-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME    ଅନ୍ୟାନ୍ୟ

ବର୍ତ୍ତମାନର ମୁଖ୍ୟ ଖବର

15-Oct-2020



1.ଆଜି ବିଶ୍ୱ ହସ୍ତ ପ୍ରକ୍ଷାଳନ ଦିବସ : ୨୦୦୮ରୁ ପ୍ରତି ବର୍ଷ ଅକ୍‌ଟୋବର‌ ୧୫ରେ ପାଳିତ ହେଉଛି ‘ବିଶ୍ୱ ହସ୍ତ ପ୍ରକ୍ଷାଳନ ଦିବସ’*

 2.ବାଲେଶ୍ଵର ସଦର ଉପନିର୍ବାଚନ ପାଇଁ ବିଜେପି ତାର ପ୍ରାର୍ଥୀ ପତ୍ର ଦାଖଲ କରିଛି । ବିଜେପି ପ୍ରାର୍ଥୀ ମାନସ କୁମାର ଦତ୍ତ ପ୍ରାର୍ଥୀ ପାତ୍ର ଦାଖଲ କରିଛନ୍ତି ।

 3.କମିଲା ସୁନା ଦର।‌ ଗତକାଲି ତୁଳନାରେ ଆଜି ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପିଛା ୩୦୦ ଟଙ୍କା କମିଛି। ସେହିପରି ୨୪ କ୍ୟାରେଟ ସୁନା ଦର ୩୫୦ ଟଙ୍କା କମିଛି।

 4. ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ବୁଧବାର କହିଛନ୍ତି, ଚଳିତ ବର୍ଷ ଶେଷ ହେବା ପୂର୍ବରୁ ଆମେରିକା ପାଖରେ କୋଭିଡ-୧୯ର ସୁକ୍ଷିତ ଓ ପ୍ରଭାବଶାଳୀ ଟିକା ଉପଲବ୍ଧ ହେବ ।

 5.କାର୍ ସହ ଜଳିଗଲେ ଏନସିପି ନେତା ସଞ୍ଜୟ ସିନ୍ଦେ : ସର୍ଟ ସର୍କିଟରୁ ଅଗ୍ନିକାଣ୍ଡ, ସାନଟାଇଜର ହେଲା କାଳ*

 6.ରାଇରଙ୍ଗପୁର ମୁଖ୍ୟବଜାରରେ ଥିବା ସପିଂ ମଲରେ ଅଗ୍ନିକାଣ୍ଡ । ୫ଟି ବଡ ବଡ ଦୋକାନରେ ଲାଗିଲା ନିଆଁ । ଅଗ୍ନିକାଣ୍ଡରେ ପାଖାପାଖି ୧କୋଟି ଟଙ୍କାର ସମ୍ପତ୍ତି ପୋଡି ପାଉଁଶ।

7.ଆନ୍ଧ୍ରପ୍ରଦେଶ ଓ ତେଲେଙ୍ଗାନାରେ ପ୍ରଳୟ ରଚିଲା ବର୍ଷା ।  ସୁଅରେ ଭାସିଗଲା ମଣିଷ, ପାଣିରେ ପହଁରିଲା କାର : ୨୫ଜଣଙ୍କ ମୃତ୍ୟୁ*

8.କୋଭିଡ ପରିଚାଳନା ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ ।  ପାର୍ବଣ ସମୟରେ ଅଧିକ ସତର୍କ ରହିବା ଉପରେ ଗୁରୁତ୍ୱ : ୟୁରୋପରେ ଦେଖାଦେଇଛି ସେକେଣ୍ଡ ୱେଭ*

 9.କଟକ ନାବାଳିକା ଗଣଦୁଷ୍କର୍ମ ଘଟଣାରେ ୨ ଅଭିଯୁକ୍ତ ଗିରଫ । ୨୪ ଘଂଟାରେ ଗିରଫ ହୋଇଥିବାରୁ ଟ୍ୱିଟ କରି କଟକ ପୁଲିସକୁ ପ୍ରଂଶସା କଲେ କମିଶନର*

 10.କଟକ ନାବାଳିକା ଦୁଷ୍କର୍ମକୁ ନେଇ ହଇଚଇ : ପୁଲିସର ତତ୍ପରତା, ୨ ଅଭିଯୁକ୍ତ ଗିରଫ*

 11.ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଜଗନ ମୋହନ ରେଡ୍ଡିଙ୍କୁ ମୁଖ୍ୟମନ୍ତ୍ରୀ ପଦରୁ ହଟାଇବା ପାଇଁ ସୁପ୍ରିମକୋର୍ଟରେ ଆବେଦନ କରିଛନ୍ତି ଦୁଇ ଜଣ ଓକିଲ ।

 12.ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ଆଉ ୨୪ ଘଣ୍ଟା ଲାଗିରହିବ ପ୍ରବଳ ବର୍ଷା* ୬ ଜିଲ୍ଲାକୁ ବର୍ଷା, ବଜ୍ରପାତ ଆଲର୍ଟ*ରାଜ୍ୟରେ ଲଗାଣ ବର୍ଷା ଜାରି ରହିଥିବା ବେଳେ ଆଜି କିଛି ଜିଲ୍ଲାରେ ବର୍ଷା ସହ ବଜ୍ରପାତ ହେବାର ଆଶଙ୍କା ରହିଛି।

