-+91-9937148622 |

prerana_bgr@rediffmail.com |

  Thursday 8th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଚାରି ଦଫା ଦାବି କୁ ନେଇ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ରେ ବଲାଙ୍ଗୀର ବନ୍ଦ କୁ ମିଳିଲା ସମ୍ପୂର୍ଣ୍ଣ ସମର୍ଥନ    (08-Oct-2026)       ||      ଦୁଇ ସବ୍‌ଡିଭିଜନ ସହ ଏଷ୍ଟିମେଟର ଦାୟିତ୍ୱରେ ଥିଲେ କିଏ ସେ ଯନ୍ତ୍ରୀ?୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ; ପଦୋନ୍ନତି ପରେ ବଦଳିକୁ ନେଇ ଚର୍ଚ୍ଚା   (08-Oct-2026)       ||      ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନ ନିମନ୍ତେ ଘର କୁ ଘର ବୁଲି ସର୍ବେକ୍ଷଣ ଉପରେ ତାଲିମ   (08-Oct-2026)       ||      ଆଜିଠାରୁ ସ୍ୱତନ୍ତ୍ର ଅଭିଯାନ ଆରମ୍ଭ♦️ ଅକ୍ଟୋବର ୯ ପର୍ଯ୍ୟନ୍ତ ଚାଲିବ ଅଭିଯାନ   (08-Oct-2026)       ||      ପାଠପଢା କୁ ନେଇ ଡୁଙ୍ଗୁରିପାଲି କଲେଜ ରେ ଛାତ୍ର ଅଶାନ୍ତି, ଅଧ୍ୟକ୍ଷ ଙ୍କୁ ଘେରିଲେ ଛାତ୍ରଛାତ୍ରୀ    (08-Oct-2026)       ||      ସୁବର୍ଣ୍ଣପୁର ଠାରେ ବନ୍ୟ ପ୍ରାଣୀ ସପ୍ତାହ ଉଦ୍ ଯାପିତ*- *ବନ୍ୟ ପ୍ରାଣୀ ଙ୍କ ସହ ସମଗ୍ର ପରିବେଶ ଓ ପ୍ରକୃତି ଯୋଡ଼ି ହୋଇଛି- ଜିଲ୍ଲାପାଳ*   (08-Oct-2026)       ||      ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ ସୁବର୍ଣ୍ଣପୁରରେ ସେବା ଜ୍ୟୋତି ଯାତ୍ରା*-   (08-Oct-2026)       ||      ଟିଟିଲାଗଡର ନୂତନ ବିଦେଶୀ ମଦ ଦୋକାନ ଖୋଲିବା ପାଇଁ ଅବକାରୀ ବିଭାଗ ତିଆରି କଲା ନିଜସ୍ୱ ନିୟମ   (07-Oct-2026)       ||      ରେଢ଼ାଖୋଲ ନିର୍ବାଚନ ମଣ୍ଡଳୀ ଏସିଡିସି ସମୀକ୍ଷା ବୈଠକ: ଉନ୍ନୟନ କାର୍ଯ୍ୟର ଅଗ୍ରଗତି ନେଇ ଆଲୋଚନା I ଉଚ୍ଚ ଅଧିକାରୀଙ୍କ ଅନୁପସ୍ଥିତି ଓ ପ୍ରକଳ୍ପ ତଦାରଖରେ ବିଳମ୍ବ ନେଇ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟ ଙ୍କ ଅସନ୍ତୋଷ ପ୍ରକାଶ I   (07-Oct-2026)       ||      ସରକାର ମୁଖ୍ୟ ଭାବେ ମୋଦୀଙ୍କ ୨୫ ବର୍ଷ ପୂର୍ତ୍ତି *ସମ୍ବଲପୁରରେ ‘ବିକଶିତ ଭାରତ ସଂକଳ୍ପ ସଭା’ ଓ ‘ସେବା ଜ୍ୟୋତି ଯାତ୍ରା’*   (07-Oct-2026)       ||      ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ "ସେବା ଜ୍ୟୋତି କଳସ ଯାତ୍ରା" ଅନୁଷ୍ଠିତ   (07-Oct-2026)       ||      ବୌଦ୍ଧରେ ବିକଶିତ ଭାରତ ସଂକଳ୍ପ ସଭା ଓ ସେବାଜ୍ୟୋତି ପଦଯାତ୍ରା ଅନୁଷ୍ଠିତ   (07-Oct-2026)       ||      ସାଇପାଲିରେ ‘ସେବା ସଂକଳ୍ପ’ର ସ୍ୱାସ୍ଥ୍ୟ ସେବା ମେଗା ଶିବିର   (07-Oct-2026)       ||      ଜ୍ଞାନେଶ କୁମାରଙ୍କୁ ବହିଷ୍କାର ଦାବିରେ ଏସ ୟୁ ସି ଆଇ (ସି) ର ପଥପ୍ରାନ୍ତ ସଭା    (07-Oct-2026)       ||      ଦୁର୍ଘଟଣାରେ ଆହତ ବିଜେଡି କର୍ମୀଙ୍କ ପରଲୋକ   (07-Oct-2026)       ||      ବିଶ୍ୱବିଦ୍ୟାଳୟସ୍ତରୀୟ ପ୍ରାକ୍-ଗଣତନ୍ତ୍ର ଦିବସ ପ୍ୟାରେଡ୍ ମନୋନୟନ ଶିବିର ଅନୁଷ୍ଠିତ   (07-Oct-2026)       ||      ଭାରତୀୟ ଷ୍ଟେଟ ବ୍ୟାଙ୍କ ଆଞ୍ଚଳିକ ବ୍ୟବସାୟିକ କେନ୍ଦ୍ର, ବରଗଡ଼ ତରଫରୁ ପେନସନର୍ସ ମିଟ ଆୟୋଜିତ   (07-Oct-2026)       ||      ଜଲଜଡ଼ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ଅନୁଷ୍ଠିତ   (07-Oct-2026)       ||      ଫୁଲମୁଠିର ଓଡ଼ିଆ ଶିଳ୍ପୀ ଅଶୋକଙ୍କୁ ରାଷ୍ଟ୍ରୀୟ ଯୁବ କଳାରତ୍ନ ସମ୍ମାନ   (07-Oct-2026)       ||      _ଭୀମଟାଙ୍ଗିରେ ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳିତ   (07-Oct-2026)       ||     

