-+91-9937148622 |

prerana_bgr@rediffmail.com |

  Thursday 8th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୁଇ ସବ୍‌ଡିଭିଜନ ସହ ଏଷ୍ଟିମେଟର ଦାୟିତ୍ୱରେ ଥିଲେ କିଏ ସେ ଯନ୍ତ୍ରୀ?୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ; ପଦୋନ୍ନତି ପରେ ବଦଳିକୁ ନେଇ ଚର୍ଚ୍ଚା   (08-Oct-2026)       ||      ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନ ନିମନ୍ତେ ଘର କୁ ଘର ବୁଲି ସର୍ବେକ୍ଷଣ ଉପରେ ତାଲିମ   (08-Oct-2026)       ||      ଆଜିଠାରୁ ସ୍ୱତନ୍ତ୍ର ଅଭିଯାନ ଆରମ୍ଭ♦️ ଅକ୍ଟୋବର ୯ ପର୍ଯ୍ୟନ୍ତ ଚାଲିବ ଅଭିଯାନ   (08-Oct-2026)       ||      ପାଠପଢା କୁ ନେଇ ଡୁଙ୍ଗୁରିପାଲି କଲେଜ ରେ ଛାତ୍ର ଅଶାନ୍ତି, ଅଧ୍ୟକ୍ଷ ଙ୍କୁ ଘେରିଲେ ଛାତ୍ରଛାତ୍ରୀ    (08-Oct-2026)       ||      ସୁବର୍ଣ୍ଣପୁର ଠାରେ ବନ୍ୟ ପ୍ରାଣୀ ସପ୍ତାହ ଉଦ୍ ଯାପିତ*- *ବନ୍ୟ ପ୍ରାଣୀ ଙ୍କ ସହ ସମଗ୍ର ପରିବେଶ ଓ ପ୍ରକୃତି ଯୋଡ଼ି ହୋଇଛି- ଜିଲ୍ଲାପାଳ*   (08-Oct-2026)       ||      ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ ସୁବର୍ଣ୍ଣପୁରରେ ସେବା ଜ୍ୟୋତି ଯାତ୍ରା*-   (08-Oct-2026)       ||      ଟିଟିଲାଗଡର ନୂତନ ବିଦେଶୀ ମଦ ଦୋକାନ ଖୋଲିବା ପାଇଁ ଅବକାରୀ ବିଭାଗ ତିଆରି କଲା ନିଜସ୍ୱ ନିୟମ   (07-Oct-2026)       ||      ରେଢ଼ାଖୋଲ ନିର୍ବାଚନ ମଣ୍ଡଳୀ ଏସିଡିସି ସମୀକ୍ଷା ବୈଠକ: ଉନ୍ନୟନ କାର୍ଯ୍ୟର ଅଗ୍ରଗତି ନେଇ ଆଲୋଚନା I ଉଚ୍ଚ ଅଧିକାରୀଙ୍କ ଅନୁପସ୍ଥିତି ଓ ପ୍ରକଳ୍ପ ତଦାରଖରେ ବିଳମ୍ବ ନେଇ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟ ଙ୍କ ଅସନ୍ତୋଷ ପ୍ରକାଶ I   (07-Oct-2026)       ||      ସରକାର ମୁଖ୍ୟ ଭାବେ ମୋଦୀଙ୍କ ୨୫ ବର୍ଷ ପୂର୍ତ୍ତି *ସମ୍ବଲପୁରରେ ‘ବିକଶିତ ଭାରତ ସଂକଳ୍ପ ସଭା’ ଓ ‘ସେବା ଜ୍ୟୋତି ଯାତ୍ରା’*   (07-Oct-2026)       ||      ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ "ସେବା ଜ୍ୟୋତି କଳସ ଯାତ୍ରା" ଅନୁଷ୍ଠିତ   (07-Oct-2026)       ||      ବୌଦ୍ଧରେ ବିକଶିତ ଭାରତ ସଂକଳ୍ପ ସଭା ଓ ସେବାଜ୍ୟୋତି ପଦଯାତ୍ରା ଅନୁଷ୍ଠିତ   (07-Oct-2026)       ||      ସାଇପାଲିରେ ‘ସେବା ସଂକଳ୍ପ’ର ସ୍ୱାସ୍ଥ୍ୟ ସେବା ମେଗା ଶିବିର   (07-Oct-2026)       ||      ଜ୍ଞାନେଶ କୁମାରଙ୍କୁ ବହିଷ୍କାର ଦାବିରେ ଏସ ୟୁ ସି ଆଇ (ସି) ର ପଥପ୍ରାନ୍ତ ସଭା    (07-Oct-2026)       ||      ଦୁର୍ଘଟଣାରେ ଆହତ ବିଜେଡି କର୍ମୀଙ୍କ ପରଲୋକ   (07-Oct-2026)       ||      ବିଶ୍ୱବିଦ୍ୟାଳୟସ୍ତରୀୟ ପ୍ରାକ୍-ଗଣତନ୍ତ୍ର ଦିବସ ପ୍ୟାରେଡ୍ ମନୋନୟନ ଶିବିର ଅନୁଷ୍ଠିତ   (07-Oct-2026)       ||      ଭାରତୀୟ ଷ୍ଟେଟ ବ୍ୟାଙ୍କ ଆଞ୍ଚଳିକ ବ୍ୟବସାୟିକ କେନ୍ଦ୍ର, ବରଗଡ଼ ତରଫରୁ ପେନସନର୍ସ ମିଟ ଆୟୋଜିତ   (07-Oct-2026)       ||      ଜଲଜଡ଼ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ଅନୁଷ୍ଠିତ   (07-Oct-2026)       ||      ଫୁଲମୁଠିର ଓଡ଼ିଆ ଶିଳ୍ପୀ ଅଶୋକଙ୍କୁ ରାଷ୍ଟ୍ରୀୟ ଯୁବ କଳାରତ୍ନ ସମ୍ମାନ   (07-Oct-2026)       ||      _ଭୀମଟାଙ୍ଗିରେ ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳିତ   (07-Oct-2026)       ||      କୁଶଙ୍ଗାଇ ପୀଠରେ ଷୋହଳ ପୂଜା ଆରମ୍ଭ   (07-Oct-2026)       ||     

