନ୍ତ୍ର ଅଭିଯାନ ଆରମ୍ଭ♦️ ଅକ୍ଟୋବର ୯ ପର୍ଯ୍ୟନ୍ତ ଚାଲିବ ଅଭିଯାନ   (08-Oct-2026)       ||      ପାଠପଢା କୁ ନେଇ ଡୁଙ୍ଗୁରିପାଲି କଲେଜ ରେ ଛାତ୍ର ଅଶାନ୍ତି, ଅଧ୍ୟକ୍ଷ ଙ୍କୁ ଘେରିଲେ ଛାତ୍ରଛାତ୍ରୀ    (08-Oct-2026)       ||      ସୁବର୍ଣ୍ଣପୁର ଠାରେ ବନ୍ୟ ପ୍ରାଣୀ ସପ୍ତାହ ଉଦ୍ ଯାପିତ*- *ବନ୍ୟ ପ୍ରାଣୀ ଙ୍କ ସହ ସମଗ୍ର ପରିବେଶ ଓ ପ୍ରକୃତି ଯୋଡ଼ି ହୋଇଛି- ଜିଲ୍ଲାପାଳ*   (08-Oct-2026)       ||      ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ ସୁବର୍ଣ୍ଣପୁରରେ ସେବା ଜ୍ୟୋତି ଯାତ୍ରା*-   (08-Oct-2026)       ||      ଟିଟିଲାଗଡର ନୂତନ ବିଦେଶୀ ମଦ ଦୋକାନ ଖୋଲିବା ପାଇଁ ଅବକାରୀ ବିଭାଗ ତିଆରି କଲା ନିଜସ୍ୱ ନିୟମ   (07-Oct-2026)       ||     

