-+91-9937148622 |

prerana_bgr@rediffmail.com |

  Thursday 8th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଚାରି ଦଫା ଦାବି କୁ ନେଇ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ରେ ବଲାଙ୍ଗୀର ବନ୍ଦ କୁ ମିଳିଲା ସମ୍ପୂର୍ଣ୍ଣ ସମର୍ଥନ    (08-Oct-2026)       ||      ଦୁଇ ସବ୍‌ଡିଭିଜନ ସହ ଏଷ୍ଟିମେଟର ଦାୟିତ୍ୱରେ ଥିଲେ କିଏ ସେ ଯନ୍ତ୍ରୀ?୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ; ପଦୋନ୍ନତି ପରେ ବଦଳିକୁ ନେଇ ଚର୍ଚ୍ଚା   (08-Oct-2026)       ||      ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନ ନିମନ୍ତେ ଘର କୁ ଘର ବୁଲି ସର୍ବେକ୍ଷଣ ଉପରେ ତାଲିମ   (08-Oct-2026)       ||      ଆଜିଠାରୁ ସ୍ୱତନ୍ତ୍ର ଅଭିଯାନ ଆରମ୍ଭ♦️ ଅକ୍ଟୋବର ୯ ପର୍ଯ୍ୟନ୍ତ ଚାଲିବ ଅଭିଯାନ   (08-Oct-2026)       ||      ପାଠପଢା କୁ ନେଇ ଡୁଙ୍ଗୁରିପାଲି କଲେଜ ରେ ଛାତ୍ର ଅଶାନ୍ତି, ଅଧ୍ୟକ୍ଷ ଙ୍କୁ ଘେରିଲେ ଛାତ୍ରଛାତ୍ରୀ    (08-Oct-2026)       ||      ସୁବର୍ଣ୍ଣପୁର ଠାରେ ବନ୍ୟ ପ୍ରାଣୀ ସପ୍ତାହ ଉଦ୍ ଯାପିତ*- *ବନ୍ୟ ପ୍ରାଣୀ ଙ୍କ ସହ ସମଗ୍ର ପରିବେଶ ଓ ପ୍ରକୃତି ଯୋଡ଼ି ହୋଇଛି- ଜିଲ୍ଲାପାଳ*   (08-Oct-2026)       ||      ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ ସୁବର୍ଣ୍ଣପୁରରେ ସେବା ଜ୍ୟୋତି ଯାତ୍ରା*-   (08-Oct-2026)       ||      ଟିଟିଲାଗଡର ନୂତନ ବିଦେଶୀ ମଦ ଦୋକାନ ଖୋଲିବା ପାଇଁ ଅବକାରୀ ବିଭାଗ ତିଆରି କଲା ନିଜସ୍ୱ ନିୟମ   (07-Oct-2026)       ||      ରେଢ଼ାଖୋଲ ନିର୍ବାଚନ ମଣ୍ଡଳୀ ଏସିଡିସି ସମୀକ୍ଷା ବୈଠକ: ଉନ୍ନୟନ କାର୍ଯ୍ୟର ଅଗ୍ରଗତି ନେଇ ଆଲୋଚନା I ଉଚ୍ଚ ଅଧିକାରୀଙ୍କ ଅନୁପସ୍ଥିତି ଓ ପ୍ରକଳ୍ପ ତଦାରଖରେ ବିଳମ୍ବ ନେଇ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟ ଙ୍କ ଅସନ୍ତୋଷ ପ୍ରକାଶ I   (07-Oct-2026)       ||      ସରକାର ମୁଖ୍ୟ ଭାବେ ମୋଦୀଙ୍କ ୨୫ ବର୍ଷ ପୂର୍ତ୍ତି *ସମ୍ବଲପୁରରେ ‘ବିକଶିତ ଭାରତ ସଂକଳ୍ପ ସଭା’ ଓ ‘ସେବା ଜ୍ୟୋତି ଯାତ୍ରା’*   (07-Oct-2026)       ||      ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ "ସେବା ଜ୍ୟୋତି କଳସ ଯାତ୍ରା" ଅନୁଷ୍ଠିତ   (07-Oct-2026)       ||      ବୌଦ୍ଧରେ ବିକଶିତ ଭାରତ ସଂକଳ୍ପ ସଭା ଓ ସେବାଜ୍ୟୋତି ପଦଯାତ୍ରା ଅନୁଷ୍ଠିତ   (07-Oct-2026)       ||      ସାଇପାଲିରେ ‘ସେବା ସଂକଳ୍ପ’ର ସ୍ୱାସ୍ଥ୍ୟ ସେବା ମେଗା ଶିବିର   (07-Oct-2026)       ||      ଜ୍ଞାନେଶ କୁମାରଙ୍କୁ ବହିଷ୍କାର ଦାବିରେ ଏସ ୟୁ ସି ଆଇ (ସି) ର ପଥପ୍ରାନ୍ତ ସଭା    (07-Oct-2026)       ||      ଦୁର୍ଘଟଣାରେ ଆହତ ବିଜେଡି କର୍ମୀଙ୍କ ପରଲୋକ   (07-Oct-2026)       ||      ବିଶ୍ୱବିଦ୍ୟାଳୟସ୍ତରୀୟ ପ୍ରାକ୍-ଗଣତନ୍ତ୍ର ଦିବସ ପ୍ୟାରେଡ୍ ମନୋନୟନ ଶିବିର ଅନୁଷ୍ଠିତ   (07-Oct-2026)       ||      ଭାରତୀୟ ଷ୍ଟେଟ ବ୍ୟାଙ୍କ ଆଞ୍ଚଳିକ ବ୍ୟବସାୟିକ କେନ୍ଦ୍ର, ବରଗଡ଼ ତରଫରୁ ପେନସନର୍ସ ମିଟ ଆୟୋଜିତ   (07-Oct-2026)       ||      ଜଲଜଡ଼ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ଅନୁଷ୍ଠିତ   (07-Oct-2026)       ||      ଫୁଲମୁଠିର ଓଡ଼ିଆ ଶିଳ୍ପୀ ଅଶୋକଙ୍କୁ ରାଷ୍ଟ୍ରୀୟ ଯୁବ କଳାରତ୍ନ ସମ୍ମାନ   (07-Oct-2026)       ||      _ଭୀମଟାଙ୍ଗିରେ ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳିତ   (07-Oct-2026)       ||     

