-+91-9937148622 |

prerana_bgr@rediffmail.com |

  Thursday 8th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡର ନୂତନ ବିଦେଶୀ ମଦ ଦୋକାନ ଖୋଲିବା ପାଇଁ ଅବକାରୀ ବିଭାଗ ତିଆରି କଲା ନିଜସ୍ୱ ନିୟମ   (07-Oct-2026)       ||      ରେଢ଼ାଖୋଲ ନିର୍ବାଚନ ମଣ୍ଡଳୀ ଏସିଡିସି ସମୀକ୍ଷା ବୈଠକ: ଉନ୍ନୟନ କାର୍ଯ୍ୟର ଅଗ୍ରଗତି ନେଇ ଆଲୋଚନା I ଉଚ୍ଚ ଅଧିକାରୀଙ୍କ ଅନୁପସ୍ଥିତି ଓ ପ୍ରକଳ୍ପ ତଦାରଖରେ ବିଳମ୍ବ ନେଇ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟ ଙ୍କ ଅସନ୍ତୋଷ ପ୍ରକାଶ I   (07-Oct-2026)       ||      ସରକାର ମୁଖ୍ୟ ଭାବେ ମୋଦୀଙ୍କ ୨୫ ବର୍ଷ ପୂର୍ତ୍ତି *ସମ୍ବଲପୁରରେ ‘ବିକଶିତ ଭାରତ ସଂକଳ୍ପ ସଭା’ ଓ ‘ସେବା ଜ୍ୟୋତି ଯାତ୍ରା’*   (07-Oct-2026)       ||      ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ "ସେବା ଜ୍ୟୋତି କଳସ ଯାତ୍ରା" ଅନୁଷ୍ଠିତ   (07-Oct-2026)       ||      ବୌଦ୍ଧରେ ବିକଶିତ ଭାରତ ସଂକଳ୍ପ ସଭା ଓ ସେବାଜ୍ୟୋତି ପଦଯାତ୍ରା ଅନୁଷ୍ଠିତ   (07-Oct-2026)       ||      ସାଇପାଲିରେ ‘ସେବା ସଂକଳ୍ପ’ର ସ୍ୱାସ୍ଥ୍ୟ ସେବା ମେଗା ଶିବିର   (07-Oct-2026)       ||      ଜ୍ଞାନେଶ କୁମାରଙ୍କୁ ବହିଷ୍କାର ଦାବିରେ ଏସ ୟୁ ସି ଆଇ (ସି) ର ପଥପ୍ରାନ୍ତ ସଭା    (07-Oct-2026)       ||      ଦୁର୍ଘଟଣାରେ ଆହତ ବିଜେଡି କର୍ମୀଙ୍କ ପରଲୋକ   (07-Oct-2026)       ||      ବିଶ୍ୱବିଦ୍ୟାଳୟସ୍ତରୀୟ ପ୍ରାକ୍-ଗଣତନ୍ତ୍ର ଦିବସ ପ୍ୟାରେଡ୍ ମନୋନୟନ ଶିବିର ଅନୁଷ୍ଠିତ   (07-Oct-2026)       ||      ଭାରତୀୟ ଷ୍ଟେଟ ବ୍ୟାଙ୍କ ଆଞ୍ଚଳିକ ବ୍ୟବସାୟିକ କେନ୍ଦ୍ର, ବରଗଡ଼ ତରଫରୁ ପେନସନର୍ସ ମିଟ ଆୟୋଜିତ   (07-Oct-2026)       ||      ଜଲଜଡ଼ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ଅନୁଷ୍ଠିତ   (07-Oct-2026)       ||      ଫୁଲମୁଠିର ଓଡ଼ିଆ ଶିଳ୍ପୀ ଅଶୋକଙ୍କୁ ରାଷ୍ଟ୍ରୀୟ ଯୁବ କଳାରତ୍ନ ସମ୍ମାନ   (07-Oct-2026)       ||      _ଭୀମଟାଙ୍ଗିରେ ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ପାଳିତ   (07-Oct-2026)       ||      କୁଶଙ୍ଗାଇ ପୀଠରେ ଷୋହଳ ପୂଜା ଆରମ୍ଭ   (07-Oct-2026)       ||      ସେବା, ସ୍ୱାସ୍ଥ୍ୟ, ବନ୍ଧୁତାର ମନ୍ତ୍ର - ସରକାରୀ ମହାବିଦ୍ୟାଳୟ ବଲାଙ୍ଗୀରରେ ଯୁବ ରେଡକ୍ରସର ମହାମନ୍ଥନ   (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି : ଚୋରି ସୁନା ବିକ୍ରି କରି କିଣିଥିଲେ ଟ୍ରାକ୍ଟର, ୩ ଅଭିଯୁକ୍ତ ଗିରଫ   (07-Oct-2026)       ||      ବଦଳି ପରେ ବି ପୁରୁଣା ଅଫିସରେ ‘ବିଲ୍ ଖେଳ’! ନୂଆ ସ୍ଥାନରେ ଯୋଗଦାନ ପରେ ପୁଣି ପୁରୁଣା ଚେୟାରର ମୋହ; ବ୍ୟାକ୍‌ ଡେଟ୍‌ରେ ବିଲ୍‌ ଦସ୍ତଖତ କରି ‘ପିସି’ ଆଦାୟ ଅଭିଯୋଗ ରିଲିଭ୍‌ ଓ ଜଏନିଂ ତାରିଖ ସହ MB-ବିଲ୍‌ ରେକର୍ଡ ମେଳ କରିବାକୁ ଦାବି; ତଦନ୍ତ ହେଲେ ଖୋଲିପାରେ ଗୁମର   (06-Oct-2026)       ||      ବିକାଶ ନାମରେ ଆଦିବାସୀ, କୃଷକ, ଦଳିତ ଓ ଗରିବଙ୍କ ଅଧିକାର ବଳିଦାନ ହେବା ଉଚିତ୍ ନୁହେଁ— ନିରଞ୍ଜନ ବିଶି   (06-Oct-2026)       ||      ବଦଳି ପରେ ବି ପୁରୁଣା ଅଫିସର ବିଲ୍‌ରେ ଦସ୍ତଖତ!କଟକ ପୂର୍ତ୍ତ ବିଭାଗରେ ଅନିୟମିତତା ଅଭିଯୋଗ, ବ୍ୟାକ୍‌ ଡେଟ୍‌ରେ ବିଲ୍‌ ପାସ୍‌ କରି ‘ପିସି’ ଆଦାୟ ନେଇ ଚର୍ଚ୍ଚା   (06-Oct-2026)       ||      ହାଇଦ୍ରାବାଦ୍ ରେ ଓସାକା ତରଫରୁ ପାରମ୍ପରିକ ଶୈଳୀରେ ନୂଆଁଖାଇ ଭେଟଘାଟ ଆୟୋଜିତ   (06-Oct-2026)       ||     