HOME   ଜିଲ୍ଲା

ବୌଦ୍ଧ: ବନ୍ଧୁ ବାହାଭୋଜି ଖାଇ ଫେରୁଥିବା ଯୁବକ ଟ୍ରାକର ଧକ୍କାରେ ମୃତ୍ୟୁ  

02-Mar-2021



ବୌଦ୍ଧ (ପ୍ରେରଣା ଖବର): ନିଜ ପ୍ରିୟ ବନ୍ଧୁଙ୍କ ବିଭାହ ଭୋଜି ଖାଇ ବାଇକ ଯୋଗେ ଘରକୁ ଫେରୁଥିବା ଜଣେ ଯୁବକ ଟ୍ରାକ୍ଟର ଧକ୍କାରେ ମୃତ୍ୟୁ ବରଣ କରିବା ଭଳି ଏକ ସମ୍ବେଦନଶୀଳ ଘଟଣା ଘଟିଛି ବୌଦ୍ଧ ଜିଲ୍ଲା ହରଭଙ୍ଗା ଥାନା ଅନ୍ତର୍ଗତ କୁଟିଝାର ଗ୍ରାମ ନିକଟସ୍ଥ ଡାଲଢପା ଠାରେ।ମୃତକ ଜଣକ ହେଲେ ଛତ୍ରଙ୍ଗ ଗ୍ରାମର ସନ୍ତୋଷ ଡାକୁଆ(୨୩) ବୋଲି ଜଣାପଡିଛି। ପ୍ରାପ୍ତ ସୂଚନା ଅନୁଯାଇ ଗତ ୬ ମାସ ତଳେ ସନ୍ତୋଷର ବାପାଙ୍କର ହାର୍ଟଆଟାର୍କରେ ମୃତ୍ୟୁ ହୋଇଥିଲା।ବାପାଙ୍କ ମୃତ୍ୟୁ ପରେ ଘରେ କେବଳ ସନ୍ତୋଷ ଓ ବିଧବା ମା ମିଶି ରହୁଥିଲେ।ସେ ସ୍ଥାନୀୟ ଅଞ୍ଚଳରେ ଥିବା ଏଆରଏସଏସ ନାମକ ଏକ ବେସରକାରୀ ଠିକାସଂସ୍ଥାରେ ଡ୍ରାଇଭର ଭାବେ କାମକରି ପରିବାର ପ୍ରତିପୋଷଣ କରୁଥିଲେ।ସୋମବାର କୁଟିଝାର ଗ୍ରାମର ଜଣେ ବନ୍ଧୁଙ୍କ ବାହା ଭୋଜିଖାଇ ଅପରାହ୍ନ ୪ଟା ସମୟରେ ଘରକୁ ବାଇକରେ ଫେରୁଥିବା ବେଳେ ସମ୍ମୁଖ ପଟୁ ଦ୍ରୁତ ଗତିରେ ଯାଉଥିବା ଏକ ଟ୍ରାକ୍ଟର ବାଇକକୁ ଧକ୍କା ଦେବାରୁ ସେ ଛିଞ୍ଚାଡି ହୋଇ ପଡ଼ିଥିଲେ।