-+91-9937148622 |

prerana_bgr@rediffmail.com |

  Thursday 8th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡର ନୂତନ ବିଦେଶୀ ମଦ ଦୋକାନ ଖୋଲିବା ପାଇଁ ଅବକାରୀ ବିଭାଗ ତିଆରି କଲା ନିଜସ୍ୱ ନିୟମ   (07-Oct-2026)       ||      ରେଢ଼ାଖୋଲ ନିର୍ବାଚନ ମଣ୍ଡଳୀ ଏସିଡିସି ସମୀକ୍ଷା ବୈଠକ: ଉନ୍ନୟନ କାର୍ଯ୍ୟର ଅଗ୍ରଗତି ନେଇ ଆଲୋଚନା I ଉଚ୍ଚ ଅଧିକାରୀଙ୍କ ଅନୁପସ୍ଥିତି ଓ ପ୍ରକଳ୍ପ ତଦାରଖରେ ବିଳମ୍ବ ନେଇ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟ ଙ୍କ ଅସନ୍ତୋଷ ପ୍ରକାଶ I   (07-Oct-2026)       ||      ସରକାର ମୁଖ୍ୟ ଭାବେ ମୋଦୀଙ୍କ ୨୫ ବର୍ଷ ପୂର୍ତ୍ତି *ସମ୍ବଲପୁରରେ ‘ବିକଶିତ ଭାରତ ସଂକଳ୍ପ ସଭା’ ଓ ‘ସେବା ଜ୍ୟୋତି ଯାତ୍ରା’*   (07-Oct-2026)       ||      ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ "ସେବା ଜ୍ୟୋତି କଳସ ଯାତ୍ରା" ଅନୁଷ୍ଠିତ   (07-Oct-2026)       ||      ବୌଦ୍ଧରେ ବିକଶିତ ଭାରତ ସଂକଳ୍ପ ସଭା ଓ ସେବାଜ୍ୟୋତି ପଦଯାତ୍ରା ଅନୁଷ୍ଠିତ   (07-Oct-2026)       ||      ସାଇପାଲିରେ ‘ସେବା ସଂକଳ୍ପ’ର ସ୍ୱାସ୍ଥ୍ୟ ସେବା ମେଗା ଶିବିର   (07-Oct-2026)       ||      ଜ୍ଞାନେଶ କୁମାରଙ୍କୁ ବହିଷ୍କାର ଦାବିରେ ଏସ ୟୁ ସି ଆଇ (ସି) ର ପଥପ୍ରାନ୍ତ ସଭା    (07-Oct-2026)       ||      ଦୁର୍ଘଟଣାରେ ଆହତ ବିଜେଡି କର୍ମୀଙ୍କ ପରଲୋକ   (07-Oct-2026)       ||      ବିଶ୍ୱବିଦ୍ୟାଳୟସ୍ତରୀୟ ପ୍ରାକ୍-ଗଣତନ୍ତ୍ର ଦିବସ ପ୍ୟାରେଡ୍ ମନୋନୟନ ଶିବିର ଅନୁଷ୍ଠିତ   (07-Oct-2026)       ||      ଭାରତୀୟ ଷ୍ଟେଟ ବ୍ୟାଙ୍କ ଆଞ୍ଚଳିକ ବ୍ୟବସାୟିକ କେନ୍ଦ୍ର, ବରଗଡ଼ ତରଫରୁ ପେନସନର୍ସ ମିଟ ଆୟୋଜିତ   (07-Oct-2026)       ||      ଜଲଜଡ଼ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ଅନୁଷ୍ଠିତ   (07-Oct-2026)       ||      ଫୁଲମୁଠିର ଓଡ଼ିଆ ଶିଳ୍ପୀ ଅଶୋକଙ୍କୁ ରାଷ୍ଟ୍ରୀୟ ଯୁବ କଳାରତ୍ନ ସମ୍ମାନ   (07-Oct-2026)       ||      _ଭୀମଟାଙ୍ଗିରେ ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳିତ   (07-Oct-2026)       ||      କୁଶଙ୍ଗାଇ ପୀଠରେ ଷୋହଳ ପୂଜା ଆରମ୍ଭ   (07-Oct-2026)       ||      ସେବା, ସ୍ୱାସ୍ଥ୍ୟ, ବନ୍ଧୁତାର ମନ୍ତ୍ର - ସରକାରୀ ମହାବିଦ୍ୟାଳୟ ବଲାଙ୍ଗୀରରେ ଯୁବ ରେଡକ୍ରସର ମହାମନ୍ଥନ   (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି : ଚୋରି ସୁନା ବିକ୍ରି କରି କିଣିଥିଲେ ଟ୍ରାକ୍ଟର, ୩ ଅଭିଯୁକ୍ତ ଗିରଫ   (07-Oct-2026)       ||      ବଦଳି ପରେ ବି ପୁରୁଣା ଅଫିସରେ ‘ବିଲ୍ ଖେଳ’! ନୂଆ ସ୍ଥାନରେ ଯୋଗଦାନ ପରେ ପୁଣି ପୁରୁଣା ଚେୟାରର ମୋହ; ବ୍ୟାକ୍‌ ଡେଟ୍‌ରେ ବିଲ୍‌ ଦସ୍ତଖତ କରି ‘ପିସି’ ଆଦାୟ ଅଭିଯୋଗ ରିଲିଭ୍‌ ଓ ଜଏନିଂ ତାରିଖ ସହ MB-ବିଲ୍‌ ରେକର୍ଡ ମେଳ କରିବାକୁ ଦାବି; ତଦନ୍ତ ହେଲେ ଖୋଲିପାରେ ଗୁମର   (06-Oct-2026)       ||      ବିକାଶ ନାମରେ ଆଦିବାସୀ, କୃଷକ, ଦଳିତ ଓ ଗରିବଙ୍କ ଅଧିକାର ବଳିଦାନ ହେବା ଉଚିତ୍ ନୁହେଁ— ନିରଞ୍ଜନ ବିଶି   (06-Oct-2026)       ||      ବଦଳି ପରେ ବି ପୁରୁଣା ଅଫିସର ବିଲ୍‌ରେ ଦସ୍ତଖତ!କଟକ ପୂର୍ତ୍ତ ବିଭାଗରେ ଅନିୟମିତତା ଅଭିଯୋଗ, ବ୍ୟାକ୍‌ ଡେଟ୍‌ରେ ବିଲ୍‌ ପାସ୍‌ କରି ‘ପିସି’ ଆଦାୟ ନେଇ ଚର୍ଚ୍ଚା   (06-Oct-2026)       ||      ହାଇଦ୍ରାବାଦ୍ ରେ ଓସାକା ତରଫରୁ ପାରମ୍ପରିକ ଶୈଳୀରେ ନୂଆଁଖାଇ ଭେଟଘାଟ ଆୟୋଜିତ   (06-Oct-2026)       ||     