HOME   ରାଜ୍ୟ

୫ ହଜାର ୫ଶହ ଟଙ୍କା ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ଜାଲରେ ରେଢ଼ାଖୋଲ ଡାକ୍ତରଖାନାର ଅଧ୍ୟକ୍ଷ ଡ଼ଃ ବିପିନ ବିହାରୀ ସାହୁ

01-Mar-2021



ରେଢ଼ାଖୋଲ ( ଅନିଲ କୁମାର ପୃଷ୍ଟି ) ସମ୍ବଲପୁର ଜିଲ୍ଲା ରେଢାଖୋଲ ଉପଖଣ୍ଡ ଚିକିତ୍ସାଳୟର ଅଧ୍ୟକ୍ଷ ଡ଼ଃ ବିପନ ବିହାରୀ ସାହୁ ସମ୍ବଲପୁର ଭିଜିଲାନ୍ସ ଜାଲରେ  । ସୂଚନାଯୋଗ୍ୟ ଯେ ଏକ ରୋଗୀଙ୍କ ହାଇଡ୍ରୋସିଲ ଅସ୍ତ୍ରୋପଚାର ଓ ଡାକ୍ତରଖାନାରୁ ଡିସଚାର୍ଜ ପାଇଁ ଡଃ ସାହୁ ୫ ହଜାର ୫ ଶହ ଟଙ୍କା ଲାଞ୍ଚ ମାଗିଥିଲେ ରୋଗୀଙ୍କ ସମ୍ପର୍କୀୟ ରେଢ଼ାଖୋଲ ସହର ଏଲ ଆଇ ସି କୋଲୋନୀର ସୋମ୍ୟରଞ୍ଜନ ପ୍ରଧାନ ଏବାବଦରେ ସମ୍ବଲପୁର ଭିଜିଲାନ୍ସ ଅଧିକାରୀଙ୍କୁ ଜଣାଇଥିଲେ । ରୋଗୀଙ୍କ ସମ୍ପର୍କୀୟଙ୍କ ଠାରୁ ରାସାୟନିକ ପ୍ରଳପ ଦିଆ ନଗଦ ୫ ହଜାର ୫ ଟଙ୍କା ଲାଞ୍ଚ ନେଉଥିବାବେଳେ ରେଡ୍ ହ୍ୟାଣ୍ଡରେ ସମ୍ବଲପୁର ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି । ସମ୍ବଲପୁର ଭିଜିଲାନ୍ସ ପୋଲିସ କେସ ନଂ ୧୦/୨୮/୦୨/୨୦୨୧ U/s 7 P C ଆକ୍ଟ ୨୦୧୮ ରେ ମାମଲା ରୁଜୁ କରି ଅଧିକ ତଦନ୍ତ ପାଇଁ ସମ୍ବଲପୁର ଭିଜିଲାନ୍ସ ଅଫିସକୁ ନିଆଯାଇଛି


