-+91-9937148622 |

prerana_bgr@rediffmail.com |

  Thursday 8th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଚାରି ଦଫା ଦାବି କୁ ନେଇ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ରେ ବଲାଙ୍ଗୀର ବନ୍ଦ କୁ ମିଳିଲା ସମ୍ପୂର୍ଣ୍ଣ ସମର୍ଥନ    (08-Oct-2026)       ||      ଦୁଇ ସବ୍‌ଡିଭିଜନ ସହ ଏଷ୍ଟିମେଟର ଦାୟିତ୍ୱରେ ଥିଲେ କିଏ ସେ ଯନ୍ତ୍ରୀ?୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ; ପଦୋନ୍ନତି ପରେ ବଦଳିକୁ ନେଇ ଚର୍ଚ୍ଚା   (08-Oct-2026)       ||      ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନ ନିମନ୍ତେ ଘର କୁ ଘର ବୁଲି ସର୍ବେକ୍ଷଣ ଉପରେ ତାଲିମ   (08-Oct-2026)       ||      ଆଜିଠାରୁ ସ୍ୱତନ୍ତ୍ର ଅଭିଯାନ ଆରମ୍ଭ♦️ ଅକ୍ଟୋବର ୯ ପର୍ଯ୍ୟନ୍ତ ଚାଲିବ ଅଭିଯାନ   (08-Oct-2026)       ||      ପାଠପଢା କୁ ନେଇ ଡୁଙ୍ଗୁରିପାଲି କଲେଜ ରେ ଛାତ୍ର ଅଶାନ୍ତି, ଅଧ୍ୟକ୍ଷ ଙ୍କୁ ଘେରିଲେ ଛାତ୍ରଛାତ୍ରୀ    (08-Oct-2026)       ||      ସୁବର୍ଣ୍ଣପୁର ଠାରେ ବନ୍ୟ ପ୍ରାଣୀ ସପ୍ତାହ ଉଦ୍ ଯାପିତ*- *ବନ୍ୟ ପ୍ରାଣୀ ଙ୍କ ସହ ସମଗ୍ର ପରିବେଶ ଓ ପ୍ରକୃତି ଯୋଡ଼ି ହୋଇଛି- ଜିଲ୍ଲାପାଳ*   (08-Oct-2026)       ||      ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ ସୁବର୍ଣ୍ଣପୁରରେ ସେବା ଜ୍ୟୋତି ଯାତ୍ରା*-   (08-Oct-2026)       ||      ଟିଟିଲାଗଡର ନୂତନ ବିଦେଶୀ ମଦ ଦୋକାନ ଖୋଲିବା ପାଇଁ ଅବକାରୀ ବିଭାଗ ତିଆରି କଲା ନିଜସ୍ୱ ନିୟମ   (07-Oct-2026)       ||      ରେଢ଼ାଖୋଲ ନିର୍ବାଚନ ମଣ୍ଡଳୀ ଏସିଡିସି ସମୀକ୍ଷା ବୈଠକ: ଉନ୍ନୟନ କାର୍ଯ୍ୟର ଅଗ୍ରଗତି ନେଇ ଆଲୋଚନା I ଉଚ୍ଚ ଅଧିକାରୀଙ୍କ ଅନୁପସ୍ଥିତି ଓ ପ୍ରକଳ୍ପ ତଦାରଖରେ ବିଳମ୍ବ ନେଇ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟ ଙ୍କ ଅସନ୍ତୋଷ ପ୍ରକାଶ I   (07-Oct-2026)       ||      ସରକାର ମୁଖ୍ୟ ଭାବେ ମୋଦୀଙ୍କ ୨୫ ବର୍ଷ ପୂର୍ତ୍ତି *ସମ୍ବଲପୁରରେ ‘ବିକଶିତ ଭାରତ ସଂକଳ୍ପ ସଭା’ ଓ ‘ସେବା ଜ୍ୟୋତି ଯାତ୍ରା’*   (07-Oct-2026)       ||      ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ "ସେବା ଜ୍ୟୋତି କଳସ ଯାତ୍ରା" ଅନୁଷ୍ଠିତ   (07-Oct-2026)       ||      ବୌଦ୍ଧରେ ବିକଶିତ ଭାରତ ସଂକଳ୍ପ ସଭା ଓ ସେବାଜ୍ୟୋତି ପଦଯାତ୍ରା ଅନୁଷ୍ଠିତ   (07-Oct-2026)       ||      ସାଇପାଲିରେ ‘ସେବା ସଂକଳ୍ପ’ର ସ୍ୱାସ୍ଥ୍ୟ ସେବା ମେଗା ଶିବିର   (07-Oct-2026)       ||      ଜ୍ଞାନେଶ କୁମାରଙ୍କୁ ବହିଷ୍କାର ଦାବିରେ ଏସ ୟୁ ସି ଆଇ (ସି) ର ପଥପ୍ରାନ୍ତ ସଭା    (07-Oct-2026)       ||      ଦୁର୍ଘଟଣାରେ ଆହତ ବିଜେଡି କର୍ମୀଙ୍କ ପରଲୋକ   (07-Oct-2026)       ||      ବିଶ୍ୱବିଦ୍ୟାଳୟସ୍ତରୀୟ ପ୍ରାକ୍-ଗଣତନ୍ତ୍ର ଦିବସ ପ୍ୟାରେଡ୍ ମନୋନୟନ ଶିବିର ଅନୁଷ୍ଠିତ   (07-Oct-2026)       ||      ଭାରତୀୟ ଷ୍ଟେଟ ବ୍ୟାଙ୍କ ଆଞ୍ଚଳିକ ବ୍ୟବସାୟିକ କେନ୍ଦ୍ର, ବରଗଡ଼ ତରଫରୁ ପେନସନର୍ସ ମିଟ ଆୟୋଜିତ   (07-Oct-2026)       ||      ଜଲଜଡ଼ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ଅନୁଷ୍ଠିତ   (07-Oct-2026)       ||      ଫୁଲମୁଠିର ଓଡ଼ିଆ ଶିଳ୍ପୀ ଅଶୋକଙ୍କୁ ରାଷ୍ଟ୍ରୀୟ ଯୁବ କଳାରତ୍ନ ସମ୍ମାନ   (07-Oct-2026)       ||      _ଭୀମଟାଙ୍ଗିରେ ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳିତ   (07-Oct-2026)       ||     