HOME   ରାଜ୍ୟ

ମାଓ ଗଡରେ ଶିକ୍ଷକଙ୍କୁ ନିଆରା ବିଦାୟ: ପଡିଲା ଚିତା-ଝୋଟି, ପଞ୍ଚବାଦ୍ୟରେ ଦୁଲୁକିଲା ଗାଁ ଦାଣ୍ଡ, ଏମିତି ରହିଥିଲା ବିଦାୟକାଳୀନ ଦୃଶ୍ୟ…

01-Mar-2021



ବଲାଙ୍ଗୀର (ସନ୍ତୋଷ କୁମାର ଠାକୁର): ମାଓ ଗଡରେ ଶିକ୍ଷକଙ୍କୁ ନିଆରା ବିଦାୟ। ଦୀର୍ଘ ୨୦ ବର୍ଷ ଧରି ଶିକ୍ଷକତା କରୁଥିବା ଶିକ୍ଷକଙ୍କୁ ମିଳିଛି ଲୋକଙ୍କ ଭରପୁର ଭଲପାଇବା ଓ ସ୍ନେହ ଶ୍ରଦ୍ଧା।  ପ୍ରତିଟି ଘର ସମ୍ମୁଖରେ ପଡିଲା ଝୋଟି ଚିତା ଏବଂ କଳସ । ପଞ୍ଚବାଦ୍ୟରେ ଦୁଲୁକି ଉଠୁଥିଲା ଗାଁ ଦାଣ୍ଡ। ଏକ ଲମ୍ବା ଶୋଭାଯାତ୍ରା । ରାସ୍ତା କଡରେ ଫୁଲମାଳ ଧରି ଠିଆ ହୋଇଥିଲେ ବୁଢ଼ାଠୁ ପିଲା । ଲାଗୁଥିଲା ସତେ ଯେମିତି ଗାଁ ଗସ୍ତରେ କୌଣସି ଜଣେ ବଡ ରାଜନେତା କିମ୍ବା ସରକାରୀ ବାବୁ ଆସୁଛନ୍ତି।  ଏସବୁ ଆୟୋଜନ ଦୀର୍ଘ ୨୦ବର୍ଷ ଧରି ମାଓ ପ୍ରବଣ ଖପ୍ରାଖୋଲ ବ୍ଲକ ଭାନପୁର ନୋଡାଲ ୟୁପି ସ୍କୁଲରେ ସହକାରୀ ଶିକ୍ଷକ ଭାବରେ କାର୍ଯ୍ୟ କରିଆସିଥିବା ଶ୍ୟାମସୁନ୍ଦର ସାହୁଙ୍କ ବିଦାୟକାଳୀନ ମୁହୂର୍ତ୍ତର।