News Comment




Photo in News

Advertisment
Lastest News
  ରାଜ୍ୟ  
ଚାରି ଦଫା ଦାବି କୁ ନେଇ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ରେ ବଲାଙ୍ଗୀର ବନ୍ଦ କୁ ମିଳିଲା ସମ୍ପୂର୍ଣ୍ଣ ସମର୍ଥନ   08-Oct-2026
ଦୁଇ ସବ୍‌ଡିଭିଜନ ସହ ଏଷ୍ଟିମେଟର ଦାୟିତ୍ୱରେ ଥିଲେ କିଏ ସେ ଯନ୍ତ୍ରୀ?୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ; ପଦୋନ୍ନତି ପରେ ବଦଳିକୁ ନେଇ ଚର୍ଚ୍ଚା   08-Oct-2026
  ଜିଲ୍ଲା  
ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନ ନିମନ୍ତେ ଘର କୁ ଘର ବୁଲି ସର୍ବେକ୍ଷଣ ଉପରେ ତାଲିମ   08-Oct-2026
  ଜିଲ୍ଲା  
ଆଜିଠାରୁ ସ୍ୱତନ୍ତ୍ର ଅଭିଯାନ ଆରମ୍ଭ♦️ ଅକ୍ଟୋବର ୯ ପର୍ଯ୍ୟନ୍ତ ଚାଲିବ ଅଭିଯାନ   08-Oct-2026
  ଜିଲ୍ଲା  
ପାଠପଢା କୁ ନେଇ ଡୁଙ୍ଗୁରିପାଲି କଲେଜ ରେ ଛାତ୍ର ଅଶାନ୍ତି, ଅଧ୍ୟକ୍ଷ ଙ୍କୁ ଘେରିଲେ ଛାତ୍ରଛାତ୍ରୀ   08-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁର ଠାରେ ବନ୍ୟ ପ୍ରାଣୀ ସପ୍ତାହ ଉଦ୍ ଯାପିତ*- *ବନ୍ୟ ପ୍ରାଣୀ ଙ୍କ ସହ ସମଗ୍ର ପରିବେଶ ଓ ପ୍ରକୃତି ଯୋଡ଼ି ହୋଇଛି- ଜିଲ୍ଲାପାଳ*   08-Oct-2026
  ଜିଲ୍ଲା  
ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ ସୁବର୍ଣ୍ଣପୁରରେ ସେବା ଜ୍ୟୋତି ଯାତ୍ରା*-   08-Oct-2026
  ଜିଲ୍ଲା  
ଟିଟିଲାଗଡର ନୂତନ ବିଦେଶୀ ମଦ ଦୋକାନ ଖୋଲିବା ପାଇଁ ଅବକାରୀ ବିଭାଗ ତିଆରି କଲା ନିଜସ୍ୱ ନିୟମ   07-Oct-2026
  ଜିଲ୍ଲା  
ରେଢ଼ାଖୋଲ ନିର୍ବାଚନ ମଣ୍ଡଳୀ ଏସିଡିସି ସମୀକ୍ଷା ବୈଠକ: ଉନ୍ନୟନ କାର୍ଯ୍ୟର ଅଗ୍ରଗତି ନେଇ ଆଲୋଚନା I ଉଚ୍ଚ ଅଧିକାରୀଙ୍କ ଅନୁପସ୍ଥିତି ଓ ପ୍ରକଳ୍ପ ତଦାରଖରେ ବିଳମ୍ବ ନେଇ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟ ଙ୍କ ଅସନ୍ତୋଷ ପ୍ରକାଶ I   07-Oct-2026
  ଜିଲ୍ଲା  
ସରକାର ମୁଖ୍ୟ ଭାବେ ମୋଦୀଙ୍କ ୨୫ ବର୍ଷ ପୂର୍ତ୍ତି *ସମ୍ବଲପୁରରେ ‘ବିକଶିତ ଭାରତ ସଂକଳ୍ପ ସଭା’ ଓ ‘ସେବା ଜ୍ୟୋତି ଯାତ୍ରା’*   07-Oct-2026
  ଜିଲ୍ଲା  
ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ "ସେବା ଜ୍ୟୋତି କଳସ ଯାତ୍ରା" ଅନୁଷ୍ଠିତ   07-Oct-2026
  ଜିଲ୍ଲା  
ବୌଦ୍ଧରେ ବିକଶିତ ଭାରତ ସଂକଳ୍ପ ସଭା ଓ ସେବାଜ୍ୟୋତି ପଦଯାତ୍ରା ଅନୁଷ୍ଠିତ   07-Oct-2026

You Might Also Like