HOME   ଖେଳ

ଓସିଏ ଭିଜନ ୨୦୨୪ ଜୁନିୟର ଇନ୍‌ଟ୍ରାକ୍ଲବ କ୍ରିକେଟ ପ୍ରତିଯୋଗିତା 

01-Mar-2021



ବଲାଙ୍ଗିର,: ସ୍ଥାନୀୟ ଗାନ୍ଧୀ ଷ୍ଟାଡିୟାମ ଠାରେ ଓସିଏ ଭିଜନ ୨୦୨୪ ଜୁନିୟର ଇନ୍‌ଟ୍ରାକ୍ଲବ କ୍ରିକେଟ ପ୍ରତିଯୋଗିତାର ଷଷ୍ଠ ଦିବସରେ ୟଙ୍ଗ ଷ୍ଟୁଡେଣ୍ଟ କ୍ରିକେଟ କ୍ଲବ ଓ ଏଲ୍‌ସିଏ ପାଟଣାଗଡ କ୍ରିକେଟ ଦଳ ମଧ୍ୟରେ ଅନୁଷ୍ଠିତ ହୋଇଥିଲା । ୟଙ୍ଗ ଷ୍ଟୁଡେଣ୍ଟ ଦଳ ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୫୦ ଓଭରରେ ୯ ୱିକେଟ ବିନିମୟରେ ୩୩୪ ରନ ସଂଗ୍ରହ କରିଥିଲା । ୟଙ୍ଗ ଷ୍ଟୁଡେଣ୍ଟ ଦଳ ତରଫରୁ ପ୍ରତ୍ୟୁଷ ନାଗ ସର୍ବାଧିକ ୬୨ ରନ, ପୃଥ୍ୱୀରାଜ ସ୍ୱାଇଁ ୫୧ ରନ୍‌, ଯୋଗେଶ୍ୱର ବାଗ ୪୩ ରନ୍ ଓ ଆଶୁତୋଷ ମିଶ୍ର ୪୩ ରନ ସଂଗ୍ରହ କରିଥିଲେ । ଏଲ୍‌ସିଏ ପାଟଣାଗଡ ଦଳ ତରଫରୁ ସଫଳ ବଳ ଭାବରେ ସତିଶ ସୁନା ଓ ରାଘବ ଅଗ୍ରୱାଲ ଉଭୟରେ ୨ ଗୋଟି ଲେଖାଏଁ ୱିକେଟ ଅକ୍ତିଆର କରିଥିଲେ ।  ଏହାର ଜବାବରେ ଏଲସିଏ ପାଟଣାଗଡ ଦଳ ୪୧ ଓଭରରେ ସମସ୍ତ  ଓି୍ୱକେଟ ହରାଇ ୧୪୮ରନ୍ ସଂଗ୍ରହ କରିଥିଲେ । ଏହି ମ୍ୟାଚକୁ ୟଙ୍ଗ ଷ୍ଟୁଡେଣ୍ଟ ଦଳ ୧୮୬ ରନ୍ ର ବ୍ୟବଧାନରେ ବିଜୟୀ ଲାଭ କରିଥଲେ ।  ୟଙ୍ଗ ଷ୍ଟୁଡେଣ୍ଟ ଦଳ ତରଫରୁ ସଫଳ ବୋଲର ଭାବରେ ଲିପୁନ ପୁଟେଲ ୩ ଗୋଟି, ଯୋଗେଶ୍ୱର ବାଗ, ସୁଭମ ମେହେର ଓ ଓମ୍ ପ୍ରକାଶ ପଣ୍ଡା  ୨ଟି ଓି୍ୱକେଟ ଅକ୍ତିଆର କରିଥିଲେ ।  ଆଜିର ଏହି ମ୍ୟାଚକୁ ଓସିଏ ମାନ୍ୟତା ପ୍ରାପ୍ତ ଅମ୍ପିୟାର ପୃଥ୍ୱୀରାଜ ମିଶ୍ର ଓ ବିଶ୍ୱମ୍ବର ମହାକୁଡ ପରିଚାଳନା କରିଥିବା ବେଳେ ସ୍ୱାଗତ ତ୍ରିପାଠି, ଜଗପତି ନାୟକ ସ୍କୋରର ଦାୟିତ୍ୱ ତୁଳାଇଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଚାରି ଦଫା ଦାବି କୁ ନେଇ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ରେ ବଲାଙ୍ଗୀର ବନ୍ଦ କୁ ମିଳିଲା ସମ୍ପୂର୍ଣ୍ଣ ସମର୍ଥନ   08-Oct-2026
ଦୁଇ ସବ୍‌ଡିଭିଜନ ସହ ଏଷ୍ଟିମେଟର ଦାୟିତ୍ୱରେ ଥିଲେ କିଏ ସେ ଯନ୍ତ୍ରୀ?୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ; ପଦୋନ୍ନତି ପରେ ବଦଳିକୁ ନେଇ ଚର୍ଚ୍ଚା   08-Oct-2026