ତାଙ୍କର ବାଁ ପଟ କାନରେ ଗଭୀର ଆଘାତ ଲାଗି ପ୍ରବଳ ରକ୍ତସ୍ରାବ ହୋଇ ଘଟଣା ସ୍ଥଳରେ ହିଁ ମୃତ୍ୟୁ ହୋଇଥିଲା।ଅପର ପକ୍ଷରେ ଦୁର୍ଘଟଣା ହେବାପରେ ଟ୍ରାକ୍ଟର ଟି ସେଠାରୁ ଫେରାର ହୋଇଥିବା କୁହାଯାଉଛି।ଖବର ପାଇ ହରଭଙ୍ଗା ପୋଲିସ ସେଠାରେ ପହଞ୍ଚି ମୃତଦେହ ଓ ବାଇକକୁ ଜବତକରି ଏହାର ତଦନ୍ତ ଆରମ୍ଭ କରିବା ସହ ମୃତଦେହକୁ ବ୍ୟବଛେଦ ପାଇଁ ବୌଦ୍ଧ ପଠାଇଥିବା ଜଣାପଡ଼ିଛି।ଏହି ଦୁଃଖଦ ଘଟଣାକୁ ନେଇ ସ୍ଥାନୀୟ ଲୋକଙ୍କ ଭିତରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇବା ସହ ହରଭଙ୍ଗା ଅଞ୍ଚଳରେ ଅଧିକାଂଶ ଟ୍ରାକ୍ଟର ଏବେ ଅଣ ପ୍ରଶିକ୍ଷିତ ଲାଇସେନ୍ସ ନଥିବା ଡ୍ରାଇଭର ଚାଲୁଥିବାରୁ ବାରମ୍ବାର ଦୁର୍ଘଟଣା ଘଟି ଅକାଳରେ ବହୁଲୋକ ଜୀବନ ହାରୁଥିବା ଅଭିଯୋଗ  କରିଛନ୍ତି। 

ଫେରାର୍ ହୋଇଥିବା ଟ୍ରାକ୍ଟର ମହାଲ୍ଲିକପଡା ଗ୍ରାମର ବୋଲି ସାଧାରଣରେ ଚର୍ଚ୍ଚା ହେଉଛି।ଗତ କିଛିମାସ ତଳେ ସ୍ୱାମୀ ଓ ଦୁର୍ଘଟଣାରେ ଏକମାତ୍ର ରୋଜଗାର କ୍ଷମ ପୁଅକୁ ହରାଇ ମୃତ ସନ୍ତୋଷ ର ମା ସମ୍ପୂର୍ଣ୍ଣ ରୂପେ ଅସହାୟ ହୋଇପଡିଛନ୍ତି।ଏ ଖବର ଜଣା ପଡିବା ପରେ ଛତ୍ରଙ୍ଗ ସମେତ ଆଖପାଖ ଅଞ୍ଚଳରେ ଶୋକର ଛାୟା ଖେଳି ଯାଇଛି।ପ୍ରଶାସନ ପକ୍ଷରୁ ମୃତକଙ୍କ ଅସହାୟ ମା କୁ ଆର୍ଥିକ ସହାୟତା ଯୋଗାଇଦେବାକୁ ସାଧାରଣରେ ଦାବି ହେଇଛି।