HOME   ଜିଲ୍ଲା

କରୋନା ସଂକ୍ରମଣ ରୋକିବାକୁ ସଜାଗ ବଲାଙ୍ଗୀର ପ୍ରଶାସନ, ସଚେତନତା ସହ ଷ୍ଟେସନରେ ଯାଞ୍ଚ୍ ପ୍ରକ୍ରିୟା ଜୋରଦାର୍

02-Mar-2021



ବଲାଙ୍ଗୀର,(ପ୍ରେରଣା ଖବର) : କରୋନା ଭୂତାଣୁର ୟୁଟର୍ଣ୍ଣକୁ ନେଇ ସଜାଗ ରାଜ୍ୟ ସରକାର। ଦେଶର ୫ ଟି ରାଜ୍ୟରେ କରୋନା ପୁଣିଥରେ ସକ୍ରିୟ ହୋଇଥିବା ବେଳେ ଏହାକୁ ନେଇ ଓଡିଶାରେ ସଚେତନତା ସହ ଯାଞ୍ଚ୍ ପ୍ରକ୍ରିଆକୁ ଜୋରଦାର କରାଯାଇଛି। ବଲାଙ୍ଗୀର ଜିଲ୍ଲା ପ୍ରଶାସନ ଏହାକୁ ନେଇ ହାଇ ଆଲର୍ଟ ଥିବା ବେଳେ ଆରମ୍ଭ କରିଛି ସଚେତନତା । ରେଳ ଷ୍ଟେସନରେ ସ୍ବତନ୍ତ୍ର ବ୍ୟବସ୍ଥା କରାଯିବା ସହ ୫ଟି ରାଜ୍ୟରୁ ଆସୁଥିବା ଯାତ୍ରୀଙ୍କ କରାଯାଉଛି ଥର୍ମାଲ ଟେଷ୍ଟ। ସଂକ୍ରମିତ ଥିଲେ; କିମ୍ବା ସନ୍ଦେହ ହେଲେ ସଂଗରୋଧରେ ରହିବାକୁ ନିର୍ଦ୍ଦେଶ ଦିଆଯାଉଛି ।