HOME   ମନୋରଞ୍ଜନ

ବିବାହ ପୂର୍ବରୁ ସବ୍ୟସାଚୀ ଓ ଅର୍ଚ୍ଚିତାଙ୍କ ହଳଦିଲଗା ପର୍ବ: ସୋସିଆଲ ମିଡିଆରେ ଫଟୋ ଭାଇରାଲ୍

01-Mar-2021



ଭୁବନେଶ୍ବର(ପ୍ରେରଣା ଖବର): ଆଜି ବିବାହବନ୍ଧନରେ ବାନ୍ଧି ହେଉଛନ୍ତି ସବ୍ୟସାଚୀ ଓ ଅର୍ଚ୍ଚିତା। ବିବାହ ପୂର୍ବରୁ ଏହି ଯୋଡ଼ିଙ୍କୁ ହଳଦି ଲଗାଯାଉଥିବା ଫଟୋ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଫଟୋରେ ଉଭୟ ସମାନ ରଙ୍ଗର ପୋଷାକ ପିନ୍ଧିଥିବା ଦେଖିବାକୁ ମିଳିଛି। ଅର୍ଚ୍ଚିତା ରାନି ଓ ହଳଦି ରଙ୍ଗର ଲେହେଙ୍ଗା ପିନ୍ଧିଥିବା ବେଳେ ସବ୍ୟସାଚୀ ମଧ୍ୟ ହଳଦିଆ ରଙ୍ଗର କୁର୍ତା ଉପରେ ରାନି ରଙ୍ଗର ଜ୍ୟାକେଟ ପିନ୍ଧିଛନ୍ତି।ବିବାହ ନେଇ ସୋସିଆଲ ମିଡିଆରେ ପୋଷ୍ଟ କରି ସୂଚନା ଦେଇଛନ୍ତି ଉଭୟ ସବ୍ୟସାଚୀ ଏବଂ ଅର୍ଚ୍ଚିତା । ନୂଆ ସମ୍ପର୍କ ଆରମ୍ଭ କରୁଥିବାରୁ ପ୍ରଭୁ ଜଗନ୍ନାଥଙ୍କ ସହ ଓଡ଼ିଶାବାସୀଙ୍କ ଆଶୀର୍ବାଦ ଲୋଡ଼ିଛନ୍ତି ସବ୍ୟର୍ଚ୍ଚିତା। ସବ୍ୟସାଚୀ ନିଜ ପ୍ରଶଂସକଙ୍କୁ ଟୁଇଟ୍ କରି କହିଛନ୍ତି, ଆପଣମାନେ ସମସ୍ତେ ଆମ ପରିବାରର ଅବିଚ୍ଛେଦ୍ୟ ଅଙ୍ଗ। ଆପଣମାନେ ଆମର ଉଭୟ ଭଲ ଓ ଖରାପ ସମୟରେ ଆମ ଉପରେ ଆଶୀର୍ବାଦ ଢ଼ାଳି ଦେଇଛନ୍ତି। ଆଜିର ଏହି ଗୁରୁତ୍ବପୂର୍ଣ୍ଣ ଦିନରେ ଆପଣଙ୍କୁ କିଭଳି ଭୁଲିଯିବୁ? ଜୀବନର ଏଇ ନୂତନ ଯାତ୍ରା ଆରମ୍ଭ କରୁଥିବା ବେଳେ ଆପଣମାନଙ୍କ ଶୁଭେଚ୍ଛା ଓ ଆଶୀର୍ବାଦ ଆମର ଏକାନ୍ତ କାମ୳। ସବ୍ୟସାଚୀ- ଅର୍ଚ୍ଚିତା ପ୍ରଥମେ ଏକାଠି ପରଦାରେ ସଂଜୟ ନାୟକଙ୍କ ନିର୍ଦ୍ଦେଶିତ ‘ମୁଁ ସପନର ସୌଦାଗର’ ଚଳଚ୍ଚିତ୍ରରେ ଅଭିନୟ କରିଥିଲେ। ଏହାପରେ ଦୁହେଁ ନାୟକ-ନାୟିକା ଭାବେ ‘ତୋର ମୋର ଯୋଡ଼ି ସୁନ୍ଦର’, ‘କେବେ ତୁମେ ନାହଁ କେବେ ମୁଁ ନାହିଁ’, ‘ମୁଁ ଏକା ତୁମର’, ‘ହେଲା ମତେ ପ୍ରେମ ଜର’, ‘ପିଲାଟା ବିଗିଡ଼ି ଗଲା’, ‘କେଉଁ ଦୁନିଆରୁ ଆସିଲ ବନ୍ଧୁ’, ‘ମତେ ଆଣିଦେଲ ଲକ୍ଷେ ଫଗୁଣ’ ,‘ପାଗଳ କରିଛି ପାଉଁଜି ତୋର’ ଓ ‘ଛାତି ତଳେ ଡିଙ୍ଗଡଙ୍ଗ୍’ ଆଦି ଚଳଚ୍ଚିତ୍ରରେ ଅଭିନୟ କରିଛନ୍ତି। ଦୁହିଁଙ୍କୁ ଶେଷଥର ଲାଗି ଓଡ଼ିଆ ଛବି ‘ଅଭିମାନ’ରେ ଦେଖିବାକୁ ମିଳିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ   08-Oct-2026
  ଜିଲ୍ଲା  
ବରୀ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ସଫଳ   08-Oct-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅଧୀନରେ JOSH Teamର ଜିଲ୍ଲାସ୍ତରୀୟ ଶୁଭାରମ୍ଭ   08-Oct-2026
  ଜିଲ୍ଲା  
ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ବନ୍ଦ ପାଳିତ   08-Oct-2026
  ଜିଲ୍ଲା  
ବରପାଲିରେ କଂଗ୍ରେସ ଦଳପକ୍ଷରୁ ‘ଓଡ଼ିଶା ବନ୍ଦ’ ପାଳନ ଶାନ୍ତିପୂର୍ଣ୍ଣ ସହ ସଫଳ   08-Oct-2026
  ଜିଲ୍ଲା  
ଜାମ୍ବଗୁଡ଼ା ବିଦ୍ୟାଳୟରେ ପ୍ରଥମଥର ବିଦ୍ୟାଳୟସ୍ତରୀୟ ‘ସୁରଭି’ କାର୍ଯ୍ୟକ୍ରମ ଅନୁଷ୍ଠିତ   08-Oct-2026
  ଜିଲ୍ଲା  
ଗଞ୍ଜେଇ ଚାଲାଣ ଅଭିଯୋଗରେ ଅଭିଯୁକ୍ତ ମାନଙ୍କୁ ସଶ୍ରମ କାରାଦଣ୍ଡ ଏବଂ ୧ ଲକ୍ଷ ଟଙ୍କା ଜରିମାନା   08-Oct-2026
  ଜିଲ୍ଲା  
ବିନିକାରେ ବନ୍ଦ ପାଳନ ସମ୍ପୂର୍ଣ୍ଣ ସଫଳ   08-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଜାତୀୟ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ଖୋଲାନ ପିଏମଶ୍ରୀ ଅକ୍ତିଆର କଲା ପ୍ରଥମ ସ୍ଥାନ   08-Oct-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡ ସ୍ତରୀୟ ଡାକ୍ତରଖାନାରେ ଟିବି ମୁକ୍ତ ଭାରତ ଅଭିଯାନ   08-Oct-2026
  ଜିଲ୍ଲା  
ଟିଟିଲାଗଡ଼ରେ ବିଶ୍ୱ ଦୃଷ୍ଟି ଦିବସ ପାଳିତ - ଏସ୍.ସି.ଡି ଚକ୍ଷୁ ଚିକିତ୍ସାଳୟ ଓ ଲାୟନ୍ସ କ୍ଲବ ପକ୍ଷରୁ ପକ୍ଷରୁ ଜନସଚେତନତା ରାଲି   08-Oct-2026
  ଜିଲ୍ଲା  
କଂଗ୍ରେସର ଭାରତ ବନ୍ଦ ଡାକରା: ଡାବୁଗାଁରେ ଆଂଶିକ ସଫଳ   08-Oct-2026

You Might Also Like

  ମନୋରଞ୍ଜନ  

Jj

               
  ମନୋରଞ୍ଜନ  

Nnm