ଭାନପୁର ଆଞ୍ଚଳିକ ସାଧନକେନ୍ଦ୍ର ଏବଂ ଶିକ୍ଷକମାନଙ୍କ ତରଫରୁ ଶ୍ରୀ ସାହୁଙ୍କୁ ଏଭଳି ଢ଼ଙ୍ଗରେ ବିଦାୟ ଦିଆଯାଇଛି । ଏହି ଅବସରରେ ଏକ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଥିଲା। ସଭାରେ ଅତିରିକ୍ତ ଗୋଷ୍ଠୀ ଶିକ୍ଷାଧିକାରୀ ମୀନକେତନ ବରିହା ମୁଖ୍ୟଅତିଥି ଭାବରେ ଯୋଗ ଦେଇଥିଲେ । ପରେ ଆଦର୍ଶ ଶିକ୍ଷକ ଶ୍ରୀ ସାହୁଙ୍କୁ ଭାନପୁର ଗାଁ ପରିଭ୍ରମଣ କରାଯାଇଥିଲା। ଗ୍ରାମବାସୀ ଭାବବିହ୍ଵଳ ପରିବେଶରେ ନିଜର ଆଦର୍ଶ ଶିକ୍ଷକଙ୍କୁ ବିଦାୟ ଦେଇଥିଲେ। ସଭାସ୍ଥଳକୁ ଆସିବା ପୂର୍ବରୁ ଶିକ୍ଷକଙ୍କୁ ନେଇ ଶୋଭାଯାତ୍ରା ହୋଇଥିଲା ।

ତେଣୁ ଘରେ ଘରେ ଝୋଟି ଚିତା ଦେଇ କଲସ ସ୍ଥାପନ କରାଯାଇଥିଲା । ମହିଳାମାନେ ଶିକ୍ଷକଙ୍କୁ ଉପଢୌକନ ଦେଇ, ଗୋଡ଼ ଧୋଇ କାନ୍ଦି କାନ୍ଦି ବିଦାୟ ଦେଇଥିଲେ। ଦୀର୍ଘ ୨୦ବର୍ଷ ଧରି ନିରବିଛନ୍ନ ଭାବରେ ଭାଁନପୁର ଗାଁରେ ଶିକ୍ଷାଦାନ ଦେଇ ଗାଁ ବାସୀ ତଥା ଅଭିଭାବକ ମହଲରେ

 ସେ ପ୍ରିୟପାତ୍ର ହୋଇଥିଲେ। ନାଚ ଗୀତ ମାଧ୍ୟମରେ ଶିକ୍ଷାଦାନ ଦେଉଥିବାରୁ ଛାତ୍ରଛାତ୍ରୀ ମାନେ ପସନ୍ଦ କରୁଥିଲେ । ଏପରିକି ଗତ କରୋନା ସମୟରେ ସେ ସ୍କୁଲକୁ ନ ଯାଇ ମଧ୍ୟ ଗାଁ ମଣ୍ଡପରେ ସାମାଜିକ ଦୂରତାରେ ଛୁଆଙ୍କୁ ବସାଇ ଶିକ୍ଷାଦାନ କରୁଥିଲେ । ତେବେ ଏଭଳି ଏକ ଆଭ୍ୟନ୍ତରୀଣ ଅଞ୍ଚଳରେ ଏଭଳି ଜଣେ ଶିକ୍ଷକ ମିଳିବା ଭଗବାନଙ୍କ ଆଶୀର୍ବାଦ ବୋଲି ଗ୍ରାମବାସୀ କୁହନ୍ତି ।