କରୋନାର ୟୁଟର୍ଣ୍ଣକୁ ନେଇ ସଜାଗ ବଲାଙ୍ଗୀର ପ୍ରଶାସନ। ହାଇଆଲର୍ଟରେ ଏବେ ବଲାଙ୍ଗୀର ଜିଲ୍ଲା ପ୍ରଶାସନ। ଦେଖନ୍ତୁ ଏ ଦୃଶ୍ୟ ଗୁଡିକୁ। ଏହେଉଛି ବଲାଙ୍ଗୀର ଜିଲ୍ଲା ରେଳଷ୍ଟେସନର ଦୃଶ୍ୟ।ଷ୍ଟେସନରେ ସ୍ୱତନ୍ତ୍ର ବ୍ୟବସ୍ଥା କରାଯିବା ସହ ବସିଛନ୍ତି ଡାକ୍ତର ଓ କରୋନା ଚିହ୍ନଟ ଟିମ୍ । ରାଜ୍ୟବାହାରୁ ଯେଉଁ ସବୁ ଟ୍ରେନ ଗୁଡିକ ଆସୁଛି ସେଥିରେ ଆସୁଥିବା ଯାତ୍ରୀଙ୍କୁ ପ୍ରଥମେ ଗେଟ୍ ବାହାରକୁ ଯିବା ପୂର୍ବରୁ ସେମାନେ ଆସୁଥିବା ସ୍ଥାନର ନାମ ପଚାରା ଯାଉଛି । ଏହାପରେ ହିଁ ସେମାନଙ୍କୁ ଛଡାଯାଉଛି। ରାଜ୍ୟସରକାରଙ୍କ ନିର୍ଦେଶ ଅନୁଯାୟୀ ଦେଶର ୫ ଟି ରାଜ୍ୟ, ପଞ୍ଜାବ, ମଧ୍ୟ ପ୍ରଦେଶ, ଛତିଶଗଡ, ମହାରାଷ୍ଟ୍ର  ଓ କେରଳରୁ ଯେଉଁ  ଯାତ୍ରୀ ମାନେ ଆସୁଛନ୍ତି ସେମାନଙ୍କୁ ଷ୍ଟେସନରେ ଯାଞ୍ଜ୍ କରାଯିବା ସହ ଛଡା ଯାଉଛି।