HOME   ଦେଶ ବିଦେଶ

ଟ୍ରକ୍ ତଳେ ଚାପି ହୋଇଗଲେ ୨୨ ଶ୍ରମିକ, ପ୍ରାଣ ହରାଇଲେ ୬ଜଣ ଶ୍ରମିକ

02-Mar-2021



(ପ୍ରେରଣା ଖବର ବ୍ୟୁରୋ): ଦ୍ରୁତ ଗତି ହେଲା କାଳ। ଷ୍ଟିଅରିଂ ଉପରୁ ନିୟନ୍ତ୍ରଣ ହରାଇଲେ ଡ୍ରାଇଭର। ଟ୍ରକ୍ ତଳେ ଚାପି ହୋଇଗଲେ ୨୨ ଶ୍ରମିକ। ଘଟଣାସ୍ଥଳରେ ପ୍ରାଣ ହରାଇଛନ୍ତି ୬ଜଣ ଶ୍ରମିକ। ଉତ୍ତରପ୍ରଦେଶର କାନପୁର ଜିଲ୍ଲାରେ ଏଭଳି ଭୟଙ୍କର ଦୁର୍ଘଟଣା ଘଟିଛି।  ଏହି ଦୁର୍ଘଟଣାରେ ୧୦ରୁ ଅଧିକ ଗୁରୁତର ହୋଇଛନ୍ତି। ସୂଚନା ପାଇ ପୋଲିସ ଘଟଣାସ୍ଥଳରେ ପହଁଚି ମୃତଦେହକୁ ଜବତ କରି ପୋଷ୍ଟମଟର୍ମ ପାଇଁ ପଠାଇଛି । ଏହାସହ ଆହତଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ମୃତକଙ୍କ ମଧ୍ୟରେ କିଛି ଶିଶୁ ମଧ୍ୟ ରହିଛନ୍ତି॥*ସୂଚନା ମତାବକ, କାନୁପର ଦେହାତ ଭୋଗନିପୁର ଥାନା ଅଞ୍ଚଳର ଏହି ଦୁର୍ଘଟଣା ଘଟିଛି। କୁହାଯାଉଛି ଯେ, ଏନଏଚ୍ ଉପରେ ଟ୍ରକଟି ଦ୍ରୁତ ଗତିରେ ଆସି ଭାରସାମ୍ୟ ହରାଇ ଓଲଟି ପଡିଥିଲା। ଏଥିରେ ୨୨ ଜଣ ଟ୍ରକ୍ ତଳେ ଚାପି ହୋଇ ରହିଯାଇଥିଲେ । ତେବେ ୨୨ଜଣଙ୍କ ମଧ୍ୟରୁ ୬ଜଣ ଘଟଣାସ୍ଥଳରେ ହିଁ ମୃତ୍ୟୁ ହୋଇଥିଲା। ଅନ୍ୟ ୧୬ଜଣଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସମସ୍ତ ମୃତାହତମାନେ ଶ୍ରମିକ ବୋଲି ଜଣାପଡିଛି । ଏହାସହ ୮ଶ୍ରମିକଙ୍କ ଅବସ୍ଥା ଗୁରୁତର ରହିଛି । ସମସ୍ତ ଆହତଙ୍କୁ ଜିଲ୍ଲା ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ପୁଲିସ ଘଟଣାର ତଦନ୍ତ ଜାରି ରଖିଛି॥