  ଜିଲ୍ଲା  
ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନ ନିମନ୍ତେ ଘର କୁ ଘର ବୁଲି ସର୍ବେକ୍ଷଣ ଉପରେ ତାଲିମ   08-Oct-2026
  ଜିଲ୍ଲା  
ଆଜିଠାରୁ ସ୍ୱତନ୍ତ୍ର ଅଭିଯାନ ଆରମ୍ଭ♦️ ଅକ୍ଟୋବର ୯ ପର୍ଯ୍ୟନ୍ତ ଚାଲିବ ଅଭିଯାନ   08-Oct-2026
  ଜିଲ୍ଲା  
ପାଠପଢା କୁ ନେଇ ଡୁଙ୍ଗୁରିପାଲି କଲେଜ ରେ ଛାତ୍ର ଅଶାନ୍ତି, ଅଧ୍ୟକ୍ଷ ଙ୍କୁ ଘେରିଲେ ଛାତ୍ରଛାତ୍ରୀ   08-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁର ଠାରେ ବନ୍ୟ ପ୍ରାଣୀ ସପ୍ତାହ ଉଦ୍ ଯାପିତ*- *ବନ୍ୟ ପ୍ରାଣୀ ଙ୍କ ସହ ସମଗ୍ର ପରିବେଶ ଓ ପ୍ରକୃତି ଯୋଡ଼ି ହୋଇଛି- ଜିଲ୍ଲାପାଳ*   08-Oct-2026
  ଜିଲ୍ଲା  
ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ ସୁବର୍ଣ୍ଣପୁରରେ ସେବା ଜ୍ୟୋତି ଯାତ୍ରା*-   08-Oct-2026
  ଜିଲ୍ଲା  
ଟିଟିଲାଗଡର ନୂତନ ବିଦେଶୀ ମଦ ଦୋକାନ ଖୋଲିବା ପାଇଁ ଅବକାରୀ ବିଭାଗ ତିଆରି କଲା ନିଜସ୍ୱ ନିୟମ   07-Oct-2026
  ଜିଲ୍ଲା  
ରେଢ଼ାଖୋଲ ନିର୍ବାଚନ ମଣ୍ଡଳୀ ଏସିଡିସି ସମୀକ୍ଷା ବୈଠକ: ଉନ୍ନୟନ କାର୍ଯ୍ୟର ଅଗ୍ରଗତି ନେଇ ଆଲୋଚନା I ଉଚ୍ଚ ଅଧିକାରୀଙ୍କ ଅନୁପସ୍ଥିତି ଓ ପ୍ରକଳ୍ପ ତଦାରଖରେ ବିଳମ୍ବ ନେଇ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟ ଙ୍କ ଅସନ୍ତୋଷ ପ୍ରକାଶ I   07-Oct-2026
  ଜିଲ୍ଲା  
ସରକାର ମୁଖ୍ୟ ଭାବେ ମୋଦୀଙ୍କ ୨୫ ବର୍ଷ ପୂର୍ତ୍ତି *ସମ୍ବଲପୁରରେ ‘ବିକଶିତ ଭାରତ ସଂକଳ୍ପ ସଭା’ ଓ ‘ସେବା ଜ୍ୟୋତି ଯାତ୍ରା’*   07-Oct-2026
  ଜିଲ୍ଲା  
ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ "ସେବା ଜ୍ୟୋତି କଳସ ଯାତ୍ରା" ଅନୁଷ୍ଠିତ   07-Oct-2026
  ଜିଲ୍ଲା  
ବୌଦ୍ଧରେ ବିକଶିତ ଭାରତ ସଂକଳ୍ପ ସଭା ଓ ସେବାଜ୍ୟୋତି ପଦଯାତ୍ରା ଅନୁଷ୍ଠିତ   07-Oct-2026

You Might Also Like