 13.ପାର୍ବଣ ଓ ଶୀତ ଋତୁକୁ ଦୃଷ୍ଟିରେ ରଖି ଅଧିକ ସତର୍କତା ଅବଲମ୍ବନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ,ଅର୍ଥନୈତିକ କାର୍ଯ୍ୟକ୍ରମ କ୍ଷେତ୍ରରେ କୌଣସି ବାଧାକୁ ବରଦାସ୍ତ କରାଯିବ ନାହିଁ - ମୁଖ୍ୟମନ୍ତ୍ରୀ
‌
14.ଦୁର୍ଦ୍ଦାନ୍ତ ଅପରାଧୀ ସୁଧୀର ସ୍ବାଇଁ ଗିରଫ, ୫ ବନ୍ଧୁକ, ୫୦ ଅଫୁଟା ଗୁଳି ଜବତ ଏବଂ ୩ ଗିରଫ।

15.CBSE ଦଶମ, ଦ୍ଵାଦଶ ଶ୍ରେଣୀ ଫର୍ମ ପୂରଣ ଅବଧି ୩୧କୁ ବୃଦ୍ଧି।

16.ମାଲକାନଗିରି: ବାପା ମା ଅଲୋଡ଼ା କରିଦେଇଥିବା ଦୁଇ ଅସହାୟ ଶିଶୁଙ୍କୁ ସହାୟତାର ହାତ ବଢାଇଲା କିସ୍ ଫାଉଣ୍ଟେସନ୍।ପ୍ରତି ମାସରେ ୨୦୦୦ ଟଙ୍କା ସହିତ ପାଠ ପଢିବା ପାଇଁ  ସମସ୍ତ ଦାୟିତ୍ୱ ନେଇଛି କିସ ଫାଉଣ୍ଡେସନ। 

17.ପିପିଲିରେ ରାଣୀଙ୍କ ଚର୍ଚ୍ଚା: ଗାଁ ଗାଁ ବୁଲି ମହିଳାଙ୍କୁ ଦାନ କଲେ ନୂଆ ବସ୍ତ୍ର, ବାଣ୍ଟିଲେ ମହାପ୍ରସାଦ, ଲୋକେ କହିଲେ, ‘ଏ ତାଙ୍କର କେଉଁ ରୂପ’।

18.ଭିଜିଲାନ୍ସ ଜାଲରେ ୫ କୋଟି ଟଙ୍କାର ସମ୍ପତ୍ତି ଥିବା ହିନ୍ଦୀ ମାଷ୍ଟର, ବ୍ରହ୍ମପୁରରେ ୩ କୋଟି ଟଙ୍କାର ଦୁଇଟି ବିଲ୍ଡିଂ ଓ  ଭୁବନେଶ୍ୱରରେ ଅଛି ୨୮ ଲକ୍ଷ ଟଙ୍କାର ଏକ ଆପାର୍ଟମେଣ୍ଟ।

19.ଖୋର୍ଦ୍ଧା ଜିଲ୍ଲାର ୫୦୦ ଆକ୍ରାନ୍ତଙ୍କୁ  ମିଶାଇ ରାଜ୍ୟରେ ଆଜି ୨୭୭୫ କରୋନା ଆକ୍ରାନ୍ତ ସୁସ୍ଥ।

20ଲଗାଣ ବର୍ଷା ଯୋଗୁଁ ଦକ୍ଷିଣ ଓଡିଶା ସ୍ଥିତି ବେହାଲ, ପାହାଡ ଧସିବା ସହ ଅନେକ ଘରଦ୍ୱାର କ୍ଷତିଗ୍ରସ୍ତ।

21.ଜାମ୍ମୁ କାଶ୍ମୀର ଓ ଲଦାଖ ପାଇଁ ୫ ବର୍ଷିଆ ସ୍ୱତନ୍ତ୍ର ପ୍ୟାକେଜକୁ କ୍ୟାବିନେଟର ଅନୁମୋଦନ। 

22. ପୁଣି ଫେରିବ ଟେଲିଫୋନ, ସମସ୍ତ ମନ୍ତ୍ରଣାଳୟ ଓ ସରକାରୀ ଅଫିସରେ ବିଏସଏନଏଲ ଓ ଏମଟିଏନଏଲ ସଂଯୋଗ ବାଧ୍ୟତାମୂଳକ କଲେ କେନ୍ଦ୍ର ସରକାର।‌

23. ନଭେମ୍ବର ୧୫ ପର୍ଯ୍ୟାନ୍ତ ଲୋନ ଆକାଉଣ୍ଟ ଏନପିଏ ଘୋଷଣା ହୋଇପାରିବ ନାହିଁ,ନଭେମ୍ବର ୨ ତାରିଖ ମଧ୍ୟରେ ବିସ୍ତୃତ ତଥ୍ୟ ଦେବାକୁ କେନ୍ଦ୍ର ସରକାରଙ୍କୁ ନିର୍ଦେଶ। 

24.ଭାରତ-ଅଷ୍ଟ୍ରେଲିଆ ଭୂତଳ ଜଳ ପରିଚାଳନା ବୁଝାମଣାପତ୍ରକୁ କ୍ୟାବିନେଟ୍ ଅନୁମୋଦନ‌।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like