-+91-9937148622 |

prerana_bgr@rediffmail.com |

  Thursday 8th October 2026 |

| | | |

R.N.I. Regd No. ODIODI/2010/46693

Breaking News

କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ    (08-Oct-2026)       ||      ବରୀ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ସଫଳ   (08-Oct-2026)       ||      ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅଧୀନରେ JOSH Teamର ଜିଲ୍ଲାସ୍ତରୀୟ ଶୁଭାରମ୍ଭ   (08-Oct-2026)       ||      ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ବନ୍ଦ ପାଳିତ   (08-Oct-2026)       ||      ବରପାଲିରେ କଂଗ୍ରେସ ଦଳପକ୍ଷରୁ ‘ଓଡ଼ିଶା ବନ୍ଦ’ ପାଳନ ଶାନ୍ତିପୂର୍ଣ୍ଣ ସହ ସଫଳ   (08-Oct-2026)       ||      ଜାମ୍ବଗୁଡ଼ା ବିଦ୍ୟାଳୟରେ ପ୍ରଥମଥର ବିଦ୍ୟାଳୟସ୍ତରୀୟ ‘ସୁରଭି’ କାର୍ଯ୍ୟକ୍ରମ ଅନୁଷ୍ଠିତ   (08-Oct-2026)       ||      ଗଞ୍ଜେଇ ଚାଲାଣ ଅଭିଯୋଗରେ ଅଭିଯୁକ୍ତ ମାନଙ୍କୁ ସଶ୍ରମ କାରାଦଣ୍ଡ ଏବଂ ୧ ଲକ୍ଷ ଟଙ୍କା ଜରିମାନା   (08-Oct-2026)       ||      ବିନିକାରେ ବନ୍ଦ ପାଳନ ସମ୍ପୂର୍ଣ୍ଣ ସଫଳ   (08-Oct-2026)       ||      ଜିଲ୍ଲାସ୍ତରୀୟ ଜାତୀୟ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ଖୋଲାନ ପିଏମଶ୍ରୀ ଅକ୍ତିଆର କଲା ପ୍ରଥମ ସ୍ଥାନ    (08-Oct-2026)       ||      ଟିଟିଲାଗଡ ଉପଖଣ୍ଡ ସ୍ତରୀୟ ଡାକ୍ତରଖାନାରେ ଟିବି ମୁକ୍ତ ଭାରତ ଅଭିଯାନ    (08-Oct-2026)       ||      ଟିଟିଲାଗଡ଼ରେ ବିଶ୍ୱ ଦୃଷ୍ଟି ଦିବସ ପାଳିତ - ଏସ୍.ସି.ଡି ଚକ୍ଷୁ ଚିକିତ୍ସାଳୟ ଓ ଲାୟନ୍ସ କ୍ଲବ ପକ୍ଷରୁ ପକ୍ଷରୁ ଜନସଚେତନତା ରାଲି   (08-Oct-2026)       ||      କଂଗ୍ରେସର ଭାରତ ବନ୍ଦ ଡାକରା: ଡାବୁଗାଁରେ ଆଂଶିକ ସଫଳ   (08-Oct-2026)       ||      ଚାରି ଦଫା ଦାବି କୁ ନେଇ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ରେ ବଲାଙ୍ଗୀର ବନ୍ଦ କୁ ମିଳିଲା ସମ୍ପୂର୍ଣ୍ଣ ସମର୍ଥନ    (08-Oct-2026)       ||      ଦୁଇ ସବ୍‌ଡିଭିଜନ ସହ ଏଷ୍ଟିମେଟର ଦାୟିତ୍ୱରେ ଥିଲେ କିଏ ସେ ଯନ୍ତ୍ରୀ?୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ; ପଦୋନ୍ନତି ପରେ ବଦଳିକୁ ନେଇ ଚର୍ଚ୍ଚା   (08-Oct-2026)       ||      ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନ ନିମନ୍ତେ ଘର କୁ ଘର ବୁଲି ସର୍ବେକ୍ଷଣ ଉପରେ ତାଲିମ   (08-Oct-2026)       ||      ଆଜିଠାରୁ ସ୍ୱତନ୍ତ୍ର ଅଭିଯାନ ଆରମ୍ଭ♦️ ଅକ୍ଟୋବର ୯ ପର୍ଯ୍ୟନ୍ତ ଚାଲିବ ଅଭିଯାନ   (08-Oct-2026)       ||      ପାଠପଢା କୁ ନେଇ ଡୁଙ୍ଗୁରିପାଲି କଲେଜ ରେ ଛାତ୍ର ଅଶାନ୍ତି, ଅଧ୍ୟକ୍ଷ ଙ୍କୁ ଘେରିଲେ ଛାତ୍ରଛାତ୍ରୀ    (08-Oct-2026)       ||      ସୁବର୍ଣ୍ଣପୁର ଠାରେ ବନ୍ୟ ପ୍ରାଣୀ ସପ୍ତାହ ଉଦ୍ ଯାପିତ*- *ବନ୍ୟ ପ୍ରାଣୀ ଙ୍କ ସହ ସମଗ୍ର ପରିବେଶ ଓ ପ୍ରକୃତି ଯୋଡ଼ି ହୋଇଛି- ଜିଲ୍ଲାପାଳ*   (08-Oct-2026)       ||      ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ ସୁବର୍ଣ୍ଣପୁରରେ ସେବା ଜ୍ୟୋତି ଯାତ୍ରା*-   (08-Oct-2026)       ||      ଟିଟିଲାଗଡର ନୂତନ ବିଦେଶୀ ମଦ ଦୋକାନ ଖୋଲିବା ପାଇଁ ଅବକାରୀ ବିଭାଗ ତିଆରି କଲା ନିଜସ୍ୱ ନିୟମ   (07-Oct-2026)       ||     