ସେପଟେ ବଲାଙ୍ଗୀର ଷ୍ଟେସନ ସହ କଣ୍ଟାବାଞ୍ଜି, ସଇଁନ୍ତଳା, ଟିଟିଲାଗଡ, ଦେଓଗାଁ ,ଲୋଇସିଂହା, ଲାଠୋର ଷ୍ଟେସନ ଗୁଡିକରେ ମଧ୍ୟ କରାଯାଇଛି କରୋନା ଟେଷ୍ଟିଙ୍ଗ ବ୍ୟବସ୍ଥା। ପ୍ରଥମେ ଥର୍ମାଲ ଷ୍ଟେଟ କରାଯାଉଛି । ସଂକ୍ରମଣ ଥିଲେ ସେମାନଙ୍କ ଆଣ୍ଟିଜେନ ଟେଷ୍ଟ କରାଯାଉଛି। ଯଦି କିଛି ଲକ୍ଷଣ ଅଛି ତେବେ ତାଙ୍କୁ ସଂଙ୍ଗରୋଧ କେନ୍ଦ୍ରକୁ ପଠାଇ ଦିଆଯାଉଛି। ୭ ଦିନ ପର୍ଯ୍ୟନ୍ତ ସଙ୍ଗରୋଧ କେନ୍ଦ୍ରରେ ରହିବାକୁ  ଦିଆଯାଉଛି ନିର୍ଦେଶ। ଅନ୍ୟପଟେ ଯେଉଁ ଯାତ୍ରୀ ମାନେ ଆରଟିପିସିଆର ଟେଷ୍ଟର ନେଗେଟିଭ ରିପୋର୍ଟ ଆଣିକି ଆସୁଛନ୍ତି ଏହି ୫ ଟି ରାଜ୍ୟରୁ ସେମାନଙ୍କୁ ଟେଷ୍ଟର ଆବଶ୍ୟକତା ନଥିବା କହିଛନ୍ତି ଅଧିକାରୀ କହିଛନ୍ତି। ବଲାଙ୍ଗୀର ସହର ସମେତ ସମଗ୍ର ଜିଲ୍ଲାରେ ଏବେ ଲୋକଙ୍କୁ ସଚେତନ କରିବା ପାଇଁ ଡାକବାଜି ଯନ୍ତ୍ର ମାଧ୍ୟମରେ ସଚେତନ କରାଯାଉଛି। ତା ସହ ଉପଜିଲ୍ଲାପାଳ, ତହସିଲଦାର, ପୌରପରିଷଦ ନିର୍ବାହୀ ଅଧିକାରୀଙ୍କ ସହ ସ୍ଥାନୀୟ ଆଇଆଇସିଙ୍କୁ ନେଇ ଏକ ଟିମ୍ ଗଠନ କରିବା ସହ ସହରରେ ଦୋକାନ ବଜାର ଗୁଡିକ ଉପରେ ନଜର ରଖାଯାଇ ଯାଞ୍ଜ୍ କରାଯାଉଛି। ଯେଉଁଠି ଲୋକଙ୍କ ଗହଳି ରୖହିଛି ମାସ୍କ ପରିଧାନ କରିନାହାନ୍ତି ସେଠାରେ ଦୋକାନୀଙ୍କୁ ଫାଇନ କଟାଯିବା ସହ ଆବଶ୍ୟକ ପଡିଲେ ସିଲ କରାଯିବାର ମଧ୍ୟ ବ୍ୟବସ୍ଥା କରାଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟିଲାଗଡର ନୂତନ ବିଦେଶୀ ମଦ ଦୋକାନ ଖୋଲିବା ପାଇଁ ଅବକାରୀ ବିଭାଗ ତିଆରି କଲା ନିଜସ୍ୱ ନିୟମ   07-Oct-2026
  ଜିଲ୍ଲା  
ରେଢ଼ାଖୋଲ ନିର୍ବାଚନ ମଣ୍ଡଳୀ ଏସିଡିସି ସମୀକ୍ଷା ବୈଠକ: ଉନ୍ନୟନ କାର୍ଯ୍ୟର ଅଗ୍ରଗତି ନେଇ ଆଲୋଚନା I ଉଚ୍ଚ ଅଧିକାରୀଙ୍କ ଅନୁପସ୍ଥିତି ଓ ପ୍ରକଳ୍ପ ତଦାରଖରେ ବିଳମ୍ବ ନେଇ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟ ଙ୍କ ଅସନ୍ତୋଷ ପ୍ରକାଶ I   07-Oct-2026
  ଜିଲ୍ଲା  
ସରକାର ମୁଖ୍ୟ ଭାବେ ମୋଦୀଙ୍କ ୨୫ ବର୍ଷ ପୂର୍ତ୍ତି *ସମ୍ବଲପୁରରେ ‘ବିକଶିତ ଭାରତ ସଂକଳ୍ପ ସଭା’ ଓ ‘ସେବା ଜ୍ୟୋତି ଯାତ୍ରା’*   07-Oct-2026
  ଜିଲ୍ଲା  
ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ "ସେବା ଜ୍ୟୋତି କଳସ ଯାତ୍ରା" ଅନୁଷ୍ଠିତ   07-Oct-2026
  ଜିଲ୍ଲା  
ବୌଦ୍ଧରେ ବିକଶିତ ଭାରତ ସଂକଳ୍ପ ସଭା ଓ ସେବାଜ୍ୟୋତି ପଦଯାତ୍ରା ଅନୁଷ୍ଠିତ   07-Oct-2026
  ଜିଲ୍ଲା  
ସାଇପାଲିରେ ‘ସେବା ସଂକଳ୍ପ’ର ସ୍ୱାସ୍ଥ୍ୟ ସେବା ମେଗା ଶିବିର   07-Oct-2026
  ଜିଲ୍ଲା  
ଜ୍ଞାନେଶ କୁମାରଙ୍କୁ ବହିଷ୍କାର ଦାବିରେ ଏସ ୟୁ ସି ଆଇ (ସି) ର ପଥପ୍ରାନ୍ତ ସଭା   07-Oct-2026
  ଜିଲ୍ଲା  
ଦୁର୍ଘଟଣାରେ ଆହତ ବିଜେଡି କର୍ମୀଙ୍କ ପରଲୋକ   07-Oct-2026
  ଜିଲ୍ଲା  
ବିଶ୍ୱବିଦ୍ୟାଳୟସ୍ତରୀୟ ପ୍ରାକ୍-ଗଣତନ୍ତ୍ର ଦିବସ ପ୍ୟାରେଡ୍ ମନୋନୟନ ଶିବିର ଅନୁଷ୍ଠିତ   07-Oct-2026
  ଜିଲ୍ଲା  
ଭାରତୀୟ ଷ୍ଟେଟ ବ୍ୟାଙ୍କ ଆଞ୍ଚଳିକ ବ୍ୟବସାୟିକ କେନ୍ଦ୍ର, ବରଗଡ଼ ତରଫରୁ ପେନସନର୍ସ ମିଟ ଆୟୋଜିତ   07-Oct-2026
  ଜିଲ୍ଲା  
ଜଲଜଡ଼ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ଅନୁଷ୍ଠିତ   07-Oct-2026
  ଜିଲ୍ଲା  
ଫୁଲମୁଠିର ଓଡ଼ିଆ ଶିଳ୍ପୀ ଅଶୋକଙ୍କୁ ରାଷ୍ଟ୍ରୀୟ ଯୁବ କଳାରତ୍ନ ସମ୍ମାନ   07-Oct-2026

You Might Also Like