News Comment




Photo in News

Advertisment
Lastest News
  ରାଜ୍ୟ  
ଚାରି ଦଫା ଦାବି କୁ ନେଇ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ରେ ବଲାଙ୍ଗୀର ବନ୍ଦ କୁ ମିଳିଲା ସମ୍ପୂର୍ଣ୍ଣ ସମର୍ଥନ   08-Oct-2026
ଦୁଇ ସବ୍‌ଡିଭିଜନ ସହ ଏଷ୍ଟିମେଟର ଦାୟିତ୍ୱରେ ଥିଲେ କିଏ ସେ ଯନ୍ତ୍ରୀ?୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ; ପଦୋନ୍ନତି ପରେ ବଦଳିକୁ ନେଇ ଚର୍ଚ୍ଚା   08-Oct-2026
  ଜିଲ୍ଲା  
ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନ ନିମନ୍ତେ ଘର କୁ ଘର ବୁଲି ସର୍ବେକ୍ଷଣ ଉପରେ ତାଲିମ   08-Oct-2026
  ଜିଲ୍ଲା  
ଆଜିଠାରୁ ସ୍ୱତନ୍ତ୍ର ଅଭିଯାନ ଆରମ୍ଭ♦️ ଅକ୍ଟୋବର ୯ ପର୍ଯ୍ୟନ୍ତ ଚାଲିବ ଅଭିଯାନ   08-Oct-2026
  ଜିଲ୍ଲା  
ପାଠପଢା କୁ ନେଇ ଡୁଙ୍ଗୁରିପାଲି କଲେଜ ରେ ଛାତ୍ର ଅଶାନ୍ତି, ଅଧ୍ୟକ୍ଷ ଙ୍କୁ ଘେରିଲେ ଛାତ୍ରଛାତ୍ରୀ   08-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁର ଠାରେ ବନ୍ୟ ପ୍ରାଣୀ ସପ୍ତାହ ଉଦ୍ ଯାପିତ*- *ବନ୍ୟ ପ୍ରାଣୀ ଙ୍କ ସହ ସମଗ୍ର ପରିବେଶ ଓ ପ୍ରକୃତି ଯୋଡ଼ି ହୋଇଛି- ଜିଲ୍ଲାପାଳ*   08-Oct-2026
  ଜିଲ୍ଲା  
ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ ସୁବର୍ଣ୍ଣପୁରରେ ସେବା ଜ୍ୟୋତି ଯାତ୍ରା*-   08-Oct-2026
  ଜିଲ୍ଲା  
ଟିଟିଲାଗଡର ନୂତନ ବିଦେଶୀ ମଦ ଦୋକାନ ଖୋଲିବା ପାଇଁ ଅବକାରୀ ବିଭାଗ ତିଆରି କଲା ନିଜସ୍ୱ ନିୟମ   07-Oct-2026
  ଜିଲ୍ଲା  
ରେଢ଼ାଖୋଲ ନିର୍ବାଚନ ମଣ୍ଡଳୀ ଏସିଡିସି ସମୀକ୍ଷା ବୈଠକ: ଉନ୍ନୟନ କାର୍ଯ୍ୟର ଅଗ୍ରଗତି ନେଇ ଆଲୋଚନା I ଉଚ୍ଚ ଅଧିକାରୀଙ୍କ ଅନୁପସ୍ଥିତି ଓ ପ୍ରକଳ୍ପ ତଦାରଖରେ ବିଳମ୍ବ ନେଇ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟ ଙ୍କ ଅସନ୍ତୋଷ ପ୍ରକାଶ I   07-Oct-2026
  ଜିଲ୍ଲା  
ସରକାର ମୁଖ୍ୟ ଭାବେ ମୋଦୀଙ୍କ ୨୫ ବର୍ଷ ପୂର୍ତ୍ତି *ସମ୍ବଲପୁରରେ ‘ବିକଶିତ ଭାରତ ସଂକଳ୍ପ ସଭା’ ଓ ‘ସେବା ଜ୍ୟୋତି ଯାତ୍ରା’*   07-Oct-2026
  ଜିଲ୍ଲା  
ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ "ସେବା ଜ୍ୟୋତି କଳସ ଯାତ୍ରା" ଅନୁଷ୍ଠିତ   07-Oct-2026
  ଜିଲ୍ଲା  
ବୌଦ୍ଧରେ ବିକଶିତ ଭାରତ ସଂକଳ୍ପ ସଭା ଓ ସେବାଜ୍ୟୋତି ପଦଯାତ୍ରା ଅନୁଷ୍ଠିତ   07-Oct-2026

You Might Also Like