HOME   ଅପରାଧ

ବଡ଼ଗାଁ ଗୁଳିକାଣ୍ଡ ଘଟଣା: ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ଗହଣା ଦୋକାନୀଙ୍କ ପୁଅ ରୋହିତଙ୍କର ମୃତ୍ୟୁ

01-Mar-2021



ବଡ଼ଗାଁ(ପ୍ରେରଣା ଖବର): ବଡ଼ଗାଁ ଗୁଳିକାଣ୍ଡ ଘଟଣାରେ ଗୁରୁତର ହେବା ପରେ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ଗହଣା ଦୋକାନୀଙ୍କ ପୁଅ ରୋହିତଙ୍କର ମୃତ୍ୟୁ ଘଟିଥିବାର ଖବର ମିଳିଛି। ଆଜି ସକାଳ ପ୍ରାୟ ୯ଟାରେ ସୁନ୍ଦରଗଡ଼ ଜିଲ୍ଲାର ବଡ଼ଗାଁ ବସଷ୍ଟାଣ୍ଡରେ ଥିବା ନିଉ ମା ମଙ୍ଗଳା ଜୁଏଲାରି ଦୋକାନ ସାମ୍ନାରେ ଦୁଇଜଣ ଦୁର୍ବୃତ୍ତ ବାଇକରେ ଆସି ଦୋକାନ ମାଲିକଙ୍କ ପୁଅଙ୍କ ଉପରକୁ ଦୁଇ ରାଉଣ୍ଡ ଗୁଳିଚଳାଇ ଫେରାର ହୋଇଯାଇଥିଲେ। ଏଥିରେ ସେ ଗୁରୁତର ହୋଇଥିଲା ବେଳେ ପାଖରେ ଥିବା ସରୋଜ ଦାସ ନାମକ ଜଣେ ବ୍ୟକ୍ତିଙ୍କୁ ମଧ୍ୟ ଆଘାତ ଲାଗିଥିଲା। ଏହି ଗୁଳିକାଣ୍ଡରେ ଗହଣା ଦୋକାନୀଙ୍କ ପୁଅ ରୋହିତ ବର୍ମା(୩୨) ଗୁରୁତର ହୋଇଥିଲେ। ତିନିଟି ଗୁଳି ଫୁଟିଥିବା ବେଳେ ଘଟଣାସ୍ଥଳରେ ବନ୍ଧୁକ ଓ ଫୁଟା ଓ ଅଫୁଟା ଗୁଳି ପଡ଼ିରହିଥିଲା। ୨ ଗୁରୁତରଙ୍କୁ ରାଉରକେଲାର ଜେପି ହସ୍ପିଟାଲକୁ ନିଆଯାଇଥିଲା। ତେବେ କେଉଁ କାରଣରୁ ଏହି ଗୁଳିକାଣ୍ଡ ଘଟିଛି, ତାହା ଜଣାପଡ଼ିନାହିଁ। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ଗହଣା ଦୋକାନୀଙ୍କ ପୁଅ ରୋହିତଙ୍କର ମୃତ୍ୟୁ ଘଟିଛି। ଅପରପକ୍ଷରେ ଏଯାଏ ପୁଲିସ ଦୁଇ ଅଭିଯୁକ୍ତଙ୍କୁ ଧରିବାରେ ସମର୍ଥ ହୋଇ ନ ଥିବା କୁହାଯାଉଛି। ଏହି ଘଟଣା ସେହି ଅଞ୍ଚଳରେ ଚାଞ୍ଚଲ୍ୟ ଖେଳାଇ ଦେଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
କଣ୍ଟାମାଳରେ କଂଗ୍ରେସର ୧୨ ଘଣ୍ଟିଆ ବନ୍ଦ ସମ୍ପୂର୍ଣ୍ଣ ସଫଳ,ଜନଜୀବନ ପ୍ରଭାବିତ   08-Oct-2026