News Comment




Photo in News

Advertisment
Lastest News
ଦୁଇ ସବ୍‌ଡିଭିଜନ ସହ ଏଷ୍ଟିମେଟର ଦାୟିତ୍ୱରେ ଥିଲେ କିଏ ସେ ଯନ୍ତ୍ରୀ?୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ; ପଦୋନ୍ନତି ପରେ ବଦଳିକୁ ନେଇ ଚର୍ଚ୍ଚା   08-Oct-2026
  ଜିଲ୍ଲା  
ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନ ନିମନ୍ତେ ଘର କୁ ଘର ବୁଲି ସର୍ବେକ୍ଷଣ ଉପରେ ତାଲିମ   08-Oct-2026
  ଜିଲ୍ଲା  
ଆଜିଠାରୁ ସ୍ୱତନ୍ତ୍ର ଅଭିଯାନ ଆରମ୍ଭ♦️ ଅକ୍ଟୋବର ୯ ପର୍ଯ୍ୟନ୍ତ ଚାଲିବ ଅଭିଯାନ   08-Oct-2026
  ଜିଲ୍ଲା  
ପାଠପଢା କୁ ନେଇ ଡୁଙ୍ଗୁରିପାଲି କଲେଜ ରେ ଛାତ୍ର ଅଶାନ୍ତି, ଅଧ୍ୟକ୍ଷ ଙ୍କୁ ଘେରିଲେ ଛାତ୍ରଛାତ୍ରୀ   08-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁର ଠାରେ ବନ୍ୟ ପ୍ରାଣୀ ସପ୍ତାହ ଉଦ୍ ଯାପିତ*- *ବନ୍ୟ ପ୍ରାଣୀ ଙ୍କ ସହ ସମଗ୍ର ପରିବେଶ ଓ ପ୍ରକୃତି ଯୋଡ଼ି ହୋଇଛି- ଜିଲ୍ଲାପାଳ*   08-Oct-2026
  ଜିଲ୍ଲା  
ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ ସୁବର୍ଣ୍ଣପୁରରେ ସେବା ଜ୍ୟୋତି ଯାତ୍ରା*-   08-Oct-2026
  ଜିଲ୍ଲା  
ଟିଟିଲାଗଡର ନୂତନ ବିଦେଶୀ ମଦ ଦୋକାନ ଖୋଲିବା ପାଇଁ ଅବକାରୀ ବିଭାଗ ତିଆରି କଲା ନିଜସ୍ୱ ନିୟମ   07-Oct-2026
  ଜିଲ୍ଲା  
ରେଢ଼ାଖୋଲ ନିର୍ବାଚନ ମଣ୍ଡଳୀ ଏସିଡିସି ସମୀକ୍ଷା ବୈଠକ: ଉନ୍ନୟନ କାର୍ଯ୍ୟର ଅଗ୍ରଗତି ନେଇ ଆଲୋଚନା I ଉଚ୍ଚ ଅଧିକାରୀଙ୍କ ଅନୁପସ୍ଥିତି ଓ ପ୍ରକଳ୍ପ ତଦାରଖରେ ବିଳମ୍ବ ନେଇ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟ ଙ୍କ ଅସନ୍ତୋଷ ପ୍ରକାଶ I   07-Oct-2026
  ଜିଲ୍ଲା  
ସରକାର ମୁଖ୍ୟ ଭାବେ ମୋଦୀଙ୍କ ୨୫ ବର୍ଷ ପୂର୍ତ୍ତି *ସମ୍ବଲପୁରରେ ‘ବିକଶିତ ଭାରତ ସଂକଳ୍ପ ସଭା’ ଓ ‘ସେବା ଜ୍ୟୋତି ଯାତ୍ରା’*   07-Oct-2026
  ଜିଲ୍ଲା  
ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ "ସେବା ଜ୍ୟୋତି କଳସ ଯାତ୍ରା" ଅନୁଷ୍ଠିତ   07-Oct-2026
  ଜିଲ୍ଲା  
ବୌଦ୍ଧରେ ବିକଶିତ ଭାରତ ସଂକଳ୍ପ ସଭା ଓ ସେବାଜ୍ୟୋତି ପଦଯାତ୍ରା ଅନୁଷ୍ଠିତ   07-Oct-2026
  ଜିଲ୍ଲା  
ସାଇପାଲିରେ ‘ସେବା ସଂକଳ୍ପ’ର ସ୍ୱାସ୍ଥ୍ୟ ସେବା ମେଗା ଶିବିର   07-Oct-2026

You Might Also Like