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟିଲାଗଡର ନୂତନ ବିଦେଶୀ ମଦ ଦୋକାନ ଖୋଲିବା ପାଇଁ ଅବକାରୀ ବିଭାଗ ତିଆରି କଲା ନିଜସ୍ୱ ନିୟମ   07-Oct-2026
  ଜିଲ୍ଲା  
ରେଢ଼ାଖୋଲ ନିର୍ବାଚନ ମଣ୍ଡଳୀ ଏସିଡିସି ସମୀକ୍ଷା ବୈଠକ: ଉନ୍ନୟନ କାର୍ଯ୍ୟର ଅଗ୍ରଗତି ନେଇ ଆଲୋଚନା I ଉଚ୍ଚ ଅଧିକାରୀଙ୍କ ଅନୁପସ୍ଥିତି ଓ ପ୍ରକଳ୍ପ ତଦାରଖରେ ବିଳମ୍ବ ନେଇ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟ ଙ୍କ ଅସନ୍ତୋଷ ପ୍ରକାଶ I   07-Oct-2026
  ଜିଲ୍ଲା  
ସରକାର ମୁଖ୍ୟ ଭାବେ ମୋଦୀଙ୍କ ୨୫ ବର୍ଷ ପୂର୍ତ୍ତି *ସମ୍ବଲପୁରରେ ‘ବିକଶିତ ଭାରତ ସଂକଳ୍ପ ସଭା’ ଓ ‘ସେବା ଜ୍ୟୋତି ଯାତ୍ରା’*   07-Oct-2026
  ଜିଲ୍ଲା  
ସେବା ସଂକଳ୍ପ ଅଭିଯାନ ୨୦୨୬ ଅବସରରେ "ସେବା ଜ୍ୟୋତି କଳସ ଯାତ୍ରା" ଅନୁଷ୍ଠିତ   07-Oct-2026
  ଜିଲ୍ଲା  
ବୌଦ୍ଧରେ ବିକଶିତ ଭାରତ ସଂକଳ୍ପ ସଭା ଓ ସେବାଜ୍ୟୋତି ପଦଯାତ୍ରା ଅନୁଷ୍ଠିତ   07-Oct-2026
  ଜିଲ୍ଲା  
ସାଇପାଲିରେ ‘ସେବା ସଂକଳ୍ପ’ର ସ୍ୱାସ୍ଥ୍ୟ ସେବା ମେଗା ଶିବିର   07-Oct-2026
  ଜିଲ୍ଲା  
ଜ୍ଞାନେଶ କୁମାରଙ୍କୁ ବହିଷ୍କାର ଦାବିରେ ଏସ ୟୁ ସି ଆଇ (ସି) ର ପଥପ୍ରାନ୍ତ ସଭା   07-Oct-2026
  ଜିଲ୍ଲା  
ଦୁର୍ଘଟଣାରେ ଆହତ ବିଜେଡି କର୍ମୀଙ୍କ ପରଲୋକ   07-Oct-2026
  ଜିଲ୍ଲା  
ବିଶ୍ୱବିଦ୍ୟାଳୟସ୍ତରୀୟ ପ୍ରାକ୍-ଗଣତନ୍ତ୍ର ଦିବସ ପ୍ୟାରେଡ୍ ମନୋନୟନ ଶିବିର ଅନୁଷ୍ଠିତ   07-Oct-2026
  ଜିଲ୍ଲା  
ଭାରତୀୟ ଷ୍ଟେଟ ବ୍ୟାଙ୍କ ଆଞ୍ଚଳିକ ବ୍ୟବସାୟିକ କେନ୍ଦ୍ର, ବରଗଡ଼ ତରଫରୁ ପେନସନର୍ସ ମିଟ ଆୟୋଜିତ   07-Oct-2026
  ଜିଲ୍ଲା  
ଜଲଜଡ଼ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ଅନୁଷ୍ଠିତ   07-Oct-2026
  ଜିଲ୍ଲା  
ଫୁଲମୁଠିର ଓଡ଼ିଆ ଶିଳ୍ପୀ ଅଶୋକଙ୍କୁ ରାଷ୍ଟ୍ରୀୟ ଯୁବ କଳାରତ୍ନ ସମ୍ମାନ   07-Oct-2026

You Might Also Like