  ଜିଲ୍ଲା  
ବରୀ କଂଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ସଫଳ   08-Oct-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀ ଟିବି ମୁକ୍ତ ଭାରତ ଅଭିଯାନ ଅଧୀନରେ JOSH Teamର ଜିଲ୍ଲାସ୍ତରୀୟ ଶୁଭାରମ୍ଭ   08-Oct-2026
  ଜିଲ୍ଲା  
ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ବନ୍ଦ ପାଳିତ   08-Oct-2026
  ଜିଲ୍ଲା  
ବରପାଲିରେ କଂଗ୍ରେସ ଦଳପକ୍ଷରୁ ‘ଓଡ଼ିଶା ବନ୍ଦ’ ପାଳନ ଶାନ୍ତିପୂର୍ଣ୍ଣ ସହ ସଫଳ   08-Oct-2026
  ଜିଲ୍ଲା  
ଜାମ୍ବଗୁଡ଼ା ବିଦ୍ୟାଳୟରେ ପ୍ରଥମଥର ବିଦ୍ୟାଳୟସ୍ତରୀୟ ‘ସୁରଭି’ କାର୍ଯ୍ୟକ୍ରମ ଅନୁଷ୍ଠିତ   08-Oct-2026
  ଜିଲ୍ଲା  
ଗଞ୍ଜେଇ ଚାଲାଣ ଅଭିଯୋଗରେ ଅଭିଯୁକ୍ତ ମାନଙ୍କୁ ସଶ୍ରମ କାରାଦଣ୍ଡ ଏବଂ ୧ ଲକ୍ଷ ଟଙ୍କା ଜରିମାନା   08-Oct-2026
  ଜିଲ୍ଲା  
ବିନିକାରେ ବନ୍ଦ ପାଳନ ସମ୍ପୂର୍ଣ୍ଣ ସଫଳ   08-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଜାତୀୟ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ଖୋଲାନ ପିଏମଶ୍ରୀ ଅକ୍ତିଆର କଲା ପ୍ରଥମ ସ୍ଥାନ   08-Oct-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡ ସ୍ତରୀୟ ଡାକ୍ତରଖାନାରେ ଟିବି ମୁକ୍ତ ଭାରତ ଅଭିଯାନ   08-Oct-2026
  ଜିଲ୍ଲା  
ଟିଟିଲାଗଡ଼ରେ ବିଶ୍ୱ ଦୃଷ୍ଟି ଦିବସ ପାଳିତ - ଏସ୍.ସି.ଡି ଚକ୍ଷୁ ଚିକିତ୍ସାଳୟ ଓ ଲାୟନ୍ସ କ୍ଲବ ପକ୍ଷରୁ ପକ୍ଷରୁ ଜନସଚେତନତା ରାଲି   08-Oct-2026
  ଜିଲ୍ଲା  
କଂଗ୍ରେସର ଭାରତ ବନ୍ଦ ଡାକରା: ଡାବୁଗାଁରେ ଆଂଶିକ ସଫଳ   08-Oct-2026

You Might Also Like